ବିଏମସି: ପୂଜାଫୁଲରୁ ତିଆରି ହେବ ଧୂପକାଠି, ଲାଗିବ ଠାକୁରଙ୍କ ପୂଜାରେ

ସାଂସ୍କୃତିକ ଚେତନାକୁ ସମ୍ମାନ ଦେବା ଏବଂ ପରିବେଶର ସୱଚ୍ଛତା ବୃଦ୍ଧି ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି.) ଫୁଲ ଏବଂ ପୂଜା ବର୍ଜ୍ୟରେ ଉପଯୁକ୍ତ ସଂଗ୍ରହ ଏବଂ ପ୍ରକ୍ରିୟାକରଣ ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି।କେବଳ ଫୁଲ ଏବଂ ପୂଜା ବର୍ଜ୍ୟ ସଂଗ୍ରହ ଉଦ୍ଦେଶ୍ୟରେ ପ୍ରତ୍ୟେକ ଜୋନରେ ଏକ ନିର୍ଦ୍ଦିଷ୍ଟ ସ୍ୱେଚ୍ଛାସେବୀ ସଂଗଠନକୁ ଗୋଟିଏ ସ୍ୱତନ୍ତ୍ର ଯାନ ପ୍ରଦାନ କରିବ ବିଏମସି । ସେଥିରେ ଅନ୍ୟ କୌଣସି ଆବର୍ଜନା ସଂଗ୍ରହ କରାଯିବ ନାହିଁ । ସଂଗୃହୀତ […]

ଓଡ଼ିଶାରେ ମୁକ୍ତିଲାଭ କରିଥିବା ପାଞ୍ଚଟି ସିନେମା ହେବ ଟାକ୍ସ ଫ୍ରି

ଓଡ଼ିଶାରେ ମୁକ୍ତିଲାଭ କରିଥିବା ୫ଟି ସିନେମାର କର ଫେରସ୍ତ ହେବାକୁ ନିଷ୍ପତ୍ତି ହୋଇଛି । ୩ ହିନ୍ଦୀ ସିନେମା ସମେତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଓ ‘ଡେଲିଭରୀ ବଏ’ ସିନେମାକୁ ମିଳିବ ପ୍ରତିପୂରଣ ରାଶି ।ଏନେଇ ସିଟି ଜିଏସଟି କମିଶନର ଓ ଅର୍ଥ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା Z ବର୍ଗର ସୁରକ୍ଷା

ଆକ୍ରମଣ ପରେ ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା । ରେଖା ଗୁପ୍ତାଙ୍କୁ Z କ୍ୟାଟଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର ।CRPF ଗତକାଲି ରାତିରୁ Z ବର୍ଗର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ୱ ନେଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କେନ୍ଦ୍ରୀୟ ସୁରକ୍ଷାପ୍ରାପ୍ତ ନଥିଲେ। ଆକ୍ରମଣ ପୂର୍ବରୁ ତାଙ୍କ ସୁରକ୍ଷା ଦାୟିତ୍ୱ ଦିଲ୍ଲୀ ପୋଲିସ ଉପରେ ଥିଲା। ଗତକାଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି, […]

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ରିମାଣ୍ଡରେ ଆସିବେ ରାମ୍‌ଜୀ, ସନାତନ

ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଗୁରୁବାର ରିମାଣ୍ଡରେ ଆସିବେ। ଚୌଦ୍ବାର ଜେଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। ଉଭୟ ପ୍ରଶ୍ନପତ୍ର ପ୍ରଘଟରେ କେଉଁ ଭୂମିକା ନିଭାଇ ଥିଲେ, କିଭଳି ଏହି କାରବାରରେ ସମ୍ପୃକ୍ତ ହେଲେ, ଏଥିପାଇଁ ତାଙ୍କୁ କେତେ ଟଙ୍କା ମିଳିଛି ଏବଂ ଆଉ କିଏ କିଏ ସମ୍ପୃକ୍ତ ରହିଛନ୍ତି, ସେଥିନେଇ ବିଭିନ୍ନ ପ୍ରଶ୍ନ ଉପରେ କ୍ରାଇମବ୍ରାଞ୍ଚ ଜେରା କରିବ। ତେଣୁ ଉଭୟଙ୍କୁ […]

ଘଞ୍ଚ ଜଙ୍ଗଲରେ ବଢିବ ସୁରକ୍ଷା, ଶିକାରୀଙ୍କୁ ଟ୍ରାକ କରିବ OFMS ଆପ୍

ବନ କର୍ମଚାରୀ ପାଦ ଚଲା ପାଟ୍ରୋଲିଂ କରିବେ । ପ୍ରତି ମାସରେ ୧୦୦ କିଲୋମିଟର ପାଦରେ ଚାଲି ପାଟ୍ରୋଲିଂ କରିବେ ବନ କର୍ମଚାରୀ । ଅତ୍ୟାଧୁନିକ ମୋବାଇଲ ଆପ୍ସ ଜରିଆରେ ସୁରକ୍ଷା ବ୍ୟବସ୍ଥା କରାଯିବ ।ଯାହା ଫଳରେ କି ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ । ଜଙ୍ଗଲ ସମ୍ପଦର ପ୍ରଭାବଶାଳୀ ସୁରକ୍ଷା, ବେଆଇନ କାର୍ଯ୍ୟକଳାପକୁ ରୋକିବା ଏବଂ ଜୈବ ବିବିଧତା ପ୍ରତି ବିପଦର ପ୍ରାରମ୍ଭିକ ଚିହ୍ନଟ ସୁନିଶ୍ଚିତ କରିବା ପାଇଁ, କ୍ଷେତ୍ରସ୍ତରୀୟ ବନ କର୍ମଚାରୀମାନେ ନିୟମିତ […]

ସୁସ୍ଥ ହୋଇ ହସ୍ପିଟାଲରୁ ଫେରିଲେ ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା ନେଉଥିଲେ। ତେବେ ସେ ଭଗବାନଙ୍କ ପାଖରେ ଓଡ଼ିଶାବାସୀଙ୍କ ପ୍ରାର୍ଥନା ପାଇଁ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଛନ୍ତି । ଏହାସହ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ହସପିଟାଲରୁ ନବୀନ ଡିସଚାର୍ଜ ହେବାବେଳେ ବିଜେଡିର […]

ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି

ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ କେନ୍ଦୁଝର, ମୟୂରବଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର ଓ ବୌଦ୍ଧକୁ ୟେଲୋ ଆଲର୍ଟ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, […]

ମାଦକ ଦ୍ରବ୍ୟ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ l

ରାୟଗଡ:-ତା. ୨୦/୦୮-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏହା ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ବନଖଣ୍ଡ ଅଧିକାରୀ ଶ୍ରୀ ଆନ୍ନାସାହେବ ଓହଲେ, ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧlଲ ଅଭିଶେଖ ଦିଲ୍ଲୀପ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l […]

ସରକାରଙ୍କ ନୂଆ ବ୍ୟବସ୍ଥା: ଏଣିକି ସମସ୍ତ ଶ୍ରେଣୀରେ ରହିବ ପାସ୍ ଫେଲ୍ ବ୍ୟବସ୍ଥା

ଏଣିକି ଷ୍ଟାଣ୍ଡାର୍ଡ ନଥିବ ପିଲା ପାସ୍ ହେଲା ପର୍ଯ୍ୟନ୍ତ ସେହି କ୍ଲାସ୍‌ରେ ରହିବେ। ପୂର୍ବ ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ନଥିଲା ବର୍ତ୍ତମାନର ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ରଖାଯାଇଛି। ପିଲା କ୍ଲାସ୍‌ରେ ଫେଲ୍ ହେଲେ ପୁନର୍ବାର କିଛି ଦିନ ଭିତରେ ପରୀକ୍ଷା ଦେଇ ପାସ୍ କରିବାକୁ ପଡ଼ିବ। ପାସ୍ ହେଲା ପରେ ସେ ଉପରସ୍ତ ଶ୍ରେଣୀକୁ ଯିବେ ବୋଲି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି।ଏହା ସହିତ ଶିକ୍ଷକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ […]

ଶିମିଳିପାଳରେ ବାଘୁଣୀ ଜୀନତ ଗର୍ଭବତୀ

ମହାରାଷ୍ଟ୍ରରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି।ସେ ବର୍ତ୍ତମାନ ପଞ୍ଚମ ମାସରେ ଗର୍ଭବତୀ ଅଛି। ସେ ନିୟମିତ ଭାବେ ସାମ୍ବାର, ଚିତଳ ଓ ବଣୁଆ ଘୁଷୁରୀ ଆଦି ଜଙ୍ଗଲୀ ଜନ୍ତୁଙ୍କୁ ଶିକାର କରୁଛି ଏବଂ ତାର ସ୍ୱାସ୍ଥ୍ୟ ଅବସ୍ଥା ଭଲ ରହିଥିବା ଜଣାପଡ଼ିଛି। ଜୀନତଙ୍କୁ ସାଟେଲାଇଟ ଟ୍ରାକିଂ ଓ ନିୟୋଜିତ ବନ କର୍ମଚାରୀଙ୍କ ଦ୍ୱାରା ଚବିଶ ଘଣ୍ଟା ନିରୀକ୍ଷଣ କରାଯାଉଛି। ଏହା […]

ଜିଲ୍ଲା ଆଇନ୍ ସେବା ପ୍ରାଧ‌ିକରଣ ତରଫରୁ ପ୍ୟାନେଲ ଓକିଲ ଏବଂ ସରକାରୀକର୍ମଚାରୀଙ୍କ ତାଲିମ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚ୍ଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାପରଷଦ ନୟାଗଡ଼ଙ୍କ ଡି.ପି.ଆର୍.ସି. ସମ୍ମିଳନୀ କକ୍ଷରେ ପ୍ୟାନେଲ ଓକିଲ, ପୋଲିସ ଅଧିକାରୀ, ଜଙ୍ଗଲବିଭାଗ ଅଧିକାରୀ, ଅବକାରୀ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ତାଲିମି ଶିବିରକୁ ମୁଖ୍ୟଅତିଥି ସଚ୍ଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ଓଡ଼ିଶା ଉଚ୍ଚନ୍ୟାୟାଳୟଙ୍କ ଭି.ସି. ନିୟମ ୨୦୨୦ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ସରକାରୀ ଓକିଲ ଦଣ୍ଡପାଣି […]

ଜିଲ୍ଲା ଆଇନ୍ ସେବା ପ୍ରାଧ‌ିକରଣ ତରଫରୁ ପ୍ୟାନେଲ ଓକିଲ ଏବଂ ସରକାରୀକର୍ମଚାରୀଙ୍କ ତାଲିମ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚ୍ଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାପରଷଦ ନୟାଗଡ଼ଙ୍କ ଡି.ପି.ଆର୍.ସି. ସମ୍ମିଳନୀ କକ୍ଷରେ ପ୍ୟାନେଲ ଓକିଲ, ପୋଲିସ ଅଧିକାରୀ, ଜଙ୍ଗଲବିଭାଗ ଅଧିକାରୀ, ଅବକାରୀ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ତାଲିମି ଶିବିରକୁ ମୁଖ୍ୟଅତିଥି ସଚ୍ଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ଓଡ଼ିଶା ଉଚ୍ଚନ୍ୟାୟାଳୟଙ୍କ ଭି.ସି. ନିୟମ ୨୦୨୦ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ସରକାରୀ ଓକିଲ ଦଣ୍ଡପାଣି […]