‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗ ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ଯାହା ରାଜ୍ୟ ଅର୍ଥ ଆୟୋଗ ଓ କେନ୍ଦ୍ର ଅର୍ଥ ଆୟୋଗ ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, […]

ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା

ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ସତ୍ୟାନାରାୟଣ ପୋଢ । ପରେ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ […]

ଆହୁରି ବଢ଼ିବ ରାତି ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରରେ ରାତିର ତାପମାତ୍ରା ଆସନ୍ତା ୨୪ ଘଣ୍ଟାରେ ୧୭ ଡିଗ୍ରୀ ରହିବ।ଗୁରୁବାର ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ନୟାଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, […]

ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬

ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦିନ ୧୧ଟାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପିତ କରିବେ ।ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ହେଉଛି ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶରେ ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ । ଯେଉଁଥିରେ ଅଭିବୃଦ୍ଧି ହାର, ମୁଣ୍ଡପିଛା ଆୟ ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ଅଭିବୃଦ୍ଧି ତଥ୍ୟ ସାମ୍ନାକୁ ଆସିବ । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାର ବିଭାଗ […]

ବିଜେଡିର ଉତ୍ତରାଧିକାରୀ ଚର୍ଚ୍ଚାକୁ କଡା କାଉଣ୍ଟର କଲେ ଅରୁଣ ସାହୁ

ବିଜେଡିର ଉତ୍ତରାଧିକାରୀ ଚର୍ଚ୍ଚାକୁ କଡା କାଉଣ୍ଟର କଲେ ଅରୁଣ ସାହୁ । ସେ କହିଛନ୍ତି ଯେ ଉତ୍ତରାଧିକାରୀ ବ୍ୟବସ୍ଥା ସାମନ୍ତବାଦୀ ଚିନ୍ତାଧାରା, ମୁଁ ସହମତ ନୁହେଁ । କିଏ କେତେ ଯୋଗ୍ୟ ଦନସାଧାରଣଙ୍କ ଆଶୀର୍ବାଦ ଉପରେ ନିର୍ଭର କରିବ । କଳିକେଶଙ୍କୁ ନେଇ ଦିବ୍ୟଶଙ୍କର ମିଶ୍ରଙ୍କ ବୟାନ ଉପରେ ରଖିଲେ ମତ । ସେ ଆହୁରି କହିଛନ୍ତି ମହାନଦୀ ଜଳ ବିବାଦକୁ ନେଇ ସରକାର କିଛି ପଦକ୍ଷେପ ନେଲେ ନାହିଁ । ଲୋକେ ଧୀରେ ଧୀରେ ତାତିଲେଣି […]

ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ । ଏନେଇ ବିଏମ୍‌ସିର ସାଧାରଣ ପରିଷଦ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଗକୁ ବିଏମ୍‌ସି ପକ୍ଷରୁ ଜୋରଦାର ହେବ ଗୁଟଖା ଏନଫୋର୍ସମେଣ୍ଟ ।ବୁଧବାର ଭୁବନେଶ୍ୱର ମହାନଗର ନିଗମ (BMC)ର ୩୮ ତମ ସାଧାରଣ ପରିଷଦ ଓ ସ୍ୱତନ୍ତ୍ର ଚିଠା ବଜେଟ୍ ଉପସ୍ଥାପନ ବୈଠକ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । […]

ଏବେ ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା

ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରଙ୍କ ପାଇଁ ନୂଆ ବ୍ୟବସ୍ଥା । ଠିକାଦାର ଡାଟାବେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ ୩.୦ର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କଲେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଠିକାଦାର ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ଵଛ, ସରଳ ଓ କାର୍ଯ୍ୟକ୍ଷମ କରିବ । ଠିକାଦାରଙ୍କ ବାବଦରେ ସୂଚନା, ଲାଇସେନ୍ସ, କାର୍ଯ୍ୟଦକ୍ଷତା ସଂରକ୍ଷିତ ରହିବ । ଜଳସମ୍ପଦ, ଗୃହ ଓ ନଗର ଉନ୍ନୟନ ବିଭାଗ , ଗ୍ରାମ୍ୟ ଉନ୍ନୟନ ଓ […]

PM ଆବାସ ଯୋଜନା ୨.୦ ନିୟମରେ ବଡ଼ ପରିବର୍ତ୍ତନ

PMAY Urban 2.0 ଫେଜରେ ଏବେ ବଡ଼ ନିୟମ ପରିବର୍ତ୍ତନ କରାଯାଇଛି।ଏବେ Eligibility Beneficiary Certificate ଅନିବାର୍ଯ୍ୟ କରାଯାଇଛି। ଏହା ପାଇଁ ଆବେଦକଙ୍କୁ PMAY ଅଫିସିଆଲ୍ ପୋର୍ଟାଲରେ ରେଜିଷ୍ଟ୍ରେସନ୍ କରିବାକୁ ପଡ଼ିବ। ପରେ ନଗର ନିଗମ ଦ୍ୱାରା ଫିଜିକାଲ୍ ଭେରିଫିକେସନ୍ କରାଯିବ ଏବଂ ସବୁଠିକ୍ ଥିଲେ ୪ଟି କିସ୍ତିରେ ଟଙ୍କା ଦିଆଯିବ| ତେବେ ଏଥିପାଇଁ ଡକ୍ୟୁମେଣ୍ଟ ଆବଶ୍ୟକ ଅଟେ | ଯୋଗ୍ୟତା ପ୍ରମାଣ ପାଇଁ ୩୧ ଅଗଷ୍ଟ ୨୦୨୪ ପୂର୍ବର ବିଦ୍ୟୁତ କିମ୍ବା ପାଣି ବିଲ୍, ମ୍ୟୁନିସିପାଲ୍ […]

ବେପରୁଆ ଗାଡି ଚାଳକଙ୍କୁ ରାସ୍ତାରେ ଅଟକାଇ ସତର୍କ କଲେ ଯମ ଓ ଚିତ୍ରଗୁପ୍ତ

ଅମାନିଆ ଲୋକ ଏବଂ ବେପରୁଆ ଗାଡି ଚାଳକଙ୍କୁ ଅଟକାଇ ସତର୍କ କରାଉଥିଲେ ଯମ ସାଥିରେ ଥିଲେ ମନ୍ତ୍ରୀ ଚିତ୍ରଗୁପ୍ତ।ହେଲମେଟ୍ ଲଗାଇ ବାଇକ୍ ଚଳାଇବାକୁ ନିର୍ଦ୍ଦେଶ ଦେଉଥିଲେ । ମଦ୍ୟପାନ କରି ଗାଡ଼ି ନଚଳାଇବାକୁ ପରାମର୍ଶ ଦେଉଥିଲେ । ଏ ହେଉଛି ଗଂଜାମ ଜିଲ୍ଲା ଭଂଜନଗର ଠାରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଆୟୋଜିତ “ପଥୋତ୍ସବ” କାର୍ଯ୍ୟକ୍ରମ । ଏହି ଅବସରରେ କଳାକାରଙ୍କ ଦ୍ବାରା କରାଯାଇଥିଲା ସଚେତନତା କାର୍ଯ୍ୟକ୍ରମ । “ସଡକ ସୁରକ୍ଷା ମାସ” କାର୍ଯ୍ୟକ୍ରମ ଜରିଆରେ ଆୟୋଜିତ […]

୨୦୨୬ରେ ବହୁତ କିଛି ହେବ:କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ

୨୦୨୬ରେ ବହୁତ କିଛି ହେବ। ରାଜ୍ୟସଭା ନିର୍ବାଚନକୁ ନେଇ ଆଜି କିଛି ଏମିତି ଇଙ୍ଗିତ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ। କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିିଁ। ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ ବୋଲି ବଡ଼ ଇସାରା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର।କେଉଁଠି କିଏ ବକ୍ତବ୍ୟ ଦେଲେ ନଜର ରଖିଛୁ । ଯେଉଁଠି କିଏ ଭୋଜିଭାତ କରି ମେଳି କଲେ, ତା ଉପରେ ବି ନଜର ରଖାଯାଇଛି । ବହୁତ […]

ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ

କମୁଛି ଶୀତ ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ଗୁରୁବାର କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ପୁରୀ, […]

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ଭେଟିବେ ଭକ୍ତ ଦାସ । ଫେବୃଆରି ପ୍ରଥମ ସପ୍ତାହରେ ନବୀନଙ୍କୁ ଭେଟିବେ ଭକ୍ତ ଦାସ । ରାଜ୍ୟସଭା ସିଟ୍ ପାଇଁ ସମର୍ଥନ ମାଗିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ ।ଭକ୍ତ କହିଛନ୍ତି, ବିଜେଡି ବିରୋଧୀ ଦଳ, ଆମେ ବି ବିରୋଧୀ ଦଳ। ୨ ଦଳ ମିଶିଲେ ଗୋଟିଏ ପ୍ରାର୍ଥୀ ଜିତି ପାରିବେ। ଆମେ ପ୍ରାର୍ଥୀ […]