ଆବଶ୍ୟକତା ଦେଖି ପ୍ରସ୍ତାବ ଦିଅନ୍ତୁ: ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ସିଡ଼ିପିଓ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ। ଗ୍ରାଉଣ୍ଡରେ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟର ଅଭାବ ରହୁଛି। ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି ।  ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା ।ସମସ୍ୟା ଆଣିଲେ ତାର ସମାଧାନର ବାଟ […]

ପ୍ରେସ ୟୁନିୟନ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ବାଗତଜିଲ୍ଲା ର ଅଗ୍ରଗତି ରେ ପ୍ରେସ ୟୁନିୟନ ର ଭୁମିକା ରହିବ

ରାୟଗଡ଼ :– ରାୟଗଡ଼ ପ୍ରେସ ୟୁନିୟନ ତରଫରୁ ଜିଲ୍ଲାରେ ଜଏନ ହୋଇଥିବା ନୂତନ ଜିଲ୍ଲାପାଳ ଶ୍ରୀ ଆସୁତୋସ କୁଲକର୍ଣି ଙ୍କୁ ଆଜି ସ୍ବାଗତ ଜଣାଯାଇଥିଲା। ଏହି ଅବସରରେ ଜିଲ୍ଲାପାଳ ଙ୍କ ସହ ୟୁନିୟନ ସଭ୍ୟଙ୍କର ସୈଜନ୍ଯ ମୁଳକ ସାକ୍ଷାତରେ ଶ୍ରୀ କୁଲକର୍ଣି କହିଥିଲେ ଜିଲ୍ଲା ପାଇଁ ବହୁତ କିଛି କରିବାର ଅଛି ସେଥିପ୍ରତି ଗଣମାଧ୍ୟମ ଓ ଜିଲ୍ଲାବାସୀ ଙ୍କ ସହଯୋଗ ଏକାନ୍ତ କାମ୍ୟ ଅଟେ। ଜିଲ୍ଲା ର ବିକାଶ ନେଇ ଗଣମାଧ୍ୟମ ର ଭୂମିକା ବେଶ ଗୁରୁତ୍ଵପୂର୍ଣ୍ଣ […]

ସମ୍ପୂର୍ଣତା ପାଇଁ ପଦ୍ମପୁର ଓ ମୁନିଗୁଡା ବ୍ଲକକୁ ସମ୍ମାନିତ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ l

ରାୟଗଡ଼:-ତା. ୩୦/୦୭-ଆକାଂକ୍ଷା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ୱର ଲୋକସେବା ଭବନରେ ସମ୍ପୂର୍ଣ୍ଣତା ସମାରୋହ କାର୍ଯ୍ୟକ୍ରମରେ ଗତକାଲି ତା. ୨୯/୦୭/୨୫ରିଖରେ ରାୟଗଡ଼ ଜିଲ୍ଲାର ପଦ୍ମପୁର ଓ ମୁନିଗୁଡା ବ୍ଲକକୁ ସମ୍ମାନିତ କରିଛନ୍ତି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ l ଆକାଂକ୍ଷା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ୬ଟି ସୂଚକାଙ୍କ ମଧ୍ୟରୁ ପଦ୍ମପୁର ବ୍ଲକ ୫ଟି ସୂଚକାଙ୍କରେ ଯଥା ଗର୍ଭବତୀଙ୍କ ମହିଳାଙ୍କ ପଞ୍ଜିକରଣ, ମଧୁମେହ ସ୍କ୍ରିନଂ, ଉଚ୍ଚ ରକ୍ତଚାପ, ମୃତିକା ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ, […]

ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା

ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ଏନେଇ ଅଡ଼ିଶାର ଆଡ଼ଭୋକେଟ ଜେନେରାଲ (AG) ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ବାତିଲ ପରୀକ୍ଷାର ସ୍ଥାନରେ ୧୫ ଦିନ ଭିତରେ ଏକ ସାନି ପ୍ରିଲିମିନାରୀ ପରୀକ୍ଷା ଆୟୋଜନ କରାଯିବ ବୋଲି OSSSC ଘୋଷଣା କରିଛି। ତେବେ, ଏହି ପରୀକ୍ଷା ପାଇଁ ପ୍ରାର୍ଥୀଙ୍କୁ […]

ଏନଏସି ଉଚ୍ଚ ବିଦ୍ୟାଳୟର ପରିଚାଳନା ଓ ଉନ୍ନୟନ କମିଟି ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ):ଚଳିତ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ନୟାଗଡ଼ ଏନଏସି ହାଇସ୍କୁଲ ସଭା ଗୃହରେ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରଥମେ ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ ଅଭିଭାବକମାନଙ୍କୁ ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହିତ “ଆସ ସ୍କୁଲ ଯିବା” ଅଭିଯାନ,ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ନିରାପଦ ପରିବେଶ ସୃଷ୍ଟି, ବାଳିକା ମାନଙ୍କର ସୁରକ୍ଷା ଓ ନିରାପତ୍ତା ପାଇଁ ସଚେତନତା ଓ କର୍ମକ୍ଷେତ୍ରରେ […]

କୁମ୍ଭୀର ଆକ୍ରମଣକୁ ଦୃଷ୍ଟିରେ ରଖି ନଦୀପଠାରେ ଚିହ୍ନଟ ହେବ ବ୍ଲାକସ୍ପଟ୍

କୁମ୍ଭୀର ଆକ୍ରମଣକୁ ଦୃଷ୍ଟିରେ ରଖି ଜଙ୍ଗଲ ବିଭାଗର ମାଷ୍ଟର ପ୍ଲାନ । ଏଣିକି ନଦୀ ତଟରେ ଚିହ୍ନଟ ହେବ ବ୍ଲାକସ୍ପଟ୍ । ବ୍ୟାରିକେଡ କରାଯିବା ସହ ସାଇନବୋର୍ଡ ଲଗାଇବ ଜଙ୍ଗଲ ବିଭାଗ ।ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ନଦୀ ତଟରେ ବ୍ଲାକ୍ ସ୍ପଟ୍ ଚିହ୍ନଟ କରାଯିବା ସହ ବ୍ୟାରିକେଡ୍ କରାଯିବ । ଏହାସହ ସତର୍କତା ସାଇନ୍ ବୋର୍ଡ ଲାଗିବ । […]

ସରକାରୀ ଅଫିସରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା

ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।ସରକାରୀ ବୈଠକ, ସଭାସମିତିରେ ପ୍ଳାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ାକୁ ନାଁ। ପ୍ଲାଷ୍ଟିକ ଉପହାର, ପ୍ଲାଷ୍ଟିକ ଖାଦ୍ୟ ପୁଡିଆ, ପ୍ଲେଟ୍ ବ୍ୟବହାର ଉପରେ […]

ଓଟିଇଟି ପ୍ରସ୍ନପତ୍ର ଲିକ ବାଲେଶ୍ୱରରୁ କୋରାପୁଟ ପଯ୍ୟନ୍ତ ବ୍ୟାପିଛି-କ୍ରାଇମବ୍ରାଞ୍ଚ ଡିଜି

ଓଟିଇଟି ପ୍ରଶ୍ନପତ୍ର ମାମଲାରେ ୬ ଜଣ ଗିରଫ ହୋଇଛନ୍ତି । ଏନେଇ ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ।ଏକ ପ୍ରେସ୍‌ମିଟ୍‌ରେ କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇ କହିଛନ୍ତି ଯେ, ଏହି ଲିକ୍‌ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି।ଗତକାଲି ଏହି ମାମଲାରେ ରାୟଗଡା ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ଉଠାଇଥିଲା କ୍ରାଇମବ୍ରାଞ୍ଚI ତେବେ ରାୟଗଡ଼ା, […]

ବିନା ଅସ୍ତ୍ରୋପଚାରରେ ଶ୍ବାସ ନଳୀରୁ ବାହାରିଲା ଦେଢ ଇଞ୍ଚ ଲମ୍ବର ଏକ ଲୁହା କଣ୍ଟା

କଟକ ଶିଶୁଭବନରେ ବିନା ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ପଦ୍ଧତିରେ ଏକ ଶିଶୁର ଶ୍ବାସ ନଳୀରୁ ଦେଢ ଇଞ୍ଚ ଲମ୍ବ ଏକ ଲୁହା କଣ୍ଟା ବାହାର କରାଯାଇଛି। ଶିଶୁଟି ଏବେ ସୁସ୍ଥ ଥିବା ବେଳେ ଜୀବନ ପ୍ରତି କୌଣସି ବିପଦ ନ ଥିବା ଡାକ୍ତରୀ ଟିମ୍ ପକ୍ଷରୁ କୁହାଯାଇଛି ।ସୂଚନାଯୋଗ୍ୟ, ଯାଜପୁରଜିଲ୍ଲା କାଳିଆପାଣି ଥାନା ଗିରିଙ୍ଗାମାଳିର ଦୁର୍ଗା ପୂର୍ତ୍ତୀଙ୍କ ୬ ବର୍ଷର ପୁଅ ବିନୁ ଖେଳୁଥିବା ବେଳେ କଳଙ୍କି ଲଗା କଣ୍ଟାକୁ ଢୋକି ଦେବାରୁ ତାହା ଶ୍ବାସନଳୀରେ ଅଟକି ଯାଇଥିଲା […]

ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ ସରିଛି : ଏସ୍‌ପି

ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଛି। ଦିଲ୍ଲୀରୁ ଟିମ୍‌ ଫେରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ କଥା ପ୍ରକାଶ କରିପାରନ୍ତି। ଏହା ମଧ୍ୟ ସୂଚନା ମିଳିଛି କି ୩ ଦୃର୍ବୁତ୍ତ ନିଆଁ ଲଗାଇଥିବା କଥା ପୀଡିତା ଜଣଙ୍କ ପ୍ରତ୍ୟକ୍ଷଦର୍ଶୀଙ୍କୁ କହିନଥିଲେ। ସେ କେବଳ ମୋତେ ବଞ୍ଚାଇଦିଅ,ପାଣି ଦିଅ ବୋଲି କହିଥଇଲେ। ତେବେ ପୀଡିତାଙ୍କ ବୟାନ ଆଧାରରେ କାଯ୍ୟାନଷ୍ଠାନ ହେବ କହିଲେ ପୁରୀ ଏସପି ପିନାକ […]

ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ଅଶୋକ ପଣ୍ଡାଙ୍କ ଘରେ ରେଡ୍ । ଗତକାଲି ରାଜକିଶୋରଙ୍କ ଘରେ ଭିଜିଲାନ୍ସ ରେଡ୍ ଦେଖି ଭୟରେ ଟଙ୍କା ଭର୍ତ୍ତି ବ୍ୟାଗ୍ ଝରକା ପଟେ ବାହାରକୁ ଫୋପାଡି ଦେଇଥିଲେ ଅଶୋକ । ଆଜି ରେଡ୍ କରି ସେହି ଟଙ୍କା ଭର୍ତ୍ତି ବ୍ୟାଗକୁ ଜବତ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ। କସ୍‌ମୋପଲିସର ଗୋଟିଏ ଫ୍ଲାଟରେ ଚାଲିଛି ଚଢ଼ାଉ। ଭିଜିଲାନ୍ସର […]

ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି.କେ. ସିଂ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।ଯାଜପୁର, କେନ୍ଦ୍ରାପଡା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ । ବାଲେଶ୍ୱର , ମୟୁରଭଞ୍ଜ କେଉଁଝରର ବନ୍ୟା ପ୍ରଭାବିତ ଅଞ୍ଚଳ ମଧ୍ୟ ବୁଲି ଦେଖିଛନ୍ତି ।