ଆଜି ପବିତ୍ର ଧନତେରାସ

ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ ପ୍ରତିମୂର୍ତ୍ତି କିଣିବା ବେଶ ଶୁଭପ୍ରଦ ବୋଲି କୁହାଯାଏ । ଧନତେରାସରେ ନୂଆ ସାମଗ୍ରୀ କିଣିଲେ ପରିବାରର ମଙ୍ଗଳ ହୁଏ […]

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଜାତୀୟ ଉଦ୍ୟାନ ଶିମିଳିପାଳ

ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିଛି । ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ବ୍ୟାଘ୍ର ପ୍ରକଳ୍ପ ଭିତରେ ପଶିବାକୁ ଅନୁମତି ମିଳିଛି ।କେବଳ www.shimilipal.org ୱେବସାଇଟ ମାଧ୍ୟମରେ ବୁକିଂ କରି ନିଜର ପ୍ରବେଶ ପତ୍ର ପାଇ ପାରିବେ । ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ ୬୦ ଟି ଗାଡିକୁ […]

ରାଜଧାନୀରେ ଲଜ୍ଜା । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ

ରାଜଧାନୀରେ ଲଜ୍ଜା । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ତେବେ ପୀଡ଼ିତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ପୁଲିସ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଛି । ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଅଶୋକ ନଗର ରାସ୍ତା କଡ଼ରୁ ଜଣେ ନାବାଳିକାଙ୍କୁ ମୁର୍ମୃର୍ଷ ଅବସ୍ଥାରେ ପଡିଥିଲେ । କିଛି ଲୋକ ମାନସିକ ବିକୃତ ଭାବି ଅଣଦେଖା କରିଥିଲେ । ରାତି ଯେତେବେଳେ […]

ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କୁ ଗୋପବନ୍ଧୁ ଏକାଡେମୀ ପକ୍ଷରୁ ନିମନ୍ତ୍ରଣ,ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କୁ ପଢ଼ାଇବେ ପାଠ

ନୟାଗଡ଼ : ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଏକାଡେମୀରେ ତାଲିମ ନେଉଥିବା ପ୍ରଶିକ୍ଷାର୍ଥୀଙ୍କୁ ପାଠ ପଢ଼ାଇବା ପାଇଁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କୁ ଏକାଡେମୀ ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ଆସନ୍ତା ୨୨ ତାରିଖ ୨୦୨୨ ମସିହା ବ୍ୟାଚ୍ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କୁ ୨ଟି ପିରିୟଡ଼ ପାଠ ପଢ଼ାଇବା ପାଇଁ ଡେପୁଟି ଡାଇରେକ୍ଟରଙ୍କ ପକ୍ଷରୁ ଚିଠି କରାଯାଇଛି । ପଞ୍ଚାୟତ ରାଜ ବ୍ୟବସ୍ଥାରେ ଉପରେ ଶୀଯୁକ୍ତ ପଟ୍ଟନାୟକଙ୍କ ଦୀର୍ଘଦିନର ଅଭିଜ୍ଞତା ଓ ଜ୍ଞାନ ରହିଛି । […]

ନୟାଗଡ଼ ବ୍ଳକ୍ ରେ ଜ୍ଯୋତି କଳସ ରଥଯାତ୍ରା ସହିତ ନୂଆ ଜୟପୁରରେ ଗାୟତ୍ରୀ ଦୀପ ମହାଯଜ୍ଞ ଅନୁଷ୍ଠିତ।।

ନୟାଗଡ଼-: ଅଖିଳ ବିଶ୍ବ ଗାୟତ୍ରୀ ପରିବାର,ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୂଲ୍ୟରେ ଦିବ୍ଯ ଅଖଣ୍ଡ ଦୀପର ଶତାବ୍ଦୀ ସମାରୋହ ଓ ପରମ ବନ୍ଦନୀୟା ମାତାଜୀ ଭଗବତୀ ଦେବୀ ଶର୍ମାଙ୍କ ଜନ୍ମ ଶତାବ୍ଦୀ ବର୍ଷ ଅବସରରେ ଶାନ୍ତିକୁଞ୍ଜ ହରିଦ୍ବାରରୁ ଆସିଥିବା ଜ୍ଯୋତି କଳସ ରଥ ଆଜି ନୟାଗଡ଼ ବ୍ଳକ୍ ଅନ୍ତର୍ଗତ ଇଟାମାଟି,ପ୍ରତାପପ୍ରସାଦ,ଘଡୁଆଳ, ଦୁର୍ଗାପ୍ରସାଦ, ନୟାଗଡ଼, ମୁକ୍ତାପୁର, ସୁବର୍ଣ୍ଣଦେଇପୁର ଓ ହାଉସିଂବୋର୍ଡରେ ପରିକ୍ରମା କରି ନିଶା ନିବାରଣ ପାଇଁ ସଚେତନତା ଶୋଭାଯାତ୍ରା କରାଯାଇ ଥିଲା। ପରିଶେଷରେ ସନ୍ଧ୍ଯା ୬ଟା ସମୟରେ ନୂଆ ଜୟପୁରରେ […]

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ।ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ଡିସଚାର୍ଜ କରାଯାଇଛି। ଗଣଦୁଷ୍କର୍ମର ଶିକାର ହେବା ପରେ ଗତ ଶୁକ୍ରବାର ମେଡିକାଲ୍‌ରେ ଭର୍ତ୍ତି ହୋଇଥିଲେ ପୀଡ଼ିତା। ତେବେ ଡିସଚାର୍ଜ ପରେ ମାମଲାର ତଦନ୍ତରେ ସହଯୋଗ ପାଇଁ ଆଉ କିଛି ଦିନ ପଶ୍ଚିମବଙ୍ଗରେ ରହିବେ ପୀଡ଼ିତା।ମେଡିକାଲ୍ କଲେଜ ଦ୍ଵାରା ଜାରି ଏକ ପ୍ରେସ୍ ବିବୃତି ଅନୁଯାୟୀ, ଛାତ୍ରୀଙ୍କ ଶାରୀରିକ ଓ ମାନସିକ ସ୍ଥିତି ଉପରେ ନଜର ରଖାଯାଇଛି। ସେଥିରେ ସୁଧାର ଆସିବା ପରେ […]

ମୋଟରଯାନ ନିୟମ ନ ମାନିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ମୋଟରଯାନ ନିୟମ ନ ମାନିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ନିୟମ ଉଲ୍ଲଂଘନକାରୀଙ୍କ ଯାନର ଆରସି(ପଞ୍ଜୀକରଣ ପ୍ରମାଣପତ୍ର) ରଦ୍ଦ କରାଯିବ। ବିଶେଷକରି ଅଭ୍ୟାସଗତ ଉଲ୍ଲଂଘନକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ମାନଙ୍କୁ ପରିବହନ ଆୟୁକ୍ତଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।ପରିବହନ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଉଲ୍ଲଙ୍ଘନକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସେମାନଙ୍କୁ ନୋଟିସ୍ ପଠାଯିବ। ଏହାସହ ବକେୟା ଚାଲାଣ ପୈଠ କରି କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବାକୁ […]

ନିୟମଗିରି ରୁ”ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମ ର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳ Iପିଏମ ଜନମନ ସହ ସମ୍ୱନ୍ୱିତ ଲକ୍ଷ୍ୟ ହାସଲ ନେଇ ଏକ ଅନନ୍ୟ ପ୍ରୟାସ I

ରାୟଗଡ଼/ଵିଷମ କଟକ :- ତା. ୧୭/୧୦-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ତଥା ଲୋକାଭିମୁଖୀ ଯୋଜନା ‘ପିଏମ ଜନମନ’ର ଲକ୍ଷ୍ୟ ସହ ସମ୍ୱନ୍ୱିତ ଏକ ଅନନ୍ୟ ପ୍ରୟୋଗ ଭାବେ ରାୟଗଡା ଜିଲ୍ଲା ପ୍ରଶାସନ, ଓଡ଼ିଶାର ପ୍ରଥମ କରି (ପିଭିଟିଜି), ବିଶେଷ ଭାବେ ପ୍ରଭାବିତ ଜନଜାତିଙ୍କ ନିମନ୍ତେ ଘର ପର୍ଯ୍ୟନ୍ତ ସେବା ପହଞ୍ଚାଇବା ଲକ୍ଷ୍ୟ ରେ ଆଜି ଏକ ଅଭିନଵ ପ୍ରୟାସ ଆରମ୍ଭ କରିଛନ୍ତି Iରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଟି […]

ଓଡିଶାରେ ହେବ ୧୩୯ଟି ନୂତନ ସବ ରେଜିଷ୍ଟାରଅଫିସ । ଜମି କିଣାବିକାରେ  ଲୋକଙ୍କୁ ସୁବିଧା ମିଳିବ-ରାଜସ୍ୱ ମନ୍ତ୍ରୀ  

ଓଡିଶାରେ ହେବ ୧୩୯ଟି ନୂତନ ସବ ରେଜିଷ୍ଟାରଅଫିସ । ଜମି କିଣାବିକାରେ ଲୋକଙ୍କୁ ସୁବିଧା ମିଳିବ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ୧୦୦୦ଟି ରାଜସ୍ୱ ଗାଁ ଘୋଷଣା ହେବାର ବ୍ୟବସ୍ଥା କରାଯାଉଛି ।କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଚଳିତ ଆର୍ଥିକ ବର୍ଷରୁ ନିଶ୍ଚିନ୍ତକୋଇଲି ତହସିଲଦାରଙ୍କୁ ଡେଜିଗନେଟେଡ୍ ସବ୍‌-ରେଜିଷ୍ଟ୍ରାର କ୍ଷମତା ଦିଆଯିବ ବୋଲି ସେ କହିଛନ୍ତି ।ଆଜି ନିଶ୍ଚିନ୍ତକୋଇଲି ବ୍ଲକ […]

ସୋମବାର ଦୀପାବଳି ଛୁଟି, ଘୋଷଣା ‌କଲେ ରାଜ୍ୟ ସରକାର

ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଏନେଇ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ କୁହାଯାଇଛି। ତେବେ ଲୋକଙ୍କ ମଧ୍ୟରେ ଦୀପାବଳି ପାଳନ ଓ ଛୁଟି ନେଇ ଦ୍ବନ୍ଦ୍ବ ରହିଥିଲା।

Tejas Mk-1A ଲଢ଼ୁଆ ବିମାନର ପ୍ରଥମ ଉଡ଼ାଣ ସଫଳ

ଭାରତର ସ୍ବଦେଶୀ ଲଢୁଆ ବିମାନ ତେଜସ୍ ନାସିକ ହାଲ୍ କାରଖାନାରେ ନିର୍ମିତ ହୋଇଛି । Tejas Mk-1A ଲଢ଼ୁଆ ବିମାନର ଲୋକାର୍ପଣ ଏବଂ ଏହାର ସଫଳ ଉଡ଼ାଣ ହୋଇଛି । ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେଇଛନ୍ତି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତାର ଏହା ଏକ ଐତିହାସିକ ଉପଲବ୍ଧି ।ବେଙ୍ଗାଲୁରୁର ଦୁଇଟି ପ୍ଲାଣ୍ଟରେ ତେଜସ ଲଢ଼ୁଆ ବିମାନ ଉତ୍ପାଦନ କରାଯାଉଛି, ଯାହା ବାର୍ଷିକ ୧୬ ଟି ବିମାନ ଉତ୍ପାଦନ କରୁଛି। ନାସିକ ଲାଇନ […]

ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଜାରି

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ୱାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ରହିଛି । ପ୍ରଥମ ଥର ପାଇଁ ତାଲିକାରେ ତଳକୁ ଖସିଛି ପ୍ରଣବ ପ୍ରକାଶ ଦାସଙ୍କ […]