ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ।ରାଜ୍ୟ ରାଜପଥ ନିର୍ମାଣ ପାଇଁ ଆବଶ୍ୟକ ପଦକ୍ଷେପ ଯଥା ଜମି ଅଧିଗ୍ରହଣ, ପୁନର୍ବାସ, ପରିବେଶ ମଞ୍ଜୁରି, ଜଙ୍ଗଲ ମଞ୍ଜୁରି ଆଦି ପାଇଁ ଏହି ସଂସ୍ଥା କାର୍ଯ୍ୟ କରିବ । ରାସ୍ତା ନିର୍ମାଣ ବେଳେ ସହର ମଧ୍ୟରେ ଟ୍ରାଫିକ […]
ଦେବଗଡ଼ ସହରରେ ହତ୍ୟାକାଣ୍ଡ । ସାନ ଯାର ମାଡ଼ରେ ବଡ଼ ଯା’ର ହୋଇଛି ମୃତ୍ୟୁ । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଘଟଣାର ସୂଚନା ପାଇ ଘଟଣାସ୍ଥଳରେ ପୋଳିସ ପହଞ୍ଚି ଛାନଭିନ୍ ଚଳାଇଛି । ଅଭିଯୁକ୍ତ ସାନ ଯାଆଙ୍କୁ ପୋଲିସ ଅଟକ ରଖିଛି । ଅଘଟଣ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ଖବର ଅନୁଯାୟୀ, ସାମାନ୍ୟ ଜାଳେଣୀ […]
ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ। ଠିକାଦାରଙ୍କ ଠାରୁ ବିଲ୍ କ୍ଲିୟର କରାଇଦେବାକୁ ନେଉଥିବା ସମୟରେ ବୁଧବାର ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନରେଶ ଦାସଙ୍କୁ ଧରିଛି ଭିଜିଲାନ୍ସ। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ ପ୍ରାୟ ୭ ଲକ୍ଷ ମୂଲ୍ୟର ବାକି ଥିବା ବିଲ୍ କରାଇବା ପାଇଁ ଭୁବନେଶ୍ୱରର ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ଲାଞ୍ଚ ଦାବି ଏବଂ ଗ୍ରହଣ କରିଥିଲେ। ଏକ ଅଭିଯୋଗ ଉପରେ […]
ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ବିଲ୍ ଆଗତ ହେବା ପରେ ଆରମ୍ଭ ହୋଇଥିଲା ଆଲୋଚନା । ଗୃହରେ ସାଢେ ୧୨ ଘଣ୍ଟା ଆଲୋଚନା ହୋଇଥିଲା ।ବିରୋଧୀ ଦଳ ବିଧାୟକ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରୁଥିବା ବେଳେ ଶାସକ ଦଳର ବିଧାୟକ ପାରିତ ହେବା ନେଇ ଯୁକ୍ତି ବାଢିଥିଲେ । ମୂଳ […]
ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ।ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ। ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି। ପାରିତ ହୋଇଛି ଦୁଇ ଦୁଇଟି ବିଲ୍। ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ -୨୦୨୪ ଓ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ-୨୦୨୫ ବିଲ ପାରିତ ହୋଇଛି।ରୋଚକ ଥିଲା ଏହି ଅଧିବେଶନ। ଗୃହରେ ଜୋରଦାର ପ୍ରତିବାଦ ପାଇଁ ଗୃହରୁ ନିଲମ୍ବନ ହୋଇଥିଲେ ସମସ୍ତ […]
ପୁଣି ବାରବାଟୀରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ମ୍ୟାଚ୍। ଆଉ କିଛି ଦିନ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଦେଖିବାକୁ ମିଳିବ ଟି-୨୦ ମ୍ୟାଚ୍। ପୂର୍ବରୁ ଏନେଇ ଆଶଙ୍କା ରହିଥିବା ବେଳେ, ଏବେ କିନ୍ତୁ ଏହା ସ୍ପଷ୍ଟ ହୋଇଛି। ଟି-୨୦ ମ୍ୟାଚ୍ ହେବା ନେଇ ଖବର ମିଳିବା ପରେ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ତେବେ ଇଂଲଣ୍ଡ ସହ ମ୍ୟାଚ୍ ବେଳେ ଫ୍ଲଡ୍ ଲାଇଟ୍ ଲିଭିବା ଘଟଣାର ଯେମିତି ପୁନରାବୃତ୍ତି ନହୁଏ, ସେନେଇ ଓସିଏ ଯତ୍ନବାନ […]
ନୂଆଗାଁ: ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି।ସୂଚନା ଅନୁଯାୟୀ ନୂଆଗାଁ ଗ୍ରାମପଞ୍ଚାୟତ ଖାଲମଡା ଗ୍ରାମରେ ଥିବା ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ ଙ୍କ ତତ୍ବାବଧାନରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି।ଏହି ଉତ୍ସବ ପାଇଁ ବିଦ୍ୟାଳୟକୁ ସୁସଜ୍ଜିତ କରଯାଇଥିଲା। ନାମ ଲେଖାଇବାକୁ ଆସିଥିବା ପିଲାମାନଙ୍କୁ ତିଳକ ଲଗାଇ ଫୁଲ ପକାଇ ସ୍ବାଗତ […]
ରାଜ୍ୟରେ ଏବେ ଚାଲିଛି ରଙ୍ଗ ବୋଳା ରାଜନୀତି। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏପରି କିଛି କାର୍ଯ୍ୟ କରୁଛି ଯାହାକ ବିରୋଧୀ କଟାକ୍ଷ କରି ଏପରି କହୁଛନ୍ତି। ହେଲେ ସାଧାରଣରେ ଏବେ ଚର୍ଚ୍ଚା ହେଉଛି କି, ଏବେ ବିଜୁ ବାବୁଙ୍କ ପାଳି ପଡିଛି।ସେଥିପାଇଁ ରାତାରାତି ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିର ରଙ୍ଗ ଘନ ସବୁଜରୁ ତମ୍ବା ରଙ୍ଗର ହୋଇଯାଇଛି, ଯାହାକି ଗେରୁଆ ପରି ଦିଶୁଛି ବୋଲି ଅଭିଯୋଗ ଆସିଛି। ଯାହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି।କଟକରେ […]
ରାୟଗଡ:-ଓଡିଆ ପକ୍ଷ ପାଳନ ଅବସରରେ ଆଜତା.୦୨.୦୪.୨୦୨୫ ରିଖ ବୁଧବାର କୁ ଖଡିଛୁଆଁ ଦିବସ ପାଳନ ନିମନ୍ତେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପତ୍ର ସଂଖ୍ୟା. ୨୦୬୧, ତା ୨୮.୦୩.୨୦୨୫ ରିଖ ନିର୍ଦେଶନାମାନୁଯାୟୀ ରାୟଗଡ଼ ଜିଲ୍ଲାର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ରାୟଗଡ଼ ଠାରେ ଜିଲ୍ଲାପାଳ, ରାୟଗଡ଼,ଶ୍ରୀମତୀ ପାରୁଲ ପାଟାୱାରୀ ମୁଖ୍ୟ ଅତିଥି ଭlବରେ ଯୋଗଦାନ କରି ଶୁଭାରମ୍ଭ କରିଥିଲେ l ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ର […]
କେନ୍ଦ୍ର ସରକାର ଲୋକସଭାରେ ଉପସ୍ଥାପନ କରିଛନ୍ତି ଓ୍ବାକଫ୍ ସଂଶୋଧନ ବିଲ୍ । ବିରୋଧୀ ଓ ବିଭିନ୍ନ ମୁସଲିନ ସଂଗଠନ ବିଲକୁ ଜୋରଦାର ବିରୋଧ କରୁଛନ୍ତି । ଏହାରି ମଧ୍ୟରେ ରାଜ୍ୟସଭାରେ ଏହି ବିଲକୁ ବିଜେଡି ବିରୋଧ କରିବ ବୋଲି ଜଣାପଡିଛି। ଦଳର ରାଜ୍ୟ ସଭା ଏମପି ତଥା ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର ଏହି ସୂଚନା ଦେଇ କହିଛନ୍ତି ଯେ, ଏହି ବିଲରେ ଅନେକ ଗୁରୁତର ସମସ୍ୟା ରହିଛି, ଯାହା ଓ୍ବକଫ ସମ୍ପତ୍ତିର ପରିଚାଳନା ଓ ସଂଖ୍ୟାଲଘୁ […]
ପୋଲିସ ଅଫିସର ପରିଚୟ ଦେଇ ଚାକିରି ଆଶାୟୀଙ୍କୁ ଠକେଇ । ଏଭଳି ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ଜଣେ ନକଲି ପୋଲିସ ଅଫିସରଙ୍କୁ ଗିରଫ କରିଛି ।ନିଜକୁ କଟକ ଜିଲ୍ଲା ଗ୍ରାମାଞ୍ଚଳ ପୋଲିସର ଜଣେ ଇନ୍ସପେକ୍ଟରର ପରିଚୟ ଦେଇ ହୋମଗାର୍ଡ ଚାକିରି ପାଇଁ ଆଶାୟୀ ଯୁବକଙ୍କ ଠାରୁ ଦେଢ଼ ଲକ୍ଷ ଟଙ୍କା ତ ଶିକାର ହେବା ନେଇ ଜାଣିବା ପରେ ଥାନାରେ ଏତଲା ଦେଇଥିଲେ ଯୁବକ ।ଚାକିରି ଆଶାୟୀଙ୍କ ଭିତରେ ବିଶ୍ବାସ ଜନ୍ମାଇବା ପାଇଁ ଗୁଣ୍ଡିଚା ପୋଲିସ […]
ଝାଡୁ ମରାକୁ ନେଇ ଛାତ୍ରଙ୍କୁ ଆକ୍ରମଣ । ଅଷ୍ଟମ ଓ ନବମ ଶ୍ରେଣୀ ଛାତ୍ରଙ୍କୁ ଆକ୍ରମଣ କଲେ ଦଶମ ଶ୍ରେଣୀ ଛାତ୍ର । ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଜାମୁଡିହା ପଂଚାୟତର ବଣଭୂଇଁ ଆଶ୍ରମ ସ୍କୁଲରୁ ଅଭିଯୋଗ ହୋଇଛି । ବଣଭୂଇଁ ଆଶ୍ରମ ସ୍କୁଲରେ ଏହି ଘଟଣା ଘଟିଛି। ଯେଉଁଠାରେ ପାଖାପାଖି ୨୦ରୁ ଅଧିକ ନବମ ଶ୍ରେଣୀ ପିଲାଙ୍କୁ ଠେଙ୍ଗାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।ନବମ ପିଲାଙ୍କୁ ଦଶମ ଶ୍ରେଣୀ ପିଲା ସ୍କୁଲରେ ରାଗିଂ କରିବା ସହ […]
