ବିଜେପିର ଚାଣକ୍ୟ । ଇଲେକ୍ସନ୍ ଷ୍ଟ୍ରାଟିଜେ ମେକର । ଭାରତୀୟ ରାଜନୀତିର ଅନ୍ୟତମ ଧୂରୀଣ ରାଜନେତା । ଅମିତ ଶାହ । ୬୧ ବର୍ଷରେ ପାଦ ଥାପିଲେ ଅମିତ ଶାହ । ଅମିତ ଶାହ ଦେଶର ଗୃହମନ୍ତ୍ରୀ ଜଣେ ଦକ୍ଷ ସଙ୍ଗଠକ ଭାବେ ସେ ଯେତିକି ପରିଚିତ, ତୃଣମୂଳସ୍ତରରେ ରଣନୀତି ପ୍ରସ୍ତୁତ କରିବାରେ ସେ ସେତିକି ମାହିର । ଦେଶରେ ନକ୍ସଲ ଦମନ ଅଭିଯାନରେ ଶାହଙ୍କର ଥିଲା ଗୁରୁତ୍ବପୂର୍ଣ୍ଣ ଭୂମିକା । ୨୦୧୪ ଜୁଲାଇ ମାସରେ ବିଜେପି […]
ପୀତବାସ ହତ୍ୟା ମାମଲା , ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ । ପୁଲିସ ଭ୍ୟାନ୍ରେ ବିକ୍ରମଙ୍କୁ କୋର୍ଟ ନେଲା ପୁଲିସ । ମଙ୍ଗଳବାର ରାତିରୁ ବିକ୍ରମ ପଣ୍ଡାକୁ ଅଟକ ରଖି ଜେରା କରୁଥିଲା ପୋଲିସ ।ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ବିଜେଡିର ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ବ୍ରହ୍ମପୁର ପୁଲିସ ଉଠାଇ ନେଇଥିଲା । ରାତିରେ ବିକ୍ରମ ପଣ୍ଡାଙ୍କୁ ବ୍ରହ୍ମପୁର ଆମ୍ବପୁଆ ସ୍ଥିତ […]
ବଙ୍ଗୋପସାଗରରେ ଘନୀଭୂତ ହେଉଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ସେହିପରି ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ […]
ଆଜି କେରଳ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚାରି ଦିନ ପାଇଁ କେରଳ ଗସ୍ତରେ ଯାଇଥିବା ସମୟରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖିବାକୁ ମିଳିଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାବରୀମାଳାର ଭଗବାନ ଆୟାପ୍ପା ମନ୍ଦିରରେ ଦର୍ଶନ ଏବଂ ଆରତୀ ପାଇଁ ପଠାଣମଥିଟ୍ଟା ଯିବାର କାର୍ଯ୍ୟକ୍ରମ ଥବଲା । ଏଥିପାଇଁ ରାଷ୍ଟ୍ରପତିଙ୍କ ହେଲିକପ୍ଟର ପଠାଣମଥିଟ୍ଟାର ପ୍ରମାଦମ୍ ଷ୍ଟାଡିୟମର ହେଲିପ୍ୟାଡରେ ଅବତରଣ କରିବା ବେଳେ ଅଘଟଣ ଘଟିଥିଲା ।କେରଳ ପ୍ରମାଦମରେ ନବନିର୍ମିତ କଂକ୍ରିଟ […]
ରାଜଧାନୀର ରାଜରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବା ନାବାଳିକା HIV ପଜିଟିଭ୍ । ପୋଲିସ ଖୋଜିବ ଗ୍ରାହକଙ୍କ ଠିକଣା ।ସମସ୍ତଙ୍କର HIV ପରୀକ୍ଷା ମଧ୍ୟ କରାଯିବ ।ଲକ୍ଷ୍ମୀସାଗର ସେକ୍ସ ରାକେଟ ମାମଲାରେ ଏବେ ସୁଦ୍ଧା ୪ ଜଣଙ୍କୁ ଗିରଫ କରି ଖୋଳତାଡ଼ କରୁଛି କ୍ୟାପିଟାଲ ଥାନା ପୋଲିସ । ବିଭିନ୍ନ ପ୍ରକାର ନମୁନା ସଂଗ୍ରହ ସହ ଘରେ ଛାନଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍ । ସେପଟେ ଘଟଣାକୁ ରେଡଫ୍ଲାଗ ଅନ୍ତର୍ଭୁକ୍ତ କରିଛି CA । ୪ ମହିଳା […]
କଂଗ୍ରେସର ନୂଆପଡା ଉପନିର୍ବାଚନ ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥୀପତ୍ର ନାକଚ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହୋଇଥିଲା ବିଜେପି । ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ନାହିଁ। ସେ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ୨ ମାମଲା ସମ୍ପର୍କରେ ଜାଣିଶୁଣି ଉଲ୍ଲେଖ କରିନାହାନ୍ତି। ଏହା ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୨୫-‘କ’ ଅନୁଯାୟୀ […]
ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କୁ ପଚରାଉଚରା । ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ଜ଼ିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ନେଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ୟ ଥାନା ଅଧିକାରୀଙ୍କ ସହ ନିଜେ ଏସପି ଆସି ତାଙ୍କୁ ଡାକି ନେଇଥିବା ସୂଚନା । ବିଳମ୍ବିତ ରାତି ଯାଏଁ ତାଙ୍କୁ ଜେରା କରାଯାଇଛି । ଏହି ମାମଲାରେ ପୂର୍ବରୁ ଜଣେ କର୍ପୋରେଟର ଓ ବରିଷ୍ଠ ନେତାଙ୍କୁ ପୁଲିସ ଅଟକ ରଖିଛି […]
ଖାକି ଡ୍ରେସ୍ ରେ ମଦ୍ୟପାନ କରି ସର୍ବସାଧାରଣରେ ଗାଳିଗୁଲଜ କରି ଦୁଇ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ନୟାଗଡ sp ଏସ୍ ସୁଶ୍ରୀ । ନିଲମ୍ବିତ ୨ ପୋଲିସ କର୍ମଚାରୀ ହେଉଛନ୍ତି ନୟାଗଡ଼ ସଦରଥାନାର ASI ପ୍ରବାସ ସବର ଏବଂ କନେଷ୍ଟବଳ ପ୍ରସନ୍ନ ପ୍ରଧାନ । ସୂଚନାମୁତାବକ ୨ ପୋଲିସ କର୍ମଚାରୀ ଗତ ଶନିବାର ଦିନ ମଦ୍ୟପାନ କରି ସଦର ଥାନା ରାସ୍ତାରେ ଲୋକଙ୍କୁ ଗାଳିଗୁଳଜ କରିଥିଲେ । ପରେ ଜଣେ ଦୋକାନରେ ବେହୋସ ହୋଇ ଶୋଇ […]
ଗଜପତି ଦିବ୍ୟସିଂହ ଦେବଙ୍କ ପୁନର୍ବାର ଇସ୍କନ କର୍ତ୍ତୃପକ୍ଷଙ୍କୁ ଚିଠି । ଇସ୍କନ ନିଜ ସିଦ୍ଧାନ୍ତର ପୁନର୍ବିଚାର କରିବାକୁ ଏବଂ ପବିତ୍ର ଶାସ୍ତ୍ର ଓ ପୁରାତନ ରୀତି ନୀତିର ସମ୍ମାନ ରଖି ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ୯ ଦିନ ମଧ୍ୟରେ ରଥଯାତ୍ରା ପାଳନ କରିବାକୁ ଦିଗଦର୍ଶନ ଦେଇଛନ୍ତି।ଜ୍ୟେଷ୍ଠ ପୂର୍ଣ୍ଣିମାରେ ଦେଶରେ ଓ ଦେଶ ବାହାରେ ସ୍ନାନଯାତ୍ରା ପାଇଁ ସମ୍ମତ ବୋଲି ଜଣାଇବା ପରେ ଗଜପତି ମହାରାଜା ଆପତ୍ତି ଉଠାଇବା ସହ ପୁଣି ଇସ୍କନ GBC ଅଧ୍ୟକ୍ଷଙ୍କୁ ଚିଠି […]
ନବରଙ୍ଗପୁର ସୀମାନ୍ତ ଛତିଶଗଡ଼ ଅନ୍ତର୍ଗତ ଗରିଆବନ୍ଧରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟl ଜଙ୍ଗଲରେ ରହିଆସୁଥିବା ମହିଳା ମାଓବାଦୀମାନେ ପୁଲିସ ନିକଟରେ ଆତ୍ମସମର୍ପଣ ପରେ ଏବେ ନିର୍ଭୟରେ ଦୀପାବଳି ପାଳନ କରିଛନ୍ତି। ଦୀପାବଳି ପାଳନ କରିବା ପୂର୍ବରୁ ସେମାନେ ବଜାରରୁ ଜିନିଷପତ୍ର କିଣିଛନ୍ତି। ଅସ୍ତ୍ର ତ୍ୟାଗ କରି ଶାନ୍ତି ପଥେ ଆଗେଇ ଆସିଛନ୍ତି ମାଓବାଦୀ । ମାଓ ଇତିହାସର ପ୍ରଥମ କରି ପ୍ରାୟ ୨୦୦ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ଧାରାରେ ସାମିଲ ହେଉଛନ୍ତି […]
ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ 66 ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ବୀରମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଡିଜିପି ଶ୍ରୀ ଖୁରାନିଆ କହିଛନ୍ତି, ‘କିଛି ବର୍ଷ ପୂର୍ବରୁ ପୋଲିସ ଶହୀଦମାନଙ୍କର […]
ଉତ୍ତର ପ୍ରଦେଶର ଫତେହାବାଦ ଟୋଲ୍ ଟ୍ୟାକ୍ସ କର୍ମଚାରୀମାନଙ୍କ ଅଭାବନୀୟ କାଣ୍ଡ । ଦୀପାବଳି ବୋନସ୍ ନ ମିଳିବା କାରଣରୁ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେର ଫତେହାବାଦ ଟୋଲ୍ ପ୍ଲାଜା କର୍ମଚାରୀମାନେ ରବିବାର ବିଳମ୍ବିତ ରାତିରେ ଧର୍ମଘଟ କରିଥିଲେ। ସେମାନେ ଟୋଲ୍ ଫାଟକ (Toll Gates) ଖୋଲି ଦେବାରୁ ହଜାର ହଜାର ଗାଡ଼ି ବିନା ଶୁଳ୍କରେ ଯାତାୟାତ କରିଥିଲେ।ଫଳରେ ଟୋଲ୍ କମ୍ପାନୀର ୩୦ ଲକ୍ଷ ଲଙ୍କା କ୍ଷତି ହୋଇଛି । ଖବର ମୁତାବକ, ଦୀପାବଳି ଅବସରରେ କମ୍ ବୋନସ ମିଳିବାରୁ ଫତେହାବାଦ […]
