ରିପୋର୍ଟ କାର୍ଡ ଦେବ ସ୍କୁଲ ଓ ଗଣ ଶିକ୍ଷା ବିଭାଗ:ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଏକ ବର୍ଷ ପୂରଣ କରୁଥିବାରୁ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ସଂସ୍କାରଗୁଡ଼ିକୁ ବର୍ଣ୍ଣନା କରି ଏକ ରିପୋର୍ଟ କାର୍ଡ ଉପସ୍ଥାପନ କରିବାର ଯୋଜନା ଘୋଷଣା କରିଛନ୍ତି। ସରକାରଙ୍କ ଏକ ବର୍ଷ ପୂର୍ତ୍ତିରେ ବିଭାଗ ଦେବ କାର୍ଡ। ଶିକ୍ଷାରେ ସଂସ୍କାର ପାଇଁ ବିଭାଗ ଅନେକ ଯୋଜନା ଆଣିଛି।ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ଦିନରେ ରାଜ୍ୟରେ ପିଏମ୍‌ଶ୍ରୀ ସ୍କୁଲ ନଥିଲା । ଏବେ ପ୍ରତିଷ୍ଠା ହୋଇଛି । ଆଗକୁ […]

ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେଲା ତିନି ରଥର ଚକ ଅଖ ଡେରା ନୀତି ।

ସୋମବାର ଭଉଁରୀ ଅବସରରେ ପରମ୍ପରା ଆଧାରରେ ରଥଖଳାରେ ବିଜେ କରିଛି ମହାପ୍ରଭୁଙ୍କ ଆଜ୍ଞାମାଳ । ଭଉଁରୀ ତିଥିରେ ତିନି ପୂଜାପଣ୍ଡା ସକାଳ ଧୂପ ଉଠିବା ପରେ ମହାପ୍ରଭୁଙ୍କ ନିକଟରୁ ୩ଟି ଆଜ୍ଞାମାଳ ଆଣି ତିନି ରଥରେ ଚକ ଅଖ ଲାଗି କରିବା ସହ ମୁଖ୍ୟ ବିଶ୍ୱକର୍ମା ମାନଙ୍କୁ ଶାଢୀ ବନ୍ଧା କାର୍ଯ୍ୟ କରିଛନ୍ତି । ପରେ ତିନି ରଥର ତିନୋଟି ଅଖରେ ମୋଟ୍ ୬ଟି ଚକ ସଂଯୋଗ କରାଯାଇଛି । ଏଥିପାଇଁ ଆବଶ୍ୟକ ଚକ ସବୁ ନିର୍ମାଣ […]

ଏବେ ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌

ହାଇକୋର୍ଟର ସମସ୍ତ ବିଚାରପତି ପାଇବେ ପୂର୍ଣ୍ଣ ପେନସନ । ଏ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ଆସିଛି । ସମସ୍ତ ହାଇକୋର୍ଟର ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର ବୋଲି ପ୍ରଧାନ ବିଚାରପତି କହିଛନ୍ତି । ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍‌ସନ୍‌ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି ପୂର୍ଣ୍ଣ ପେନ୍‌ସନ୍‌ ପାଇବେ। ଅତିରିକ୍ତ ଓ ସ୍ଥାୟୀ ବିଚାରପତିଙ୍କ ମଧ୍ୟରେ […]

ପୋଲାଭରମ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବୈଠକ ନେଇ କୌଣସି ସୂଚନା ନାହିଁ : ମୁଖ୍ୟମନ୍ତ୍ରୀ

ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ସହ ପୋଲାଭରମ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ ନେଇ ନାହିଁ କୌଣସି ସୂଚନା । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସେମିତି କିଛି ବାର୍ତ୍ତା ମୋ ପାଖରେ ନାହିଁ । ସୂଚନାମୁତାବକ ଆସନ୍ତା ୨୮ ତାରିଖରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପୋଲାଭରମ ବିବାଦ ନେଇ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି । […]

ବଜାରକୁ ଆସିବ ନୂଆ ୨୦ ଟଙ୍କିଆ ନୋଟ୍

ଭାରତୀୟ ରିଜର୍ଭ ବ୍ୟାଙ୍କର ବଡ ଘୋଷଣା । ଆଗାମୀ ଦିନରେ ୨୦ଟଙ୍କାର ନୂଆ ନୋଟ୍ ଜାରି କରିବ ଭାରତୀୟ ରିଜର୍ଭ ବ୍ୟାଙ୍କ । ପ୍ରଚଳିତ ହେବାକୁ ଥିବା ନୂଆ ୨୦ ଟଙ୍କିଆ ନୋଟରେ କେନ୍ଦ୍ର ସରକାରଙ୍କ ନୂଆ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ଦସ୍ତଖତ ରହିବ ।ଏହା ସହ ଆରବିଆଇ ପକ୍ଷରୁ କୁହାଯାଇଛି ନୂଆ ୨୦ ଟଙ୍କିଆ ନୋଟ ଜାରି ହେଲେବି ପୁରୁଣା ନୋଟ ଚାଲୁ ରହିବ। ଏହାର ଅର୍ଥ ଯେଉଁ ବର୍ତ୍ତମାନ ଯେଉଁ ନୋଟ ଚାଲୁଛି ତାହା […]

ପୁଣି ବଦଳିଲା ସୁନା ଦର।

ପୁଣି ବଦଳିଲା ସୁନା ଦର। ଉଭୟ ୨୨ ଓ ୨୪ କ୍ୟାରେଟ୍ ସୁନା ଦର ବଢ଼ିଛି। କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ.।୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୫,୫୧୦ ଟଙ୍କା ରହିଛି । ଗତକାଲି ଏହା ୯୫, ୧୩୦ ଟଙ୍କା ଥିଲା । ଏଥିରେ ୩୮୦ ଟଙ୍କା ବୃଦ୍ଧି ପାଇଛି । ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୭,୫୫୦ ଟଙ୍କା ରହିଛି । ଗତକାଲି ୮୭,୨୦୦ […]

ପ୍ରୋଷ୍ଟେଟ୍ କ୍ୟାନ୍ସରରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାଇଡେନ୍ ପୀଡିତ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ-ବାଇଡେନ୍ ଙ୍କୁ କ୍ୟାନ୍ସର ହୋଇଥିବା ସୂଚନା ମିଳିଛି। ତାଙ୍କର ପରିସ୍ରା ପରୀକ୍ଷା କରାଯିବା ପରେ ତାଙ୍କୁ କ୍ୟାନ୍ସର ହୋଇଛି ବୋଲି ଜଣାପଡିଛି। ପ୍ରୋଷ୍ଟେଟ୍ କ୍ୟାନ୍ସରରେ ବାଇଡେନ୍ ପୀଡିତ ଅଛନ୍ତି।ବାଇଡେନଙ୍କ ମୁଖପାତ୍ର କହିଛନ୍ତି ଯେ, ତାଙ୍କ କ୍ୟାନସର ରୋଗ ଗ୍ଲେସନ ସ୍କୋର ୯ ଥିଲା ଅର୍ଥାତ୍‌ ଏହା ଏକ ମାରାତ୍ମକ କ୍ୟାନସର ରୋଗ ଥିଲା। ଏହି କ୍ୟାନସର ବ୍ୟାପି ସାରିଛି, ଯାହାକୁ ଡାକ୍ତରୀ ଭାଷାରେ ମେଟାଷ୍ଟାସିସ୍‌ କୁହାଯାଏ, କିନ୍ତୁ ଏହା ହରମୋନ-ସମ୍ବେଦନଶୀଳ, ଯାହା ପ୍ରଭାବଶାଳୀ […]

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ସ୍ଥାନ

ଦୀର୍ଘ ୩୦ ବର୍ଷ ପରେ ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଠିକଣା । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ଆଜିଠୁ ୟୁନିଟଚ-୨ ସ୍ଥିତ କ୍ୟାପିଟାଲ ନର୍ସରି ନିକଟସ୍ଥ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ।ଆଜି ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରାୟ ୧ ହଜାର ଲୋକ ଏଥିପାଇଁ ଆଗୁଆ ପଞ୍ଜୀକରଣ କରିଛନ୍ତି।ସରକାର ବଦଳିବା […]

ରାଜଧାନୀରୁ ତଡା ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ରାଜଧାନୀରୁ ତଡା ହେବେ ବାଂଲାଦେଶୀ । ଏଥିପାଇଁ ଖୁବଶୀଘ୍ର ଚିହ୍ନଟ କରିବାକୁ ପକ୍ରିୟା ଆରମ୍ଭ କରିଛି କମିଶନରେଟ ପୋଲିସ । ଏନେଇ ସମସ୍ତ ଥାନାକୁ ଅବଗତ କରିଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମିନା । ଗତକାଲି ସନ୍ଧ୍ୟାରେ ଅନୁଷ୍ଠିତ କ୍ରାଇମ ମିଟିଂ ରେ ସବୁ ଥାନା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଭୁବନେଶ୍ୱର ଡିସିପି । ପ୍ରତି ଥାନାରେ କେତେ ଅନୁପ୍ରବେଶକାରୀ ରହୁଛନ୍ତି ତାର ତଥ୍ୟ ବାହାର କରିବାକୁ କୁହାଯାଇଛି । ଅନ୍ୟପକ୍ଷେ ତୁର୍କୀ ଦ୍ୱାରା ସମର୍ଥିତ […]

ଅଜଣା ରୋଗରେ ୨ ଶହରୁ ଉର୍ଦ୍ଧ ପରିବାର ଆକ୍ରାନ୍ତ

ମାଲକାନଗିରି ଜିଲା ପଡ଼ିଆ ବ୍ଲକ ଖ୍ରୀଷ୍ଟିଆନ ସାହିରେ ଅଜଣା ରୋଗରେ ୨ଶହ ପରିବାର ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ପ୍ରଥମେ ଗୋଡ଼ହାତ ଫୁଲିଯାଇ ଜ୍ୱର ଓ ପରେ ହାତ ଆଙ୍ଗୁଠି ଏବଂ ଗୋଡ଼ ହାତ ଗଣ୍ଠିଗୁଡିକ ଯନ୍ତ୍ରଣା ହେଉଛି। ଏଥିରେ ବୟସ୍କ ବ୍ୟକ୍ତିମାନେ ଚାଲିପାରୁ ନ ଥିବା ଦେଖିବାକୁ ମିଳିଛି। ଏକ ମାସରେ ୨୦୦ ପରିବାରର ୫୦୦ରୁ ଉର୍ଦ୍ଧ୍ବ ଲୋକେ ଆକ୍ରାନ୍ତ ହୋଇଛନ୍ତି । ଏପରିକି ଆଣ୍ଠୁ-ଗଣ୍ଠି ଫୁଲିଯାଇ କୁଣ୍ଡେଇ ହେବା ସହ ମୁହଁ କଳା ହୋଇଯାଉଛି […]

ଜ୍ୟୋତିଙ୍କ ସହ ସଂପର୍କକୁ ନେଇ ବିବାଦ ପରେ ଇନଷ୍ଟା ଲକ୍‌ କଲେ ପ୍ରିୟଙ୍କା

ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମଲହୋତ୍ରାଙ୍କ ସହ ପ୍ରିୟଙ୍କା ସେନାପତିଙ୍କ ସଂପର୍କକୁ ନେଇ ବିବାଦ ତେଜିବା ପରେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ଲକ୍ କରିଛନ୍ତି ପ୍ରିୟଙ୍କା । ଜ୍ୟୋତି ଗିରଫ ହେବା ପରେ ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଥିଲେ ଦେଶ ତାଙ୍କ ପାଇଁ ପ୍ରଥମ । ସେ ଜ୍ୟୋତିଙ୍କୁ କେବଳ ବ୍ଲଗର ଭାବେ ଜାଣିଥିଲେ । ସୂଚନାମୁତାବକ ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ହରିୟାଣା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ହୋଇଛନ୍ତି। ଯାଞ୍ଚବେଳେ ତାଙ୍କ […]

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ। ପୋଲିସ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ। ୨୧ ଦିନ ବ୍ୟାପୀ ଚାଲିଥିବା ବାହାର ଚନ୍ଦନ ଯାତ୍ରାର ଆଜି ହେଉଛି ଅନ୍ତିମ ଦିବସ।ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ […]