ଦଶନ୍ଧିରୁ ଅଧିକ ସମୟ ଧରି ଏକ ଉଲ୍ଲେଖନୀୟ କ୍ୟାରିଅର ହାସଲ କରିବା ପରେ ଭାରତୀୟ ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟରେ ଅବସର ନେଇ ଘୋଷଣା କଲେ ଅଶ୍ୱିନ୍ । ତେବେ ସେ ଅନ୍ୟାନ୍ୟ ଟି-20 ଫ୍ରାଞ୍ଚାଇଜ୍ ଲିଗ୍ରେ ନିଜ ଭାଗ୍ୟ ପରୀକ୍ଷା କରିବେ । ଅଶ୍ୱିନ ଗତ ୨୦୨୪ ମସିହା ଡିସେମ୍ବର ୧୮ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷ ଗାବା ଟେଷ୍ଟ ପରେ […]
ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ ଲାଞ୍ଚ ନେଇ ଧରାପଡିବା ପରେ ଗିରଫ କଲା ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଘରୁ ମିଳିଲା ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା । ୬୦ ଲକ୍ଷର ଡିପୋଜିଟ୍ ସହ ୨୨୨ ଗ୍ରାମ ସୁନା ଗହଣା ଠାବ କରିଛି ଭିଜିଲାନ୍ସ ଟିମ୍ । ସୂଚନାମୁତାବକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ରାଜ୍ୟ ଟିକସ ବିଭାଗର ସହକାରୀ କମିସନର। ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ […]
ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା। ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବା ବେଳେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ୩୦ ତାରିଖ ଯାଏ ବିଭିନ୍ନ […]
ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ । ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଗାଁ ରୁ ସହର ଯାଏ ସବୁଠି ଉତ୍ସବମୁଖର । ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି । ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି । ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା ପିଲାମାନେ ଖଡ଼ି ଛୁଇଁଥାନ୍ତି । କେଉଁଠି ଗଣେଶଙ୍କ ବିଶାଳ ମୂର୍ତ୍ତି ,ତ ଆଉ କେଉଁଠି ବିରାଟ ପେଣ୍ଡାଲ, ରଙ୍ଗୀନ […]
ଭାରତର ପ୍ରମୁଖ ଯାନବାହନ ନିର୍ମାତାମାନଙ୍କ ମଧ୍ୟରୁ ଗୋଟିଏ ମାରୁତି ସୁଜୁକି ଖୁବ୍ଶୀଘ୍ର ଏହାର ପ୍ରଥମ ଇଲେକ୍ଟ୍ରିକ୍ SUV ମାରୁତି E Vitara ଲଞ୍ଚ କରିପାରେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଏହି SUVକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଇ-ଭିଟାରା ମାରୁତି ସୁଜୁକିର ପ୍ରଥମ ଗ୍ଲୋବଲ୍ ବୈଦ୍ୟୁତିକ କାର୍ । ଏହା ସମ୍ପୂର୍ଣ୍ଣ ଭାବରେ ଭାରତରେ ନିର୍ମିତ ହୋଇଥିବା ବେଳେ ୟୁରୋପ ଓ ଜାପାନକୁ ମଧ୍ୟ ରପ୍ତାନୀ କରାଯିବ । ଏହି କାର୍ ଲଞ୍ଚ କରାଯିବା […]
ଓଡ଼ିଶା ଲୋକସେବା ଆୟୋଗ (OPSC) ୨୦୨୪ ସିଭିଲ୍ ସର୍ଭିସେସ୍ ପ୍ରିଲିମିନାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିଛି।ସିଏସଇ ପ୍ରିଲିମ୍ସ ଚଳିତ ବର୍ଷ ଅକ୍ଟୋବର ୧୨ ତାରିଖରେ ଅନୁଷ୍ଠିତ ହେବ । ଏହି ନିଯୁକ୍ତି ପ୍ରକ୍ରିୟାରେ ୨୬୫ ପଦବୀ ପୂରଣ କରିବାର ଲକ୍ଷ୍ୟ ରଖାଯାଇଛି। ତେବେ ଅଧିକ ସୂଚନା ପାଇଁ ପ୍ରାର୍ଥୀମାନଙ୍କୁ କମିଶନର ୱେବସାଇଟ୍ opsc.gov.in ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି। ଏନେଇ ଓପିଏସସି ୱେବସାଇଟରେ ଅପଲୋଡ୍ ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି। ଓପିଏସସି ଦ୍ୱାରା ଚୟନ ପ୍ରକ୍ରିୟାରେ ଏକ […]
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ୨୮ ଅଗଷ୍ଟକୁ ନୂଆଖାଇ ପର୍ବ ପାଳନ କରାଯିବ ଏବଂ ୨୯ ଅଗଷ୍ଟକୁ ସରକାରୀ ଛୁଟି ରହିବ। ଏହି ଦିନରେ ସମସ୍ତ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟ୍ରାଟ୍ କୋର୍ଟ୍ ଏବଂ ବ୍ୟାଙ୍କ୍ ବନ୍ଦ୍ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୈ।ରା ଜଜ୍ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଚଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ବାମନ ଅବକାଶ ଉଚ୍ଚ ବିଦ୍ୟାଳୟ,ଇଟାମାଟି ଠାରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ତଥା ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅଧାରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କ ପୁନଃ ବିଦ୍ୟାଳୟକୁ ପ୍ରତ୍ୟାବର୍ତନ ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥି […]
ବିଜୁ ଛାତ୍ର ଜନତା ଦଳ ପାଇଁ ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରାଯାଇଛି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ନାଁ ଘୋଷଣା କରିଛନ୍ତି । ଏଥିରେ ୬ ଜଣ ନେତାଙ୍କୁ ଗୁରୁଦାୟିତ୍ବ ଦେଇଛନ୍ତି ନବୀନ ।ଇପ୍ସିତା ସାହୁ ହେଲେ ଛାତ୍ର ବିଜେଡି ସଭାପତି । ସେହିଭଳି ଦେବାଶିଷ ଆଚାର୍ଯ୍ୟ, ଦେବୀରଞ୍ଜନ ତ୍ରିପାଠୀ, ଶୁଭାଶିଷ ଖୁଣ୍ଟିଆ ଓ ସୌଭିକ ବିଶ୍ୱାଳଙ୍କୁ ମିଳିଛି ନୂଆ ଦାୟିତ୍ୱ ।
ପୁରୁଣା ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପାଇଁ ଲୋକ ସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ପୂର୍ତ୍ତ ମନ୍ତ୍ରୀ, ସଂସ୍କୃତ ମନ୍ତ୍ରୀ ଓ ଏଏସ୍ଆଇ କର୍ତ୍ତୁପକ୍ଷଙ୍କୁ ନେଇ ହୋଇଥିଲା ବୈଠକ । ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂସ୍କୃତି ବିଭାଗ ଏକ ନୂଆ ହେରିଟେଜ୍ ପଲିସି ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛି। ପର୍ଯ୍ୟଟନ ବିଭାଗ ଚିହ୍ନଟ କରିବ ୭୫ଟି ଡେଷ୍ଟିନେସନ୍ । ପ୍ରଥମ ପର୍ଯ୍ୟାୟରେ […]
ଚଳିତ ବର୍ଷ ଗୋବରରେ ଗଣେଶ ମୂର୍ତ୍ତି ତିଆରି କରିଛନ୍ତି ସାରିକା ଜୈନ । ଗୋବରରେ ସୁନ୍ଦର ସୁନ୍ଦର ଗଣେଶ ମୂର୍ତ୍ତି ତିଆରି କରି ବିକ୍ରି କରୁଛନ୍ତି ସାରିକା । ଏକ ପ୍ରାଚୀନ ପରମ୍ପରାକୁ ସେ ଆଧୁନିକ ବ୍ୟବସାୟରେ ପରିଣତ କରିଛନ୍ତି ।୩ ରୁ ୧୨ ଇଞ୍ଚ ପର୍ଯ୍ୟନ୍ତ ଗୋବରରେ ଗଣେଶ ତିଆରି କରିଥିବା ବେଳେ ଏହାର ଦାମ ୫୦ ଟଙ୍କାରୁ ଆରମ୍ଭ ହୋଇ ୫୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି । ସନାତନ ଧର୍ମରେ ଗୋବରର ଅଧିକ ମହତ୍ତ୍ଵ […]
ସୁମଦ୍ର ପଥରେ ଆହୁରି ସଶକ୍ତ ହୋଇଛି ଭାରତୀୟ ନୌସେନା। ଆଜି ନୌସେନାରେ ସାମିଲ ହୋଇଛି ୨ଟି ନୂଆ ନୀଳଗିରି ଶ୍ରେଣୀର ଯୁଦ୍ଧ ଜାହାଜ ଆଇଏନଏସ୍ ଉଦୟଗିରି ଓ ଆଇଏନଏସ ହିମଗିରି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଦୁଇ ଯୁଦ୍ଧ ତଥା ଅତ୍ୟାଧୁନିକ ଜାହାଜକୁ ନୌସେନାରେ ସାମିଲ କରିଛନ୍ତି। ଏହି ଦୁଇ ମେଡ ଇନ ଇଣ୍ଡିଆ ଯୁଦ୍ଧ ଜାହାଜ ପ୍ରକଳ୍ପ ୧୭ ଆଲଫା(ପି-୧୭ଏ)ର ଅଂଶବିଶେଷ।ଚଳିତ ବର୍ଷ ଆରମ୍ଭରେ ଆଇଏନଏସ ନୀଳଗିରିକୁ ନୌସେନାରେ ସାମିଲ କରାଯାଇଥିଲା। […]
