ରେଳ ଷ୍ଟେସନ ସଫେଇ ଏବଂ ଆବର୍ଜନା ପୋଡ଼ି

ନୟାଗଡ଼,(ଓଡ଼ିଶା ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ  ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯିବା ସହିତ ସଂଗୃହିତ ଆବର୍ଜନା ଗୁଡ଼ିକରେ ଅଗ୍ନି ସଂଯୋଗ କରି ନଷ୍ଟ କରାଯାଇଛି । ରେଳ ଷ୍ଟେସନ ପରିସର ତଥା ରେଳ ଧାରଣାରେ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ଡଷ୍ଟବିନ […]

ପୁଣି ମାଓଡମ୍ପ ଉଦ୍ଧାର କଲେ ଯବାନ୍‌

ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଜଂଗଲରୁ ସୁରକ୍ଷାକର୍ମୀ ମାଓ ଡମ୍ପକୁ ଉଦ୍ଧାର କରିଛନ୍ତି। ଜିଲ୍ଲାର ମର୍କରାଜଗୁଡା ନିକଟସ୍ଥ ଜଙ୍ଗଲରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ନକ୍ସଲଙ୍କର ଏକ ବଡ ବଙ୍କରକୁ ଉଦ୍ଧାର କରିଥିଲେ। ମାଟି ତଳେ ଦୁଇଟି ବନ୍ଧୁକ ଓ ବହୁ ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିଲେ ମାଓବାଦୀ । ଯବାନଙ୍କୁ ଟାର୍ଗେଟ କରିବାକୁ ଲୁଚାଇ ରଖିଥିଲେ । ଗୁଇନ୍ଦା ସୂଚନା ଆଧାରରେ ମାଓ ଡମ୍ପ ଠାବ କରିଥିଲେ ବିଏସଏଫ ଯବାନ ।ସେହିପରି […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ

ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ଦେଇଛନ୍ତି ଗୁରୁତ୍ୱ ଆରୋପ।ସ୍ପେନର ରାଷ୍ଟ୍ରଦୂତ କହିଥିଲେ ଯେ, ରିନିୱେବଲ୍ ଏନର୍ଜି, ମେଟାଲର୍ଜି, ବୟନଶିଳ୍ପ ଏବଂ ଅଟୋମୋବାଇଲ ଭଳି ପ୍ରମୁଖ କ୍ଷେତ୍ରରେ ଓଡିଶା ଓ ସ୍ପେନ ମଧ୍ୟରେ ଅଧିକ ସହଯୋଗ ହୋଇପାରିବ । ଆଲୋଚନାରୁ ଜଣା ଯାଇଛି ଯେ, […]

ଆୟୁଷ୍ମାନ କାର୍ଡର କାର୍ଯ୍ୟକାରିତା ବାଧକ ସାଜିଛି ସଫ୍ଟଓ୍ୱେର ଇସ୍ୟୁ

ଏବେ ରାଜ୍ୟରେ ନୂଆ କରି ଲାଗୁ ହୋଇଛି ଆୟୁଷ୍ମାନ କାର୍ଡ। ଆଉ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା। ହେଲେ ଏବେ ଏହି କାର୍ଡର କାର୍ଯ୍ୟକାରିତା ବେଳେ ସଫ୍ଟଓ୍ୱେର ସମସ୍ୟା ଦେଖିବାକୁ ମିଳିଛି।ହେଲ୍‌ଥ କେୟାର ପ୍ରୋଭାଇଡର୍ସ ରାଜ୍ୟ ସମ୍ପାଦକ ନିଲାଞ୍ଜନା ମୁଖାର୍ଜୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଟିପି ଜେନେରେଟ ଟାଇମ ଆଉଟ ସମୟ ୧୦ ମିନିଟକୁ କମିଛି। ପରିବାରର ପ୍ରତି ହିତାଧିକାରୀଙ୍କ କାର୍ଡ ଅଲଗା ରହିଛି। […]

ଯାଜପୁରରେ ବେଆଇନ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି।

ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏସଡିପିଓ, ଶିଶୁ ସୁରକ୍ଷା ଅଧିକାରୀଙ୍କ ସହାୟତାରେ ୪ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି।ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସର ଚଢ଼ାଉ |ବିଞ୍ଝାରପୁରର ଅଳକୁଣ୍ଡସ୍ଥିତ ସେବାଶ୍ରମର ୨୦୨୩ରୁ ସରିଛି ପଞ୍ଜିକରଣ । ୨୦୨୩ ମସିହାରୁ ଏହି ସେବାଶ୍ରମର ପଞ୍ଜିକରଣ ଅବଧି ସରିଥିବା ବେଳେ ବେଆଇନ ଭାବେ ପୁଅଝିଅଙ୍କୁ ରଖିଥିବାର […]

ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର।

ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜମିର କିସମ ପରିବର୍ତ୍ତନ ପାଇଁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଛି ଭିଜିଲାନ୍ସ । ଚାଷ ଜମିକୁ ଘରବାଡି କିସମରେ ପରିବର୍ତ୍ତନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ତେବେ ଜମି ମାଲିକ ୬ ହଜାର ଟଙ୍କା ଦେବା ସମୟରେ ଭିଜିଲାନ୍ସ ମାଡି ବସିଛି । ତାଙ୍କ ନିକଟରୁ […]

ପୁଣି ଥରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ଅଞ୍ଚଳରେ ଘଟଣା ଘଟିଛି । ପୁଣି ଥରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣା ପଡିଛି । ଘଟଣା ଜଣାପଡିବା ପରେ ଆଜି ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ସହଯୋଗରେ ରାୟଗଡା ଶିଶୁ କଲ୍ୟାଣ କମିଟି ନିକଟରେ ନାବାଳିକାକୁ ହାଜର କରାଯାଇଛି। ଆଉ ଯାହା ଦ୍ୱାରା ନାବାଳିକା ଷଷ୍ଠ ଶ୍ରେଣୀ ଛାତ୍ରୀ ଜଣକ ଗର୍ଭବତୀ ହୋଇଛନ୍ତି ସେ ପିଲାବି ନାବାଳକ। ଆଉ ସେହି ନାବାଳକ ଅଭିଯୁକ୍ତକୁ ଧରିଛି CWC। ଅଭିଯୁକ୍ତ […]

ଟ୍ୱିନସିଟିରେ ହେବ ନୂଆ ଆଇଟି ପାର୍କ।

ଟ୍ୱିନସିଟିରେ ହେବ ନୂଆ ଆଇଟି ପାର୍କ। ଏ ନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ।ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଟ ଅପ୍‌ ଏରିଆ।ସେ ଆହରି କହିଛନ୍ତି ଯେ, ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା। ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ।ବ୍ରହ୍ମପୁରରୁ […]

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି।ଆସନ୍ତା ୨୦ ଅର୍ଥାତ କାଲି ପର୍ଯ୍ୟନ୍ତ ଓଡ଼ିଶାରେ ଅଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ।ପିଏମଓଙ୍କ ଟପ୍ ଅଫିସରଙ୍କ ଏକକାଳିନ ଓଡ଼ିଶା ଗସ୍ତକୁ ନେଇ ନାନା ଚର୍ଚ୍ଚା ବଢ଼ିଛି। ପିଏମଓଙ୍କ ଅନ୍ୟତମ ସଚିବ ପିକେ ମିଶ୍ର ମଧ୍ୟ ଓଡ଼ିଶାରେ ଅଛନ୍ତି। ଶ୍ରୀଯୁକ୍ତ ଦାସ ମା’ଙ୍କ ଦର୍ଶନ କରିବା ସହ […]

ଲକ୍ଷାଧିକ ଟଙ୍କା ହାରି ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଉଦ୍ୟମ କଲେ ବ୍ୟକ୍ତି।

ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧିନସ୍ଥ ଚମାରଗାଁ ପଞ୍ଚାୟତର ତେଘରୀ ଗ୍ରାମରେ ଅନଲାଇନ ଗେମରେ ଲକ୍ଷାଧିକ ଟଙ୍କା ହରାଇଥିବା ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରେ ପରିବାର ଲୋକ ଉକ୍ତ ବ୍ୟକ୍ତିଙ୍କ ଏପରି ଅବସ୍ଥା ଦେଖି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଅଧିକ ଟଙ୍କା ରୋଜଗାର ଲକ୍ଷରେ ପ୍ରଥମେ ଅଳ୍ପକିଛି ଟଙ୍କା ଲଗାଉଛନ୍ତି। ଆଉ ଏହି ନିଶା ଧିରେ ଧିରେ ପେଶାରେ ପରିଣତ ହୋଇଯାଉଛି। ସବୁକିଛି ଭୁଲି ଅଧିକାଂଶ […]

ଏହି ମହିଳାଙ୍କୁ ଏପ୍ରିଲ୍‌ ୨୪ରେ ମିଳିବ ସୁଭଦ୍ରା ଟଙ୍କା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ଏପ୍ରିଲ୍‌ ୨୪ରେ ମିଳିବ ସୁଭଦ୍ରା ହିତାଧିକାରୀଙ୍କ ଟଙ୍କା । ପଞ୍ଚାୟତିରାଜ ଦିବସ ଅବସରରେ ପୁରୀ ଠାରେ ସୁଭଦ୍ରା ଟଙ୍କା ଦେବେ ରାଜ୍ୟ ସରକାର । ମୋଟ ୧ ଲକ୍ଷ ୭୦ ହଜାର ମହିଳା ଏକା ଥରକେ ଦୁଇଟି କିସ୍ତି ଟଙ୍କା ପାଇବେ । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ […]

ଗର୍ଭବତୀ ଝିଅକୁ ପୋଡ଼ି ମାରିଦେଇଥିଲେ ବାପା-ମା’, ଆଜୀବନ ଜେଲ୍ ଦଣ୍ଡାଦେଶ ଦେଲେ କୋର୍ଟ

ବାପା-ମା’ଙ୍କୁ ଆଜୀବନ କାରାଦଣ୍ଡ । କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ଆଡହକ ଫାଷ୍ଟଟ୍ରାକ୍ କୋର୍ଟ । ନାବାଳିକା ଗର୍ଭବତୀ ଝିଅକୁ ନିଜ ବାପା-ମା’ ପୋଡ଼ି ମାରିଦେଇଥିଲେ ।୨୦୧୬ରେ ବିଞ୍ଝାରପୁର ଥାନାରେ ଗର୍ଭବତୀ ନାବାଳିକାଙ୍କୁ ହତ୍ୟା ନେଇ ମାମଲା ରୁଜୁ କରାଯାଇଥିଲା । ଏହି ମାମଲାରେ ନାବାଳିକାଙ୍କ ବାପା-ମା’ଙ୍କୁ ଗିରଫ କରିଥିଲା ପୋଲିସ । ନାବାଳିକା ଝିଅ ୩ ମାସର ଗର୍ଭବତୀ ଥିବା କାରଣରୁ ବାପାମା’ ତାଙ୍କୁ ମାରି ପୋଡ଼ି ନଦୀରେ ଭସାଇ ଦେଇଥିଲେ । ମାମଲାରେ ୩୦ଜଣ ସାକ୍ଷୀଙ୍କ […]