ପୁରୀରେ ପ୍ରତିଷ୍ଠା ହେବ ଭୂତଳ ଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ । ଏନେଇ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପଦକ୍ଷେପ ନେଇଛି । ବିଶ୍ୱ ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ପ୍ରତିବର୍ଷ କୋଟିଏରୁ ଅଧିକ ଦେଶୀ ବିଦେଶୀ ପର୍ଯ୍ୟଟକ ଆସୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟନ ବିଭାଗ ପୁରୀରେ ଏକାଧିକ ପର୍ଯ୍ୟଟନ ଆକର୍ଷଣସ୍ଥଳ ନିର୍ମାଣ ନିମନ୍ତେ ଯୋଜନା କରୁଛି । କିଛି ସରକାର ନିଜେ କରିବେ ଓ କିଛି […]
ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ।ପେଟବଶିରାବାଦର କୋମପାଲି ଅଞ୍ଚଳରେ ଏଭଳି ଜଘନ୍ୟ ଘଟଣା ଘଟିଛି ।ଭୁବନେଶ୍ବର ଭରତପୁର ଅଞ୍ଚଳର ମହିଳା ଖୋର୍ଦ୍ଧା ବାଣପୁର ଥାନା ଅଞ୍ଚଳରେ ବିବାହ କରିଥିଲେ। ତାଙ୍କର ୪ ବର୍ଷର ପୁଅଟିଏ ମଧ୍ୟ ଅଛି। ସ୍ବାମୀ ହାଇଦ୍ରାବାଦରେ ଇଲେକ୍ଟ୍ରିକାଲ ମେଣ୍ଟନାନ଼ସ ବିଭାଗରେ ଭାବେ କାମ କରୁଥିଲେ । ୬ ମାସ ପୂର୍ବେ ସ୍ତ୍ରୀ ଓ ପୁଅ ମଧ୍ୟ ସେଠାକୁ ଯାଇଥିଲେ । ସେଠାରେ ମହିଳା ଜଣକ ଶ୍ରମିକଙ୍କ ପିଲାଙ୍କ ପାଠ ପଢା […]
ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ୪ଜଣଙ୍କୁ ବିହାରରୁ କାବୁ କରିଛି ପୁଲିସ । ଆଉ ୪ଜଣଙ୍କୁ ଦିଲ୍ଲୀ ଓ ପଶ୍ଚିମବଙ୍ଗରୁ ଧରିଥିବା ସୂଚନା ମିଳିଛି । ପୂର୍ବରୁ ୨ ବିହାରୀ ଯୁବକଙ୍କ ସହ ଜଣେ ସ୍ଥାନୀୟ ଯୁବକଙ୍କୁ ପୁଲିସ ଉଠାଇ ଆଣିଛି । ମୋଟାମୋଟି ଏହି ମାମଲାରେ ଏଯାବତ୍ ୧୧ ଜଣଙ୍କୁ ପୁଲିସ କବଜାକୁ ନେଲାଣି । ଗତ ୬ ତାରିଖ ରାତି ପ୍ରାୟ ଦଶଟାରେ ବାଇକରେ ଦୁଇ ଦୁର୍ବୃତ୍ତ ଆସି ପୀତବାସ ପଣ୍ଡାଙ୍କୁ ତାଙ୍କ ଘର […]
ବାଲେଶ୍ଵର ଆକାଶରେ ପ୍ରଚଣ୍ଡ ଶବ୍ଦ। ପ୍ରଚଣ୍ଡ ଶବ୍ଦ ଯୋଗୁଁ ଥରିଲା ଘର ଝରକା । ପୂର୍ବରୁ ଏଭଳି ଶବ୍ଦ ଅନେକ ଥର ଦେଖିବାକୁ ମିଳିଥିବା ବେଳେ ଆଜି ଦିନ 3 ଟା 30 ବେଳେ ଏଭଳି ପ୍ରଚଣ୍ଡ ଶବ୍ଦ ଅନୁଭୂତ ହୋଇଥିଲା । ପ୍ରଚଣ୍ଡ ଓ ଭୟଙ୍କର ଶବ୍ଦ ଆଗରୁ କେହି ଶୁଣି ନଥିଲେ । ୩.୩୪ମିନିଟ ସମୟରେ ଏହି ଶବ୍ଦ ଶୁଣିବାକୁ ମିଳିଛି । ଏହିଶବ୍ଦ ପରେ ଲୋକଙ୍କ ମନରେ ଏକ ପ୍ରକାର ଭୟ ସୃଷ୍ଟି […]
ଲାଲ୍ ଗଡ଼ରେ ବୁଡ଼ୁଛି ରକ୍ତିମ ସୂର୍ଯ୍ୟ । ଶେଷ ନିଶ୍ବାସ ନେଉଛି ନକ୍ସଲବାଦ । ଗତ କିଛି ଦିନ ଧରି ମହାରାଷ୍ଟ୍ର ଓ ଛତିଶଗଡ଼ରେ ମାଓବାଦୀଙ୍କ ଆତ୍ମସମର୍ପଣ ଧାରା ଜାରି ରହିଥିବା ବେଳେ, ଆଜି ବି ବନ୍ଧୁକ ଛାଡ଼ିବାକୁ ଇନ୍ଦ୍ରାବତୀ ଘାଟରେ ମେଳି ବାନ୍ଧିଛନ୍ତି ଶତାଧିକ ମାଓବାଦୀ । ମାଓନେତା ରୂପେଶଙ୍କ ସହ ୧୩୦ ଜଣ ହାଡକୋର ନକ୍ସଲ ଲାଲ୍ ଗଡ଼ ଛାଡି ନିଜ ନିଜର ବନ୍ଧୁକ ଧରି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହେବା ଲାଗି […]
ଘୋଷଣା ହେଲା ବିଜେପି ରାଜ୍ୟ ପଦାଧିକାରୀ । ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା କରାଯାଇଛି । ୧୦ ଉପସଭାପତି, ୪ ସାଧାରଣ ସମ୍ପାଦକ, ୧୦ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଏବଂ ଜଣେ ଯୁଗ୍ମ କୋଷାଧ୍ୟକ୍ଷଙ୍କ ନାଁ ଘୋଷଣା କରାଯାଇଛି । ଉପସଭାପତି ତାଲିକାରେ ଯତୀନ ମହାନ୍ତି, ଅଶୋକ ମହାନ୍ତି, କୁସୁମ ଟେଟେ, ରମେଶ ଚନ୍ଦ୍ର ସାହୁ, କେ ନାରାୟଣ ରାଓ, ଶିବାଜୀ ମହାନ୍ତି , ଭବେନ୍ଦ୍ର ପଣ୍ଡା । ସିପ୍ରା ବାଜପେୟୀ, ସୁଦର୍ଶନ, ବିଷ୍ଣୁ […]
ଗଞ୍ଜାମ ଜିଲ୍ଲାର ଗୋପାଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମତ୍ସ୍ୟଜୀବୀଙ୍କ ମାଛ ଜାଲରେ ପଡ଼ିଲା ବିରଳ ପ୍ରଜାତିର କୀଟ ସାବେଲେରିଆ ମିରିଆନ୍ସିସ୍ (Sabellaria miryaensis) । ଏହାକୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସାମୁଦ୍ରିକ ବିଜ୍ଞାନ ବିଭାଗ ଦୀର୍ଘ 35 ବର୍ଷ ପରେ ପୁଣି ଥରେ ଚିହ୍ନଟ କରିଛି । ଏହି କୀଟକୁ ପଲିକିଟ୍ (Polychaete) ବୋଲି କୁହାଯାଏ, ଯାହାକି ପୂର୍ବରୁ 1990 ମସିହାରେ ଆରବ ସାଗରରେ ଦେଖିବାକୁ ମିଳିଥିଲା ।ଏହି ବିରଳ କୀଟଟି ଆକାରରେ ଛୋଟ ହୋଇଥିଲେ ମଧ୍ୟ ଏହାର […]
ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି । ଚାଲାଣ କଟିଥିବା ଗାଡି ପାଇଁ ନିୟମ କଡାକଡି କଲା ଟ୍ରାଫିକ ବିଭାଗ । ଚାଲାଣ କଟିଥିବା ଗାଡିର କଟିଲା ନାଁ । ରାସ୍ତାରେ ଆଉ ଗଡିପାରିବନି ଏହି ସବୁ ଗାଡି । ବ୍ଲାକ୍ ଲିଷ୍ଟ ଗାଡି ତାଲିକା ପ୍ରକାଶ କଲା ଟ୍ରାଫିକ ବିଭାଗ । ଏକାଧିକ ଚାଲାଣ ଥିବା ୨୫୮ ଗାଡି […]
ଦୁର୍ନୀତିଖୋରଙ୍କୁ ନିସ୍ତାର ନାହିଁ , ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଦୁର୍ନୀତି ମାମଲାରେ ଭିଜିଲାନ୍ସ ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ମିଳିବନି ପେନ୍ସନ୍ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପ୍ରୋଭିଜନାଲ୍ ପେନ୍ସନ୍ ବନ୍ଦ କରିବା ପ୍ରସଙ୍ଗରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି । ଭିଜିଲାନ୍ସ ଅଦାଲତଙ୍କ ଦଣ୍ଡ ବିରୋଧରେ ଉପର ଅଦାଲତରେ କେବଳ ମାମଲା ଦାୟର କରିଦେଲେ ପୁନର୍ବାର ପ୍ରୋଭିଜନାଲ୍ ପେନ୍ସନ୍ ପାଇଁ ସମ୍ପୃକ୍ତ ବ୍ୟକ୍ତି ହକଦାର ହେବେ ନାହିଁ। […]
ଚଳିତବର୍ଷ କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ ନାଇଟ । ଶ୍ରେୟା ଘୋଷାଲ, ହର୍ଷଦୀପ କୌର, ଋଷି ସିଂଙ୍କ ଗୀତରେ ଝୁମିବେ ଦର୍ଶକ । ଏହା ବ୍ୟତୀତ ଓଲିଉଡରେ ୧୪ ଜଣ ନାମକରା ଗାୟକ ମଧ୍ୟ ସାମିଲ ହେବେ । ବାଲିଯାତ୍ରା ପରିଚାଳନା ପାଇଁ ଜିଲା ପ୍ରଶାସନ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱ ଦେଇଛି। ଜିଲାପାଳଙ୍କ ସୂଚନା ଅନୁସାରେ, ୪ଟି ପ୍ରବେଶ ପଥ, ୯ଟି ପ୍ରସ୍ଥାନ ପଥ ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ୬ଟି ଅତିରିକ୍ତ […]
ଡବ୍ଲ୍ୟୁଏଚଓ ଅନୁମୋଦନ ବିନା ଓଆରଏସ ଲେବଲ ବ୍ୟବହାର କରାଯାଇପାରିବନି। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏଫଏସଏସଏଆଇ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨ ଜୁଲାଇ ୧୪ ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ ହୋଇଛି । ବ୍ରାଣ୍ଡ ନାମରେ ଓଆରଏସକୁ ପ୍ରିଫିକ୍ସ ବା ସଫିକ୍ସ ଭାବେ ଯୋଡିବା ଅନୁମତି ବାତିଲ ହୋଇଛି । ଯଦି ଓଆରଏସ ଭୁଲ ଭାବେ ବ୍ୟବହୃତ ହୁଏ, ତେବେ ଏହା ବିପଦ ସୃଷ୍ଟି କରିପାରେ । ଖାଦ୍ୟ ସୁରକ୍ଷା […]
ଡବ୍ଲ୍ୟୁଏଚଓ ଅନୁମୋଦନ ବିନା ଓଆରଏସ ଲେବଲ ବ୍ୟବହାର କରାଯାଇପାରିବନି। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏଫଏସଏସଏଆଇ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨ ଜୁଲାଇ ୧୪ ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ ହୋଇଛି । ବ୍ରାଣ୍ଡ ନାମରେ ଓଆରଏସକୁ ପ୍ରିଫିକ୍ସ ବା ସଫିକ୍ସ ଭାବେ ଯୋଡିବା ଅନୁମତି ବାତିଲ ହୋଇଛି । ଯଦି ଓଆରଏସ ଭୁଲ ଭାବେ ବ୍ୟବହୃତ ହୁଏ, ତେବେ ଏହା ବିପଦ ସୃଷ୍ଟି କରିପାରେ । ଖାଦ୍ୟ ସୁରକ୍ଷା […]
