ନୂଆପଡ଼ା ବିଧାନସଭା ଆସନ, ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

“ଆମ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ମୁଁ କାମ କରୁଛି । ମୁଁ ବିଜେଡିର ପ୍ରାର୍ଥୀ ହେବି ।ତେବେ କିଛି ଗଣମାଧ୍ୟମରେ ସେ ଅନ୍ୟ ଦଳରେ ମିଶିବା ନେଇ ପ୍ରକାଶିତ ଖବରକୁ ଜୟ ଢୋଲକିଆ ଖଣ୍ଡନ କରିଛନ୍ତି । ବିଜେଡି ଉପରେ ତାଙ୍କ ପରିବାରର ଆସ୍ଥା ଓ ବିଶ୍ଵାସ ରହିଛି । ଏବେ ଜୟ ଢୋଲକିଆ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁକୁ ବୁଲି ଜନସମର୍ଥନ ଜୁଟାଉଛନ୍ତି । ସେ ଆଗାମୀ ଉପନିର୍ବାଚନ ଲଢ଼ିବା […]

ନବରାତ୍ରିର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା

ନବରାତ୍ରିର ପ୍ରତ୍ୟେକ ଦିନ ଦେବୀ ମାତାଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ, କିନ୍ତୁ ପ୍ରତ୍ୟେକ ଦିନ ଦେବୀଙ୍କ ଏକ ଭିନ୍ନ ରୂପକୁ ପୂଜା କରାଯାଏ। ତେଣୁ, ନବରାତ୍ରିର ପଞ୍ଚମ ଦିନରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ରୂପ ହେଉଛି ସ୍କନ୍ଦମାତା। ଦେବୀଙ୍କ ଏହି ରୂପ ମାତୃତ୍ୱ, ଜ୍ଞାନ ଏବଂ ଶକ୍ତିର ପ୍ରତୀକ। ସ୍କନ୍ଦ ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କୁ ବୁଝାଏ। ତାଙ୍କ ମାତା ହୋଇଥିବାରୁ, ଦେବୀଙ୍କ ଏହି ରୂପ ସ୍କନ୍ଦମାତା ଭାବରେ ପରିଚିତ […]

ପୁଣି ନୂଆ ଶୁଳ୍କ ଘୋଷଣା-ବିଦେଶୀ ଔଷଧୀୟ ସାମଗ୍ରୀ ଉପରେ ୧୦୦% ଟାରିଫ୍‌

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ‌ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ଆମେରିକା ରାଷ୍ଟ୍ରପତିଙ୍କ ଏଭଳି ନିଷ୍ପତ୍ତି ପାଇଁ ଭାରତୀୟ ଔଷଧ ନିର୍ମାତାମାନଙ୍କ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇପାରେ । କାରଣ ଆମେରିକାକୁ ଭାରତ ପ୍ରତିବର୍ଷ ପ୍ରାୟ ୮୩୦୦୦କୋଟି ଟଙ୍କା ଔଷଧ ରପ୍ତାନି କରିଥାଏ […]

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା 

ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି।୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।  ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି  ।ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି। ସେପେଟ ସକାଳୁ […]

୨୭ ରୁ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ ପାଳନ ପାଇଁ ଟ୍ରାଫିକ୍ କଟକଣା ଜାରି କରିଛି । ଟ୍ରାଫିକ୍ କଟକଣା ସେପ୍ଟେମ୍ବର ୨୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଜାରି ରହିବ।ଭୁବନେଶ୍ୱରରେ ସେପ୍ଟେମ୍ବର ୨୮ ରୁ ଅକ୍ଟୋବର ୦୨ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା ଉତ୍ସବ ପାଳନ କରାଯିବ। ଓଡ଼ିଶା ସହରାଞ୍ଚଳ ପୋଲିସ ଆଇନ ୨୦୦୩ (୨୦୦୭ ର ଓଡ଼ିଶା ଆଇନ ୮) ର ଧାରା ୨୮ ଅନୁଯାୟୀ ପ୍ରଦାନ କରାଯାଇଥିବା କ୍ଷମତା ବଳରେ ଏବଂ ଭୁବନେଶ୍ୱର-କଟକ […]

ପ୍ରେମ ଓ ପରେ ପ୍ରତାରଣା ଯୋଗୁଁ ଆତ୍ମହତ୍ୟା କଲେ ଛାତ୍ରୀ

ପ୍ରେମ ପ୍ରତାରଣାରୁ ଜୀବନ ହାରିଲେ ବିଏମସି ନର୍ସିଂ ଛାତ୍ରୀ । ମୃତ ଛାତ୍ରୀ ଜଣଙ୍କ ହେଲେ ମାଲକାନହିରି ଥାନା ଏମଭି- ୩୬ । କିଛି ଦିନ ତଳେ ଟାବଲେଟ ଖାଇ ଜୀବନ ହାରିବା ଉଦ୍ୟମ କରିଥିଲେ । ଗତକାଲି ମେଡିକାଲରୁ ଡିସ୍ଚାର୍ଜ ହୋଇ ଘରକୁ ଆସିଥିଲେ ଛାତ୍ରୀ । ଆଜି ପୁଣି ନିଜ ଘରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ସମୟରେ ବାପା ଦେଖି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ହେଲେ ମେଡିକାଲରେ […]

ଯୋଡ଼ା ଲଘୁଚାପ ପାଇଁ ୧୮ ଜିଲାକୁ ସତର୍କ କରାଇଲେ SRC

ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲା​‌ରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ବିଳମ୍ବିତ ରାତି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ୧୮ ଜିଲାକୁ ସତର୍କତା ଜାରି କରିଛନ୍ତି।ଏହି ଜିଲାଗୁଡ଼ିକ […]

ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆସନ୍ତାକାଲି ଠାରୁ ଷ୍ଟଲ ବୁକିଂ 

ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆସନ୍ତାକାଲି ଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ । ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା । ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।ଲୋକେ ବାରବାଟୀ ପ୍ୟାଲେସରୁ ଆବେଦନପତ୍ର ସଂଗ୍ରହ ଏବଂ ଦାଖଲ କରିପାରିବେ। ଆବେଦନପତ୍ର ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ ପାଇଁ ଆବେଦନ କରିପାରିବେ। ପ୍ଲଟ ପିଛା ପ୍ରାରମ୍ଭିକ […]

ଉତ୍କଳ ଆଲୁମିନା ପକ୍ଷରୁ ରୋଷ୍ଟେଡ ମାଣ୍ଡିଆ ୟୁନିଟ୍ ଉଦଘାଟିତ

ରାୟଗଡ଼ା, ୨୫/୯: ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ, ଆଦିତ୍ୟ ବିର୍ଲା ଗ୍ରୁପର ଶତପ୍ରତିଶତ ସହଯୋଗୀ କମ୍ପାନୀ, ଚକୋଲାକା ସହଭାଗିତାରେ ରୋଷ୍ଟେଡ୍ ମିଲେଟ୍ ୟୁନିଟ୍ ସ୍ଥାନୀୟ ବିଲାମାଳ ଠାରେ ଉଦଘାଟିତ ହୋଇଯାଇଛି। ଅଞ୍ଚଳର ମହିଳାଙ୍କୁ ଆତ୍ମନିର୍ଭଶୀଳ କରି ଜୀବିକା ପ୍ରଦାନ ଦିଗରେ କମ୍ପାନୀ ପକ୍ଷରୁ ଏହି ପ୍ରୟାସ କରାଯାଇଛି । ୟୁଏଆଇଏଲ ସିଏସଆର୍ ଅଧୀନ ଗ୍ରାମ ଗୁଡ଼ିକରେ ମହିଳାଙ୍କୁ ଜୀବିକା ପ୍ରଦାନ ଉଦ୍ଦେଶ୍ୟରେ ଏହା ପ୍ରାରମ୍ଭ ହୋଇଛି । ଉକ୍ତ […]

ଟର୍ଚ୍ଚ ଆଲୁଅରେ ରୋଗୀ ଚିକିତ୍ସା ଚାଲିଥିବା ଭିଡିଓ ଭାଇରଲ

ସରକାରୀ ମେଡ଼ିକାଲରେ ଅନ୍ଧାର ।ମୋବାଇଲ ଲାଇଟରେ ଚାଲିଛି ରୋଗୀ ଚିକିତ୍ସା ।ମୟୂରଭଞ୍ଜ ଜିଲ୍ଲା ଉପଖଣ୍ଡ ସରକାରୀ ଚିକିତ୍ସାଳୟରେ ଏହି ଅଭାବନୀୟ ଘଟଣା ଉଦଳା ମେଡିକାଲରେ ଅନ୍ଧାରରେ ଟର୍ଚ୍ଚ ଆଲୁଅରେ ଚିକିତ୍ସା ଚାଲିଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି। ଯାହାକି ମାତ୍ର ୨୬ ସେକେଣ୍ଡର ଭିଡିଓ ଭାଇରଲ ହେଉଛି। ହେଲେ ଦେଢ଼ ଘଣ୍ଟା ହେବ ଲାଇନ କଟି ଡାକ୍ତରଖାନା ଅନ୍ଧାରରେ ଥିବା କୁହାଯାଇଛି। ଯାହାକୁ ନେଇ ଚର୍ଚ୍ଚା ଅନେକ ।ଏହି ସମୟରେ ଯେଉଁ ରୋଗୀ ସବୁ ମେଡିକାଲକୁ […]

ସାରଥୀ ବାବାଙ୍କ ପରେ ଓଡ଼ିଶାର ପାର୍ଥସାରଥୀ ! ଦିଲ୍ଲୀରେ ଡାର୍ଟି ଆଶ୍ରମ

ଦିଲ୍ଲୀର ଡାର୍ଟି ଆଶ୍ରମ । ପାଠ ପଢାଇବା ଆଳରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ବାବା । ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳରେ ଥିବା ଏକ ଆଶ୍ରମର ମୁଖ୍ୟ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ଆସିଛି ଏପରି ସାଂଘାତିକ ଅଭିଯୋଗ । ଜଣେ କି ଦୁଇ ଜଣ ନୁହେଁ ୧୭ ଜଣ ଛାତ୍ରୀ ଆଣିଛନ୍ତି ଏହି ଅଭିଯୋଗ । ଶ୍ରୀ ଶୃଙ୍ଗେରୀ ମଠ ପରିସରରେ ଥିବା ଶ୍ରୀ ଶାରଦା ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ମ୍ୟାନେଜମେଣ୍ଟରେ ନିର୍ଦ୍ଦେଶକ ଭାବରେ […]

ରକ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ଚିଠି

ଉତ୍ତରାଖଣ୍ଡରେ ଗତ ଏକ ମାସ ଧରି ପଦୋନ୍ନତି, ସ୍ଥାନାନ୍ତର ଓ ପୁରୁଣା ପେନସନ ଯୋଜନା ସମେତ ପ୍ରାୟ 34ଟି ଦାବି ନେଇ ଶିକ୍ଷକମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛନ୍ତି । ଆନ୍ଦୋଳନରତ ଥିବା, ରାଜ୍ୟ ଶିକ୍ଷକ ସଂଘର ପ୍ରାଦେଶିକ ସଦସ୍ୟ ତଥା ଉତ୍ତରାଖଣ୍ଡର ଚମ୍ପବଟି ଜିଲ୍ଲା ଗେଣ୍ଡାଖାଲିର ଟନକପୁର ସରକାରୀ ଇଣ୍ଟର କଲେଜର ଜଣେ ସହାୟକ ଶିକ୍ଷକ ଭାବରେ କାର୍ଯ୍ୟ କରୁଥିବା ରବି ବାଗୋଟି ନାମକ ଜଣେ ଶିକ୍ଷକ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଏକ ଚିଠି ଲେଖିଛନ୍ତି । ଆଉ […]