ବାଲେଶ୍ବରକୁ ଫେରିଆସିଛନ୍ତି ଛାତ୍ର ଛାତ୍ରୀ । ଜମ୍ମୁରେ ପଢୁଥିବା ପିଲାମାନଙ୍କୁ ଅଭିଭାବକ ଫେରାଇ ଆଣିଛନ୍ତି । ସୀମାରେ ଯୁଦ୍ଧ ଭୟ ଘାରିଥିବାରୁ ଅଭିଭାବକମାନେ ତା ପୂର୍ବରୁ ପିଲାଙ୍କୁ ଫେରାଇଆଣିଛନ୍ତି । ଜମ୍ମୁର ସଂସ୍କୃତ ବିଶ୍ବବିଦ୍ୟାଳୟରୁ ୩ ଛାତ୍ରୀ ଫେରି ଆସିଛନ୍ତି । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ ଘର ବାରିପଦା , ଜଳେଶ୍ଵର ଓ ଲଙ୍ଗଳେଶ୍ବର ଅଞ୍ଚଳ ବୋଲି ଜଣାପଡିଛି । ଆହୁରି ୮ ଜଣରୁ […]
ଭାରତ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢିବାର ଲାଗିଛି । ପ୍ରତ୍ୟେକ ମୁହୂର୍ତ୍ତରେ ଅନେକ ନୂଆ ନୂଆ ତଥ୍ୟ ଆସିବାର ଲାଗିଛି । ଯାହାକୁ ନେଇ ଦେଶରେ ହାଇ ଆର୍ଲଟ ଜାରି ହୋଇଛି | ଯଦି ଉଭୟ ଦେଶ ମଧ୍ୟରେ ଯଦି ଏପରି ଉତ୍ତେଜନା ଲାଗି ରହେ, ଓଡିଶାରେ ଅତ୍ୟାବଶ୍ୟକ ରାସନ ସାମଗ୍ରୀର ସ୍ଥିତି କେମିତି ରହିବ । ଏହା ସାଧାରଣ ଖାଉଟିଙ୍କ ଉପରେ ପ୍ରଭାବ ପକାଇବ କି ! ମାଲଗୋଦାମରେ ଅତ୍ୟାବଶ୍ୟକ ଗ୍ରସୋରି ସାମଗ୍ରୀ […]
ସୀମାରେ ଭାରତଠାରୁ କଡା ଜବାବ ପାଇବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ । ମିସାଇଲ ଆକ୍ରମଣକୁ କଡା ଜବାବ ଦେଇଥିବାରୁ ପାକିସ୍ତାନର ଅବସ୍ଥା ଶୌଚନୀୟ ହୋଇପଡିଛି । ସବୁ କ୍ଷେତ୍ରରୁ ଭାରତ ଉପରେ ଆକ୍ରମଣ କରିବାରେ ବିଫଳ ହେଉଥିବାରୁ ଏବେ ସାଇବର ଆଟାକର ଉପାୟ ଆପଣାଇଛି ପାକିସ୍ତାନ । ଗୋଇନ୍ଦା ବିଭାଗର ସୂଚନା ଆଧାରରେ ଲୋକମାନଙ୍କୁ ସାବଧାନ ରହିବାକୁ କୁହାଯାଇଛି । ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆରବିଆଇ, ଏନପିସିଆଇ ଓ ମୁଖ୍ୟ ବ୍ୟାଙ୍କ ଗୁଡିକୁ ସାଇବର […]
ପହଲଗାମରେ ଆତଙ୍କବାଦୀ ଆକ୍ରମଣର ଜବାବ ଦେଇଛି ଭାରତ। ଭାରତର ‘ଅପରେଶନ ସିନ୍ଦୂର’କୁ ବହୁ ସଂଖ୍ୟକ ବଲିଉଡ ସେଲିବ୍ରିଟି ସମର୍ଥନ କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ୧୫ଜଣ ଫିଲ୍ମ ନିର୍ମାତା ଏବଂ ବଲିଉଡ ଷ୍ଟୁଡିଓ ଅପରେଶନ ସିନ୍ଦୂର ଟାଇଟଲ ପଞ୍ଜୀକରଣ କରିବାକୁ ଆଗେଇ ଆସିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ମହାବୀର ଜୈନଙ୍କ କମ୍ପାନୀ ପ୍ରଥମେ ପଲିଟିକ୍ସ, ଥ୍ରିଲ୍, ସେନାର ସାହସ ଏବଂ ନାରୀ ଶକ୍ତିର କାହାଣୀ କହିବା ପାଇଁ ‘ଅପରେସନ୍ ସିନ୍ଦୂର’ ଟାଇଟଲ ରେଜିଷ୍ଟର ପାଇଁ ଆବେଦନ କରିଥିଲା […]
ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ଓ ପରେ ଭାରତ ପକ୍ଷରୁ ଅପରେସନ୍ ‘ସିନ୍ଦୂର’ ପରେ ଭାରତ-ପାକିସ୍ତାନ ଯୁଦ୍ଧ ଭୟ ବଢ଼ିଛି। ଯୁଦ୍ଧ ଭୟ ଭିତରେ କେନ୍ଦ୍ର ସରକାର ଆଜି ରାଜ୍ୟମାନଙ୍କୁ ପତ୍ର ଲେଖି ବେସାମରିକ ପ୍ରତିରକ୍ଷା (ସିଭିଲ୍ ଡିଫେନ୍ସ) ନିୟମ-୧୯୬୮ ଲାଗୁ କରିଛନ୍ତି। ଏଥିରେ ରାଜ୍ୟମାନଙ୍କୁ ପ୍ରଦାନ କରାଯାଇଥିବା ଜରୁରି କ୍ଷମତାକୁ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଛି।ତେବେ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୧୦୦ଟି ନୂଆ ସାଇରନ୍ କିଣିବା ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଖୁବ୍ଶୀଘ୍ର ଏହି ସାଇରନ୍ […]
ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା ସଂଗ୍ରାମୀ ମାନଙ୍କ ପାଇଁ ମଧ୍ୟ ପେନ୍ସନ ଘୋଷଣା କରାଯାଇଛି ।ଗତ ଶୁକ୍ରବାର ମୁଖ୍ୟମନ୍ତ୍ରୀ ୨୩ ଜଣ ମିସା (୧୯ ଜଣ ମିସା, ୪ ଜଣ ଡି.ଆଇ.ଏସ୍.ଆଇ.ଆର୍) ବନ୍ଦୀମାନଙ୍କୁ ପେନ୍ସନ […]
ଆସନ୍ତା ୭ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ଜାରି ରହିବ । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି ।୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, […]
ଯୁଦ୍ଧରେ ମାତିଥିବା ପାକିସ୍ତାନକୁ ଏକ ବିଲିୟନ ଆମେରିକୀୟ ଡଲାର ଋଣ ଆକାରରେ ଦେବା ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ବା ଆଇଏମ୍ଏଫ୍ ନିଷ୍ପତ୍ତି ନେଇଛି । ଭାରତର ବିରୋଧ ସତ୍ତ୍ୱେ ଆଇଏମ୍ଏଫ୍ ଏହି ନିଷ୍ପତ୍ତି ଗ୍ରହଣ କରିଛି ।ହେଲେ କାଙ୍ଗାଳ ଅବସ୍ଥାରେ ଥିବା ପାକିସ୍ତାନକୁ ଆର୍ଥିକ ସହାୟତା ଦେଇ ବଡ଼ ଆଶ୍ବସ୍ତି ଦେଇଛି ଆଇଏମଏଫ୍ । ପାକିସ୍ତାନକୁ ଋଣ ଦେବା ଏକ ବିପଦପୂର୍ଣ୍ଣ ଉଦ୍ୟମ ବୋଲି ଭାରତ ବାରମ୍ବାର କହିଆସୁଛି । ସେହିପରି ଆଇଏମ୍ଏଫ୍ ନିକଟରେ ପାକିସ୍ତାନର […]
ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ବଡ଼ ଖବର । ରାଜ୍ୟର ସବୁ ଜିଲ୍ଲାପାଳ ଓ ଆରଡିସିଙ୍କ ଛୁଟି ବାତିଲ । ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ଦେଶର ପଶ୍ଚିମ ଭାଗରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଛୁଟିରେ ଥିବା ଜିଲ୍ଲାପାଳ ଓ ଆରଡିସିଙ୍କୁ ତୁରନ୍ତ ମୁଖ୍ୟାଳୟକୁ ଫେରିବା ସହ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି । ଏହି ସମୟରେ କୌଣସି ଛୁଟି ମଂଜୁର ହେବ ନାହିଁ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି […]
ପାକିସ୍ତାନ ମଧ୍ୟରେ ଜାରି ଯୁଦ୍ଧସ୍ଥିତି ମଧ୍ୟରେ ଭାରତ ସରକାର ଟେରିଟୋରିଆଲ ଆର୍ମିଙ୍କୁ ସକ୍ରିୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଅଧିସୂଚନା ଜାରି କରି ସରକାର ନିର୍ଦ୍ଦେଶ ଦେଇଛନ୍ତିି, ଭାରତୀୟ ସ୍ଥଳସେନା ପ୍ରମୁଖ ଉପେନ୍ଦ୍ର ଦ୍ୱିବେଦୀଙ୍କୁ ଟେରିଟୋରିଆଲ ଆର୍ମି ନିୟମ ଅନୁଯାୟୀ ଅଧିକାର ପ୍ରଦାନ କରିଛନ୍ତି।ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନି ମଧ୍ୟ ଏହି ଆଞ୍ଚଳିକ ସେନାର ଜଣେ ସଦସ୍ୟ ଅଟନ୍ତି। ଏହି ସେନାରେ ତାଙ୍କୁ ଲେଫ୍ଟନାଣ୍ଟ କର୍ଣ୍ଣେଲର ସମ୍ମାନଜନକ ଉପାଧି ଦିଆଯାଇଛି। ଯଦି ଆବଶ୍ୟକ […]
ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତ୍ତାଗୁଡେମ ଜିଲ୍ଲା ଏସପିଙ୍କ ନିକଟରେ ୩୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ସମସ୍ତ ୩୮ ଜଣ ମାଓବାଦୀ ଛତିଶଗଡ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି ।ଏମାନଙ୍କ ମଧ୍ୟରୁ ଦୁଇ ଜଣ ପାର୍ଟି ମେମ୍ବର, ୧୬ ଜଣ ମିଲିସିଆ ମେମ୍ବର, ୭ ଜଣ VCMS ସଦସ୍ୟ,୬ଜଣ KAMS ସଦସ୍ୟ, ୩ ଜଣ CNM ସଦସ୍ୟ ଓ ୪ ଜଣ GRDS ସଦସ୍ୟ ରହିଛନ୍ତି । ଆତ୍ମସମର୍ପଣ ବେଳେ […]
ପୁଣି ଭାରତ ପାକିସ୍ତାନ ଉପରେ କିଛି ବଡ଼ ପଦକ୍ଷେପ ନେବ ଆଶଙ୍କା ଭିତରେ, ନିଜର ସୁରକ୍ଷାକୁ ପୁରା କଡ଼ାକଡି କରିଛି। ଜଳ, ସ୍ଥଳ, ଆକାଶ ସବୁକୁ ସଜାଗ ରହିବାକୁ ନିର୍ଦ୍ଦେଶ ମିଳିଥିବା ଭିତରେ ଏବେ ଟେରିଟୋରିଆଲ୍ ଆର୍ମିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ସ୍ଥଳସେନା ମୁଖ୍ୟଙ୍କୁ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର।୩୨ଟି ବାଟାଲିୟନରୁ ୧୪ଟି ଟେରିଟୋରିଆଲ୍ ଆର୍ମି ବାଟାଲିୟନ ବିଭିନ୍ନ କମାଣ୍ଡରେ ମୁତୟନ ହେବେ ବୋଲି ସୂଚନା ମିଳିଛି। ଭାରତ-ପାକ୍ ଉତ୍ତେଜନା ମଧ୍ୟରେ ଟେରିଟୋରିଆଲ୍ […]
