ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି।୩ ଡିଏସ୍ପି, ୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ଏହି ସମୟରେ ଖୋର୍ଦ୍ଧା ଓ ଭୁବନେଶ୍ୱର ମିଳିତ ଭିଜିଲାନ୍ସ ଟିମ ଚଢାଉ କରି ୮ ହଜାର ଟଙ୍କା ଜବତ କରିଥିଲେ।
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ । ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚୂଡାନ୍ତ ନିଷ୍ପତ୍ତି ହୋଇନି , ଚିନ୍ତା କରାଯାଉଛି । ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଦେବାକୁ ଚିନ୍ତା କରାଯାଉଛି। ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ। ରାଜ୍ୟ ସରକାର ନିଜସ୍ବ ଖର୍ଚ୍ଚରେ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ବୋଲି କୃଷ୍ଣ […]
ଅନଲାଇନରେ ଅନ୍ନପ୍ରସାଦ ବା ଅବଢା ମିଳିବା ନେଇ ବିଜ୍ଞାପନ ଜାରି। ଅବଢା ବିଜ୍ଞାପନ ସୋସିଆଲ ମିଡିଆରେ ହେଲା ଭାଇରାଲ । ଏକ ଫୁଡ ଆପ୍ଲିକେସନ ପକ୍ଷରୁ ବିଜ୍ଞାପନ ନେଇ ଭାଇରାଲ ହେଉଛି । ମାତ୍ର ୪୯ ଟଙ୍କାରେ ଅବଢା ଉପଲବ୍ଧ ଥିବା ବିଜ୍ଞାପନରେ କୁହାଯାଇଛି । ତେବେ ୪୯ ଟଙ୍କା ଦେଇ ଖାଇବା ଡେଲିଭରି ଆପ୍ଲିକେସନରେ ଅର୍ଡର କଲେ ଆପଣଙ୍କ ଘରେ ଏହି ଚାରୋଟି ମନ୍ଦିରର ଅନ୍ନପ୍ରସାଦ ପହଞ୍ଚିବ ବୋଲି କୁହାଯାଇଛି । ପୂର୍ବରୁ ଶ୍ରୀମନ୍ଦିରର ଅବଢା […]
ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି।ଏହାରି ଭିତରେ ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିରୁ ୩ ଆଶାୟୀଙ୍କୁ ନବୀନ ନିବାସରୁ ଡାକରା ଆସିଛି । ଏମାନେ ସିଧାସଳଖ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିବେ । ବୁଧବାର ଅପରାହ୍ନରେ ନବୀନ ନିବାସରେ ନବୀନଙ୍କୁ ଭେଟି ଆଲୋଚନା କରିବେ ବୋଲି ଜଣାପଡିଛି […]
ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।ଆସନ୍ତାକାଲି ନାମାଙ୍କନ ଭରିବେ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିବେ ଜୟ ।ସେପଟେ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ […]
ଚମ୍ପୁଆ ଥାନା ମଙ୍ଗଳପୁର ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।ଶ୍ୱଶୁର ଘରେ ପଶି ପରିବାର ଲୋକଙ୍କୁ ବାହାରୁ ଶିକୁଳି ପକାଇଲା । ପରେ ଘରେ ନିଆଁ ଲଗାଇଲା । ଏଭଳି ଅମାନୁଷିକ କାଣ୍ଡ ଭିଆଇ ଫୋରାର ହେଲା ଜ୍ୱାଇଁ।ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାଇଥିଲେ ହେଁ ନିଆଁରେ ପଡ଼ି ଘରର ସମସ୍ତ ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି। ପ୍ରକାଶ ଯେ, ବଂଶପାଳ ବ୍ଲକର ଅଙ୍କୁର ସନଗି ତିନି ବର୍ଷ ତଳେ ମଙ୍ଗଳପୁର ଗ୍ରାମର […]
ପୟାଶ୍ରାଦ୍ଧକୁ ନେଇ ଦୂର ହେଲା ଦ୍ଵନ୍ଦ୍ଵ। ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରି ଦିଆଗଲା ସ୍ପଷ୍ଟୀକରଣ। ୨୦ ନା ୨୧ ତାରିଖ ନେଇ ଦ୍ଵନ୍ଦ୍ଵ ଥିଲା । ତେବେ ୨୦ ତାରିଖ ଦୀପାବଳିରେ ହେବ ପୟାଶ୍ରାଦ୍ଧ ଦୀପାବଳି ଅମାବାସ୍ୟାର ଦ୍ୱନ୍ଦ୍ୱ ଦୂରୀକରଣ କରିବା ପାଇଁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ କରିଛନ୍ତି ।୨୦ ତାରିଖ ଅପରାହ୍ନ ୩ଟା ୨୩ରୁ ପୟାଶ୍ରାଦ୍ଧ, ଦୀପାବଳି ପାଳନ। ୨୧ରେ ପାଳନ କରନ୍ତୁ ନାହିଁ, ଏହା […]
ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି। ବୁଧବାର ଅଭିଯୁକ୍ତ ପୁରୁଷ ବନ୍ଧୁଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ କମିଶନର ସୁନୀଲ ଚୌଧୁରୀ ସୂଚନା ଦେଇଛନ୍ତି। ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଓ୍ବାସିଫ ଅଲ୍ଲୀ ଘଟଣାର ମୁଖ୍ୟ ଖଳନାୟକ ବୋଲି ପୋଲିସ ଜାଣିବାକୁ ପାଇଛି।ଗିରଫ ୬ […]
ଆମେରିକାକୁ ଅସ୍ଥାୟୀ ଭାବେ ଲଗାଯାଇଥିବା ଡାକ ସେବା ପ୍ରତିବନ୍ଧକକୁ ହଟାଇଲେ ଭାର ସରକାର। ସମସ୍ତ ପ୍ରକାରର ଡାକ ସେବା ଉପରୁ ଅସ୍ଥାୟୀ ପ୍ରତିବନ୍ଧକ ଉଠାଇ ଦିଆଯାଇଛି।ଆଜିଠୁ ଆମେରିକାକୁ ଡାକ ସେବା ପୂର୍ବ ପରି ଆରମ୍ଭ ହେବ। ପୂର୍ବରୁ, ଅଗଷ୍ଟ ୨୫ ତାରିଖରେ ଭାରତୀୟ ଡାକ ବିଭାଗ ଡାକ ସେବା ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଥିଲା।ତେବେ ଆମେରିକାର କଷ୍ଟମ୍ସ ଏବଂ ସୁରକ୍ଷା ବିଭାଗର ନୂଆ ନିୟମ ଅନୁଯାୟୀ ଭାରତରୁ ପଠାଯାଇଥିବା ପୋଷ୍ଟାଲ୍ ପାର୍ସଲଗୁଡ଼ିକ ଉପରେ ବର୍ତ୍ତମାନ ୫୦% କଷ୍ଟମ୍ସ […]
ପୁଣି ଇସ୍କନର ଅଦିନିଆ ରଥଯାତ୍ରା । ମଧୁବନ ଆଶ୍ରମ ରିଷିକେଷ ଦ୍ୱାରା ଆୟୋଜିତ ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରା ସମ୍ପର୍ଣ୍ଣ କରିଛି ଇସ୍କନ । ଚଳିତମାସ ଅକ୍ଟୋବର ୭ ତାରିଖ ମଙ୍ଗଳବାର ଦିନ ଏଭଳି ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ମଧୁବନ ଆଶ୍ରମ ଠାରୁ ବାହାରି ତ୍ରୀବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଳୱ ରୋଡରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି । ବିଧି ପରମ୍ପରା ଭାଙ୍ଗି […]
ରାୟଗଡ଼ :-ତା. ୧୪/୧୦/୨୫-ରାୟଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଶୁତୋଷ କୁଲକାର୍ଣ୍ଣି, ଭl. ପ୍ର.ସେ.ଙ୍କ ଅଧ୍ୟକ୍ଷତlରେ ଜିଲ୍ଲା ଖଣିଜ ଭିତ୍ତିଭୂମି ଫାଣ୍ଟି ଟ୍ରଷ୍ଟ ବୈଠକ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମାନ୍ୟବର କୋରାପୁଟ ଲୋକସଭା ସାଂସଦ, ଶ୍ରୀଯୁକ୍ତ ସପ୍ତଗିରି ଉଲ୍ଲକା, ରାୟଗଡ଼ ବିଧାୟକ ଶ୍ରୀଯୁକ୍ତ ଅପ୍ପଲା ସ୍ୱାମୀ କାଡ୍ରାକl, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଯୋଗଦେଇ ଶିଳ୍ପ ସଂସ୍ଥା ମାନଙ୍କ […]
ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ଗଣଦୁଷ୍କର୍ମକୁ ନେଇ ପଶ୍ଚିମବଙ୍ଗରୁ ଓଡ଼ିଶା କମ୍ପୁଥିବାବେଳେ, କ୍ରାଇମସ୍ପଟରେ ଅପରାଧର ଡେମୋ ଦେଖାଇଛନ୍ତି ଜହ୍ଲାଦ । ମେଡିକାଲ କଲେଜ ବାହାରେ ଓ ଜଂଗଲ ଭିତରେ ଭିଆଇଥିବା ଛାତିଥରା କାଣ୍ଡର ସିନ ରିକ୍ରିଏସନ କରିଛନ୍ତି ସଇତାନ । ମଙ୍ଗଳବାର ଦିନ ପୁଲିସ ଘଟଣାସ୍ଥଳକୁ ଅଭିଯୁକ୍ତମାନଙ୍କୁ ନେଇ ସିନ୍ ରିକ୍ରିଏସନ କରିଛି। ଘଟଣା ଦିନ କ’ଣ ହୋଇଥିଲା, କିଏ କିଏ ଥିଲେ, କେମିତି କ’ଣ ହୋଇଥିଲା। ସେସବୁ ଗୋଟିଗୋଟି କରି ଦେଖାଇଥିଲେ ଅଭିଯୁକ୍ତ। ପୀଡ଼ିତା ଡାକ୍ତରଙ୍କ ସାମ୍ନାରେ […]
