ବାହାନଗା ଟ୍ରେନ ଦୁର୍ଘଟଣାକୁ ପୁରିଛି ଦୁଇ ବର୍ଷ । ଆଜି ବି ସେ କାଳରାତି କଥା ମନେ ପଡିଲେ ଲୋମ ଟାଙ୍କୁରି ଉଠୁଛି । ୨୦୨୩ ଜୁନ୍ ୨ ଶୁକ୍ରବାର, ସମୟ ପାଖାପାଖି ୭ଟାରେ ହୋଇଥିଲା ଶତାବ୍ଦୀର ବଡ଼ ରେଳ ଦୁର୍ଘଟଣା । ମାଲ୍ ବାହୀ ଟ୍ରେନ୍, କରମଣ୍ଡଳ ଏକ୍ସପ୍ରେସ୍ ଓ ଯଶୋବନ୍ତପୁର ଏକ୍ସପ୍ରେସ୍ ମଧ୍ୟରେ ଦୁର୍ଘଟଣା ଘଟି ଛାରଖାର ହୋଇଯାଇଥିଲା ଅନେକ ଧନ ଜୀବନ । ସାରା ବିଶ୍ବକୁ ସ୍ତବ୍ଧ କରିଥିଲା କରମଣ୍ଡଳ ଟ୍ରେନ ଦୁର୍ଘଟଣା […]
ଜଳବାୟୁ ପରିବର୍ତ୍ତନର ପ୍ରଭାବ । ମୌସୁମୀ ଛୁଇଁଲା ହେଲେ ନାହିଁ ବର୍ଷା । ୧୪ ଦିନ ଯାଏ ଲାଗି ରହିପାରେ ଏପରି ସ୍ଥିତି । କେରଳ ଉପକୂଳକୁ ମୌସୁମୀ ୨୪ ମଇରେ ଛୁଇଁଥିଲା । ଏହାର ୪ ଦିନ ପରେ ଓଡ଼ିଶାକୁ ଅଗ୍ରସର ହୋଇଥିଲା ମୌସୁମୀ । ପାଣିପାଗ ପୂର୍ବାନୁମାନ କହୁଛି, ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । କାଁ ଭାଁ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୪ ତାରିଖରୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଭାଟସାହି କ୍ଲଷ୍ଟରର ଚଣ୍ଡିବସ୍ତ ଗ୍ରାମ ପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ମାଙ୍କପଲ୍ଲୀର ପ୍ରଧାନ ଶିକ୍ଷୟତ୍ରୀ ନଳିନୀପ୍ରଭା ସାହୁଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରମେଶଚନ୍ଦ୍ର ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକ ଏବଂ ନମସ୍ୟ ମଧ୍ୟ ତା’ର କେବେ ଅବସର ନଥାଏ ।ଏଭଳି ମତବ୍ୟକ୍ତ କରିଛନ୍ତି ଅତିଥିମାନେ । ସେ ଜଣେ କର୍ମଠ, ଦକ୍ଷ ଏବଂ ମେଳାପି ଶିକ୍ଷୟତ୍ରୀ […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପରିସରରେ ସମସ୍ତ ଶିକ୍ଷକ ସଂଘ ର କର୍ମକର୍ତ୍ତା,ସି ଆର୍ ସି ସି,ବ୍ଲକ୍ କାର୍ଯ୍ୟାଳୟ କର୍ମଚାରୀ ଙ୍କ ମିଳିତ ସହଯୋଗରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସମ୍ମାନୀତ ଅତିଥି ଭାବେ ଅବସର ଗ୍ରହଣ କରିଥିବା ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ର ବରିଷ୍ଠ କିରାଣୀ ଭୁବନେଶ୍ୱର ମହାପାତ୍ର,ଅବସର […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକଏବଂ ନମସ୍ୟ, ତା’ର କେବେ ଅବସର ନଥାଏ। ନୟାଗଡ଼ ବ୍ଲକ ଅନ୍ତର୍ଗତ ସାନ ପଣ୍ଡୁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବନମାଳୀ ପରିଡ଼ାଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ସାନ ପଣ୍ଡୁସର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବନିତା ନାୟକ […]
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପରିବେଶକୁ ଧ୍ୟାନରେ ରଖି ଏକ ଅନନ୍ୟ ପଦକ୍ଷେପ ନେଇଛନ୍ତି। ଏହି ପଦକ୍ଷେପ ଅନୁସାରେ ଏବେ ବାର୍ଷିକ ଜମା ହେଉଥିବା ଟନ ଟନ କଟାଫଟା ନୋଟ୍ କୁ ଆଉ ଅଳିଆ ଗଦାକୁ ଫିଙ୍ଗି ଦିଆଯିବ ନାହିଁ। ଏହାକୁ କାଠ ଭଳି ମଜଭୁତ ବୋର୍ଡରେ ରୂପାନ୍ତରିତ କରାଯିବ। ଯେଉଁଥିରୁ ଫର୍ଣ୍ଣିଚର ଓ ଅନ୍ୟ ଉପଯୋଗର ବସ୍ତୁତ ତିଆରି କରାଯାଇ ପାରିବ। ଏହା ଦ୍ୱାରା ଫଟାକଟା ଓ ପ୍ରଚଳନରୁ ବାହାରିଯାଇଥିବା ନୋଟ୍ ପୁନଃଚକ୍ରିକରଣ (ରିସାଇକ୍ଲ) କରି […]
ଗିରଫ ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ଘରୁ ବାହାରିଲା ୧୫ କୋଟିରୁ ଅଧିକ ଟଙ୍କା, ୭ ଦାମୀ ପ୍ଲଟ୍, ୨ ଫ୍ଲାଟ୍ ସହିତ ୧୨ଶହ ଗ୍ରାମ୍ ସୁନା ।ଦେଢ କୋଟିର ବ୍ୟାଙ୍କ ଡିପୋଜିଟ୍, ୧ କେଜିରୁ ଅଧିକ ସୁନାଗହଣା ଜବତ ହୋଇଛି । ଏହାସହ ମ୍ୟୁଚୁଆଲ୍ ଫଣ୍ଡରେ ୨.୭ କୋଟି ଇନଭେଷ୍ଟ ଓ ୧୫ଟି ଦାମୀ ହାତ […]
ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ ! ଭୁବନେଶ୍ଵର ମାଷ୍ଟର କ୍ୟାଣ୍ଟିନ୍ ନାଁ ବଦଳିବା ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଦେଲେ ବଡ଼ ସୂଚନା । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍ ସହିତ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ମଧ୍ୟ ନାମ ପରିବର୍ତ୍ତନ କରାଯିବ। ଏନେଇ ଉପରସ୍ତରରେ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ। ଯଦି ନାଁ ପରିବର୍ତ୍ତନ ହେବ ତେବେ ଓଡ଼ିଶାର ବରପୁତ୍ରଙ୍କ […]
ପୁଣି ଉପରମୁହାଁ କରୋନା। ଭାରତରେ ସକ୍ରିୟ କରୋନା ଭାଇରସ୍ ମାମଲା ୨୭୧୦ ରେ ପହଞ୍ଚିଛି। ଯାହା ପୂର୍ବ ସପ୍ତାହ ତୁଳନାରେ ପ୍ରାୟ ୧୦୦୦ରୁ ଅଧିକ ମାମଲା ବୃଦ୍ଧି ପାଇଛି। ଏହା ମଧ୍ୟରୁ ସବୁଠୁ ଅଧିକ କେରଳରେ ସଂକ୍ରମଣ ଚିହ୍ନଟ ହୋଇଛି।ଏହି ସମୟରେ, ରାଜଧାନୀ ଦିଲ୍ଲୀରେ ପ୍ରଥମ ମୁଣ୍ଡ କରୋନା ନେଇଛି । ଏଠାରେ ଜଣେ ୬୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି।ଦିଲ୍ଲୀରେ ଗୋଟିଏ ଦିନରେ ୫୬ଟି ନୂତନ ମାମଲା ରିପୋର୍ଟ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ତେବେ ଆମ ବସ୍ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫ ବର୍ଷରୁ ଅଧିକ ଅଭିଜ୍ଞତା ନଥିବା ଡ୍ରାଇଭରଙ୍କୁ ନିଯୁକ୍ତି ନଦେବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଗତ ଶୁକ୍ରବାର କ୍ରୁଟର ପରିଚାଳନା ନିର୍ଦ୍ଦେଶକ ଏନ୍ ଥିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ […]
ଆଜି ପବିତ୍ର ଶୀତଳଷଷ୍ଠୀ । ଦେବଦେବ ମହାଦେବଙ୍କ ବିବାହ ଉତ୍ସବ । ମହାଦେବ ସାଜିବେ ବର । ମାତା ପାର୍ବତୀ ସାଜିବେ କନିଆ । ସମ୍ପୂର୍ଣ୍ଣ ବୈଦିକ ରୀତିନୀତିରେ ଅନୁଷ୍ଠିତ ହେବ ବିବାହ । ତେବେ ସମ୍ବଲପୁର ଶୀତଳ ଷଷ୍ଠୀ ପର୍ବରେ ଶେଷ ହୋଇଛି ଦେବ ନିମନ୍ତ୍ରଣ । ମହାଦେବଙ୍କ ବିବାହରେ ସାମିଲ ହେବା ପାଇଁ ଗୁଆ ଅରୁଆ ଚାଉଳ ଦେଇ ଦେବାଦେବୀଙ୍କୁ ନିମନ୍ତ୍ରଣ କରାଯାଇଛି । ଦେବୀ ପାର୍ବତୀଙ୍କ ପାଣିଗ୍ରହଣ ପାଇଁ ବରଯାତ୍ରୀଙ୍କୁ ନେଇ ବାହାରିବେ […]
୧ ଜୁନ୍ ୨୦୨୫ ରୁ କିଛି ବଡ଼ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି, ଯାହାର ସିଧାସଳଖ ପ୍ରଭାବ ସାଧାରଣ ଲୋକଙ୍କ ପକେଟ ଏବଂ ଜୀବନ ଉପରେ ପଡ଼ିବ। ଏବେ ପିଏଫରୁ ଟଙ୍କା ଉଠାଇବା ସହଜ ହେବ। EPFOର ନୂତନ ସଂସ୍କରଣ ୩.୦ ଜୁନ୍ ମାସରୁ କାର୍ଯ୍ୟକାରୀ ହେବ। ଏହି ପରିବର୍ତ୍ତନ ଗୁରୁତ୍ୱପୂର୍ଣ୍ଣ କାରଣ ଏବେ ପିଏଫ୍ ସମ୍ବନ୍ଧୀୟ ସୁବିଧା ବ୍ୟବହାର ପୂର୍ବ ଅପେକ୍ଷା ସହଜ ହେବ। ଟଙ୍କା ଉଠାଇବା, ତଥ୍ୟ ଅପଡେଟ୍ କରିବା କିମ୍ବା ଦାବି କରିବା, […]
