କଟକରେ ଡବଲ ଏନ୍ କାଉଣ୍ଟର ।

କଟକରେ ଡବଲ ଏନ୍ କାଉଣ୍ଟର । ଚୌଦ୍ଵାର ଇନ୍ଦ୍ରାଣୀପାଟଣା ଅଞ୍ଚଳ ଜାତୀୟ ରାଜପଥ ନିକଟରେ ବିଳମ୍ବିତ ରାତିରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସର ସ୍ପେଶାଲ୍ ସ୍ୱାଡ । ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲେ ଅଭିଯୁକ୍ତ। ପୋଲିସର ପାଲଟା ଗୁଳିରେ ଉଭୟ ଆହତ ହୋଇଛନ୍ତି। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାର ଆଣ୍ଠୁରେ ଗୁଳି ବାଜିଛି। ସଂଗ୍ରାମର ଘର ନନ୍ଦନକାନନ ଥାନା ଅଞ୍ଚଳରେ ହୋଇଥିବା ବେଳେ ଜୁବୁଲାର ଘର […]

ରେକର୍ଡ଼ ଭାଙ୍ଗିଲା ସୁନା ଦର, ପ୍ରଥମ ଥର ପାର କଲା ୯୬ ହଜାର

ସୁନା କିଣିବା ଏବେ ସ୍ୱପ୍ନ ପାଲଟିଗଲାଣି। ସୁନା କିଣିବା ତ ଦୂରର କଥା ସୁନା କିଣିବା କଥା ଭାବିବା ବେଳକୁ ଡର ଲାଗୁଛି।ଆମେରିକା-ଚୀନ ମଧ୍ୟରେ ବଢୁଥିବା ବାଣିଜ୍ୟ ଯୁଦ୍ଧ ଏବଂ ମାନ୍ଦାବସ୍ଥା ଆଶଙ୍କା ମଧ୍ୟରେ ଏ ବର୍ଷ ସୁନା ଦର ନୂଆ ରେକର୍ଡ କରିପାରେ । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୬, ୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୮ ହଜାର ୧୫୦ଟଙ୍କା ଛୁଇଛି । ସେହିପରି ରାଜଧାନୀ […]

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ ଫର୍ମ।ଏଥର ନୂଆ ପଦ୍ଧତିରେ ଗରିବ ଓ ମଧ୍ୟମ ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ୍ ସର୍ଭିସେସ୍ ପ୍ରିଲିମ୍ ଓ ମେନ୍ ପରୀକ୍ଷା ପାଇଁ ଫ୍ରି କୋଚିଂ ଦିଆଯିବ। ସର୍ଟ […]

ଶବ ପରିବହନ ପାଇଁ ୧୦୮ ଆମ୍ବୁଲାନ୍ସ ଭଳି ରହିବ ସ୍ବତନ୍ତ୍ର କଲ ସେଣ୍ଟର

ରାଜ୍ୟ ସରକାର ସୁବିଧାରେ ଶବ ପରିବହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଯାଉଛନ୍ତି। ରାଜ୍ୟରେ ଏଣିକି ଶବ ପରିବହନ ପାଇଁ ରହିବ କଲ ସେଣ୍ଟର । ୧୦୮ ଆୁଲାନ୍ସ ଭଳି ରହିବ ଟୋଲ ଫ୍ରି ନମ୍ବର । ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା  ହେବ । ଶବକୁ ଘର କିମ୍ବା ଶ୍ମଶାନ ଯାଏଁ ନେବାକୁ କାମ କରିବ । ସରକାରୀ ହସ୍ପିଟାଲରେ ପ୍ରାଣ ହରାଇଲେ ଶବ କାମ କରିବ ।  ବୈଠକରେ ପ୍ରାରମ୍ଭିକ ଭାବେ […]

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପନୀ ଉତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ, ନୟାଗଡ଼ଠାରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ  ପ୍ରାୟୋଜିତ  ବାଳିକାମାନଙ୍କ  ଆତ୍ମରକ୍ଷା  କୌଶଳ ପ୍ରଶିକ୍ଷଣ ଶିବିରର ଉଦଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଅଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ପ୍ରାରମ୍ଭିକ ଭାଷଣ ଦେଇ ଅତିଥିମାନଙ୍କୁ ସ୍ବାଗତ କରିବା ସହିତ ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ଉପସ୍ଥିତ ହୋଇ ଛାତ୍ରୀମାନଙ୍କୁ ପ୍ରମାଣପତ୍ର […]

ନରି ପଣ୍ଡାଙ୍କୁ ନ୍ୟାୟ ନମିଳିଲେ, ସମସ୍ତେ ଯାତ୍ରା ଛାଡି ଦେବୁ

ଯାତ୍ରା କଳାକାର ମହାସଂଘର ବୈଠକ ଶେଷ ହୋଇଛି ।  ବୈଠକ ପରେ  କଳାକାର ସଂଘ ପକ୍ଷରୁ ପ୍ରତିକ୍ରିୟା  ରଖିଛନ୍ତି । ନରି ପଣ୍ଡାଙ୍କୁ ନ୍ୟାୟ ନମିଳିଲେ, ସମସ୍ତେ ଯାତ୍ରା ଛାଡି ଦେବୁ ବୋଲି କଳାକାର କହିଛନ୍ତି । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଅଭିନେତ୍ରୀ ନମିତା ସମ୍ପାଦକ ଭାବେ ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଥିବା ବେଳେ ଆସନ୍ତା ଯାତ୍ରା ବର୍ଷ ପାଇଁ  ନିଶିକାନ୍ତ ଜେନା ଓରଫ ତାହିଆ ସଭାପତି ପାଇଁ ମନୋନୀତ ହୋଇଛନ୍ତି। ମାଲିକ ଏବଂ […]

ରାସ୍ତା ସଂଯୋଗୀକରଣରେ ୧ନଂ ହେବ ଓଡ଼ିଶା

ରାସ୍ତା ସଂଯୋଗୀକରଣକୁ ନେଇ ବଡ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାସ୍ତା ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା ।। ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ । ଏଥିସହିତ ବିଭିନ୍ନ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା କରିବେ । ଏହି ଅବସରରେ ଚାରି […]

ଗୁରୁବାର ସଭାପତି ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ ।

ବିଜେଡି ସଭାପତି ପାଇଁ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ । ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ପୁଣି ଦଳ ସଜାଡୁଛି ବିଜେଡି ।ଆସନ୍ତା ୧୯ ତାରିଖରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ଦୁଇଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ । ସଭାପତି ଘୋଷଣା ପରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ଛାମୁଆ ସଂଗଠନ ସଭାପତିଙ୍କ ନାଁ ଘୋଷଣା ହେବ । ଏପ୍ରିଲ ସୁଦ୍ଧା ସାଂଗଠନିକ ନିର୍ବାଚନ […]

ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ।

ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟର। ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର ସହ AK-47 ଜବତ ହୋଇଛି। ଏନକାଉଣ୍ଟର ନେଇ ସୂଚନା ଦେଲେ ବସ୍ତର ଆଇଜି।ଏହାସହ ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । କୋଣ୍ଡାଗାଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୋଲିସ୍‌ର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । […]

ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ସାକ୍ଷାତ କଲା ନୟାଗଡ଼ ନାଗରିକ ମଞ୍ଚ

ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦେଲେ ନିର୍ଭର ପ୍ରତିଶୃତି ନୟାଗଡ଼,(ଓଡ଼ିଶା ଦର୍ପଣ): ଆଜି ପୂର୍ବାହ୍ନରେ ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଠାରେ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛି ନୟାଗଡ଼ ନାଗରିକ ମଞ୍ଚ। ସୂଚନାଯୋଗ୍ୟ ଯେ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଂକୱାଲ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ  ଭୁବନେଶ୍ୱରରୁ ଦଶପଲ୍ଲା ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଆଜି ସକାଳ ୯ ଟାରେ […]

ତୁଳସୀ ଗଣନାଟ୍ୟର ମାଲିକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲେ ସୋନାଲିଙ୍କ ସ୍ବାମୀ

ଯାତ୍ରା ତୁଳସୀ ଗଣନାଟ୍ୟର ମାଲିକ ନାଣ୍ଡୁ ବାବୁଙ୍କ ନା ରେ ସାଙ୍ଘାତିକ ଅଭିଯୋଗ ଆଣିଲେ ହିରୋଇନ୍ ସୋନାଲିଙ୍କ ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତସିଂହାର । ସୋନାଲିଙ୍କୁ ଜୋର୍ ଜବରଦସ୍ତ ରଖା ଯାଇଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ସ୍ତ୍ରୀ ଆଉ ପୁଅକୁ ଭେଟିବା ପାଇଁ ଦେଉ ନାହାନ୍ତି ଏବଂ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି ତୁଳସୀ ମାଲିକ ବୋଲି କହିଛନ୍ତି ଶ୍ରୀକ୍ଷେତ୍ର। ଏହା ଉପରେ ପ୍ରତିକ୍ରିୟା ରଖି ମାଲିକ ଅନନ୍ତ ନାରାୟଣ ଧଳ କହିଛନ୍ତି, ଏହି ଘଟଣା […]

ଉଦ୍ଧାର ଶିଶୁ ‘ଶୁଭମ’କୁ ମିଳିବ ସହାୟତା: ଉପମୁଖ୍ୟମନ୍ତ୍ରୀ

ଉଦ୍ଧାର ଶିଶୁ ‘ଶୁଭମ’କୁ ମିଳିବ ସହାୟତା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ୍ସ ଜରିଆରେ ସୂଚନା ଜାରି କରିଛନ୍ତି। ସେ କହିଛନ୍ତି ଯେ, ମିଶନ ବାତ୍ସଲ୍ୟରେ ଶୁଭମ୍‌କୁ ସହାୟତା ମିଳିବ।ମହିଳା ଶିଶୁ ବିକାଶ ବିଭାଗ ନେବେ ତ୍ୱରିତ ପଦକ୍ଷେପ। ସୂଚନାମୁତାବକ ଦୃଷ୍ଟିବାଧିତ ମହିଳା ଜୟନ୍ତୀ ମଲ୍ଲିକଙ୍କ ଛୁଆ ଚୋରି ନେଇ ରବିବାର ଖାରବେଳନଗର ଥାନାରେ କେସ ନମ୍ବର ୧୬୨ରେ ଏକ ମାମଲା ରୁଜୁ ହୋଇଥିଲା । ସମ୍ବେଦନଶୀଳ ପ୍ରସଙ୍ଗରେ ୬ ଟି ସ୍ପେଶାଲ ଟିମ କରି […]