ମ୍ବଲପୁରରେ ରାଜ୍ୟସ୍ତରୀୟ ନୁଆଁଖାଇ ଭେଟ୍‌ଘାଟ୍‌, ଯୋଗଦେବେ ମୁଖ୍ୟମନ୍ତ୍ରୀ

ଆଜି ସମ୍ୱଲପୁରରେ ନୂଆଁଖାଇ ଭେଟ୍‌ଘାଟ୍ । ପ୍ରାଶାସନିକ ସ୍ତରରେ ସରିଛି ସମସ୍ତ ବ୍ୟବସ୍ଥା । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଏହି ସମାରୋହରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ହେବେ। ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ହେଉଥିବା ଭେଟଘାଟ୍‌ କାର୍ଯ୍ୟକ୍ରମ ଇଷ୍ଟଦେବୀ ମା’ସମଲେଶ୍ୱରୀ […]

ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ଟ୍ରଫ୍ ଲାଇନ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତେବେ ଆଜି ସାରା ଓଡ଼ିଶା ଅର୍ଥାତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। […]

ଗୁରୁଦିବସରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,(ଓଡ଼ିଶା ଦର୍ପଣ):ପବିତ୍ର ଗୁରୁଦିବସ ଅବସରରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ଗୀତାଞ୍ଜଳୀ ସାହୁ ଭୁବନେଶ୍ଵର ଲୋକ ସେବା ସଦନ ଗୃହ ଠାରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଗ୍ରହଣ କରିଛନ୍ତି।  ଓଡ଼ଗାଁ ବ୍ଲକ ଶିକ୍ଷାଧିକାରିଣୀ ଥିବା ସମୟରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି। ଗୁରୁଦିବସରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ଶ୍ରୀମତୀ […]

‘ପଢିବା, ଗଢିବା ଓଡିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଶିକ୍ଷକ ଦିବସ ଅବସରରେ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ଥିଲେ ।ଆଜି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ […]

 ପୁଣି ଠକେଇ ମାମଲାରେ ଧରାପଡ଼ିଲେ ଶିଳ୍ପା ଓ ରାଜ କୁନ୍ଦ୍ରା

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍‌ଆଉଟ୍‌ ସର୍କୁଲାର ନୋଟିସ୍‌ (LOC) ଜାରି କରାଯାଇଛି। ୬୦ କୋଟି ଟଙ୍କା ଠକେଇ ମାମଲାରେ ଶିଳ୍ପାଙ୍କୁ ଏହି ନୋଟିସ୍‌ ହୋଇଛି। ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଶିଳ୍ପାଙ୍କୁ ଲୁକ୍‌ଆଉଟ ସର୍କୁଲାର ନୋଟିସ୍‌ ଜାରି କରିଛି ମୁମ୍ବାଇ ପୋଲିସ।ସୂଚନାଯୋଗ୍ୟ, ଦୀପକ କୋଠାରୀ ନାମକ ଜଣେ ବ୍ୟବସାୟୀ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ଉପରେ ୨୦୧୫ ରୁ ୨୦୨୩ ମଧ୍ୟରେ ୬୦ କୋଟି ଟଙ୍କାରୁ ଅଧିକ ଠକେଇର […]

ଏନକାଉଣ୍ଟରରେ ମହିଳା ମାଓବାଦୀଙ୍କ ସମେତ ୬ ମାଓବାଦୀ ନିହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ନାରାୟଣପୁର ଏବଂ ଦନ୍ତେୱାଡା ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଆଜି ସକାଳଠାରୁ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏନକାଉଣ୍ଟରରେ ଟଳି ପଡ଼ିଛନ୍ତି ୬ମାଓବାଦୀ। ଏହି ଗୁଳି ବିନିମୟ ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ଲଗାତାର ଜାରି ରହିଛି । ଯେଉଁଥିରେ ଏ ପର୍ଯ୍ୟନ୍ତ ୬ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି।ଥୁଲଥୁଲି ଜଙ୍ଗଲ ମାଓବାଦୀଙ୍କ ଆଡ୍ଡାସ୍ଥଳ ଭାବେ ପରିଚିତ। ଏଠାରେ ନିୟମିତ ବ୍ୟବଧାନରେ ପୁଲିସ ପକ୍ଷରୁ ମାଓବାଦୀ […]

ଆଦିତ୍ୟ ଆଲୁମିନା ରିଫାଇନାରୀ ଓ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷର

ରାୟଗଡା, ୫/୯ – ଗ୍ରାମାଞ୍ଚଳରେ ପଶୁପାଳନକୁ ନେଇ ଉତ୍ସାହ ବୃଦ୍ଧି ଓ ସ୍ଥାୟୀ ଜୀବିକା ପ୍ରଦାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ରାୟଗଡା ଜିଲ୍ଲା କଂସାରିଗୁଡା ଠାରେ ପ୍ରତିଷ୍ଠିତ ଆଦିତ୍ୟ ଆଲୁମିନା ରିଫାଇନେରୀ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ଏହି ୟୁନିଟ୍ । ଆଜି ସେଞ୍ଚୁରିଅନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ) ମଧ୍ୟରେ ଆନୁଷ୍ଠାନିକ ଭାବେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଯାଇଛି। ସ୍ଥାନୀୟ କଂସାରିଗୁଡ଼ା ଠାରେ ଏହି ଆଧୁନିକ ପ୍ରାଣୀ […]

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ, ୨୨ଜଣ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହେଇଯାଇଛି। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂ […]

ସବୁ ସରକାରୀ ଅଫିସରେ ବିଏସଏନଏଲ ନେଟୱର୍କ ବାଧ୍ୟତାମୂଳକ

ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍‌ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍‌ ବ୍ୟବହାର ହେବ।ଏନେଇ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ଚିଠି ପ୍ରକାଶ ପାଇଛି । BSNL ବ୍ରଡ୍‌ବ୍ୟାଣ୍ଡ୍‌, ଲ୍ୟାଣ୍ଡଲାଇନ୍‌, ଲିଜ ଲାଇନ ସେବା ବ୍ୟବହାର ହେବ।ଭାରତ ସଂଚାର ନିଗମ ଲିମିଡେଟ୍‌ (ବିଏସ୍‌ଏନ୍‌ଏଲ୍‌)ର ପୂର୍ବ ସ୍ଥିତି ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାର ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କକୁ ମଜବୁତ କରିବା […]

ପୁଣି ବଢିଲା ସୁନା ଓ ରୁପା ଦର ।

ଶୁକ୍ରବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୭,୬୨୦ ଟଙ୍କା ରହିଛି । ଗତକାଲି ୧,୦୬,୮୬୦ ଟଙ୍କା ଥିଲା । ଏଥିରେ ୭୬୦ ଟଙ୍କା ବୃଦ୍ଧି ପାଇଛି ।୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୬୫୦ ଟଙ୍କା ରହିଛି । ଗତକାଲି ୯୭,୯୫୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୦,୭୨୦ ଟଙ୍କା […]

୩ ବର୍ଷରେ ପୂରଣ ହେବ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪-୨୫ ପ୍ରଦାନ । ଝାରସୁଗୁଡା, ଖୋର୍ଦ୍ଧା ଓ ଜଗତସିଂହପୁରକୁ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର । ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ସୋନପୁରରର ଲକ୍ଷ୍‌ମଣ ଭୋଇ, ସୁନ୍ଦରଗଡର ଅମୁଲ୍ୟ ପ୍ରଧାନ ପୁରସ୍କୃତ ହୋଇଛନ୍ତି । ବଲାଙ୍ଗୀର ଧ୍ରୁବ ଚରଣ ବେହେରା ପୁରସ୍କୃତ ହୋଇଛନ୍ତି । ଢେଙ୍କାନାଳ , ଜଗତସିଂହପୁର ଓ ଅନୁଗୁଳକୁ ପୁରସ୍କୃତ ହୋଇଛନ୍ତି । ୧୦ ବ୍ଲକ ଶିକ୍ଷାଧିକାରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ଅନ୍ୟପଟେ […]

ଆଜିଠୁ କଟକ ଦୁର୍ଗାପୂଜା ପାଇଁ ସିଙ୍ଗିଲ ୱିଣ୍ଡୋ ବ୍ୟବସ୍ଥା

ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ୱତନ୍ତ୍ର ଏସଓପି ଜାରି କରିଛି କଟକ ଜିଲ୍ଲା ପ୍ରଶାସନ । ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ମଣ୍ଡପ ଓ ଗେଟ ପାଇଁ ଆବେଦନ କରିବେ ସମସ୍ତ ପୂଜା ମଣ୍ଡପ । ଗେଟ୍, ପେଣ୍ଡାଲ, ବିଦ୍ୟୁତ ସବୁ ପାଇଁ ଆଜିଠୁ ପୂଜା କମିଟି ଆବେଦନ କରିବେ । ଆବେଦନର ୩ ଦିନ ପରେ ଯାଞ୍ଚ କରି […]