କନେଷ୍ଟବଳ ଶୁଭମିତ୍ରା ହତ୍ୟା ମାମଲାରେ ବଦଳୁଛି ମୋଡ଼ ପରେ ମୋଡ଼। କିଲର୍ ଦୀପକର କ୍ରାଇମ୍ ଥ୍ରୀଲର୍ କଡ଼ ଲେଉଟାଉଛି। ମାମଲାକୁ ଅତି ସ୍ପର୍ଶକାତର ଏବଂ ସମ୍ବେଦନଶୀଳ ଦର୍ଶାଇ ପୋଲିସ ରେଡ୍ ଫ୍ଲାଗ୍ ଅନ୍ତର୍ଭୁକ୍ତ କରିବା ପରେ ବଢ଼ିଛି ଖୁନୀ ଦୀପକ ରାଉତର ବଡ଼ ଅଡୁଆ।ପ୍ରଥମେ କଥା ଉଠିଲା ଟଙ୍କା ପାଇଁ ହତ୍ୟା କରିଛି । ଏବେ କିନ୍ତୁ ମୋଡ଼ ତ୍ରିକୋଣୀୟ ପ୍ରେମ ଆଡ଼କୁ ଯାଇଛି । ଏଥିରେ ସନ୍ଦେହ ଘେରକୁ ଆସିଛନ୍ତି ଡିସିପିଙ୍କ ଦପ୍ତରରେ କାର୍ଯ୍ୟରତ ଜଣେ […]
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ସେପ୍ଟେମ୍ବର ୧୯, ୨୦୨୫)ରେ ଏକ ଘୋଷଣାପତ୍ରରେ ସ୍ବାକ୍ଷର କରିଛନ୍ତି ଯାହା ଦ୍ୱାରା ନୂଆ H-1B ଭିଜା ଆବେଦନ ଉପରେ ୧୦୦,୦୦୦ ଡଲାର ଶୁଳ୍କ ଲାଗୁ କରାଯିବ, ଯାହାର ଅର୍ଥ ହେଉଛି ଭାରତୀୟମାନଙ୍କୁ ଏବେ ଭିଜା ପାଇଁ ଆବେଦନ କରିବାକୁ ହେଲେ ୮୮ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ଏହି ପଦକ୍ଷେପ ଭାରତୀୟ ଶ୍ରମିକମାନଙ୍କୁ ସବୁଠାରୁ ଅଧିକ ପ୍ରଭାବିତ କରିବ, କାରଣ ସେମାନେ ସର୍ବାଧିକ ସଂଖ୍ୟକ ହିତାଧିକାରୀଙ୍କ ପ୍ରତିନିଧିତ୍ୱ କରନ୍ତି।ସରକାରୀ ତଥ୍ୟ […]
ଆଜି ଅପରାହ୍ଣ ୪ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ । ଆସନ୍ତା ମାସ ତଥା ଅକ୍ଟୋବର ୩ ତାରିଖରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ ଥିବା କାର୍ତ୍ତିକ ମାସ ବାଳଧୂପ ନୀତିର ନୀତି ନିର୍ଘଣ୍ଟ ଅନୁମୋଦନ ଧାଡ଼ି ଦର୍ଶନ ଏବଂ ରତ୍ନଭଣ୍ଡାର ସ୍ଥାନାନ୍ତରଣ ନେଇ ବୈଠକ ଆଲୋଚନାର ପ୍ରମୁଖତା ରହିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଅକ୍ଟୋବର ୩ ତାରିଖରେ ଶ୍ରୀଜୀଉଙ୍କ ଦାମୋଦର ବେଶ ସହ […]
ସାମ୍ପ୍ରତିକ ଜିଏସଟି ପରିଷଦ ବୈଠକ ପରେ, ଜିଏସଟି ହାରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ଏହା ଫଳରେ ସାମ୍ପୁ, ସାବୁନ, ଶିଶୁ ଉତ୍ପାଦ, ସୱାସ୍ଥ୍ୟ ପାନୀୟ ଏବଂ ଅନ୍ୟାନ୍ୟ ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ମୂଲ୍ୟ ଶସ୍ତା ହେବ। ଏବେ ସେପ୍ଟେମ୍ବର 22 ତାରିଖରେ ନୂତନ ଦର ଲାଗୁ ହେବା ପରେ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ହ୍ରାସ ପାଇବ କି? ତେବେ ଜାଣି ରଖନ୍ତୁ ଯେ ଘରୋଇ ଏବଂ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଭିନ୍ନ, ସେମାନେ […]
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ୫ଟି ଜିଲ୍ଲା ର ୭୭୫ ତୀର୍ଥଯାତ୍ରୀ ଓ ୨୫ଜଣ ଏସ୍କର୍ଟ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ଯାତ୍ରା କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯୋଗଦେଇ ତୀର୍ଥ ଟ୍ରେନର ଉଦଘାଟନ କରିଥିଲେ l ବ୍ରହ୍ମପୁର ରେଳ ଷ୍ଟେସନ ରୁ ଏହାର ଶୁଭାରମ୍ଭ କରାଯାଇଥିଲା l ଗଞ୍ଜାମ,ଗଜପତି, ବୌଦ୍ଧ,ନୟାଗଡ଼ ଓ କନ୍ଧମାଳ ର ତୀର୍ଥଯାତ୍ରୀ ଯାତ୍ରା କରିଛନ୍ତି l ଗଜପତି ଜିଲ୍ଲାରୁ ୭୨ ,ନୟାଗଡ଼ […]
ନ୍ୟାସନାଲ ଜିଓଗ୍ରାଫିକ ପତ୍ରିକା ପ୍ରଚ୍ଛଦ ପୃଷ୍ଠାରେ ଶିମିଳିପାଳ କଳାବାଘ ଫଟୋ । NatGeo କଭର୍ ରେ ଶିମିଳିପାଳ ‘କଳାବାଘ’ ଫଟୋ ସ୍ଥାନପାଇବା ପ୍ରସଙ୍ଗରେ ଖୁସି ପ୍ରକାଶ କଲେ ନବୀନ ପଟ୍ଟନାୟକ । ‘X’ରେ ପୋଷ୍ଟ କରି ଖୁସି ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପତ୍ରିକାର ଅକ୍ଟୋବର ସଂସ୍କରଣରେ ସ୍ଥାନ ପାଇଛି କଳାବାଘ ଫଟୋ । ଏହା ଓଡ଼ିଶା ପାଇଁ ଗର୍ବ କରିବାର ମୁହୂର୍ତ୍ତ ବୋଲି ନବୀନ କହିଛନ୍ତି। ଫଟୋଗ୍ରାଫର ଓ ପ୍ରାବନ୍ଧିକ ପ୍ରସେନଜିତ […]
ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ନୁଆ ନିୟମ । ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଦ୍ୟାଳୟରେ ଭଗବତ ଗୀତାର ଶ୍ଲୋକ ଗାନ କରିବେ ଛାତ୍ରଛାତ୍ରୀ । […]
ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା । ପ୍ରଶ୍ନପତ୍ର ଲିକ ଓ ବୋର୍ଡରେ ଅଧିକାରୀ ନଥିବାରୁ ବାରମ୍ବାର ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି । ଏଥର ୨୭କୁ ପରୀକ୍ଷା ତାରିଖ ଭାବେ ନିର୍ଧାରଣ କରାଯାଇଛି । ତେବେ ପରୀକ୍ଷା ଦିନ ପ୍ରଶ୍ନ ପତ୍ର ଆସିବା ଠାରୁ ପରୀକ୍ଷା ଶେଷ ହେବା ଯାଏଁ ସିସିଟିଭି ସର୍ଭେଲାନ୍ସରେ ରହିବ ସମସ୍ତ ୧୯୩ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ର ପରିବହନ ବେଳେ ଗାଡ଼ିକୁ ମିଳିବ ଆର୍ମଡ ପୋଲିସ ସୁରକ୍ଷା । ବିଏସଇ […]
ନାବାଳିକାକୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ। ସୁନ୍ଦରଗଡ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି।ବଲାଙ୍ଗ ଅଞ୍ଚଳରୁ ବରସୁଆଁକୁ ବିଶ୍ୱକର୍ମା ପୂଜା ଦେଖିବାକୁ ଯାଇ ଫେରୁଥିବା ସମୟରେ ନାବାଳିକାଙ୍କ ସାଥୀମାନଙ୍କୁ ଭୟଭୀତ କରି ନାବାଳିକାଙ୍କୁ ଟେକି ନେଇଥିଲେ ଦୁଇଜଣ ଯୁବକ। ଏଥିନେଇ ପୀଡିତାଙ୍କୁ ପାଇବା ପରେ ସମସ୍ତେ କେ ବଲାଙ୍ଗ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ। ପୋଲିସ କେ ବଲାଙ୍ଗ ଥାନାରେ ଏକ ମାମଲା ନମ୍ବର ୧୧୭/୨୫ ରୁଜୁ କରି ତଦନ୍ତ ଆରମ୍ଭ କରିଛି।ସେପଟେ ବାରମ୍ବାର […]
ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ରାଜସ୍ବ ବିଭାଗରେ ଗାଦି ମାଡ଼ି ବସିଥିବା ଅଧିକାରୀଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।ଜିଲ୍ଲାପାଳ, ଉପଜିଲ୍ଲାପାଳ, ବ୍ଳକ ଓ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜସ୍ବ ବିଭାଗ କର୍ମଚାରୀଙ୍କୁ ତୁରନ୍ତ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେକ୍ସନ ଅଫିସର, ସିନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ, ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କ ସହ ଆର୍ଆଇ, ସହକାରୀ ଆର୍ଆଇ, ଅମିନଙ୍କର ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ରାଜସ୍ବ […]
ସ୍ୱାମୀ- ସ୍ତ୍ରୀ ସରକାରୀ କର୍ମଚାରୀ ହୋଇଥିଲେ ପାଖ ଅଞ୍ଚଳରେ ନିଯୁକ୍ତି ମିଳିବ । ଅବସରକୁ ଦୁଇ ବର୍ଷ ଅଧିକାରୀଙ୍କ ପାଇଁ ନିୟମ କୋହଳ ହୋଇଛି । ଯେଉଁଠାରେ ଅଛନ୍ତି ସେଠାରେ ରହିପାରିବେ । କିମ୍ବା ନିଜ ଜିଲ୍ଲାକୁ ବଦଳି ହୋଇପାରିବ । କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତିକୁ ସ୍ୱଚ୍ଛତା ଆଣିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିୟମ ପ୍ରସ୍ତୁତ ହୋଇଛି । ତେବେ ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ […]
