ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି।ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର।ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା ଖେଳପଡ଼ିଆ ମଝିରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର […]
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏୟାର ଇଣ୍ଡିଆ ବିମାନ । ୨ ଘଣ୍ଟା ଧରି ମଝି ଆକାଶରେ ବୁଲିଲା । ସେଥିରେ ଯାତ୍ରା କରୁଥିଲେ ସାଂସଦଙ୍କ ସମେତ ୧୦୦ ରୁ ଅଧିକ ଯାତ୍ରୀ ଥିଲେ। ଆସନ୍ତା କାଲି ଥିରୁଭାନନ୍ତପୁରମ୍ରୁ ଦିଲ୍ଲୀ ଯାଉଥିବା ବିମାନଟି ଜରୁରୀ ଅବତରଣ କରିଛି। ତେବେ ଯାନ୍ତ୍ରିକ ତ୍ରୁଟି ଓ ଖରାପ ପାଗ ଯୋଗୁ ଏହି ବିମାନ ଚେନ୍ନାଇରେ ଅବତରଣ କରିଛି। ଫ୍ଲାଇଟ୍ ଟ୍ରାକିଂ ୱେବସାଇଟ୍ Flightradar୨୪ ରେ ଉପଲବ୍ଧ ସୂଚନା ଅନୁଯାୟୀ, ଏୟାରବସ୍ A320 […]
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏୟାର ଇଣ୍ଡିଆ ବିମାନ । ୨ ଘଣ୍ଟା ଧରି ମଝି ଆକାଶରେ ବୁଲିଲା । ସେଥିରେ ଯାତ୍ରା କରୁଥିଲେ ସାଂସଦଙ୍କ ସମେତ ୧୦୦ ରୁ ଅଧିକ ଯାତ୍ରୀ ଥିଲେ। ଆସନ୍ତା କାଲି ଥିରୁଭାନନ୍ତପୁରମ୍ରୁ ଦିଲ୍ଲୀ ଯାଉଥିବା ବିମାନଟି ଜରୁରୀ ଅବତରଣ କରିଛି। ତେବେ ଯାନ୍ତ୍ରିକ ତ୍ରୁଟି ଓ ଖରାପ ପାଗ ଯୋଗୁ ଏହି ବିମାନ ଚେନ୍ନାଇରେ ଅବତରଣ କରିଛି। ଫ୍ଲାଇଟ୍ ଟ୍ରାକିଂ ୱେବସାଇଟ୍ Flightradar୨୪ ରେ ଉପଲବ୍ଧ ସୂଚନା ଅନୁଯାୟୀ, ଏୟାରବସ୍ A320 […]
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଆଜି ଠାରୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚୁରା କରିବ ବୋଲି ଅନୁମତି ମିଳିଛି । ଏହି ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ୪ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ତେବେ ଦୁଇ ଦିନିଆ ରିମାଣ୍ଡ ପ୍ରଦାନ କରିଥିଲେ କୋର୍ଟ। ତେବେ ବୋର୍ଡର […]
ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ।ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, […]
ନୟାଗଡ଼,(ଓଡ଼ିଶା ଦର୍ପଣ): କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ପ୍ରତିବର୍ଷ ପରି ଚଳିତ ବର୍ଷର ବର୍ଷା କବିତା ଆସର ଆଜି ପୂର୍ବାହ୍ନରେ ସ୍ଥାନୀୟ କେସି କ୍ଲବ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଆୟୋଜିତ ଏହି କବିତା ଆସର ଏବଂ ସାହିତ୍ୟ ସଭାରେ ପରିଷଦ ସଭାପତି ପଣ୍ଡିତ କିଶୋର ଚନ୍ଦ୍ର କର ଅଧ୍ୟକ୍ଷତା କରିଥିବା ବେଳେ ଅତିଥିଭାବେ ବିଶିଷ୍ଟ ସାହିତ୍ୟିକ,ସମାଜସେବୀ ତଥା ଉତ୍କଳ ଗ୍ରାମ ସ୍ୱରାଜ ସଭାପତି କଳିଙ୍ଗ ରତ୍ନ […]
ରାୟଗଡ଼ ତା ୯-୮-୨୦୨୫ ବିକଳ୍ପ ଅନୁଷ୍ଠାନ ତରଫରୁ ବାଇସିଙ୍ଗ ଗ୍ରାମ ପଞ୍ଚାୟତର ଜୁରୁଡି ଗାମଦାଣ୍ଡରେ ଶୁ୍କ୍ରବାର ସନ୍ଧ୍ୟାରେ ଏକ ଜନସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବାଲ୍ୟ ବିବାହ ନିରୋଧ ତଥା ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ବାସ ଠାରୁ ଦୂରେଇ ରହିବା ପାଇଁ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା । ଜୁରୁଡି ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କୁ ନିଜର ସୁରକ୍ଷା, ସଞ୍ଜମତା, ଚରିତ୍ର ଗଠନ ଏବଂ ନାରୀଙ୍କୁ ବଳତ୍କାର, ନିର୍ଯ୍ୟାତନା ଓ ଶୋଷଣରୁ ମୁକ୍ତି ସହ ମୁଲ୍ୟବୋଧ ଭିତ୍ତିକ ଶିକ୍ଷା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଉଚ୍ଚ ନ୍ୟାୟାଳୟ କଟକଙ୍କ ନିର୍ଦ୍ଦେଶରେ ଜିଲ୍ଲା ଜଜଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେରେ କନ୍ୟା ଶିଶୁମାନଙ୍କ ସୁରକ୍ଷା ଉପରେ କୋର୍ଟର ସମ୍ମିଳନୀ ଗୃହ ଠାରେ ଶିଶୁ ସୁରକ୍ଷା ଉପରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗର ଶତାଧିକ କର୍ମଚାରୀ ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରା ଜଜ୍ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରି […]
ସ୍ୱଭାବ କବି ଗଙ୍ଗାଧର ମେହେର ଥିଲେ ଜଣେ ସଫଳ କାବ୍ୟକାର। ତାଙ୍କର ସୃଷ୍ଟି ଆଧୁନିକ ଓ ପ୍ରାଚୀନ କାବ୍ୟ କବିତା ମଧ୍ୟରେ ଥିଲା ଏକ ମୁଖ୍ୟ ସେତୁ । ସମାଲୋଚକମାନେ ତାଙ୍କୁ ଭାଷା ଓ ଭାବ ର ସମନ୍ୱୟ କବି ଭାବେ ଅଭିହିତ କରିଥାନ୍ତି। ପ୍ରାଚ୍ୟ ପରମ୍ପରା ଓ ଆଦର୍ଶରେ ଅନୁଗାମୀ ସ୍ୱଭାବ କବି ଗଙ୍ଗାଧର ମେହେର ଆମ ସଂସ୍କୃତି ଓ ସାହିତ୍ୟ କୁ ଆଧାର କରି “ତପସ୍ୱିନୀ”, ” “ଇନ୍ଦୁମତୀ”, ” କୀଚକ ବଧ” , […]
ଆସନ୍ତା ୨୯ ଓ ୩୦ ତାରିଖରେ ଓଡ଼ିଶାରେ ଆୟୋଜିତ ହେବ ଜାତୀୟସ୍ତରର ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ। ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନେତୃତ୍ୱରେ ସମ୍ମିଳନୀ ହେବ। ଭିନ୍ନ ଭିନ୍ନ ରାଜ୍ୟର ବିଧାନସଭା ଜାତି ଓ ଜନଜାତି କମିଟିର ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ଆସିବେ। ଲୋକସଭାର ଅନୁସୂଚିତ ଜାତି ଓ ଜନଜାତି କମିଟିର ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ଆସିବେ। ଏଥିପାଇଁ ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ ହୋଇଛି।ଲୋକସଭା ବାଚସ୍ପତି […]
ଭୁବନେଶ୍ୱର,୯I୮ : ଅଗଷ୍ଟ ୩୧ ତାରିଖ I ସ୍ୱାୟତ୍ତ ଶାସନ ଦିବସ I ଚଳିତ ବର୍ଷ ଏହି ସ୍ୱୟାତ୍ତ ଶାସନ ଦିବସକୁ ସ୍ମରଣୀୟ ଭାବେ ପାଳନ କରିବାକୁ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିଷ୍ପତ୍ତି ନେଇଛି। ଏହି ଉତ୍ସବର ଏକ ଅଂଶ ଭାବରେ, ଅଗଷ୍ଟ ୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ରେ ଏକ ସପ୍ତାହ ବ୍ୟାପି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗୃହନିର୍ମାଣ […]
ଯଦି ଆପଣଙ୍କର ICICI ବ୍ୟାଙ୍କରେ ଆକାଉଣ୍ଟ ଅଛି, ଆପଣଙ୍କ ପାଇଁ ଆସିଛି ବଡ଼ ଖବର। ICICI ବ୍ୟାଙ୍କ ମହାନଗର ଏବଂ ସହରାଞ୍ଚଳରେ ସଞ୍ଚୟ ବ୍ୟାଙ୍କ (SB) ଆକାଉଣ୍ଟଧାରୀଙ୍କ ପାଇଁ ହାରାହାରି ସର୍ବନିମ୍ନ ବା ମିନିମନ ବାଲାନ୍ସକୁ ନାଟକୀୟ ଭାବରେ ୫୦ ହଜାରକୁ ବୃଦ୍ଧି କରିଛି। ପ୍ରାୟ ଏକ ସପ୍ତାହ ପୂର୍ବେ ଏହା ୧୦ ହଜାର ଥିଲା। ଅଗଷ୍ଟ ୧, ୨୦୨୫ଠାରୁ, ICICI ସହିତ ଆକାଉଣ୍ଟ ଖୋଲୁଥିବା ସମସ୍ତ ନୂତନ ଗ୍ରାହକଙ୍କୁ ଏହି ସର୍ବନିମ୍ନ ହାରାହାରି ମାସିକ ବାଲାନ୍ସ […]
