ଏକାଥରେ ଦୁଇଟି ମନ୍ଦିର ଉପରେ ବଜ୍ରପାତ

କାଳବୈଶାଖୀ ପ୍ରଭାବରେ ଭଦ୍ରକ ଜିଲ୍ଲାରେ କିଛି ସମୟ ପାଇଁ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ମାରିଥିଲା । ଏହି ବଜ୍ରାଘାତ ରେ ଭଦ୍ରକ ବ୍ଲକ ଅଧିନସ୍ଥ ହରିପୁର ଗାଁ ରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ କ୍ଷତିଗ୍ରସ୍ତ ହୋଇଛି । ଏହି ମନ୍ଦିରରେ ଉପର ଭାଗରେ ଥିବା ଦଧିନଉତିର କିଛି ଅଂଶ ଭାଙ୍ଗି ଯାଇ ତଳେ ପଡିଛି । ସେହିପରି ଏହି ଜଗନ୍ନାଥ ମନ୍ଦିରକୁ ଲାଗି ଶିବ ମନ୍ଦିରରେ ମଧ୍ୟ ବଜ୍ରାଘାତ ହୋଇଛି । ଏହି ମନ୍ଦିରରେ […]

କେରଳ ଉପକୂଳ ସମୁଦ୍ର ଭିତରେ ବିସ୍ଫୋରଣ।

କେରଳ ଉପକୂଳ ସମୁଦ୍ର ଭିତରେ ବିସ୍ଫୋରଣ। କଲମ୍ବୋରୁ ମୁମ୍ବାଇର ନହାଭା ଶେଭା ଯାଉଥିବା କଣ୍ଟେନର ଜାହାଜ MV WAN HAI 503ରେ ବିସ୍ଫୋରଣ ହୋଇଛି । ଖବର ମୁତାବକ, ଜାହାଜଟି ସିଙ୍ଗାପୁରୁରୁ ୫୦ଟି କଣ୍ଟେନର ନେଇ ଯାଉଥିଲା । କେରଳ ଉପକୂଳ ସମୁଦ୍ର ଭିତରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଯୋଗୁଁ ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି । ୪ ଜଣ ନିଖୋଜ ହୋଇଛନ୍ତି । ସିଙ୍ଗାପୁର ପତାକା ଲାଗିଥିବା ଏହି ଜାହାଜରେ ମୋଟ ୨୨ […]

ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ

ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ତେବେ ୬ ଦଫା ଦାବି ଗୁଡ଼ିକ ହେଲା, ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ। ଜନ ସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି […]

ବିକାଶ ବାହନ ପରିଚାଳନା ଓ ବିଭିନ୍ନ ସହାୟତା ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳଙ୍କ ସମୀକ୍ଷା

ରାୟଗଡ:ତା.୦୯/୦୬/୨୫-ଜିଲ୍ଲାପାଳଙ୍କ ଦ୍ଵାରା ସରକାରଙ୍କ ଏକବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜନ ହେବାକୁ ଥିବା ବିକାଶ ମେଳା ର କର୍ଯ୍ୟନ୍ଵୟନ ବିଷୟ ରେ ଆଲୋଚନା ହୋଇଥିଲା। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଉପସ୍ତୁତିରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତିର ଉପଲଭଧି ବିଶେଷ କରି ଏକ ବର୍ଷ ଭିତରେ ବିଭିନ୍ନ ଯୋଜନାରେ ଉପଲବ୍ଧିକୁ ଲୋକଙ୍କ ପାଖରେ ପହଂଚାଇବା ଉଦେଶ୍ୟରେ ଜନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ଭlବରେ କରାଯିବ l ଆସନ୍ତା ଜୁନ ୧୨ ତାରିଖରୁ […]

ନୟାଗଡ଼ ବାସୀଙ୍କୁ ଚିନିକଳ ପ୍ରତିଶ୍ରୁତି ଧକ୍କା ଓ ମାଙ୍କଡ଼ା ଖଣି ରେ ସାମିଲ ପ୍ରସଙ୍ଗ ରେ ସମ୍ବିତ ପାତ୍ରଙ୍କ କୁଶ ପତ୍ତଳିକା ଦାହ।।

ଆଜି ଉଭୟ ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ନୟାଗଡ଼ ରେ ପୁରୀ ସାଂସଦ ସମ୍ବିତ୍ ପାତ୍ର ଙ୍କୁ ବିରୋଧ କରାଯାଇଛି। ସାଂସଦଙ୍କ ଗତକାଲିର ଗସ୍ତ ରେ ନୟାଗଡ଼ ର ପବିତ୍ର ମାଟି ଅପବିତ୍ର ହୋଇଥିବା ଏବଂ ନୟାଗଡ଼ ମାଟିକୁ ପୁଣି ପବିତ୍ର କରିବା ଉଦ୍ଦେଶ୍ଯରେ କଂଗ୍ରେସ ପକ୍ଷରୁ ଗୋବର ଓ ଗଙ୍ଗାଜଳ ସିଞ୍ଚନ କରାଯାଇ, ଶତାଧିକ ଯୁବ ଓ ଛାତ୍ର କଂଗ୍ରେସ କର୍ମୀ ନୟାଗଡ଼ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରୁ ଏକ ବିଶାଳ ରାଲି ରେ […]

ଚଳିତବର୍ଷ ରଥଯାତ୍ରାରେ ଚାଲିବ ୩୬୫ ସ୍ୱତନ୍ତ୍ର ଟ୍ରେନ

ପାଖେଇ ଆସୁଛି ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ପୁରୀ। ଏହି ପର୍ବରେ ସାମିଲ ହେବାକୁ କାହିଁ ଦେଶ-ବିଦେଶରୁ ଲୋକେ ପୁରୀ ଧାଇଁ ଆସନ୍ତି। ଏଥିପାଇଁ ସରକାର ଉତ୍ତମ ବ୍ୟବସ୍ଥା କରିଛନ୍ତି। ସୂଚନା ମୁତାବକ, ରଥଯାତ୍ରାରେ ୩୬୫ଟି ସ୍ୱତନ୍ତ୍ର ଟ୍ରେନ ଚାଲିବ । ଏଥିସହ ରଥଯାତ୍ରାରେ ୩୦୦ରୁ ଅଧିକ ଡାକ୍ତର ନିୟୋଜିତ ହେବେ। ଏଆଇ କ୍ୟାମେରାରେ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରାଯିବ। ଅଂଶୁଘାତ ମୁକାବିଲା ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ।ମନ୍ତ୍ରୀ କହିଛନ୍ତି ଯେ, ରଥଯାତ୍ରା ସମୟରେ ପୁରୀକୁ ଚଳାଚଳ ପାଇଁ […]

ପୁଣି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦

ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ସୂଚନାମୁତାବକ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ସୋମବାର ୨୦୨୫ ପାଇଁ ଅନ୍ତର୍ଜାତୀୟ ଘରୋଇ ସିଜିନ୍ ଏବଂ ଦକ୍ଷିଣ ଆଫ୍ରିକା ‘ଏ’ର ଭାରତ ଗସ୍ତ ପାଇଁ ସଦ୍ୟତମ କାର୍ଯ୍ୟସୂଚୀ ଘୋଷଣା କରିଛି ଏବଂ ବିସିସିଆଇ ଦ୍ୱାରା ଘୋଷଣା କରାଯାଇଥିବା ଅନୁସାରେ, ଭାରତ ଗସ୍ତ ସମୟରେ, ଦକ୍ଷିଣ ଆଫ୍ରିକା ୫ଟି ଟି-୨୦ […]

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିର ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି।ବନ୍ୟଜନ୍ତୁ ଘର ଭାଙ୍ଗିଲେ ଅନ୍ତ୍ୟୋଦୟ ଘର ବା ସମାନ ଆର୍ଥିକ ରାଶି ମିଳିବ। […]

ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ। ଅନ୍ୟପଟେ ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି ।  ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି […]

୧୦୦-୧୫୦ ଗ୍ରାମକୁ ‘ମହାପୁରୁଷ ଆଦର୍ଶ’ ଗ୍ରାମରେ ରୂପାନ୍ତର ହେବ : ପଞ୍ଚାୟତିରାଜ ମନ୍ତ୍ରୀ

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ଯୋଜନା ଅନ୍ତର୍ଗତ ସ୍ୱାଧୀନତା ସଂଗ୍ରାମ ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ଜଡିତ ଗ୍ରାମଗୁଡ଼ିକୁ ବିକଶିତ କରାଯିବ । ଐତିହାସିକ ଭାବରେ ଗୁରୁତ୍ୱପୂର୍ଣ୍ଣ କିନ୍ତୁ ଅବହେଳିତ ଏହି ଅଞ୍ଚଳଗୁଡ଼ିକୁ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ସ୍ବରୂପ ରାସ୍ତା, ପାନୀୟ ଜଳ, ଜଳସେଚନ, ଶିକ୍ଷା […]

ରଥଯାତ୍ରାରେ ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ।ସବୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ORS କର୍ଣ୍ଣର୍

ରଥଯାତ୍ରାରେ ହିଟ୍ ଷ୍ଟ୍ରୋକ ବା ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ CHC ଓ PHC ରେ ହିଟ୍ ଷ୍ଟ୍ରୋକ୍ ପାଇଁ FAC ବ୍ୟବସ୍ଥା କରାଯାଇଛି । ଯେଉଁ ସ୍ଥାନରେ AC ନାହିଁ ସେଠାରେ କୁଲର୍ ବ୍ୟବସ୍ଥା କରାଯାଇଛି । ସବୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ORS କର୍ଣ୍ଣର୍ କରାଯାଇଛି । ପୁରୀ ମୁଖ୍ୟ ଚିକିତ୍ସାଳୟରେ ୬ ବେଡେଡ୍ ,ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ୬ ବେଡେଡ,ଜଗନ୍ନାଥ ବଲ୍ଲଭ ପାର୍କିଂରେ ୧୦ ବେଡେଡ୍, ଅବକାଶ ପୋଲିସ […]

ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ଭକ୍ତଙ୍କ ପାଈଁ ହେବ ମାଗଣା ଅଟୋସେବା

ରଥଯାତ୍ରା ସମୟରେ ଭକ୍ତମାନଙ୍କୁ ଓଡ଼ିଶାର ପୁରୀରେ ବସ୍‌ଷ୍ଟାଣ୍ଡରୁ ବଡ଼ଦାଣ୍ଡ ପର୍ଯ୍ୟନ୍ତ ମାଗଣା ଅଟୋ ରିକ୍ସା ସେବା ଯୋଗାଇ ଦିଆଯିବ। ଆଗାମୀ ରଥଯାତ୍ରା ପାଇଁ ପ୍ରସ୍ତୁତି ଯାଞ୍ଚ କରିବା ପାଇଁ ପୁରୀରେ ଚାଲିଥିବା ଦ୍ୱିତୀୟ ସମନ୍ୱୟ ବୈଠକ ସମାପ୍ତ ହେବା ପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ରଥଯାତ୍ରା, ବାହୁଡା଼ ଓ ସୁନାବେଶ ପାଈଁ ତାଳ ବଣିଆରେ ହେବ ଅସ୍ଥାୟୀ ବସଷ୍ଟାଣ୍ଡ । ମନ୍ତ୍ରୀ କହିଛନ୍ତି ଯେ, ରଥଯାତ୍ରା ସମୟରେ ପୁରୀକୁ […]