ଶ୍ରୀ ମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୃହରେ ଆଇନ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଛନ୍ତି । ଏହାର ଉତ୍ତରରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି ଯେ, ‘ବର୍ତ୍ତମାନ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇନାହିଁ । ଧାଡି ଦର୍ଶନ ବ୍ୟବସ୍ଥା ନିମନ୍ତେ ତିଆରି କରାଯାଇଥିବା କାଠର ରାମ ଏବଂ ବାରିକେଡ ସଂସ୍ଥାପନ କରିବା ପାଇଁ ନାଟମଣ୍ଡପରେ ଥିବା ହୁଣ୍ଡିର ସ୍ଥାନାନ୍ତରର ଆବଶ୍ୟକତା ଅଛି । ହୁଣ୍ଡି ସ୍ଥାନାନ୍ତର ନିମନ୍ତେ ଶ୍ରୀମନ୍ଦିର […]
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ବର୍ତ୍ତମାନ ଶେଷ ହୋଇଛି । ବୈଠକ ପରେ କଣ ନିଷ୍ପତ୍ତି ହେଲା ସେନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଘୋଷଣା କରିଛନ୍ତି ।ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ କରାଯିବ। ପୁରୁଣା ଆଇନରେ ସଂଶୋଧନ କରାଯାଇ କଠୋର ଦଣ୍ଡ ବ୍ୟବସ୍ଥା ହେବ। ଡଃ ପାଢ଼ୀ କହିଛନ୍ତି, ଏ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି ଏବଂ […]
ବିଧାନସଭାରୁ ସମସ୍ତ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗରେ ଆଜି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସର ଏକ ଟିମ୍ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତାମାନେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଅଭିଯୋଗ କରିଛନ୍ତି । ରାଜ୍ୟପାଳ କହିଛନ୍ତି ଅନୁଧ୍ୟାନ କରିବେ। ଆମର ବିଶ୍ବାସ ସେ ନ୍ୟାୟ ଦେବେ ବୋଲି ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା ଏବଂ ଲଢେଇ ଜାରି ରହିବ ବୋଲି ରାଜ୍ୟ ପିସିସି ସଭାପତି ଭକ୍ତ […]
ସୁଭଦ୍ରା ଯୋଜନା ନେଇ ଆଜି ଆଉ ଏକ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା ।ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ମୋଟ୍ କୋଟିଏ ୬୫ ହଜାର ୮୭୭ ହିତାଧିକାରୀଙ୍କୁ ପ୍ରଥମ କିସ୍ତିରେ ୫୦୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ପାଇଛନ୍ତି । ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର […]
ବିଧାନସଭାରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବିବୃତି । ପୂର୍ବ ସରକାରରେ ମଦ ପିଇ ପ୍ରାଣ ହରାଇଥିଲେ ୫୨ ଜଣ । ଏହାବ୍ୟତୀତ ୨୦୨୪ରୁ ଏବେ ଯାଏଁ ମଦରୁ ରାଜସ୍ୱ ଆଦାୟର ପରିମାଣ ହେଉଛି ୭୭୫୬. ୧୪ କୋଟି ଟଙ୍କା ।ସେହିପରି ୨୦୨୪ ରୁ ଅଦ୍ୟାବଧି ମଦରୁ ରାଜସ୍ୱ ଆଦାୟର ପରିମାଣ ହେଉଛି ୭୭୫୬.୧୪ କୋଟି ଟଙ୍କା । ୨୦୧୪ ରେ ମଦରୁ ୨୦୩୮.୭୯ କୋଟି ଟଙ୍କାର ରାଜସ୍ୱ ଆଦାୟ ହୋଇଛି । ଠିକ୍ ସେହିପରି ରାଜ୍ୟରେ […]
ପୋଲିସ ବାବୁଙ୍କ ନାଁରେ ଲଭ୍-ସେକ୍ସ-ଧୋକା ଅଭିଯୋଗ । ଏସ୍ଆଇ ବିଜୟ ସାହୁଙ୍କୁ ଗିରଫ କଲା ପୋଲିସ । ଜଣେ ଯୁବତୀଙ୍କୁ ପ୍ରେମ କରିବା ପରେ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ ପୁଲିସ ଏସଆଇ ।ସୂଚନା ଅନୁସାରେ ୨୦୧୭ ମସିହାରେ ଯୁବତୀ ଜଣଙ୍କ ବାଲିଆପାଳ ଶାରୀରିକ ବିଦ୍ୟାଳୟରେ ପଢୁଥିବା ବେଳେ ତଳପଦା ଗାଁର ବିଜୟ ସାହୁଙ୍କୁ ମନ୍ଦିରରେ ବିବାହ କରିଥିଲେ । ପରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ବିଜୟ । ଆଉ ଚାକିରି […]
ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, ୨୦୨୪-୨୫ ବର୍ଷରେ ୨୮୬୯ ଟି ମାମଲା ପେଣ୍ଡିଂ ରହିଛି ।ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗୀରରେ ସର୍ବାଧିକ ୩୭୨୯ ଅସହାୟ ଓ ସ୍ବାମୀ ପରିତ୍ୟକ୍ତା ମହିଳା ଅଛନ୍ତି । ସେମାନଙ୍କ ବିକାଶ ପାଇଁ ଧନ୍ଦାମୂଳକ ତାଲିମ ଦିଆଯାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି , କିଙ୍ଗ୍ ସ୍ନେକ୍ ଓ କଇଁଛ ଜବତ କରିଛି କଷ୍ଟମ ବିଭାଗ । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍ରୁ ଚେନ୍ନାଇ ଭାୟା ଭୁବନେଶ୍ୱର ଦେଇ ହେଉଥିଲା ଚାଲାଣ । ଚେନ୍ନାଇର ଜଣେ ଯୁବକଙ୍କୁ ଅଟକ ରଖି କଷ୍ଟମ ବିଭାଗର ପଚରାଉଚରା ଜାରି ରହିଛି । ସିଟି ଫରେଷ୍ଟର ଟିମ୍ ଜରିଆରେ […]
ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ଭାଜପାର ସାଙ୍ଗଠନିକ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ ।ସବୁଠୁ ବଡ଼ କଥା ହେଲା, ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ଭାଜପା ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି। ଏପ୍ରିଲ ୧୪ ତାରିଖରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା […]
ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ବିଭିନ୍ନ ମଡେଲ୍ର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଚୀନ ସାଗରରେ ଥିବା ଲଘୁଚାପର ଅଂଶ ବଙ୍ଗୋପସାଗରକୁ ପଶିବ ଆସନ୍ତା ସପ୍ତାହରେ । ଏହା ପ୍ରଭାବରେ ଏପ୍ରିଲ ୩ରୁ ୫ ତାରିଖ ଭିତରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । […]
ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।ଖବର ଅନୁଯାୟୀ, ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆର୍ଜି ଓ ସିଆର୍ପିଏଫ୍ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍ ଆରମ୍ଙ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ […]
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ୨୦୦୦ ବ୍ୟାଚ୍ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍ଏସ୍ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । […]
