ସମ୍ବଲପୁରରେ ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍ ଟ୍ରେନ୍ ଲାଇନଚ୍ୟୁତ । ସମ୍ବଲପୁର ସିଟି ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି । ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିଲା ଏହି ଟ୍ରେନ୍ । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ସକାଳ ସାଢେ ୯ଟାରୁ ୧୦ଟା ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଲାଇନଚ୍ୟୁତ ବଗିକୁ ଛାଡି ସମ୍ବଲପୁର ଗଲା ଟ୍ରେନ୍ । ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି । ବର୍ତ୍ତମାନ […]
ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ । ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି । ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରତି କଲା ଉଚ୍ଚଶିକ୍ଷା ବିଭାଗ । ବିଭାଗ ଗଷ୍ଟ କରିଛି ଯେ ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ ଓ ନାର୍କୋଟିକ୍ ସେବନ ବଢ଼ିବାରେ ଲାଗିଛି । ବିଶେଷକରି ଭବିଷ୍ୟତ ପିଢ଼ି ଗଢ଼ା ହେଉଥିବା ଶିକ୍ଷାନୁଷ୍ଠାନକୁ ଯଦି ଆମେ ନିଶାମୁକ୍ତ କରିପାରିବା ତାହା ହେଲେ ଯୁବପିଢ଼ିଙ୍କ […]
ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, […]
ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ । ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି ।
ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତିକରଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବ ପୀଠ । ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ଛୋଟ ବଡ ମନ୍ଦିର ଅବହେଳିତ ଅବସ୍ଥାରେ […]
FM କଲେଜ୍ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା। ଯାହାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଘଟଣାକୁ ପାଖାପାଖି ୧୩ ଦିନ ବିତିଗଲାଣି ହେଲେ ପ୍ରକୃତ ଘଟଣା ଉପରୁ ପରଦା ଉଠିିପାରୁନି। ଘଟଣା ଘଟିବା ସମୟରେ ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିଥିବା ସମୟରେ ସେ କିପରି ଏଣେତେଣେ ଦୌଡୁଥିଲେ ତାର ଏକ ସିସିଟିଭି ଭିଡ଼ିଓ ସେହି ଦିନଠାରୁ ସୋସିଆଲ ମିଡିଆରେ ଘୂରି ବୁଲୁଛି। ଆଉ ଏହି ଭିଡ଼ିଓରେ ମଧ୍ୟ ଦୁଇ ଜଣ ଝିଅଙ୍କୁ ଦେଖିବାକୁ ମିଳୁଛି। ଯେଉଁମାନେ କି ଦୁଆର ସାମ୍ନାରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଚ୍ଚଖଣ୍ଡଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ରାସ୍ତା କଡ଼ରୁ ମାନସିକ ବିକାର ଗ୍ରସ୍ତ ମହିଳାଙ୍କୁ ଉଦ୍ଧାର କରି ସେବା ଅନୁଷ୍ଠାନରେ ଥଇଥାନ କରିଛନ୍ତି। ପ୍ରକାଶ ଥାଉ କି, ସଚିବ, ଅଞ୍ଜଳି ମଚ୍ଚଖଣ୍ଡ କୈାଣସି ଏକ କାର୍ଯ୍ୟରେ ନିଜ କାର୍ଯ୍ୟାଳୟ ଠାରୁ ଓଡ଼ଗାଁ ରାସ୍ତାରେ ଯାଉଥିଲେ। ଓଡ଼ଗାଁ ଛକରେ ଅବସ୍ଥିତ ଏକମଲ୍ ନିକଟ ରାସ୍ତା କଡ଼ରେ ମାନସିକ ବିକାର ଗ୍ରସ୍ତ ମହିଳା ଜଣକ […]
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍ଭୋକେଟ ଜେନେରାଲ। ଏହି ନିଯୁକ୍ତିକୁ ଓଡିଶା ବିଶ୍ଵବିଦ୍ୟାଳୟ ଅଧିନିୟମ, ୧୯୮୯ର ଉଲ୍ଲଙ୍ଘନ ବୋଲି ଦର୍ଶାଇ ରୁଜୁ ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ବେଳେ ଏହା ଜଣାପଡ଼ିଥିଲା । ତେବେ ପୂର୍ବତନ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ସରିବା ପରେ ପିଜି କାଉନସିଲ ଅଧକ୍ଷ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତି ଦିଆଯାଇଥିଲା […]
ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦୟାନିଧି ପୁର ପଞ୍ଚାୟତ ବଡ଼ିଆଓସ୍ତା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ବୃଦ୍ଧ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଘର ଭିତରେ ନିଜେ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମଦାହ କରିଛନ୍ତି।ସୁଇସାଇଡ ନୋଟ ମିଳିଥିବା ସୂଚନା । ମୃତ ବୃଦ୍ଧ ଜଣଙ୍କ ହେଲେ ବଢିଆ ଉସ୍ତାର ପୀତବାସ ଆଚାର୍ଯ୍ୟ । ଘଟଣାସ୍ଥଳରୁ ଏକ ସୁଇସାଇଡ୍ ନୋଟ ଜବତ କରିଛି ତଦନ୍ତ ଆରମ୍ଭ […]
କର୍ମ କ୍ଷେତ୍ରରେ ମହିଳାଙ୍କ ଉପରେ ଯୌନ ନିର୍ଯାତନା ନେଇ ଲୋକସେବା କର୍ମଚାରୀଙ୍କ ପାଇଁ କର୍ମଶାଳା । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ହେଲା ପ୍ରଥମ କର୍ମଶାଳା । କେମିତି ରୋକି ହେବ ଯୌନ ନିର୍ଯାତନା, ଲୋକସେବା ଭବନ ବୈଠକରେ ସାମିଲ ହେଲେ ପୁରୁଷ ଓ ମହିଳା କର୍ମଚାରୀ ।ଝିଅ ପୁଅ ଭିତରେ ପାତର ଅନ୍ତର ରଖନ୍ତୁ ନାହିଁ । ମୋର ଅନୁରୋଧ ଶିକାର ହେଲେ ଅଭିଯୋଗ କରନ୍ତୁ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା […]
ଯାତ୍ରା ମଞ୍ଚରେ ଅଜଗର ସାପ ବୁଲାଇବା ପଡିଲା ମହଙ୍ଗା । ବନ ବିଭାଗ ଅଫିସରେ ହାଜର ହେଲେ ଯାତ୍ରା ତୁଳସୀ ଗଣନାଟ୍ୟର ଅଭିନେତା ସାଇ । ଯାଜପୁର ଜିଲ୍ଲା ବଇରୀ ରେଞ୍ଜ ଅଫିସ୍ରେ ଅଭିନେତା ଜଣଙ୍କ ହାଜର ହୋଇଛନ୍ତି । ସାପ ରଖିବା ପାଇଁ ଆବଶ୍ୟକୀୟ କାଗଜପତ୍ର ଅଭିନେତା ବନ ବିଭାଗ ଅଫିସରେ ଦେଖାଇଥିବା ଜଣାପଡିଛି ।। ଗତକାଲି ତୁଳସୀ ଗଣନାଟ୍ୟ ଆଖଡ଼ାଶାଳରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରିଥିଲେ। ହେଲେ ଅଭିନେତା ନଥିବାରୁ ବନ ବିଭାଗ […]
ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଖୁବଶୀଘ୍ର ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ତାରିଖ ଘୋଷଣା କରାଯିବ। ସେପଟେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଇସ୍ତଫା ପରେ, ଏନଡିଏ ପଛୁଆ କିମ୍ବା ଅତ୍ୟନ୍ତ […]
