ଆଉ ଦୁଇଦିନ ଶୀତରେ ଥରିବ ସାରା ଓଡିଶା

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ତୀବ୍ର ହେଉଛି । ଶୀତଲହରୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି ।ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଏବଂ ୩ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏବେ ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଘନ […]

ୟୁଟ୍ୟୁବ୍ ଦେଖି ଅପରେସନ୍ କଲେ, ଚାଲିଗଲା ମହିଳାଙ୍କ ଜୀବନ

ୟୁଟ୍ୟୁବ ଦେଖି ଅପରେସନ୍ କଲେ, ଚାଲିଗଲା ଜୀବନ । ଉତ୍ତରପ୍ରଦେଶ ବାରବାଙ୍କିରୁ ଏମିତି ଏକ ଖବର ଆସିଛି, ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ । ଜିଲ୍ଲାର କୋଠି ସହରରେ କିଡନୀ ଷ୍ଟୋନ ଅସ୍ତ୍ରୋପଚାର ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଏକ ବେଆଇନ କ୍ଲିନିକ୍ ଚଳାଉଥିବା ଜଣେ ମାମୁ ଏବଂ ଭଣଜା ଏକ ୟୁଟ୍ୟୁବ୍ ଭିଡିଓ ଦେଖିବା ପରେ ମହିଳାଙ୍କ କିଡନୀ ଷ୍ଟୋନ ଅସ୍ତ୍ରୋପଚାର କରିଥିଲେ। ଅସ୍ତ୍ରୋପଚାର ପରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। […]

ଆନ୍ଦୋଳନରତ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ,ଅମାନିଆ ହେଲେ ଆକ୍ସନ୍

ଆନ୍ଦୋଳନରତ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ । ଅମାନିଆ ହେଲେ ନିଆଯିବ ଆକ୍ସନ୍ । କନିଷ୍ଠ ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଶିକ୍ଷକମାନେ ଧର୍ଯ୍ୟ ଧରନ୍ତୁ । ସରକାର ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ଯାହା ସେମାନଙ୍କ ଦାବି ଅଛି ସରକାର ତାହା ଜାଣନ୍ତି । ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।ସୂଚନା ଅନୁସାରେ, ଗତ ୬ ତାରିଖରୁ ୪୨୦୦ ଗ୍ରେଡ୍‌ […]

ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ

ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। । ଯୁବତୀ ଜଣଙ୍କ ମାନସିକ ସ୍ତରରେ ଆଘାତ ପାଇ ନିଜ ବାପା ମା ଙ୍କୁ ଜଣାଇବା ପରେ ବାପା ବୋଲଗଡ଼ ଥାନାରେ ଏତଲା ଦେଇଛନ୍ତି। ଯୁବତୀର ବାପାଙ୍କ ଅଭିଯୋଗ ଆଧାରରେ […]

ଚେସ ଇତିହାସରେ ପ୍ରଥମ: ଓଡ଼ିଶା ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ

ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ଓଡ଼ିଶା ଚେସ ଇତିହାସରେ ପ୍ରଥମ ଥର ପାଇଁ ଆଇପିଏଲ ଢାଞ୍ଚାରେ ଜିଲ୍ଲା ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ ୟୁନିଟ-୯ ସ୍ଥିତ ରୋଟାରୀ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଳବ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଖେଳାଳି ନିଲାମୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜୀବ ସାହୁ ଯୋଗଦାନ କରି ଘଣ୍ଟି ବଜାଇ ଉଦଘାଟନ କରିଥିଲେ। ରୋଟାରୀ କ୍ଳବ ସଭାପତି ସଞ୍ଜୟ […]

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି। ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡ଼ା ଚିକିତ୍ସା ଉପରେ କରାଯିବ ସଚେତନ। ପଶୁ ମାନଙ୍କୁ ଆକର୍ଷିତ କରୁଥିବା […]

କମିଲା ସୁନା ଦର ସ୍ଥିର ରହିଲା ରୁପା ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ ହୋଇଛି । ୧୦ଗ୍ରାମ ସୁନା ୨୮୩ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧,୨୭,୯୭୪ ଟଙ୍କାରେ ପହଞ୍ଚିଛି । ପୂର୍ବରୁ ଏହାର ମୂଲ୍ୟ ୧,୨୮,୨୫୭ଟଙ୍କା ରହିଥିଲା ।ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୨୫୦ ଟଙ୍କା ଛୁଇଁଛି । ସେହିପରି ରୂପାର ମୂଲ୍ୟ ୧ କିଲୋଗ୍ରାମ ମୂଲ୍ୟରେ ୧୯୫ଟଙ୍କା […]

ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି ।ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ଯାହାକୁ ନେଇ ଅନେକ ସମୟରେ ଉଭୟ ରାଜ୍ୟର ନେତା ଓ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ବୈଠକ ବସିଥିଲା । ଏହାସହିତ କିଛି ସମାଧାନର ରାସ୍ତା ମଧ୍ୟ ବାହାରିଥିଲା […]

ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: ସିବିଆଇ ପଞ୍ଝାରେ ବିହାରର ନୀତୀଶ କୁମାର

ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ । ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ସହ କୋଚିଂ ଦେଇ ପ୍ରସ୍ତୁତ କରୁଥିଲା ନୀତିଶ । ଶୁକ୍ରବାର ନୀତିଶ କୁମାରକୁ ବିହାରରୁ ଗିରଫ କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି CBI ।ଇତିମଧ୍ୟରେ ସିବିଆଇ ଅଧିକାରୀମାନେ ୪ ଜଣ […]

ମରିଗଲା ମାନବିକତା, ଷ୍ଟ୍ରେଚର ପାଇଁ ବନ୍ଧା ପଡ଼ିଲେ ମାଆ-ପୁଅ

ବିହାର ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର । ହଜିଗଲା ମାନବିକତା, ସାମାନ୍ୟ ଷ୍ଟ୍ରେଚର ପାଇଁ ବନ୍ଧା ରହିଲେ ମୃତକଙ୍କ ବୋହୂ ଏବଂ ନାତି । ବିହାରର ନୱାଦା ଜିଲ୍ଲାର ଆକବରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ 75 ବର୍ଷୀୟା ମହିଳାଙ୍କ ମୃତ୍ୟୁ ପରେ ମୃତଦେହକୁ ଘରକୁ ନେବା ପାଇଁ ଆମ୍ବୁଲାନ୍ସ ଦେବାକୁ ମନା କରିଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ଫଳରେ ବାଧ୍ୟ ହୋଇ ପରିବାର ଲୋକେ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଟାଣି ଘରକୁ ନେଇଥିଲେ । ତେବେ […]

ଆଜିଠୁ ୧୪ ଯାଏ ଯୁକ୍ତ ଦୁଇ ଆବେଦନ କରି ପାରିବେ ଡ୍ରପ୍‌ ଆଉଟ୍‌ ପିଲା

ଅଧାରୁ ପାଠପଢ଼ା ଛାଡ଼ି ରହିଥିବା ପିଲାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଯୋଜନା । ଏଥିପାଇଁ ସ୍ୱତନ୍ତ୍ର ଭାବେ ଯୁକ୍ତ ଦୁଇ ଚତୁର୍ଥ ପର୍ଯ୍ୟାୟରେ ନାମଲେଖାଇ ହେବ । ବୁଧବାରଠୁ ସାମ୍‌ସ ୱେବ୍‌ସାଇଟ୍‌ରେ ନାମଲେଖା ଆବେଦନ ଆରମ୍ଭ ହେବ । ୧୪ ତାରିଖ ଯାଏ ଆବେଦନ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଯୁକ୍ତଦୁଇ (ଏକାଦଶ ଶ୍ରେଣୀ) ନାମଲେଖା ପାଇଁ ଚତୁର୍ଥ […]

୫ବର୍ଷୀୟା ଶିଶୁକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଛାତ୍ରୀ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଯାଇନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଏହି ମାମଲାରେ ପୁଲିସ ମାମଲା ରୁଜୁ କରି ୪୫ ବର୍ଷୀୟ ଅଭିଯୁକ୍ତକୁ ଗିରଫ କରିଛି । ସୋମବାର ସନ୍ଧ୍ୟାରେ ଝିଅଟି ସ୍କୁଲରୁ ଘରକୁ ଫେରିବା ସମୟରେ ସେହି ଗାଁର ଜଣେ ଯୁବକ ବିଭିନ୍ନ ପ୍ରଲୋଭନ […]