ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍ ଜଡ଼ିତ। ମହାପ୍ରଭୁ ଜଗନ୍ନାଥଙ୍କଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଏଥିପାଇଁ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ବିଭିନ୍ନ ପଖାଳ ଭୋଗ। ଓଡ଼ିଆଙ୍କ ଜନଜୀବନ ସହିତ ପଖାଳର ସମ୍ପର୍କ […]
ଥେରୁବାଲି ଅଞ୍ଚଳର ବେରୋଜଗାର ଯୁବକମାନେକୁ ଔଦ୍ୟୋଗିକ ଜ୍ଞାନ କୌଶଳ ବିଷୟରେ ସଚେତନତା ସୃଷ୍ଟି ସେମାନଙ୍କୁ ସଶକ୍ତ କରିବାର କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଥେରୁବାଲିସ୍ଥିତ ଗୋପବନ୍ଧୁନଗର ରେ ଅବସ୍ଥିତ ଇମ୍ଫା ଶ୍ରମିକ କ୍ଲବ ପରିସରରେ ଇମ୍ଫା ଏବଂ ବଂଶୀଧର ଓ ଈଳାପଣ୍ଡା ଫାଉଣ୍ଡେସନ ଆନୁକୂଲ୍ୟରେ,ଜିଲ୍ଲା ଶିଳ୍ପ କେନ୍ଦ୍ର ରାୟଗଡ଼ର ସହଯୋଗରେ ଗ୍ରାମୀଣ ବେରୋଜଗାର ଯୁବକଯୁବତୀମାନଙ୍କ ପାଇଁ ଏକ ଔଦ୍ୟୋଗିକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଇମ୍ଫା ଥେରୁବାଲିର ଉପ ସଭାପତି ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ […]
ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍ କରାଯିବ ନାହିଁ। ସୂଚନାଯୋଗ୍ୟ, ମଙ୍ଗଳବାର ଲୋକସେବା ଭବନରେ ଗ୍ରୀଷ୍ମ ମୁକାବିଲା ସମୀକ୍ଷା ବୈଠକ ବସିଥିଲା। […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ଟିମ ପୃଥିବୀକୁ ଫେରିବା ନେଇ ଖୁସି ବ୍ୟକ୍ତ କରିଛନ୍ତି । ୯ ମାସ ମହାକାଶରେ ରହିବା ପରେ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ଫେରିଛନ୍ତି । ତେବେ ମହାକାଶରୁ ଫେରିବା ପରେ ସୁନୀତା ୱିଲିୟମ୍ସ ଏବଂ ୱିଲମୋରଙ୍କୁ ସାରା ଦୁନିଆ ଅଭିନନ୍ଦନ ଜଣାଇଛି ।ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁନୀତା ୱିଲିୟମ୍ସଙ୍କ ସହ ଫଟୋ ସେୟାର କରି ଲେଖିଛନ୍ତି ଯେ, ଆପଣଙ୍କୁ ସ୍ୱାଗତ, # […]
ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ । ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ବାଲେଶ୍ବର OPID କୋର୍ଟ । ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ୍ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଅଭିଯୋଗରେ ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରକୁ ଗିରଫ କରିଥିଲା EOW ।ଏପଟେ ରାଜାଙ୍କ ପକ୍ଷରୁ ଜାମିନ ଆବେଦନ କରାଯାଇଛି । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନସୀ […]
ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହେବେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହେବ । ୧୨ ଦିନ ଧରି ଚାଲିବ ଖାତାଦେଖା । ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଖାତା ମଧ୍ୟ ଏଠାରେ ଦେଖାଯିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ୫୦ […]
କୃଷି ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ବିକଶିତ ହୋଇଥିବା ଡିଜିଟାଲ କୃଷି ସମ୍ପ୍ରସାରଣ ବ୍ୟବସ୍ଥା, କୃଷି ସମୃଦ୍ଧି ପରାମର୍ଶକୁ ଇକୋନୋମିକ୍ ଟାଇମ୍ଵ କନକ୍ଲେଭ ଦ୍ଵାରା ୧୮ ମାର୍ଚ୍ଚରେ ନୂଆଦିଲ୍ଲୀ ସ୍ଥିତ ହୟାତ୍ ରିଜେନ୍ସିରେ ଅନୁଷ୍ଠିତ ଡିଜିଟେକ୍ ପୁରସ୍କାର ୨୦୨୫ ସମାରୋହରେ ଜୁରି ଚଏସ୍ ବର୍ଗ – “ କୃଷି ଏବଂ କୃଷକ ସଶକ୍ତିକରଣରେ ଡିଜିଟାଲ୍ ପଦକ୍ଷେପ” ଅଧୀନରେ ପୁରସ୍କାର ପାଇଛି। କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାର କରି କୃଷକଙ୍କୁ ଆବଶ୍ୟକ ଜ୍ଞାନ, ତଥ୍ୟଭିତ୍ତିକ ଉପଦେଶ ପ୍ରଦାନ […]
ସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି ଖୋଲା ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲା ରହିବ। ସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଖରା ଦିନେ ବିଦ୍ୟୁତ କାଟ୍ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍ ନ ହୁଏ, […]
ରାୟଗଡ଼ା : ତା ୧୮/୦୩/୨୫ଭାରତୀୟ ମଜଦୂର ସଂଘ ର କେନ୍ଦ୍ରୀୟ ସଂଗଠନ ନିଷ୍ପତ୍ତି କ୍ରମେ ଭାରତର ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁଙ୍କ ନେତୃତ୍ୱରେ ରାୟଗଡ଼ା ଠକର ବାପା ଆଶ୍ରମ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହରର ମୂଖ୍ୟ ରାସ୍ତା ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ରେ ପ୍ରତିଷ୍ଠିତ ପଠାଣି ସାମନ୍ତ ସଂସ୍କୃତି ଭବନ ଏହାର ଅବସ୍ଥିତି, ଆବଶ୍ୟକତା, ଆଧୁନିକୀକୃତ ଉତ୍କର୍ଷତା, ବିଶେଷ ଭାବରେ ମୁନିସିପାଲିଟିର ଏକ ମୂଲ୍ୟବାନ ସ୍ଥାୟୀ ସମ୍ପଦ ଭାବରେ ଅତ୍ୟନ୍ତ ଗୁରୁତ୍ବ ବହନ କରେ । ମାତ୍ର ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି ମୂଲ୍ୟବାନ ସମ୍ପତ୍ତି ଅଚିରେ ପତନୋମୁଖୀ ହେବାର ଆଶଙ୍କା ରହିଛି । ଏହି ଅଡିଟୋରିୟମକୁ ବିଦ୍ୟୁତ୍ ସଂଯୋଗ ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଏହାକୁ କାର୍ଯ୍ୟକାରୀ ନକରିବା, ଏହାର ଭଡ଼ାକୁ ଅହେତୁକ ଭାବେ […]
ଆଜି ପୃଥିବୀକୁ ଫେରିବେ ସୁନୀତା ୱିଲିୟମ୍ସ । ସୁନୀତା ଓ ସାଥୀ ବୁଚ୍ ୱିଲମୋରଙ୍କୁ ନେଇ ଫ୍ଲୋରିଡା କୋଷ୍ଟରେ ଅବତରଣ କରିବ ସ୍ପେସ୍ କ୍ରାଫ୍ଟ । ଆମେରିକୀୟ ସମୟ ରାତି ୧ଟା ୫ ମିନିଟରେ ଅନଡକିଂ ହେବ । ଭାରତୀୟ ସମୟ ଆସନ୍ତାକାଲି ଭୋର ୩ଟା ୩୭ ମିନିଟ୍ ରହିଛି ।ନାସାର ମିଶନର ଅଂଶ ସ୍ୱରୂପ ଉଭୟ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର ଗତ ବର୍ଷ ଜୁନ୍ ୫, ୨୦୨୫ରେ ଏକ ବୋଇଂ ମହାକାଶଯାନରେ […]
ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ ରହି ଆଲୋଚନା କରିଛନ୍ତି ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ରବି ନାୟକ ।ପାଣି ପ୍ରକଳ୍ପ କାମ ବିଳମ୍ବ ହେଲେ ଏଣିକି ଏଫଆଇଆର ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ […]
