ପୁଲିସ ବାବୁଙ୍କ ପରକୀୟା ପ୍ରୀତି: ପ୍ରେମିକା ସହ ଘରେ ମଉଜ କରିବା ବେଳେ ଧରିଲା ସ୍ତ୍ରୀ

ଜଣେ ପୁଲିସ ବାବୁଙ୍କ ସ୍ତ୍ରୀ ଚାକିରି ପାଇଁ ବାହାରକୁ ଯାଉଥିଲେ । ଯାହାର ଫାଇଦା ଉଠାଇ ସ୍ୱାମୀଜଣକ ପ୍ରେମିକାକୁ ଘରକୁ ଡକାଇ ମଉଜ କରୁଥିଲେ । ଅଚାନକ୍‌ ସ୍ତ୍ରୀ ପହଞ୍ଚିଯିବାରୁ ହରଡ଼ଘଣା ପଡ଼ିଲେ ସ୍ୱାମୀ । ପୁଲିସଠାରୁ ମିଳିଥିବା ସୂଚନା ମୁତାବକ, ବିଜୁ ପଟ୍ଟନାୟକ ପୁଲିସ ଏକାଡେମିରେ ସିପାହୀ ଭାବେ କାର୍ଯ୍ୟରତ ଜଣେ ଯୁବକ ୨୦୧୯ ମସିହାରେ ବ୍ରହ୍ମପୁର ଅଞ୍ଚଳରେ ବିବାହ କରିଥିଲେ । ତେବେ ୫ବର୍ଷର ପୁଅ ଓ ପତ୍ନୀଙ୍କ ସହ ରାଜଧାନୀରେ ରହୁଥିବାବେଳେ ଅନ୍ୟ […]

ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ

ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ତେବେ ମଙ୍ଗଳବାର ଅଷ୍ଟମୀରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ବଙ୍ଗୋପସାଗରରେ ନବମୀରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ମଙ୍ଗଳବାରଠୁ ବର୍ଷା ବଢ଼ିବ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବାର […]

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ

ଓଡ଼ିଶାର ଆଉ ଦୁଇଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି । ଏ ସମ୍ପର୍କରେ ସୋମବାର ଦିନ ନିର୍ଦ୍ଦେଶ ଜାରି କରାଯାଇଛି। ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସ୍ବାଧା ହେଉଛନ୍ତି ସମର୍ଥଙ୍କ ସ୍ତ୍ରୀ। ଉଭୟଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଥିବା ବେଳେ ସେମାନଙ୍କୁ ୩ ସପ୍ତାହ ଭିତରେ ରିଲିଭ କରିବା ଲାଗି କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ରାଜ୍ୟ ମୁଖ୍ୟ ଶାସନ […]

ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ, ପୀଠରେ ମହାନବମୀ ନୀତିକାନ୍ତି

ମଣ୍ଡପରେ ଦର୍ଶନ ଦେଉଛନ୍ତି ମା’ । ଶକ୍ତିପୀଠରେ ଚାଲିଛି ଦେବୀଙ୍କ ମହାନବମୀ ପୂଜା, ମଣ୍ଡପରେ ଆଜି ମହାଷ୍ଟମୀ । ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତି ପୂଜାବିଧି ଅନୁସାରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ। ମାଆଙ୍କୁ ଦର୍ଶନ କରିବା ପାଇଁ ଶକ୍ତିପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି ।ଦୁର୍ଗାପୂଜା ଅବସରରେ ମହାସପ୍ତମୀରୁ ବିଜୟା ଦଶମୀ ଯାଏ ୪ ଦିନ ଧରି ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ […]

ନକ୍ସଲଙ୍କୁ ଝଟକା: ବିପୁଳ ପରିମାଣର IED ଉଦ୍ଧାର

ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ ଜଙ୍ଗଲରେ ପୁଣି ନକ୍ସଲଙ୍କୁ ଝଟକା । ଅବୁଝମାଡ଼ର ଜଙ୍ଗଲରେ ସୁରକ୍ଷା ବାହିନୀର ନକ୍ସଲ ବିରୋଧୀ ଅଭିଯାନ ଜାରି ରହିଛି। ସେପ୍ଟେମ୍ବର ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକ ସନ୍ଧାନ ଅଭିଯାନ ଏବଂ ଡି-ମାଇନିଂ ଅଭିଯାନ କରାଯାଇଥିଲା। ଏହି ଅଭିଯାନ ଏକ ବଡ଼ ନକ୍ସଲ ଷଡ଼ଯନ୍ତ୍ରକୁ ପଣ୍ଡ କରିଛି। ଅବୁଝାମାଡ଼ ଅଞ୍ଚଳ ଅନ୍ତର୍ଗତ କୋଡଲିଆର ଅଞ୍ଚଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ନକ୍ସଲ ପୋଷାକ ଏବଂ ଅନ୍ୟ ମାଓ […]

ଦିଲ୍ଲୀ ଦଶହରା ରାମଲୀଳାରେ ରାମ ଭୂମିକାରେ ନଜର ଆସିବେ ବବି ଦେଓଲ

ଦଶହରାରେ ଦିଲ୍ଲୀର ଲବକୁଶ ରାମଲୀଳାରେ ସାମିଲ ହେବେ ବଲିଉଡ ଆକ୍ଟର ବବି ଦେଓଲ୍ । ତାଙ୍କୁ ରାମ ଭୂମିକାରେ ଦେଖିବାକୁ ପାଇବେ ଦର୍ଶକ । ଯେଉଁଥିରେ ତାଙ୍କୁ ରାବଣ ପୋଡି କରୁଥିବାର ମଧ୍ୟ ଦେଖିବାକୁ ମିଳିବ । ଏହି ଖବରକୁ ଅଭିନେତା ସ୍ପଷ୍ଟ କରିଛନ୍ତି ।ଏହି ସମ୍ପର୍କରେ ଆୟୋଜକ କମିଟି ପକ୍ଷରୁ ଏକ ଭିଡିଓ ସେୟାର ହୋଇଛି ଯେଉଁଥିରେ ବବି ଦେଓଲ ଏହି ବାର୍ଷିକ ପରମ୍ପରାରେ ସାମିଲ ହୋଇଥିବାରୁ ନିଜର ଖୁସି ପ୍ରକାଶ କରୁଥିବାର ଦେଖିବାକୁ ମିଳିଛି […]

୩୦ ତାରିଖ ଭିତରେ E-KYC ନକଲେ ହିତାଧିକାରୀଙ୍କୁ ମିଳବନି ମାଗଣା ଚାଉଳ

ସେପ୍ଟେମ୍ବର ୩୦ ତାରିଖ E-KYCର କରିବାର ଶେଷ ତାରିଖ । ଏହି ଅବଧି ଭିତରେ E-KYC ନକଲେ ହିତାଧିକାରୀଙ୍କୁ ମିଳବନି ମାଗଣା ଚାଉଳ । ବାରମ୍ବାର ଡେଡଲାଇନ୍ ପରିବର୍ତ୍ତନ ପରେ ବି ଏବେ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ତେବେ ଆଉ ଡେଡଲାଇନ୍ ଅବଧି ବଢାଯିବନି ବୋଲି ମନ୍ତ୍ରୀ କହିଛନ୍ତି । ମାଗଣା ଚାଉଳରୁ କଟିବେ ୧୬ ଲକ୍ଷ ହିତାଧିକାରୀ। ତେବେ ଗଂଜାମରୁ ୧ ଲକ୍ଷ ୬୪ ହଜାର, କଟକରୁ […]

ପୁଣି ବଢ଼ିଛି ସୁନା ଏବଂ ରୁପା ଦର

ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୬,୪୦୦ ଟଙ୍କା ରହିଛି । […]

ବ୍ରହ୍ମପୁରରୁ ଉଧନାକୁ ଅମ୍ରିତ ଭାରତ ନୂତନ ଟ୍ରେନକୁ ଭବ୍ୟ ସ୍ୱାଗତ ଓ ଉଦଘାଟନ

lରାୟଗଡା ଜିଲ୍ଲା ମୁନିଗୁଡା ରେଳ ଷ୍ଟେସନ ଠାରେ ଓଡ଼ିଶାର ବ୍ରହ୍ମପୁର ଠାରୁ ଗୁଜୁରାଟର ଉଧନାକୁ ନୂତନ ଭାବେ ଆରମ୍ଭ ହୋଇଥିବା ଅମ୍ରିତ ଭାରତ ଟ୍ରେନକୁ ଭବ୍ୟ ସ୍ୱାଗତ ଓ ଉଦଘାଟନ କରାଯାଇଛି, ଏହି ଅବସରରେ ସମ୍ବଲପୁର ଡିଭିଜନର ଡିଭିଜନାଲ ଇଞ୍ଜିନିଅର ଗୌରଭ କୁମାର ୟାଦବ ତତ୍ୱାବଧାନ ଓ କୋମରସିଆଲ ଇନିସ୍ପେକ୍ଟର ରୋହିତ ମହାଲିଙ୍ଗଙ୍କ ସଂଯୋଜନାରେ ଷ୍ଟେସନ ପରିସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଅତିଥିଭାବେ ବିଧାୟକ ନୀଳ ମାଧବ ହିକକା ଯୋଗ ଦେଇଥିଲେ […]

ସାବଧାନ ! ବଜାରରେ ବିକ୍ରି ହେଉଛି ରାସାୟନିକ ପଦାର୍ଥ ମିଶା ଆଳୁ

ଉତ୍ତର ପ୍ରଦେଶର ଗୋରଖପୁରରେ ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ରାସାୟନିକ ପଦାର୍ଥ ବ୍ୟବହାର କରାଯାଉଥିଲା। ତେବେ ଖାଦ୍ୟ ସୁରକ୍ଷା ବିଭାଗ ଅଧିକାରୀମାନେ ବଜାରରୁ ଦୁଇ ଟ୍ରକ ଆଳୁ ଜବତ କରିଛନ୍ତି । ଏହି ଟିମ୍ ଆଳୁ ନମୁନା ନେଇ ପରୀକ୍ଷା ପାଇଁ ଲ୍ୟାବକୁ ପଠାଇଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ଏହି ଆଳୁ ତାମିଲନାଡୁର ଭେଲୋର ଏବଂ ଉତ୍ତର ପ୍ରଦେଶର ଫାରୁଖାବାଦରୁ ଆସିଥିଲା। ରେଡ୍ ହେବା ଦେଖି ଟ୍ରକର ଡ୍ରାଇଭର […]

ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ

ପାର୍ବଣ ପାଇଁ କଟକ- ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀ କରି ପୋଲିସ କମିଶନର ଏସଦେବଦତ୍ତ ସିଂ ସୂଚନା ଦେଇଛନ୍ତି । ଏଥର ଟ୍ୱିନ ସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସ ସହ ୨୦ ପ୍ଲାଟୁନ ହୋମଗାର୍ଡ ମୁତୟନ ହୋଇଛନ୍ତି । । ୩ ଜଣ ଡିସିପି ରାଙ୍କ ଅଫିସର ମନିଟର କରିବେ। ୨୪ ଟି ମଣ୍ଡପରେ ମା’ଙ୍କ ମୂର୍ତ୍ତିରେ ସୁନା ଓ ରୂପା ଅଳଙ୍କାର ବ୍ୟବହାର ହେଉଥିବାରୁ ସେଠାରେ […]

RBIର ନୂଆ ଡେପୁଟି ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଶିରୀଶ ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଥିବାରୁ ମୁଁ ତାଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଉଛି। ଜଣେ ସୁଯୋଗ୍ୟ ଓଡିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ଵପୂର୍ଣ୍ଣ ପଦବୀରେ ଅବସ୍ତାପିତ ହେବା ଆମ ସମସ୍ତଙ୍କ ପାଇଁ […]