ଜମ୍ମୁ-କାଶ୍ମୀରର ଅତି ସୁନ୍ଦର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ପରେ ଦେଶରେ ପ୍ରବଳ କ୍ରୋଧ ପ୍ରକାଶ ପାଇଛି। ଦେଶରେ ପାକିସ୍ତାନ ଏବଂ ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏଭଳି ସମୟରେ ଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିଶନକୁ କେକ ଅର୍ଡର କରାଯାଇଛି। ତେବେ କାହିଁକି ଏବଂ କେଉଁ କାରଣରୁ କେକ୍ ମଗାଯାଇଛି ତାହା ସ୍ପଷ୍ଟ ହୋଇନାହିଁ। ଆକ୍ରମଣକୁ ନେଇ ଲଗାତାର ଭାବେ ବୈଠକ କରାଯାଉଛି। ଏହି ସମୟରେ ଦିଲ୍ଲୀରେ ପାକିସ୍ତାନ […]
ଦିନକୁ ଦିନ ବଢିବ ଖରାର ପ୍ରକୋପ।ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ ଲାଗି ରହିବାର ସମ୍ଭାବନା ଥିବାରୁ ଜନସାଧାରଣ ସତର୍କ ରହିବାକୁ ପାଣିପାଗ ବିଭାଗ ଏବଂ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ଜାରି କରାଯାଇଛି।ଝାରସୁଗୁଡ଼ା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଳାହାଣ୍ଡି, ନୂଆପଡା, ଦେବଗଡ ଓ ଅନୁଗୋଳ ଜିଲ୍ଲାକୁ ଗ୍ରୀଷ୍ମ […]
ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ । ISIS କାଶ୍ମୀରରୁ ମିଳିଛି ତାଙ୍କୁ ଏହି ଧମକ । ୨୩ ଏପ୍ରିଲରେ ଦିଲ୍ଲୀ ପୋଲିସରେ ଏହି ମାମଲାରେ ଏଫଆଇଆର ଦାଖଲ କରିଛନ୍ତି ଗମ୍ଭୀର । ସେ ତାଙ୍କ ପରିବାର ପାଇଁ ସୁରକ୍ଷା ମଧ୍ୟ ଦାବି କରିଛନ୍ତି। କୁହାଯାଉଛି ଯେ ଗମ୍ଭୀରଙ୍କୁ ଇମେଲ୍ ମାଧ୍ୟମରେ ଧମକ ଆସିଛି । ପୋଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଇମେଲ ପଠାଇଥିବା ବ୍ୟକ୍ତିକୁ ଚିହ୍ନଟ କରିବାକୁ ପ୍ରୟାସ ଚାଲିଛି । […]
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି । ଫଳରେ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଆଉ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆଜି ଠାରୁ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଉଚ୍ଚଶିକ୍ଷା ବିଭାଗ ।ବିଭାଗର ଉପନିର୍ଦ୍ଦେଶକ ରଜତ କୁମାର ମାନସିଂହ ଏନେଇ ସମସ୍ତ ରେଜିଷ୍ଟ୍ରାର, ପିଜି କାଉନସିଲ୍ ଚେୟାରମ୍ୟାନ, ପ୍ରିନ୍ସିପାଲଙ୍କୁ ପତ୍ର ଲେଖି […]
ଆଜି ଜାତୀୟ ପଞ୍ଚାୟତିରାଜ ଦିବସ । ସ୍ବାଧୀନ ଭାରତର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନ ସରକାର ୧୯୫୩ ମସିହାରେ ପଞ୍ଚାୟତ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିଥିଲେ। ତେବେ ୧୯୫୭ରେ ତତ୍କାଳୀନ ସାଂସଦ ବଳବନ୍ତରାଓ ମେହେଟ୍ଟାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସ ଆଧାରରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରଚଳିତ ହେଲା। ଏହି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା ୧୯୫୯ ଅକ୍ଟୋବର ୨ରେ ରାଜସ୍ଥାନର ନାଗୌରଠାରେ ଉଦ୍ଘାଟିତ ହୋଇଥିଲା। ସମୟ ସ୍ରୋତରେ ଅନେକ ସଂଶୋଧନ, ପରିବର୍ତ୍ତନ ଓ ପରୀକ୍ଷା ନିରୀକ୍ଷା ପରେ ୧୯୯୨ […]
ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। । ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ […]
ଆଜି ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ।ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ତେବେ ଜାତୀୟ ପଞ୍ଚାୟତିରାଜ ଦିବସରେ ପୁରୀରେ ଏକ ସ୍ବତନ୍ତ୍ର ସଭାର ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ […]
ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦୀନେଶ ୨୦ତମ ବିବାହ ବାର୍ଷିକୀ ମନାଇବା ପାଇଁ ସ୍ତ୍ରୀ, ପୁଅ ଓ ଝିଅଙ୍କ ସହ କାଶ୍ମୀର ଯାଇଥିଲେ । ଦିନେଶ ଲାଠୋର ଗ୍ରାମର ସ୍ବର୍ଗତ ପ୍ରୟାଗଚାନ୍ଦ ଅଗ୍ରୱାଲଙ୍କ ସାନ ପୁଅ l ସେ ଗ୍ରାମର ଶ୍ରୀ ଦୁର୍ଗେଶ୍ୱରୀ ଉଚ୍ଚ […]
ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଯାତ୍ରା କଳି। ସମାଧାନ ହେଲାନି ଯାତ୍ରା କଳାକାର ଓ ଯାତ୍ରା ମାଲିକ କଳି। ଶେଷରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ଯାତ୍ରା କଳାକାର। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଯାତ୍ରା ବିବାଦ ବିଷୟରେ ଜଣାଇବାକୁ ନେଇଛନ୍ତି ନିଷ୍ପତ୍ତି। ସୂଚନାମୁତାବକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ଯାତ୍ରା ଜଗତରେ ଚାଲିଥିବା ବିବାଦ ସମ୍ପର୍କରେ ବାପି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ନିଜ ଜୀବନ ପ୍ରତି ବିପଦ […]
ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି।ପଞ୍ଚାୟତିରାଜ ବିଭାଗ ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ […]
ଗତ ଅକ୍ଟୋବର ମାସରେ ହୋଇଥିବା ରାଜସ୍ଵ ନିରୀକ୍ଷକ(ଆରଆଇ), ସହକାରୀ ରାଜସ୍ଵ ନିରୀକ୍ଷକ(ଏଆରଆଇ), ଆଇସିଡିଏସ ସୁପରଭାଇଜର ଏବଂ ଅମିନ ପରୀକ୍ଷା ଦେଇଥିବା ସମସ୍ତ ପରିକ୍ଷାର୍ଥୀ ପ୍ରିଲିମ ପରୀକ୍ଷାରେ ପାସ୍ ହୋଇଛନ୍ତି। ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସଏସଏସସି) ପକ୍ଷରୁ ବୁଧବାର ଏ ନେଇ ସୂଚନା ଦିଆଯାଇଛି । କମିଶନଙ୍କ ଅନୁଯାୟୀ, ପରୀକ୍ଷାରେ କପି କରି ଧରାପଡ଼ିଥିବା ନଅ ଜଣ ପ୍ରାର୍ଥୀଙ୍କୁ ଛାଡ଼ି ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ମୁଖ୍ୟ ପରୀକ୍ଷା ଦେବାକୁ ଅନୁମତି ଦିଆଯାଇଛି। ମୁଖ୍ୟ ପରୀକ୍ଷା ଲାଗି ଖୁବଶୀଘ୍ର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତକାଲି କାଶ୍ମୀରର ପହେଲେଗାଓ ଠାରେ ଆତଙ୍କବାଦୀ ମାନଙ୍କ ଦ୍ୱାରା ଅତ୍ୟନ୍ତ ବର୍ବୋରଚିତ ତଥା ହୃଦୟ ବିଦାରକ ନରସଂହାର ଅତ୍ୟନ୍ତ ଦୁଃଖ ଏବଂ ପରିତାପର ବିଷୟ। ନାମ ଏବଂ ଧର୍ମ ପଚାରି ଯେପରି ୨୭ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲା ତାହାଠାରୁ ଘୃଣ୍ୟ କାର୍ଯ୍ୟ ଆଉ କଣ ଥାଇପାରେ। ଏହି ଘୃଣ୍ୟ କାର୍ଯ୍ୟର ଦୃଢ଼ ନିନ୍ଦା ଏବଂ ପ୍ରତିବାଦ ତଥା ଦିବଂଗତ ଆତ୍ମା ମାନଙ୍କର ସଦଗତି ପାଇଁ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ପୁରୁଣା ସହର ସ୍ଥିତ […]
