ପୁରୁଣା ଗାଡି ପାଇଁ କୋହଳ ହେଲା ନିୟମ । ପୂର୍ବରୁ ୧୫ ର ବର୍ଷର ପୁରୁଣା ଗାଡ଼ି ବ୍ୟବହାର କରିବା ଉପରେ ନିଷେଧାଦେଶ ଥିଲା। ପୂର୍ବରୁ ଥିବା ନିୟମକୁ ପରିର୍ବତ୍ତନ କରାଯାଇ ୨୦ବର୍ଷକୁ ବୃଦ୍ଧି କରାଯାଇଛି । ସରକାରଙ୍କ ଏ ନିଷ୍ପତ୍ତି ଅନେକଙ୍କୁ ଦେବ ଆଶ୍ୱସ୍ତି । କାରଣ ଲୋକମାନଙ୍କ ୧୫ ବର୍ଷ ପୁରୁଣା ଗାଡ଼ି ଭଲ କଣ୍ଡିସନରେ ରହିଥିବାବେଳେ ସେଗୁଡ଼ିକୁ ଚଲାଇବାରେ କଟକଣା ଲାଗିଥିଲା । ଯାହା ପାଇଁ ସାଧାରଣ ଲୋକଙ୍କଠାରେ ଅସନ୍ତୋଷ ଦେଖିବାକୁ ମିଳିଥିଲା […]
ଦିନକ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ସଲେଶ୍ୱରୀଙ୍କ ମନ୍ଦିର । ତେବେ ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ତା ସହିତ ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡ଼ିକ ମଧ୍ୟ ଛୁଟି ରହିବ । ତେବେ ଆସନ୍ତା ୧୩ ତାରିଖ (ଦ୍ୱିତୀୟ ଶନିବାର)କୁ କିନ୍ତୁ ରାଜ୍ୟ ସରକାର […]
ଭୁବନେଶ୍ୱର ୨୬/୦୮/୨୦୨୫ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର […]
ରାଜଭବନରେ ଯାଇ ରାଜ୍ୟରେ ବନ୍ୟା ସ୍ଥିତି ବାବଦରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟପାଳଙ୍କ ସହ ବୈଠକ ପରେ ମନ୍ତ୍ରୀ ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ ଯିବେ । ଯାଜପୁର ଜିଲ୍ଲା ଗସ୍ତ ପୂର୍ବରୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ଯାଜପୁରକୁ ଛାଡ଼ି ବାକି ସବୁ ଜିଲ୍ଲାରେ ସ୍ଥିତି ପ୍ରାୟ ସ୍ବାଭାବିକ ହେଲାଣି । ଯାଜପୁରରେ ଘାଇ ସୃଷ୍ଟି ହୋଇଛି, ୩୦/୪୦ ଗାଁ ପ୍ରଭାବିତ ।୫ ହଜାରରୁ ଅଧିକ […]
ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ […]
ଚାଷୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିବ ୨ ହଜାର ଟଙ୍କା । ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି ।୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହେବେ। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା […]
ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ପ୍ରଶ୍ନପତ୍ର ଲିକ୍ ମାମଲାରେ କଟକର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ଦୁଇ ଅଭିଯୁକ୍ତ ଜିତନ ମହାରଣା ଏବଂ ପ୍ରଶାନ୍ତ ଖମାରୀଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି।OTET ପେପର୍ ଲିକ୍ ମାମଲା ବ୍ୟାପକ ଦୃଷ୍ଟି ଆକର୍ଷଣ କରିଛି, କ୍ରାଇମ୍ ବ୍ରାଞ୍ଚ ଏପର୍ଯ୍ୟନ୍ତ ଏହି ମାମଲାରେ ମୋଟ ୮ ଜଣଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ବର୍ତ୍ତମାନ ଚୌଦ୍ୱାର ଜେଲରେ ଅଛନ୍ତି। ସେମାନଙ୍କ ମଧ୍ୟରୁ, ସାତ ଜଣଙ୍କ ଜାମିନ ଆବେଦନ କୋର୍ଟ […]
ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ଦମ୍ପତିଙ୍କ ଦେହ ୫୦ରୁ ୬୦% ପୋଡ଼ିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଖଡ଼ିଆଳ ଉପଖଣ୍ଡ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରଛନ୍ତି । ମୃତକ ହେଲେ ୨୭ ବର୍ଷୀୟ ରାଜେଶ ପଟେଲ ଓ ୨୫ ବର୍ଷୀୟା ରୀମା […]
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ […]
ଆନ୍ଦୋଳନରୁ ଓହରଲେ ଅମଲା କର୍ମଚାରୀ । ୧୫ ଦିନ ପରେ ଆଜି କାର୍ଯ୍ୟରେ ଯୋଗ ଦେବେ ଅମଲା । କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳମାନଙ୍କୁ ରାଜସ୍ବ ବିଭାଗର ଚିଠି ପରେ ଆଜି ଆନ୍ଦୋଳନ ପ୍ରତ୍ୟାହୃତ ନେଇ ଘୋଷଣା କରିଛନ୍ତି ଅମଲା ସଂଘ ସଭାପତି ।ବନ୍ୟା ପରିସ୍ଥିତି ଓ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇରେ ଯେପରି ଲୋକେ ହଇରାଣ ନ ହୁଅନ୍ତି, ସେଥିପାଇଁ ସରକାରଙ୍କ ସହ ଆଲୋଚନା କରି ଆନ୍ଦୋଳନ ସ୍ଥଗିତ ରଖାଗଲା. ସରକାର କହିଛନ୍ତି ଯେ ଦାବି […]
କୋଣାର୍କ ପୁଲିସ ରାତି ଅଧିଆରେ ଚଢ଼ାଉ କରି ସେକ୍ସ ରାକେଟର ପର୍ଦ୍ଦାଫାସ କରିଛି ପୁଲିସ। ରେଡ୍ ବେଳେ ରାଣୀ ମହୁମାଛି ସହ ଯୁବକଙ୍କୁ ଗିରଫ କରାଯାଇଛି। ସେକ୍ସ କାରବାରରେ ବ୍ୟବହୃତ କିଛି ଆପତ୍ତିଜନକ ସାମଗ୍ରୀକୁ ମଧ୍ୟ ଜବତ କରାଯାଇଛି। କୋଣାର୍କ ଅଞ୍ଚଳରେ ଦୀର୍ଘ ଦିନ ହେବ ସେକ୍ସ ରାକେଟ୍ ଚାଲିଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ଗତକାଲି କୋଣାର୍କ ପୁଲିସ ଟିପ୍ ମିଳିବା ପରେ କୋଣାର୍କ ପୁଲିସର ସ୍ବତନ୍ତ ୪ଜଣିଆ ଟିମି ସହ ଧଳା ପଥର ଫାଣ୍ଡିର […]
ଆଜିଠୁ ‘ଆମ ଶାସନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବେନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ । ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ […]
