୨ କି ୪ ଡ୍ରୋନ ନୁହେଁ, ପାକିସ୍ତାନ ମାଡ଼ କରିଛି ୫୦୦ ଡ୍ରୋନ

ଅପରେସନ ସିନ୍ଦୂପ ପରେ ବିଳିବିଳେଇ ଉଠିଛି ପାକିସ୍ତାନ। ଭାରତ ଉପରେ ଆକ୍ରମଣର ଦୁଃସାହସ କରିଛି। ଏହିକ୍ରମରେ ପାକିସ୍ତାନ ମେ ୮ ତାରିଖ ରାତିରେ ଭାରତର ଅନେକ ସହର ଉପରେ ଏକ ସଙ୍ଗେ ଡ୍ରୋନ ହମଲା କରିଥିଲା। ସେନା ସୂତ୍ରରୁ ପ୍ରକାଶ ଯେ, ରାତି ୮ଟାରୁ ୧୧ଟା ୩୦ ମଧ୍ୟରେ ୨୪ଟି ସ୍ଥାନକୁ ଟାର୍ଗେଟ୍ କରାଯାଇଥିଲା। ଭାରତ ଉପରେ ପାଖାପାଖି ୫୦୦ ଡ୍ରୋନ୍ ହମଲା କରିଛି ପାକିସ୍ତାନ ।ଜାମ୍ମୁ କାଶ୍ମୀର, ପଞ୍ଜାବ, ରାଜସ୍ଥାନ ଏବଂ ଗୁଜୁରାଟର ୨୪ ସହରକୁ […]

ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି

ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ନୋଟିସ ପାଇବାର 2 ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି lଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି | ସୂଚନାମୁତାବକ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ର ଦୀଘା ଠାରେ ଶ୍ରୀଜଗନ୍ନାଥ […]

ଭାରତ-ପାକିସ୍ତାନ ବିବାଦ ମଧ୍ୟରେ କମିଲା ସୁନା ଦର!

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୁରୁବାର ଅପେକ୍ଷା ଶୁକ୍ରବାର ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳୁଛି । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ […]

ବ୍ଲକ ଗ୍ରାଣ୍ଟ ଅଣଶିକ୍ଷକ କର୍ମଚାରୀଙ୍କୁ ବଦଳି କରାଯାଇପାରିବ ନାହିଁ: ହାଇକୋର୍ଟ

ବ୍ଲକ୍ ଗ୍ରାଣ୍ଟ କର୍ମଚାରୀଙ୍କ ପାଇଁ ଖୁସି ଖବର । ବିଶେଷକରି ସେମାନଙ୍କୁ ଆଉ ବଦଳି କରାଯାଇପାରିବ ନାହିଁ ବୋଲି ଓଡିଶା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରୀଶ ଟଣ୍ଡନ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ପ୍ରଦାନ କରିଛନ୍ତି । ଆବେଦନକାରୀ ସୁରେନ୍ଦ୍ର କୁମାର ଜେନାଙ୍କ ରିଟ୍ ଅପିଲର ଶୁଣାଣି କରି ହାଇକୋର୍ଟ ଏହା ସ୍ପଷ୍ଟ କରିଛନ୍ତି ।ବ୍ଲକ ଗ୍ରାଣ୍ଟ ପାଉଥିବା ଅଣଶିକ୍ଷକ କର୍ମଚାରୀଙ୍କୁ ଗୋଟିଏ […]

ସମସ୍ତ ପ୍ରକାର ମିଡ଼ିଆକୁ ଲାଇଭ୍‍ କଭ୍‍ରେଜ ଠାରୁ ଦୂରେଇ ରୁହିବାକୁ ନିର୍ଦ୍ଧେଶ

ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ମଧ୍ୟରେ ସାରା ଦେଶରେ ଭୟର ପରିସ୍ଥିତି ଲାଗି ରହିଛି । ବିଭିନ୍ନ ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ସୀମାବର୍ତ୍ତୀ ଅଞ୍ଚଳର ଲୋକମାନେ ବଙ୍କରେ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି । ଏପରିକି ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛି ପ୍ରତିରକ୍ଷା ମନ୍ତ୍ରାଳୟ । ବର୍ତ୍ତମାନର ସ୍ଥିତିକୁ ନେଇ ଲାଇଭ୍ କଭରେଜଠାରୁ ଦୂରରେ ରହିବାକୁ କହିଛି ପ୍ରତିରକ୍ଷା ମନ୍ତ୍ରଣାଳୟ । ଗୁରୁବାର ମନ୍ତ୍ରଣାଳୟ ଦେଶର ପ୍ରତ୍ୟେକ ମିଡିଆ ଆଉଟଲେଟ୍, ଡିଜିଟାଲ ପ୍ଲାଟଫର୍ମ ଏବଂ […]

ଜମ୍ମୁରୁ ଫେରିବେ ଓଡ଼ିଆ ଛାତ୍ର,ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଲଗାତାର ୩–୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା କରିଛନ୍ତି ଓଡ଼ିଶା ସରକାର। ଜମ୍ମୁର କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏହି ନମ୍ବରଗୁଡ଼ିକ ହେଲା-୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧। […]

ହୀରାକୁଦ ଜଳଭଣ୍ଡାରରେ ବଢିଲା ସୁରକ୍ଷା

ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ହୀରାକୁଦ ବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହାସହିତ ପର୍ଯ୍ୟଟକଙ୍କ ମଧ୍ୟ ହୀରାକୁଦକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଭାରତ-ପାକିସ୍ତାନ ମଧ୍ୟରେ ଗତ ଦୁଇ ଦିନ ହେଲା ଉତ୍ତେଜନା ଲାଗି ରହିଛି । ଯାହାକୁ ଦୃଷ୍ଟିରେ ବିଭିନ୍ନ ରାଜ୍ୟକୁ ହାଇଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର […]

ପାରାଦୀପ ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା ।

ସାଂପ୍ରତିକ ପରିସ୍ଥିତି ମଧ୍ୟରେ ଏବେ ଜଳ ସ୍ଥଳ ଆକାଶ ସବୁ ଉପରେ ସୁରକ୍ଷାର ଜାଲ ବିଛାଇଲେଣିି ସୁରକ୍ଷାକର୍ମୀ। ସବୁଠିି ହାଇ ଆଲର୍ଟ ସାଙ୍ଗକୁ କଟକଣା ଜାରି ହୋଇଛି। ବିଶେଷ କରି ଏବେ ଚେଇଁ ରହିଛି ଜଳ ପଥ। ଏହାରି ଭିତରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷାକୁ ବୃଦ୍ଧି କରାଯାଇଛି। । ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଯାଇଛି । ସୁରକ୍ଷା ସ୍ତର ବୃଦ୍ଧି ସହ ସବୁ ଜାହାଜ ଉପରେ ନଜର ରଖାଯାଇଛି । […]

ଯୁଦ୍ଧ ଭିତରେ ଖାଦ୍ୟକୁ ନେଇ ଟେନସନ୍ ନିଅନ୍ତୁ ନାହିଁ– କେନ୍ଦ୍ର ଖାଦ୍ୟ ମନ୍ତ୍ରୀ

ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା ଇଣ୍ଡିଆନ ଅଏଲର ପ୍ରଚୁର ଇନ୍ଧନ ମହଜୁଦ ରହିଛି । ଅନ୍ୟପଟେ ରାସନ୍ ଦୋକାନ ଏବଂ ସପିଂ ମଲରୁ ଲୋକ ଖାଦ୍ୟ ସାମଗ୍ରୀ କିଣିବା ପାଇଁ ଲମ୍ବା ଲାଇନ୍ ଲଗାଉଛନ୍ତି । ଯାହାକୁ ଦୃଷ୍ଟିରେ ରଖି […]

ଚାଟାର୍ଡ ଏକାଉଣ୍ଟାଣ୍ଟ (ସିଏ) ଫାଇନାଲ ପରୀକ୍ଷା ସ୍ଥଗି-ICAIର ବଡ ନିଷ୍ପତ୍ତି

ଦେଶରେ ଉତ୍ତେଜନାମୂଳକ ସ୍ଥତିକୁ ଆଖି ଆଗରେ ରଖି ଚାଟାର୍ଡ ଏକାଉଣ୍ଟାଣ୍ଟ (ସିଏ) ଫାଇନାଲ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଚଳିତ ମାସ ୯ରୁ ୧୪ ତାରିଖ ଯାଏ ଅନୁଷ୍ଠିତ ହେବାକୁ ଥିବା ଅବଶିଷ୍ଟ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ୯, ୧୧ ଓ ୧୪ ତାରିଖରେ ଥିବା ପରୀକ୍ଷାକୁ ବାତିଲ କରାଯାଇଛି।ସୂଚନାନୁଯାୟୀ, ମେ ୯ରୁ ମେ ୧୪ ପର୍ଯ୍ୟନ୍ତ ଚାର୍ଟାର୍ଡ ଆକାଉଟାଣ୍ଟସ୍ ଫାଇନାଲ, ଇଣ୍ଟରମିଡିଏଟ୍, ପୋଷ୍ଟ କ୍ବାଲିଫିକେସନ କୋର୍ସ ପରୀକ୍ଷାକୁ ଧାର୍ଯ୍ୟ କରାଯାଇଥିଲା । ସଂସ୍ଥା ମହତ୍ତ୍ବପୂର୍ଣ୍ଣ ସଂଖ୍ୟା ୧୩-CA […]

ଅଧାରୁ ବନ୍ଦ ହେଲା ଆଇପିଏଲ ୨୦୨୫

ରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଛି। ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ) ଏବଂ ଆଇପିଏଲ ପରିଚାଳନା ସଂସ୍ଥା ଦ୍ୱାରା ନିଆଯାଇଥିବା ଏହି ନିଷ୍ପତ୍ତି ଦେଶରେ ସୃଷ୍ଟ ଅସ୍ଥିର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଘୋଷଣା କରାଯାଇଛି।ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସିଜିନରେ ୫୭ଟି ମ୍ୟାଚ୍ ଖେଳାଯାଇଛି । ୫୮ ତମ ମ୍ୟାଚ୍ ମେ’୮ […]

ଟମାଟୋ ପାଇଁ ସେନା କର୍ମଚାରୀଙ୍କୁ କାମୁଡି ଦେଲେ ପରିବା ବ୍ୟବସାୟୀ

ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ ଚମ୍ପାପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି ।ଟମାଟୋ ପାଇଁ ଉତକ୍ଷିକ୍ତ ହୋଇ ସେନା କର୍ମଚାରୀଙ୍କୁ କାମୁଡି ଦେଲେ ବ୍ୟବସାୟୀ । ସୂଚନା ଅନୁଯାୟୀ ଚମ୍ପାପୁର ଗ୍ରାମର ରମେଶ ସେଠୀ ଯିଏ କି ଆଇଟି ବିପି ଅରୁଣାଞ୍ଚଳ ପ୍ରଦେଶର ଦଶମ ବାଟାଲିୟନ ହେଡ଼ କନେଷ୍ଟବଳ ଭାବେ କାର୍ଯ୍ୟ କରନ୍ତି । ଗୁରୁବାର ହେଡ୍ କ୍ୱାର୍ଟରକୁ ଯାଇଥାନ୍ତେ । ସେହି ସମୟରେ ଘର ପାଇଁ କିଛି ପରିବା କିଣିବାକୁ ସେ ସ୍ଥାନୀୟ […]