ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ ହେଲେ । ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ନିଯୁକ୍ତ ହେଲେ । ୩ ବର୍ଷ ପାଇଁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।୨୦୨୪ ମସିହାରେ ମହିଳା କମିଶନ ଆୟୋଗକୁ ଭଙ୍ଗ କରିଥିଲେ ରାଜ୍ୟ ସରକାର । ଏହାପରଠାରୁ ପ୍ରାୟ ବର୍ଷେ ହେବ ଖାଲି ପଡିଥିଲା ମହିଳା କମିଶନ […]

ଓଡ଼ିଶା ରାଜ୍ୟ ଏଡିଇଓ ସଂଘ ଗଠିତ,ପ୍ରଭାତ ତିୱାରୀ ସଭାପତି, ସଂଗ୍ରାମ ସିଂହ ସମ୍ପାଦକ

ଭୁବନେଶ୍ବର, (ଓଡିଶା ଦର୍ପଣ):- ସମଗ୍ର ରାଜ୍ୟରେ ଥିବା ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ (ଏଡିଇଓ)ମାନଙ୍କୁ ନେଇ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ନୂତନ ଭାବେ ଓଡ଼ିଶା ରାଜ୍ୟ ଏଡିଇଓ ସଂଘ (ଓସା) ଗଠନ କରାଯାଇଛି । ଭୁବନେଶ୍ୱରସ୍ଥିତ ଅଶୋକ ନଗର ଠାରେ ଥିବା ହୋଟେଲ ଆର୍ଯ୍ୟ ପ୍ୟାଲେସ୍‌ର ସମ୍ମିଳନୀ କକ୍ଷରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସଭାପତି ଓ ସମ୍ପାଦକମାନଙ୍କୁ ନେଇ ନୂତନ ରାଜ୍ୟ ସଂଘର କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା । ସର୍ବସମ୍ମତି […]

ଲିଫ୍ଟ ଭିତରେ ଇଭେଣ୍ଟ ହୋଷ୍ଟ ଯୁବକଙ୍କୁ ମାଡ଼

ଲିଫ୍ଟ ଭିତରେ ଇଭେଣ୍ଟ ହୋଷ୍ଟଙ୍କୁ ପିଟି ପିଟି ଲହୁଲୁହାଣ କଲେ ଯୁବକ। ବିଧା ଗୋଇଠା ସହ ମରଣାନ୍ତକ ଆକ୍ରମଣ ପରେ ଘଟଣା ସ୍ଥଳରୁ ଫେରାର ହୋଇଛନ୍ତି ହୋଷ୍ଟ । ଘଟଣା ଘଟିଛି ନନ୍ଦନକାନନ ଥାନା ଅଧୀନସ୍ଥ ରଘୁନାଥପୁରରେ ଥିବା ରୟାଲ ଆର୍କେଡ ଲିଫ୍ଟ ଭିତରେ । ପୀଡ଼ିତଙ୍କ ନାମ ଯଯାତି ପାରେଖ ହୋଇଥିବା ବେଳେ ଅଭିଯୁକ୍ତର ନାମ ଅଶ୍ୱତ୍ ବୋଲି ଜଣାପଡ଼ିଛି।ଗତ ୩ ତାରିଖ ରାତି ପ୍ରାୟ ୧୨ଟା ବେଳେ ରୟାଲ ଆର୍କେଡର ଷଷ୍ଠ ମହାଲାରେ ଥିବା […]

ତୁଳସୀ ଗଣନାଟ୍ୟ ମାଲିକଙ୍କ ଠାରୁ ନେଇଥିବା ଅଗ୍ରୀମ ଟଙ୍କାକୁ ଫେରାଲେ ନରି ପଣ୍ଡା

ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁଙ୍କ ସହ ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କ ବିବାଦର ଏକ ପ୍ରକାର ସମାଧାନ ହୋଇଛି। ନରି ନେଇଥିବା ୧୦ ଲକ୍ଷ ଟଙ୍କାକୁ ବାଲିଚନ୍ଦ୍ରପୁର ଥାନା ଅଧିକାରୀଙ୍କ ଜରିଆରେ ଫେରାଇଛନ୍ତି। ତୁଳସୀ ଗଣନାଟ୍ୟରେ ଆଗାମୀ ଯାତ୍ରା ସିଜିନ୍‌ରେ କାମ କରିବା ପାଇଁ ଯାତ୍ରା କଳାକାର ନରି ପଣ୍ଡା ଅଗ୍ରୀମ ଟଙ୍କା ନେଇଥିଲେ । ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳଙ୍କ ଠାରୁ ନରି ପଣ୍ଡା ୧୦ […]

ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର

କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ ମାଗିଲେ ରାଜ୍ୟ ସରକାର। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ କରାଯାଇଛି ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ସଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।ଏହାକୁ ନେଇ ସବୁ ବିଭାଗରେ ଏବେ ଘଣ୍ଟାଚକଟା ଆରମ୍ଭ ହୋଇଯାଇଛି। ବିଭାଗରେ କେତେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେନେଇ […]

ରାଜ୍ୟରେ ବନ୍ଦ ହେବ ମହାପ୍ରୟାଣ, ଆରମ୍ଭ ହେବ ନୂଆ ଶବବାହନ ସେବା

ରାଜ୍ୟରେ ଏବେ କାର୍ଯ୍ୟକାରୀ ହେଉଥିବା ‘ମହାପ୍ରୟାଣ’ ଯୋଜନା ମାଗଣା ନୁହେଁ। କିଛି ଜିଲ୍ଲାରେ ଏହା ରେଡ୍‌କ୍ରସ ଦ୍ଵାରା ପରିଚାଳିତ ହେଉଥିବା ବେଳେ ଆଉ କିଛି ଜିଲ୍ଲାରେ ଏହା ଜିଲ୍ଲାପାଳଙ୍କ ଅଧୀନରେ ରହିଛି । ଏହା ବ୍ୟବସ୍ଥିତ ନ ଥିବାରୁ ମହାପ୍ରୟାଣକୁ ସଂପୂର୍ଣ୍ଣ ବନ୍ଦ କରାଯିବ, ନୂଆ ଶବ ବାହନ ବ୍ୟବସ୍ଥା କିଭଳି ଢଙ୍ଗରେ ପରିଚାଳିତ ହେବ ସେଥିପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଥିଲା । ନୂଆ ବ୍ୟବସ୍ଥାରେ ଶବ ପରିବହନ ପାଇଁ ଜିଲ୍ଲାମାନଙ୍କୁ […]

ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲା: ରିମାଣ୍ଡ ଆବେଦନ କଲା କ୍ରାଇମ୍‌ବାଞ୍ଚ

ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ ରବିବାର ବିଳମ୍ବିତ ରାତିରେ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ୱାଳ ଓ ଅଣଛାତ୍ର ଶୁଭ୍ରସମ୍ବିତ ନାୟକ୍ରଙ୍କୁ ଗିରଫ କରିଛି । ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏହି ୨ଜଣଙ୍କ ଗିରଫ ପରେ ଟିମ୍‌ ହାତରେ ଆହୁରି ଲମ୍ବା ତାଲିକା ଥିବା ଶୁଣିବାକୁ ମିଳୁଛି । ପୀଡ଼ିତାଙ୍କ ଆତ୍ମାହୁତି ପୂର୍ବର ଏକ ସିସିଟିଭି ଫୁଟେଜ ପଦାକୁ ଆସିଛି। ଆତ୍ମାହୁତି ପୂର୍ବରୁ ପୀଡ଼ିତା […]

ଦୁଇ ଶିଶୁଙ୍କୁ ଗୋଟିଏ ସିଲିଣ୍ଡରରୁ ଅକ୍ସିଜେନ୍ ଦେବା ଘଟଣା, ତଦନ୍ତ ପାଇଁ ନିର୍ଦ୍ଦେଶ

୨୦୨୨ ମସିହାରେ ଗୋଟିଏ ସିଲିଣ୍ଡରରୁ ତିନିଶିଶୁଙ୍କୁ ଅକ୍ସିଜେନ୍‌ ପ୍ରଦାନ ଘଟଣା ଏମ୍‌କେସିଜି ବଡ଼ଡାକ୍ତରଖାନାକୁ ଚର୍ଚ୍ଚାକୁ ଆଣିଥିଲା। ୩ ବର୍ଷ ପରେ ଆଜି ଗୋଟିଏ ଅକ୍ସିଜେନ୍‌ ସିଲିଣ୍ଡରରୁ ଦୁଇ ନବଜାତକଙ୍କୁ ଅକ୍ସିଜେନ୍‌ ଦିଆଯିବା ଘଟଣା ସାମ୍‌ନାକୁ ଆସିଛି। ତେବେ ଦକ୍ଷିଣାଞ୍ଚଳ ଆରଡିସି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କେଉଁ ପରିସ୍ଥିତିରେ ଏଭଳି ହେଲା, ତାହାର ତଦନ୍ତ ହେବ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆରଡିସି କହିଛନ୍ତି । ଏକ ବଡ଼ ଡାକ୍ତରଖାନା ହୋଇ ବି କେମିତି […]

ପୁଣି ଥରେ ଆଇଏମ୍‌ଡି ଡିଜି ହେଲେ ଡ. ମୃତ୍ୟୁଞ୍ଜୟ ମହାପାତ୍ର

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ ପୁଣି ଥରେ ନିଯୁକ୍ତି ପାଇଛନ୍ତି ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସାଇକ୍ଲୋନମ୍ୟାନ୍‌ ଭାବେ ପରିଚିତ ତଥା ଓଡ଼ିଆ ପୁଅ ଶ୍ରୀ ମହାପାତ୍ର ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବିରେ କାର୍ଯ୍ୟ କରୁଥିଲେ । ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । କେନ୍ଦ୍ର ପୃଥ୍ୱୀ ବିଜ୍ଞାନ […]

ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ସମ୍ଭାବନା

ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ହୋଇପାରେ । ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, […]

ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ନିର୍ମାଣ କରାଯିବ ସ୍କୁଲ । ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖା ଯାଇଛି । ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା […]

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ ତା: ୦୪.୦୮.୨୦୨୫ରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର,ଖଣ୍ଡିୟ ବନ ଅଧିକାରୀ ଶ୍ରୀ ସଚିନ ଅହ୍ନା ସାହେବ ଓହଲେ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, […]