ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ସ୍ତରୀୟ ବୈଠକ ଅନୁଷ୍ଠିତ |

ରାୟଗଡ଼:- ତା ୧୬/୭-ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ରାୟଗଡ଼ ଓ ଗୁଣୁପୁରର ପ୍ରକଳ୍ପ ସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି | ରାୟଗଡ଼ ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ୬୬ ତମ ଓ ଗୁଣୁପୁର ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ୬୧ ତମ ପ୍ରକଳ୍ପ ସ୍ତରୀୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲାପାଳ ତଥା ଅଧ୍ୟକ୍ଷା ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା […]

ରାଜ୍ୟ କ୍ୟାବିନେଟରେ ୧୧ ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୨ଟି ଏସ୍‌ଡିପିଓ। ରାଇରଂଗପୁର, କରଂଜିଲ୍ଲାରେ ରହିବେ ଏସ୍‌ଡିପିଓ। ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୧୪ଟି ଥାନା ରହିବ। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ । ଏମର୍ଜେନ୍ସି […]

ଭିଜିଲାନ୍ସ ଜାଲରେ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି

ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ଯ୍ୟାଳୟର କାର୍ଯ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍‌ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୫ ହଜାର ଟଙ୍କା ଦାବି କରିଥିଲେ। ତେବେ ୨,୫୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି।ସମସ୍ତ ଲାଞ୍ଚ ଟଙ୍କା ସେମାନଙ୍କଠାରୁ ଜବତ କରାଯାଇଛି।

FM ଛାତ୍ରୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚକୁ ଦିଆଗଲା ତଦନ୍ତ ନିର୍ଦ୍ଦେଶ

ବାଲେଶ୍ୱର ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଏନେଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍‌ବ୍ରାଞ୍ଜ ଡିଜି ବିନୟତୋଷ ମିଶ୍ର ଡିଏସ୍‌ପି ଇମନ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିବା ବେଳେ ତାଙ୍କୁ ଇନ୍ସପେକ୍ଟର ପାଞ୍ଚାଳି ରାଉତ ସହଯୋଗ କରିବେ ବୋଲି ଜଣାପଡ଼ିଛି।ପୂର୍ବରୁ ଏହି ମାମଲାରେ କ୍ରାଇମବ୍ରାଞ୍ଚର ମହିଳା ଶାଖା ନିଜଆଡୁ ବାଲେଶ୍ବର ଯାଇ ତଦନ୍ତ କରିଥିଲା । ସୂଚନା ମୁତାବକ, ଆତ୍ମହତ୍ୟା ଉଦ୍ୟମ କରିବା ଆଗରୁ ସମ୍ପୃକ୍ତ ଛାତ୍ରୀ […]

ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜୁଲାଇ ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ

ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ।ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଗୁରୁବାର କଂଗ୍ରେସ ଦେଇଥିବା ଓଡିଶା ବନ୍ଦ ଡାକରା ଯୋଗୁ ସଂଘ ନୀତିଗତ ଭାବେ ଏହି ନିଷ୍ପତ୍ତି ନେଇଛି। ବ୍ୟବସାୟରେ ୧୦୦ କୋଟିରୁ […]

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: କେଳାଙ୍କାରିଆ ମାଷ୍ଟ୍ରେଙ୍କ କଳା ଇତିହାସ

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ଆତ୍ମହତ୍ୟା ପଛରେ ବିଶ୍ୱବିଦ୍ୟାଳୟର ପ୍ରଧ୍ୟାପକ ସମୀର କୁମାର ସାହୁଙ୍କ ବିକୃତ ମାନସିକତାକୁ ନେଇ ଏବେ ରାଜ୍ୟରେ ଚର୍ଚ୍ଚା । ସମୀର ସାହୁଙ୍କ ବିବାଦର ଚିଠା କିନ୍ତୁ ବେଶ ଲମ୍ବା । ଚାକିରି ଜୀବନ ଆରମ୍ଭରୁ ହିଁ ପ୍ରାଧାପକ ଜଣକ ବିବାଦୀୟ ଥିଲେ । ଢେଙ୍କାନାଳ ଜିଲା ଭୁବନର ବାଜିରାଉତ ମେମୋରିଆଲ କଲେଜରୁ ଚାକିରି ଆରମ୍ଭ କରିଥିଲେ । ନିଜର ବିବାଦୀୟ କାର୍ଯ୍ୟକଳାପ ପାଇଁ ସେଠାରେ ସେ ଛଟେଇ ହୋଇଥିଲେ । ଏହି […]

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ ।

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଆଇଆରସିଟିସିର ମିଳିତ ସହଭାଗିତାରେ କାର୍ଯ୍ୟକାରୀ ହେବ। ପର୍ଯ୍ୟଟନ ବିଭାଗ ଓ IRCTC ପକ୍ଷରୁ ତୀର୍ଥଯାତ୍ରା ଯୋଜନା ହୋଇଛି । ୬୦ -୭୫ ବର୍ଷ ବୟସ ଯାଏଁ ବରିଷ୍ଠ ନାଗରିକ ଯୋଜନାରେ ସାମିଲ ।ଜୁଲାଇ ୧୭ ରୁ ୧୫ ମଧ୍ୟରେ ନାମ ପଞ୍ଜିକରଣ […]

ଆସନ୍ତାକାଲି ଓଡ଼ିଶା ବନ୍ଦ, କଂଗ୍ରେସ କର୍ମୀଙ୍କୁ ଜଗିବ ଡ୍ରୋନ୍କଂ

କଗ୍ରେସ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ଓଡ଼ିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା ହୋଇଛି। ରାଜଧାନୀ ଭୁବନଶ୍ବେର ଓ କଟକର ବିଭିନ୍ନ ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ପୁଲିସ ମୁତୟନ ହେବେ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ପୁଲିସ କମିସନର ଏସ୍‌ ଦେବଦତ୍ତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଡ୍ରୋନ୍ ଓ AI କ୍ୟାମେରାରେ ନଜର ରଖାଯିବ। ସବୁ ଛକ, ଅଫିସରେ ପୋଲିସ ମୁତୟନ ହେବେ। ହିଂସା […]

ବିଜେଡି କର୍ମୀଙ୍କ ବିକ୍ଷୋଭବେଳେ ରବର ବୁଲେଟ୍‌ ମାଡ଼ ହୋଇନି-ଏସ ଦେବଦତ୍ତ ସିଂ

ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ବୁଧବାର ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ପୋଲିସ-ବିଜେଡି ମୁହାଁମୁହିଁ ହୋଇଛନ୍ତି। ଏପରିକି ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ ଭାଙ୍ଗି ଦେଇଛନ୍ତି ବିଜେଡି କର୍ମୀ। ଏହାରି ମଧ୍ୟରେ ବଡ଼ ଖବର ସାମ୍ନାକୁ ଆସିଛି। ପୋଲିସ ସହ ମୁହାଁମୁହିଁ ଭିତରେ […]

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ପୁଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନିନ୍ଦା କଲେ ନବୀନ

ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ଭାଷା ରେ ନିନ୍ଦା କରିଛନ୍ତି । ତେବେ ଗୋଟେ ପଟେ ଲୋୟର ପିଏମଜିରେ ବିଜେଡି […]

ସୁଲତା କାନ୍ଦି କାନ୍ଦି କହିଲେ ,ଆଜି ମହିଳା ସବୁଠି ଅସୁରକ୍ଷିତ

ମୃତ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ବଢ଼ୁଛି ରାଜନୀତି ତାତି। ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଛନ୍ତି ବିଜେଡି କର୍ମୀ। ଲୋୟର ପିଏମଜିରେ ବିଜେଡିର ବିରୋଧ ପ୍ରଦର୍ଶନ କରୁଛି । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି ।ଏଥିରେ ସୁଲତା ଦେଓ ଆହତ ହୋଇଛନ୍ତି । ସେ ରାସ୍ତା ମଝିରେ […]