ପ୍ରେମିକକୁ ଅପହରଣ କରି ପ୍ରେମିକା ଗିରଫ,ମାଗୁଥିଲା ୧୦ ଲକ୍ଷ

ପ୍ରେମିକକୁ ଅପହରଣ ଅଭିଯୋଗରେ ପ୍ରେମିକାକୁ ଗିରଫ କରିଛି ପୋଲିସ । ଅପହରଣରେ ଲିପ୍ତ ପ୍ରେମିକା ସହିତ ଆଉ ୩ ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।ଏଥିସହ ଅପହୃତ ଯୁବକଙ୍କୁ ଭରତପୁର ଅଞ୍ଚଳର ଏକ ହୋଟେଲ୍‌ରୁ ଉଦ୍ଧାର କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ଠାରୁ ୨ ଟି କାର ଓ ୪ଟି ମୋବାଇଲ ଜବତ କରିଛି ପୋଲିସ ।ପ୍ରେମିକାଙ୍କ ଘର ଝାଡ଼ଖଣ୍ଡ ହୋଇଥିବାବେଳେ ଲିଭଇନ୍‌ରେ ରହୁଥିଲେ। ତେବେ ପ୍ରେମିକଙ୍କ ଉପରେ ପ୍ରତିଶୋଧ ନେବାକୁ ଯାଇ ଝାରପଡ଼ାରୁ […]

ଯୁଦ୍ଧ ବିରତି ପାଇଁ ମାଓ ସଂଗଠନର ଆହ୍ବାନ ।

ହଠାତ୍ ବଦଳିଗଲା ମାଓବାଦୀଙ୍କ ସ୍ୱର । ଯେଉଁମାନେ ସରକାରଙ୍କ ବିରୋଧରେ ସଂଗ୍ରାମ ଆରମ୍ଭ କରିଥିଲେ, ସେମାନେ ଏବେ ଶାନ୍ତି ଆଲୋଚନା ପାଇଁ ଚିଠି ଲେଖିଛନ୍ତି । ଯୁଦ୍ଧ ବିରତି କରି ଶାନ୍ତି ବାର୍ତ୍ତ ଲାଗି ଆହ୍ୱାନ । ୨୪ ତାରିଖରେ ହାଇଦ୍ରାବାଦରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅପରେଶନ କଗାର ଯୋଗୁ ଆଦିବାସୀଙ୍କ ବ୍ୟାପକ କ୍ଷୟକ୍ଷତି ଘଟୁଛି । ଅପରେଶନ କଗାର ମାଧ୍ୟମରେ ନରସଂହାର ବନ୍ଦ କରିବାକୁ ଦାବି ହୋଇଛି । ୪୦୦ରୁ ଉର୍ଦ୍ଧ୍ବ ସଂଗ୍ରାମୀ […]

ଚାଷରେ ଅଧିକ କୀଟନାଶକ ବ୍ୟବହାର ବଢ଼ାଉଛି କ୍ୟାନସର ରୋଗୀଙ୍କ ସଂଖ୍ୟା : ଆଇନ ମନ୍ତ୍ରୀ

ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍‌‌ ରୋଗୀଙ୍କ ସଂଖ୍ୟା ବଢୁଛି । ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି । ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି । ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ […]

ଏଣିକି ମାଗଣା ଚାଉଳ ସାଙ୍ଗକୁ ମାଗଣା ଗହବ ପାଇବେ ରାସନ ହିତାଧିକାରୀ ।

ଏଣିକି ମାଗଣା ଚାଉଳ ସାଙ୍ଗକୁ ମାଗଣା ଗହବ ପାଇବେ ରାସନ ହିତାଧିକାରୀ । ନୂଆ ସରକାର ଆସିବା ଦିନଠୁ ଏହା ଶୁଣିବାକୁ ମିଳୁଛି । ହେଲେ କେବେ ମିଳିବ, ତାହା ଏବେ ପ୍ରଶ୍ନବାଚୀ । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଚାଉଳ ସହ ଗହମ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲୁ, ତାକୁ ମଞ୍ଜୁରୀ ମିଳିଛି । ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ […]

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଘିବ୍‌ଲି ଅବତାର

ମୋହନ ମାଝିଙ୍କ ଘିବ୍‌ଲି ଅବତାର ଦେଖିବାକୁ ମିଳିଛି । ଘିବ୍‌ଲି ଟ୍ରେଣ୍ଡରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ । ଏ ନେଇ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି । ପୋଷ୍ଟ କରି ମୂଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର କେବଳ ମଧୁବାବୁଙ୍କ ଜନ୍ମମାଟି ନୁହେଁ, ଏହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ ସ୍ଥଳ। ଆଧୁନିକ ଭାରତରେ ଓଡ଼ିଆ ଭାଷାର ଉତ୍‍ଥାନ ତଥା ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପୁରୋଧାଙ୍କ […]

ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ସହିତ ଶିଶୁ ବାଟିକା କକ୍ଷର ଶୁଭାରମ୍ଭ

         ନୟାଗଡ଼,(ଓଡ଼ିଶା ଦର୍ପଣ): ପିଲାଙ୍କୁ ଗୁଣାତ୍ମକ ଓ ସର୍ବୋତ୍ତମ ଶିକ୍ଷାଦାନ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହାକୁ ବାସ୍ତବ ରୂପ ଦେବା ପାଇଁ ନୂଆ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ସହ ନୂଆ କରି ପାଠ ଆରମ୍ଭ କରୁଥିବା ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ ସମଗ୍ର ରାଜ୍ୟରେ ଆଜି ଅନୁଷ୍ଠିତ ହୋଇଛି। ଏହା ସହିତ ନୂତନ ଶିକ୍ଷାନୀତି ଅନୁଯାଇ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରେ ଆଜିଠାରୁ ଶିଶୁ ବାଟିକା ଶ୍ରେଣୀର […]

ସମ୍ବଲପୁରୀ ଭାଷାକୁ ମିଳୁ ଦ୍ଵିତୀୟ ରାଜ୍ୟଭାଷାର ମାନ୍ୟତା-ପ୍ରସନ୍ନ ଆଚାର୍ଯ୍ୟ

କୋଶଳୀ ଭାଷାକୁ ମିଳୁ ରାଜ୍ୟ ଭାଷାର ସ୍ଵୀକୃତି ଏନେଇ ଗୃହରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । କୋଶଲିକୁ ରାଜ୍ୟ ଭାଷା ଭାବରେ ମାନ୍ୟତା ଦେବା ଏବଂ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଏହାକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି।ଓଡ଼ିଶା କହିଲେ ସମଗ୍ର ଅଞ୍ଚଳ । ଭାଷା ଓ ଭୂଷଣକୁ ଛାଡି ଜାତି ବଞ୍ଚି ପାରିବନି । ଓଡ଼ିଶାର ୧୧ ଜିଲ୍ଲାର ଦେଢ଼ କୋଟି ଲୋକ ସମ୍ବଲପୁରୀ, କୋଶଳୀ […]

ପ୍ରତି ପଞ୍ଚାୟତରେ ଖୋଲିବ ପୋଷଣ କେନ୍ଦ୍ର । ସବସିଡିରେ ଗହମ, ଡାଲି, ଚିନି, ଚାଉଳ ଆଦି ମିଳିବ ।

ପ୍ରତି ପଞ୍ଚାୟତରେ ଖୋଲିବ ପୋଷଣ କେନ୍ଦ୍ର । ଗୃହରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ସେ କହିଛନ୍ତି ଯେ, ୩ ମାସ ମଧ୍ୟରେ ଆରମ୍ଭ ହେବ କାର୍ଯ୍ୟ । ସବସିଡିରେ ଗହମ, ଡାଲି, ଚିନି, ଚାଉଳ ଆଦି ମିଳିବ । ଗୁଜୁରାଟ ଏବଂ ଦିଲ୍ଲୀ ମଡେଲରେ ଓଡିଶାରେ ହେବ ପୋଷଣ କେନ୍ଦ୍ର । ଏନେଇ କୌଣସି ବିଧିବଦ୍ଧ ଘୋଷଣା ହୋଇନଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଚାଲିଥିବା କଥା ପୂର୍ବରୁ କହିଥିଲେ ଯୋଗାଣ ମନ୍ତ୍ରୀ […]

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଜୀବନ ନେଇଗଲା ସ୍ୱାମୀ

ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ବିଭତ୍ସ ହତ୍ୟା ଘଟଣା । ସାମାନ୍ୟ ବିବାଦରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଜୀବନ ନେଇଗଲେ ସ୍ୱାମୀ । ଦେଓଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ସୂଚନା ମୁତାବକ, ବିଳମ୍ୱିତ ରାତିରେ ଖାଇସାରି ସ୍ତ୍ରୀ ଶୋଇବାକୁ ଯାଇଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ସ୍ଵାମୀ ସ୍ତ୍ରୀକୁ ଖାଇବାକୁ ମାଗିଥିଲା। ମାତ୍ର ସ୍ତ୍ରୀ ଖାଇବାକୁ ନ ଦେବାରୁ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀକୁ ଏକ ଟାଙ୍ଗିଆରେ […]

ଲକ୍ଷେ ଛୁଇଁବ ସୁନା ଦର । ହୁ ହୁ ହୋଇ ବଢ଼ି ଚାଲିଛି ସୁନାଦର ।

ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର ଅଧିକ ରହିଛି। ସୋମବାର ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୬୫୦ ଟଙ୍କା ଏବଂ ୨୪ କ୍ୟାରେଟ୍ ପିଛା ୭୦୦ରୁ ଅଧିକ ଟଙ୍କା ବଢ଼ିଛି । ଆଗକୁ ବିବାହ ଋତୁ ଥିବାରୁ ଗ୍ରାହକଙ୍କ ମୁଣ୍ଡରେ ଚଡ଼କ […]

ଶ୍ରୀମନ୍ଦିର ପାଇଁ ଆଜିଠୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ଚୟନ ପ୍ରକ୍ରିୟା ଆରମ୍ଭ

ପୁରୀ ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ଚୟନ ପ୍ରକ୍ରିୟା ଆରମ୍ଭ। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ । ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଗୃହ ବିଭାଗ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ ଜଣେ ଆଇଜି, ଡିଆଇଜି ଓ ପୁରୀ ଏସପି ସଦସ୍ୟ ରହିଛନ୍ତି । ଆଜି ଠାରୁ ୯ ତାରିଖ […]

ରାଉରକେଲାରେ ସେକ୍ସ ରାକେଟ ଠାବ,  ୫ ଜଣ ଦେହଜୀବୀଙ୍କୁ ଉଦ୍ଧାର

ମଙ୍ଗଳବାର ରାଉରକେଲା ଜଗଦା ଅଞ୍ଚଳରେ ଏକ ସେକ୍ସ ରାକେଟ ଠାବ ହୋଇଛି । ଗ୍ରାହକ ସାଜି ସେକ୍ସ ରାକେଟ ଉପରେ ଚଢ଼ାଉ କରିଥିଲା ପୋଲିସ । ରାଉରକେଲାରେ ଖୋଲାଖୋଲି ଭାବେ ନିଜ ଘରେ ଚାଲେଇଥିଲେ ସେକ୍ସ ରାକେଟ ।ରାଣୀ ମହୁମାଛି ସହ ଜଣେ ଘର ମାଲିକ ଏବଂ ଜଣେ ଦଲାଲ ସହ ୫ ଜଣଙ୍କୁ ଅଟକ ରଖିଛି ପୋଲିସ। ରାଉରକେଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ଏକ ଘରେ ଚାଲିଥିଲା ଏହି ସେକ୍ସ ରାକେଟ । […]