ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ-୨୦୨୫ ପାଳନ ଅବସର ରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓଡ଼ିଶା ରକ୍ତଭଣ୍ଡାର ଠାରେ ଜିଲ୍ଲା ରେଡକ୍ରସ, ରେଡକ୍ରସ ଭଲ୍ୟୁଣ୍ଟିୟରର୍ସ ଫୋରମ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ଉଦ୍ୟମରେ ରକ୍ତ ଦାନ ଦିବସ ‘ଅଭିଯାନ ଏପ୍ରିଲ ୮ତାରିଖରେ ଅନୁଷ୍ଠିତ ହୋଇଛି। ଏହି ରକ୍ତଦାନ ଦିବସ ଅଭିଯାନରେ ଉପସ୍ଥିତ ରହିଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ସୁଶାନ୍ତ କୁମାର ଦାସ,ଏ ଡିଏମ ଡ଼ ଅଜୟ କୁମାର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ପ୍ରତିବାଦ କରି ଆଜି ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଜିଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି, ସୂଚନା ଅନୁଯାୟୀ ପବିତ୍ର ଶ୍ରୀକ୍ଷେତ୍ର ଧାମରେ କାର୍ଯ୍ୟରତ ସାମ୍ବାଦିକା ଲିନୁ ନାୟକଙ୍କୁ ମାଡ଼ ମାରିବା ଘଟଣା ନେଇ ସାରା ରାଜ୍ୟରେ ନିନ୍ଦା କରାଯାଉଥିବା ବେଳେ ସାମ୍ବାଦିକ ମାନେ ୩୬ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ଅନଶନରେ ବସି ଥିଲେ ହେଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ […]
ଆଇଏଏସ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ସେହିପରି ଅବସରପ୍ରାପ୍ତ ଆଇପିଏସ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳଙ୍କୁ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି ।
ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ କମିଶନରେଟ ଅଫ ପୋଲିସ ପକ୍ଷରୁ ଲେନ୍ ଡ୍ରାଇଭିଂକୁ ଗୁରୁତ୍ୱ। ରାସ୍ତାରେ ଲେନ୍ ମାଧ୍ୟମରେ ଗାଡି ଚଳାଇ ହେଲା ଟେଷ୍ଟିଙ୍ଗ। ଜୟଦେବ ବିହାର ଛକରେ ଟେଷ୍ଟିଙ୍ଗ କରାଯାଇଛି। ଏବେ ପ୍ରାଥମିକ ପର୍ଯ୍ୟାୟରେ ଏହା କେବଳ ପ୍ରତି ପ୍ରମୁଖ ଛକ ଓ ବସ୍ ଷ୍ଟପେଜ୍ ଭଳି ସ୍ଥାନରେ ଲାଗୁ ହେବ। ଏହି ସବୁ ସ୍ଥାନରେ କିଛିଦିନ ପାଇଁ ୧୫୦ ମିଟର ପର୍ଯ୍ୟନ୍ତ ପ୍ଲାଷ୍ଟିକ୍ କୋନ୍ ରଖାଯିବ। ଗାଡ଼ିଗୁଡ଼ିକ କୋନ୍ରେ ଦର୍ଶାଯାଇଥିବା ଲେନ୍ରେ ହିଁ […]
ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (UIDAI) ପରୀକ୍ଷଣ ପର୍ଯ୍ୟାୟରେ ନୂତନ ଆଧାର କାର୍ଡ ଆପ ଲଞ୍ଚ କରିଛି। ଯଦି ଏହି ପରୀକ୍ଷଣ ସଫଳ ହୁଏ, ତେବେ ଖୁବ୍ଶୀଘ୍ର ଆଉ ଆଧାର କାର୍ଡ କିମ୍ବା ଫିଜିକାଲ କାର୍ଡର ଫଟୋ କପି ଆବଶ୍ୟକ ପଡିବ ନାହିଁ। କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ବର୍ତ୍ତମାନ ଅନେକ ପଦକ୍ଷେପର ‘ଆଧାର’ ହୋଇଛି ଆଧାର। ସାର୍ବଜନୀନ ଡିଜିଟାଲ ଭିତ୍ତିଭୂମିର ମୂଳଭିତ୍ତି ସାଜିଛି। ଜୀବନକୁ କିଭଳି ଆହୁରି ସହଜ କରିହେବ, ତାହା ଉପରେ […]
ଦେଶର ବ୍ୟାଙ୍କିଙ୍ଗ ନିୟାମକ ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ଦେଶର କୋଟି କୋଟି ଲୋକଙ୍କୁ ଋଣ EMI ରେ ଆଶ୍ୱସ୍ତି ଦେଇଛି। ଆରବିଆଇର ଏମପିସି ଲଗାତାର ଦ୍ୱିତୀୟ ଥର ପାଇଁ ରେପୋ ହାରରେ ୦.୨୫ ପ୍ରତିଶତ ହ୍ରାସ କରିଛି। ଯାହା ପରେ ରେପୋ ହାର ୬.୨୫ ପ୍ରତିଶତରୁ ହ୍ରାସ ପାଇ ୬ ପ୍ରତିଶତ ହୋଇଛି। ରେପୋ ରେଟ୍ ହ୍ରାସ ପାଇବା ସିଧା ସଳଖ ପ୍ରଭାବ ଆପଣଙ୍କ ଲୋନ୍ ଉପରେ ପଡ଼ିବ । ହୋମ୍ ଲୋନ୍, […]
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ ସୂଚନା । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ । ଗ୍ରାଉଣ୍ଡରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହୋଇଥିବା ହିତାଧିକାରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଆଲୋଚନା କରିବା ପରେ ଏଭଳି ଘୋଷଣା କରିଛନ୍ତି ।ପ୍ରଭାତୀଙ୍କ ସୂଚନାନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ମିିଳିବ । ଆସନ୍ତା ୨୨ ଏବଂ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ […]
ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ। ପରବର୍ତ୍ତୀ ସମୟରେ ଗତିପଥ ବଦଳାଇ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବା ସମ୍ଭାବନା ରହିଛି। ଲଘୁଚାପ ଓଡ଼ିଶା ଉପକୂଳରୁ ବହୁତ ଦୂର ସମୁଦ୍ର ଭିତରେ କେନ୍ଦ୍ରୀଭୂତ ହେବାରୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡିବ ନାହିଁ।ଏପଟେ […]
ରାଜ୍ୟର ଔଷଧ ଦୋକାନରେ ରୋଗୀମାନଙ୍କୁ ଇଂଜେକସନ ଦିଆଯିବାକୁ ନେଇ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଏହା ନହେଲେ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସ୍ବାସ୍ଥ୍ୟ ବିଭାଗ ସବୁ ସିଡିଏମଓଙ୍କୁ ଚିଠି କରାଯାଇଛି ।ଚିଠିରେ କୁହାଯାଇଛି, ଅଣତାଲିମପ୍ରାପ୍ତ ଓ ନନ୍ ପ୍ରାକ୍ଟିସନରମାନେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ୁଥିବା ନେଇ ବିଭିନ୍ନ ଅଞ୍ଚଳରୁ ଅଭିଯୋଗ ଆସୁଛି । ଏହି କାରଣରୁ କିଛି ମାମଲାରେ […]
ଏପ୍ରିଲରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ମେ ଓ ଜୁନ୍ ମାସରେ ମଧ୍ୟ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଜୁଲାଇରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇପାରେ । ଜୁନ୍ ମାସରେ ଠିକ୍ ସମୟରେ ମୌସୁମୀ ଆସିବାର ସମ୍ଭାବନା ଅଛି । ତେଣୁ ଚାଷୀମାନେ ସେହି ଅନୁସାରେ ପ୍ରସ୍ତୁତ ହେବାକୁ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳନ କହିଛନ୍ତି । ବିଭିନ୍ନ ମଡେଲ୍କୁ ଅନୁଧ୍ୟାନ କରି ପ୍ରଫେସର ପଶୁପାଳକ କହିଛନ୍ତି ଯେ ଏଥର […]
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରପରିଷଦ ୩ ନମ୍ବର ୱାର୍ଡର ତ୍ରିଲୋଚନ ପାତ୍ରଙ୍କ ଘରେ ସାରଥୀ ବାବାଙ୍କ ପୂଜା ଚାଲିଥିବା ସମୟରେ ତନୁପୁର ଗାଁର ଲୋକେ ବିରୋଧ କରିଥିଲେ । ବିରୋଧ କରି ସାରଥି ଭକ୍ତଙ୍କ ଉପରକୁ କଲେ ଅଣ୍ଡା ମାଡ଼ । ଏସବୁ ସତ୍ତ୍ବେବି ଭଜନ କୀର୍ତ୍ତନ କରିନଥିଲେ ସାରଥି ଭକ୍ତ । ଫଳରେ ବାଧ୍ୟ ହୋଇ ଉତ୍ତେଜନା ବଢ଼ିବା ଦେଖି ପୋଲିସ ସାରଥି ଭକ୍ତଙ୍କୁ ବାହାର କରିଛି।ସୂଚନାଥାଉକି, ଆତ୍ମଘୋଷିତ ଧର୍ମଗୁରୁ ସନ୍ତୋଷ ରାଉଳ ଓରଫ୍ ସାରଥି […]
ରାୟଗଡ଼. ୮/୪() : ରାୟଗଡ଼ ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କ କଲ୍ୟାଣ ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ସାମ୍ବାଦିକ କଲ୍ୟାଣ କମିଟି ଆଜି ଗଠନ ହୋଇଛି । ସ୍ଥାନୀୟ ବରିଷ୍ଠ ନାଗରିକ କଲ୍ୟାଣ ସଂଘ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଏକ ଗୁୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାରେ ୨୦୦ରୁ ଉର୍ଦ୍ଧ ସାମ୍ବାଦିକ କାର୍ଯ୍ୟରତ ରହିଥିବା ବେଳେ ସେମାନଙ୍କ ବିଭିନ୍ନ ସମସ୍ୟା,ସୁରକ୍ଷା ଓ କଲ୍ୟାଣ ନିମନ୍ତେ ସର୍ବସମ୍ମତି କ୍ରମେ ଜିଲ୍ଲା ସାମ୍ବାଦିକ କଲ୍ୟାଣ କମିଟି ଗଠନ […]
