ଟ୍ରମ୍ପଙ୍କୁ ବଡ଼ ଝଟକା, ଅତିରିକ୍ତ ଟାରିଫକୁ ବେଆଇନ ଘୋଷଣା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା ଲାଗିଛି । ଆମେରିକା ସଂଘୀୟ ଅପିଲ ଅଦାଲତ ଟ୍ରମ୍ପଙ୍କ ଦ୍ବାରା ଲାଗୁ ହୋଇଥିବା ଅତିରିକ୍ତ ଟାରିଫକୁ ଅବୈଧ କରିଛନ୍ତି । ଆମେରିକା ଦ୍ବାରା ଲାଗୁ କରାଯାଇଥିବା ଅତିରିକ୍ତ ଶୁଳ୍କକୁ ବେଆଇନ ବୋଲି ଶୁକ୍ରବାର ଦିନ ଆମେରିକା ଫେଡେରାଲ ଆପିଲ କୋର୍ଟ ଟ୍ରମ୍ପଙ୍କୁ ରାୟ ଦେଇଛନ୍ତି ।ଫେଡେରାଲ୍ ସର୍କିଟ୍ ପାଇଁ ଆମେରିକାର ଆପିଲ୍ କୋର୍ଟ କହିଛି ଯେ ରାଷ୍ଟ୍ରପତିଙ୍କ ପାଖରେ ଜରୁରୀକାଳୀନ କ୍ଷମତା ଅଛି, କିନ୍ତୁ ସେଥିରେ ଶୁଳ୍କ କିମ୍ବା […]

ଆଜିର ରାଶିଫଳ(୩୦ ଅଗଷ୍ଟ, ୨୦୨୫)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଜାତୀୟ କ୍ରୀଡ଼ା ଦିବସ ୨୦୨୫ ପାଳିତ

lରାୟଗଡ଼:-ତା.୨୯/୦୮-ହକି କିମ୍ବଦନ୍ତି ମେଜର ଧ୍ୟାନ ଚlନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ଜିଲ୍ଲାସ୍ଥରୀୟ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳିତ ହୋଇଯାଇଛି l ଆଜି ଏହି ଉପଲକ୍ଷେ ରାୟଗଡ କ୍ରୀଡା ବିଭାଗ ତରଫରୁ ସମୂହ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରବାଦ ପୁରୁଷ ଧ୍ୟାନ ଚାନ୍ଦଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରିବା ପରେ ସ୍ଥାନୀୟ ସଦଭାବନା କ୍ରୀଡ଼ାଙ୍ଗନ ଠାରୁ ପତାକା ଦେଖାଇ ପଦଯାତ୍ରାର […]

ଧାନ ବିକ୍ରି ପାଇଁ ଜାଲିଆତି କରିଥିବା ଚାଷୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଧାନ ବିକ୍ରି ପାଇଁ ଜାଲିଆତି କରି ପଞ୍ଜିକରଣ କରିଥିବା ଚାଷୀଙ୍କ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ନିଜ ଜମି ବଦଳରେ ରାସ୍ତା, ଗୋଚର ଜମି, ଶ୍ମଶାନ ଓ ସରକାରୀ ଜମିକୁ ଦେଖାଇ ପଞ୍ଜିକରଣ କରିଛନ୍ତି ସେମାନଙ୍କୁ ଚିହ୍ନଟ କରିବା ଲାଗି ସବୁ ଜିଲ୍ଲାପାଳମାନଙ୍କୁ ଖୁବ୍ ଶୀଘ୍ର ଚିଠି କରିବ ଯୋଗାଣ ବିଭାଗ । ଏହା କହିଛନ୍ତି ଯୋଗାଣ ମନ୍ତ୍ରୀ କୃ୍ଷ୍ଣ ଚନ୍ଦ୍ର ପାତ୍ର । ବର୍ତ୍ତମାନ ସୁଦ୍ଧାରେ ରାଜ୍ୟରେ ଚଳିତ ଖରିଫ ଧାନ ବିକ୍ରି […]

ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି ବିଜୁ ଜନତା ଦଳ

ଆଜି ଯୁବ ଓ ଛାତ୍ର ବିଜେଡି ଟିମ୍‌କୁ ନବୀନ ନିବାସ ଡାକରା ହୋଇଛି। ଛାତ୍ର ସଭାନେତ୍ରୀ ଇପସିତା ସାହୁ, ଯୁବ ସଭାପତି ଚିନ୍ମୟ ସାହୁ ଉପସ୍ଥିତ ଅଛନ୍ତି। ଯୁବ ଓ ଛାତ୍ର ବିଜେଡିର ପଦାଧିକାରୀଙ୍କୁ ମଧ୍ୟ ନବୀନ ନିବାସ ଡାକରା ହୋଇଛି। ଦେବୀ ତ୍ରିପାଠୀ, ବ୍ୟୋମକେଶ ରାୟ, ଦେବାଶିଷ ଆଚାର୍ଯ୍ୟ, ଶୁଭାଶିଷ ଖୁଣ୍ଟିଆ ଉପସ୍ଥିତ ଅଛନ୍ତି ।ସରକାରଙ୍କ ବିରୋଧରେ ମାଳମାଳ ପ୍ରସଙ୍ଗ । ଏ ସବୁ ବିଧାନସଭା ଭିତରେ ଉପସ୍ଥାପନ କରି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି […]

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ

୨୯ ଅଗଷ୍ଟ ଜାତୀୟ କ୍ରୀଡ଼ା ଦିବସ ଅବସରରେ ୨୦୨୪ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟପାଳ ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଛନ୍ତି।ପୁରସ୍କାର ବିଜେତାଙ୍କୁ ଟ୍ରଫି, ମାନପତ୍ର ଏବଂ ଆର୍ଥିକ ରାଶି ପ୍ରଦାନ କରାଯାଇଛି। ଜୀବନବ୍ୟାପୀ ସେବା ପୁରସ୍କାର ପାଇଁ ୪ ଲକ୍ଷ, ଶ୍ରେଷ୍ଠ କ୍ରୀଡାବିତଙ୍କୁ ୩ ଲକ୍ଷ, ଶ୍ରେଷ୍ଠ ପାରା କ୍ରୀଡ଼ାବିତ, ଉଦୀୟମାନ ଖେଳାଳି, ଶ୍ରେଷ୍ଠ ପ୍ରଶିକ୍ଷକ ଏବଂ ଶ୍ରେଷ୍ଠ କ୍ରୀଡା ସାମ୍ବାଦିକଙ୍କୁ […]

ମହିଳାଙ୍କ ଠାରୁ ଭ୍ୟାନିଟ ଛଡ଼ାଇ ନେଉଯାଉଥିବାବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା

ନୟାଗଡ଼ ଓଡଗାଁ ଅଞ୍ଚଳରେ ମହିଳାଙ୍କ ଠାରୁ ଭ୍ୟାନିଟ ଛଡ଼ାଇ ନେଉଯାଉଥିବାବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା । ତେବେ ଲକ୍ଷ୍ମଣ ସାହୁ ଏବଂ ତାଙ୍କ ସ୍ତ୍ରୀ ଗୀତାଞ୍ଜଳୀ ସାହୁ ବାଇକରେ ଭୁବନେଶ୍ବରରୁ ଗାଁକୁ ଆସୁଥିବା ବେଳେ ଏହି ଘଟଣା ଘଟିଛି । ପଣ୍ଡୁସର ନିକଟରେ ଦୁଇ ଲୁଟେରା ବାଇକରେ ଆସି ଗିତାଞ୍ଜଳୀ ଧରିଥିବା ଭ୍ୟାନିଟି ଛଡାଇ ନେଇଥିଲେ ।ଫଳରେ ଭାରସାମ୍ୟ ହରାଇ ଉଭୟ ସ୍ବାମୀ ସ୍ତ୍ରୀ ବାଇକରୁ ଖସିପଡ଼ିଥିଲେ । ସେପେଟ ଦୁଇ ଲୁଟେରା ମଧ୍ୟ […]

ଲାଇନ୍‌ କଟିଗଲେ ରୋଗୀଙ୍କୁ ଭରସା ମୋବାଇଲ୍ ଫ୍ଲାସ୍‌ ଲାଇଟ୍‌

ଡାକ୍ତଖାନାରେ ନାହିଁ ଜେନେରେଟର । ଲାଇନ ଗଲେ ମୋବାଇଲ୍ ଫ୍ଲାସ୍‌ ମାରି ଚାଲୁଛି ରୋଗୀ ସେବା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଆସିଛି ଏହି ଅଭାବନୀୟ ଦୃଶ୍ୟ ।ସୂଚନା ଥାଉକି, ପିଏଚସି ସେଣ୍ଟରରେ ନା ଅଛି ଇନଭେଟର ନା ଜେନେରେଟର ସୁବିଧା। ଯାହା ଫଳରେ ଲାଇନ ଚାଲିଗଲେ ହନ୍ତସନ୍ତ ରୋଗୀ । ସବୁଦିନ ଭଳି ହଠାତ ଲାଇଟ୍ ଚାଲିଯାଇଥିଲା । ଦୀର୍ଘ ସମୟ ଧରି ଏଭଳି ପରିସ୍ଥିତି ଦେଖିବାକୁ ମିଳିଥିଲା ପିଏଚସି ସେଣ୍ଟରରେ। […]

କଲେଜ ଆଇସିସି ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ FM କଲେଜ ଛାତ୍ରୀଙ୍କ ବାପା

ଆଜି ଜିଲ୍ଲାପାଳ ଓ SPଙ୍କୁ ଭେଟିଲେ ମୃତ ବାଲେଶ୍ବର FM କଲେଜ ଛାତ୍ରୀଙ୍କ ବାପା। କଲେଜ ଆଇସିସି ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ୪ ଜଣ ଗିରଫ ହୋଇଛନ୍ତି, କିନ୍ତୁ ଏପର୍ଯ୍ୟନ୍ତ ଆଇସିସି ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇନି ।ଝିଅକୁ ଉସୁକାଇଥିବା ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇନି । ତେବେ ଜିଲ୍ଲାପାଳ ଓ ଏସ୍‌ପି ପ୍ରତିଶ୍ରୁତି ଦେଇଛନ୍ତି, କ୍ରାଇମବ୍ରାଞ୍ଚ ତଦନ୍ତ ଚାଲିଛି । କିନ୍ତୁ ବାଲେଶ୍ୱର ଛାତ୍ରୀଙ୍କ ସହ କଣ ଘଟିଥିଲା ? […]

ଏଥର ଡ୍ରୋନ ଜଗିବ ପାର୍ବଣ ଭିଡ

ପାଖେଇ ଆସୁଛି ପାର୍ବଣ । ଭିଡକୁ ନିୟନ୍ତ୍ରଣ କରିବା ପାଇଁ କେତେକ ସ୍ଥାନରେ ପୂଜା ଉପରେ ନଜର ରଖିବ ସିସିଟିଭି ଓ ଡ୍ରୋନ । ଏଥର ଦୁର୍ଗାପୂଜା ସୁରକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ପୂଜା ପାଇଁ ଜୋରଜବରଦସ୍ତ ଚାନ୍ଦା ଆଦାୟକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କହିଛନ୍ତି ଡିଜିପି । ଅଭିଯୋଗ ଆସିଲେ ଚାନ୍ଦା ଆଦାୟ କରୁଥିବା ବ୍ୟକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାଇ […]

ଅମିତ ଶାହାଙ୍କ ମୁଣ୍ଡ କାଟି ଟେବୁଲ ଉପରେ ରଖିଦେବା ଉଚିତ୍‌-ଏ କଣ କହିଲେ ମହୁଆ

ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଟିଏମସି ସାଂସଦ ମହୁଆ ମୋଇତ୍ରା। ଗୃହମନ୍ତ୍ରୀଙ୍କୁ ନେଇ ଦେଲେ ଆପତ୍ତିଜନକ ବୟାନ। ପଶ୍ଚିମବଙ୍ଗରେ ଅବୈଧ ଅନୁପ୍ରବେଶକୁ ନେଇ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଦେବାକୁ ଯାଇ ମହୁଆ କହିଛନ୍ତି, ଯଦି ଭାରତ ସୀମାରେ କେହି ରକ୍ଷା କରିବାକୁ ନାହାଁନ୍ତି, ଯଦି ଅନ୍ୟ ଦେଶର ହଜାର ହଜାର ଲୋକ ପ୍ରତିଦିନ ଅନୁପ୍ରବେଶ କରୁଛନ୍ତି, ଆମ ମା’ ଓ ଭଉଣୀଙ୍କ ଉପରେ ଖରାପ ଦୃଷ୍ଟି ପକାଉଛନ୍ତି, ଆମ ଜମି ଛଡ଼ାଇ ନେଉଛନ୍ତି। ତା’ହେଲେ ପ୍ରଥମେ […]

କଟକ ରେଳ ଷ୍ଟେସନରେ ନିର୍ମାଣାଧୀନ ଅଂଶ ଭୁଶୁଡ଼ିବା ଘଟଣା, ୨ ଜଣଙ୍କୁ ନୋଟିସ୍ ଜାରି

କଟକ ରେଳ ଷ୍ଟେସନରେ ପ୍ଲାଟଫର୍ମ-୧ ନମ୍ବରର ନିର୍ମାଣାଧୀନ ଅଂଶ ଭୁଶୁଡ଼ିବା ଘଟଣାରେ ତଦନ୍ତ ଆରମ୍ଭ । ନିଜ ରିପୋର୍ଟକୁ ଆଧାର କରି ତଦନ୍ତ ଆରମ୍ଭ କରିଛି ଜିଆରପି ଥାନା । ୨ ଜଣଙ୍କୁ ନୋଟିସ୍ ଜାରି କଲା ଜିଆରପି ଥାନା ପୋଲିସ । ରେଳବାଇର ପୂର୍ବତଟ ରେଳବାଇ ୱାର୍କସ ବିଭାଗରସିନିୟର ସେକ୍ସନ ଇଞ୍ଜିନିୟର ଏବଂ ନିର୍ମାଣ ଦାୟିତ୍ଵରେ ଥିବା ୟୁଆର୍ ସିର ଜେନେରାଲ୍ ମ୍ୟାନେଜରଙ୍କୁ ନୋଟିସ୍ କରାଯାଇଛି ।ସାତ ଦିନ ଭିତରେ ଜବାବ ଦାଖଲ କରିବାକୁ କୁହାଯାଇଛି […]