ଚିନ୍ତା ବଢାଇଛି ସୁନା ଦର । ଲକ୍ଷେ ମୁହାଁ ମାଡିଛି । ସୁନା ଦର ଗତ କିଛି ଦିନ ମଧ୍ୟ ପାଖାପାଖି ୬୦୦୦ ଭଳି ବୃଦ୍ଧି ହୋଇଥିବା ବେଳେ ୯୫ ହଜାର ଡେଇଁଛି । ହେଲେ ଆଜି ଟିକିଏ କମିଛି ସୁନା ଦର ।ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୫୫୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ […]
ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ।ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।
ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି।କେନ୍ଦୁଝର ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର । ଓଡିଆ ନବବର୍ଷରେ ମାଆ ଙ୍କ ଦର୍ଶନ ବେଳେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଖୁବଶୀଘ୍ର କଆମ ଆରମ୍ଭ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।
ମହାବିଷୁବ ବା ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲ୍ଲା ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ମା’ ତାରିଣୀଙ୍କର ୮୯ ତମ ଚଇତି ପର୍ବର ଆଜି ୬ଷ୍ଠ ଦିନ ତଥା ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଆଜି ମା’ଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି ।ଆଜି ଭୋରୁ ଦେହୁରୀମାନେ ପ୍ରଥମେ ମାଆଙ୍କୁ କ୍ଷୀର, ଲହୁଣୀ, ହଳିଦୀ, ଚୁଆ, ଚନ୍ଦନ ଓ ମହୁ ଲେପନ କରି ମାଜଣା କରିଥିଲେ […]
ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି। ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି […]
ଆଜି ବି ଆର୍ ଆମ୍ବେଦକର ଙ୍କ ୧୩୪ତମ ଜୟନ୍ତୀ । ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ଜଣେ ବ୍ୟକ୍ତି ଦଳିତ ଓ ପଛୁଆ ବର୍ଗର ସ୍ବାର୍ଥ ପାଇଁ ସଂଘର୍ଷରତ ଥିଲେ । ସେ ହେଉଛନ୍ତି ଭାରତରତ୍ନ ବାବା ସାହେବ ଭୀମରାଓ ଆମ୍ବେଦକର ।ମଧ୍ୟପ୍ରଦେଶର ମହୁଠାରେ ଶ୍ରୀ ଭୀମରାଓ ରାମଜୀ ଆମ୍ବେଦକର ଏକ ଦରିଦ୍ର ଦଳିତ ପରିବାରରେ ୧୪ ଏପ୍ରିଲ ୧୮୯୧ ମସିହାରେ ଜନ୍ମ ହୋଇଥିଲେ। ବାପା ମାଲୋଜୀ ମକପାଲ ସୈନ୍ୟବାହିନୀ […]
ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବ୍ରାହଣୀ ତରଙ୍ଗ ଥାନା ଭାଲୁପୁତ୍ର ଗାଁରେ ଘଟିଛି ଏହି ବିଭତ୍ସ ହତ୍ୟାକାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ୨୦୨୪ ଡିସେମ୍ବର ମାସରେ ଜେଲରୁ ବାହାରିଥିଲା । ନିଜ ପୁଅ ଗାଁ ଲୋକଙ୍କ ଭଲ ସଂପର୍କରେ ନଥିଲା କାନ୍ତି କୁମାର । ଆଜି ସକାଳୁ ସେ ଗାଁ ରାସ୍ତାରେ ଯାଉଥିବା ବେଳେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲା ପୁଅ । ବାପାକୁ ହତ୍ୟା କରିବା ପରେ ସାନପତରାପାଲି […]
କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୭ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବ । […]
ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ କୃଷ୍ଣପଲୀ ଗାଁରେ ବାଣ ତିଆରି କରୁଥିବା ବେଳେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି ।ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ଭିତରୁ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି | ଗତକାଲି ଅପରାହ୍ନରେ ବାଣ ଭିଡିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା
ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ତାସହ ଓଡ଼ିଆ ନବବର୍ଷ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ ହେଉଥିବାରୁ ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ ହେବ । ଜୟ ହନୁମାନ ଜ୍ଞାନ ଗୁନ ସାଗର ଶ୍କୋକରେ ଗୁଞ୍ଜରିତ ହେଉଛି ମନ୍ଦିର । ହନୁମାନ ଜୟନ୍ତୀ ପାଇଁ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେତେକ ସ୍ଥାନରେ ଭକ୍ତଙ୍କୁ ପଣା ଓ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଇଟାମାଟି ଗ୍ରାମ ପଞ୍ଚାୟତର ପଞ୍ଚାୟତ ସାହିର ସ୍ଵଚ୍ଛାସେବୀ ଅମିତା ପ୍ରଧାନ ସମ୍ବାଦ ଏବଂ ସମ୍ବାଦ ଡିଜିଟାଲ ତରଫରୁ ମହିଳାଙ୍କୁ ନେଇ ‘ସି ହିରୋଜ୍’ ସର୍ବେକ୍ଷଣରେ ଶ୍ରେଷ୍ଠ ସ୍ଵେଚ୍ଛାସେବୀ ହିସାବରେ ସମ୍ବାଦ ଗ୍ରୁପ୍ର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଠାରୁ ସମ୍ମାନିତ ହୋଇଛନ୍ତି । ଓଡ଼ିଶାର ୩୦ଗୋଟି ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁନେଇ ଏକ ସର୍ଭେକ୍ଷଣ ହୋଇଥିଲା । ସେଥିରେ ଆମ ଗୟାଗଡ଼ ଜିଲ୍ଲାରୁ ଅମିତା ପ୍ରଧାନ ମନୋନୀତହୋଇଥିଲେ […]
ରାୟଗଡ଼ା ୧୨.୦୪.୨୦୨୫ : ରାୟଗଡା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ଙ୍କ ଚୈତ୍ର ପର୍ବ ଉଜାପିତ ହେଇଯାଇଛି, ଗତ ୮ ତାରିଖ ଦିନ ଆରମ୍ଭ ହୋଇଥଲା, ପ୍ରଥମ ଦିନରୁ ସ୍ବତନ୍ତ୍ର ଭାବେ କଳସ ସ୍ଥାପନ ଅଖଣ୍ଡ ଦ୍ବୀପ ହୁମ ଯଜ୍ଞ ଅନୁଷ୍ଠିତ ହୋଇଛି, ମାଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି ଏହି ବେଶରେ ମା ଜଟୁକୁଛନ୍ତୀ ଏହି ଅପୂର୍ବ ବେଶକୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଛି। ରୀତିନୀତି ଅନୁସାରେ ପୂଜାପାଠ ହେଉଛି ୫ ଦୀନ ଧରି ସୁନାବେଶ […]
