ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ ୯ ତାରିଖରେ ୩ୟ କିସ୍ତି ଟଙ୍କା ମିଳିବ। ଯେଉଁମାନେ ୨୧ ବର୍ଷ ହୋଇ ଯାଇଥିବେ, […]
ରାୟଗଡ଼ା – ଅବୈଧ ପ୍ରେମକୁ ନା, ପ୍ରେମୀ ଯୁଗଳଙ୍କୁ ବଳଦ ସଜେଇ ହେଲା ଯୁଝିଲେ ଗ୍ରାମବାସୀ । ରାୟଗଡ ଜିଲ୍ଲା ରେ ପୁଣି ସାମାଜିକ କଳଙ୍କ ଦେଖାଦେଇଛି।ଅବୈଧ ପ୍ରେମ କୁ ଗ୍ରାମବାସୀ ଙ୍କ ତୀବ୍ର ବିରୋଧ କରିଛନ୍ତି। ପ୍ରେମୀ ଯୁଗଳ ବେକ ରେ ହଳ ଯୁଝି ଦଣ୍ଡ ଦେଇଛନ୍ତି ଗ୍ରାମବାସୀ ।କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ପଞ୍ଚାୟତ ର କଂଜମଯୋଡି ଗ୍ରାମରେ ଘଟିଛି ଏହି ଘଟଣା l ନିଜ ପିୟୁସିଙ୍କୁ ପ୍ରେମ ବିବାହ କରିଥିବା ପୁତୁରା କୁ […]
ଭୁବନେଶ୍ୱର (ଓଡିଶା ଦର୍ପଣ )ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆ ସମାବେଶରେ ଯୋଗଛନ୍ତି। ସେଠାରେ ସମ୍ବିଧାନ ବଞ୍ଚାଅ ମହାସମାବେଶକୁ ସମ୍ବୋଧନ କରି ଭାଜପାକୁ ଟାର୍ଗେଟ୍ କରିଛନ୍ତି।ମହାସମାବେଶରେ ସେ ଯୋଗ ଦେଇ କହିଥିଲେ ଯେ ଆମ କର୍ମୀମାନେ ହିଁ ଓଡ଼ିଶାର ରକ୍ଷା କରୁଛନ୍ତି | ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର ସମ୍ପତ୍ତି ଲୁଟିବାରେ ଲାଗିଛନ୍ତି | ରାହୁଲ କହିଛନ୍ତି ଯେ […]
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ଯାଇଥିବା ଆକ୍ସମ୍-୪ ମିସନର ଅବଧି ୪ ଦିନ ବୃଦ୍ଧି ପାଇଛି। ଫଳରେ ଶୁଭାଂଶୁ ଶୁକ୍ଳା ଓ ତାଙ୍କ ସହକର୍ମୀମାନେ ମୂଳ କାର୍ଯ୍ୟସୂଚୀ ଅନୁଯାୟୀ ପୃଥିବୀକୁ ଫେରିବେ ନାହିଁ। ୟୁରୋପୀୟ ମହାକାଶ ଏଜେନ୍ସି (ଇଏସ୍ଏ) ଅନୁଯାୟୀ ମହାକାଶଚାରୀମାନେ ଅତିକମ୍ରେ ଜୁଲାଇ ୧୪ ପର୍ଯ୍ୟନ୍ତ ଅଭିଯାନ ଜାରି ରଖିବେ। ତେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ଳାଙ୍କ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ନେଇ କୌଣସି ସୂଚନା ଦେଇନାହିଁ। ଶୁଭାଂଶୁ ଶୁକ୍ଲାଙ୍କ ସହିତ, ଏହି ମିଶନରେ […]
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୦,୨୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୮,୪୧୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଗୁରୁବାର ଅପେକ୍ଷା ଶୁକ୍ରବାର ଦର ବୃଦ୍ଧି ପାଇଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୨୦୦ […]
ଭୁବନେଶ୍ୱର (ଓଡିଶା ଦର୍ପଣ )ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ । ବରମୁଣ୍ଡା ପଡ଼ିଆରେ ସାଧାରଣ ସଭା କାର୍ଯ୍ୟକ୍ରମରେ ଦେବେ ଯୋଗ । ରାଜ୍ୟ କଂଗ୍ରେସକୁ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ ।ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଡଗ ସ୍କ୍ବାଡ ଓ ବମ ସ୍କ୍ବାଡ ଟିମ ନିୟୋଜିତ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ନେଇ […]
ନୟାଗଡ (ଓଡିଶା ଦର୍ପଣ )କେନ୍ଦ୍ର ସରକାରଙ୍କ ନିର୍ଦେଶକ୍ରମେ ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଜୋର୍ଦାର କରାଯାଇଛି। ଏଥିଲାଗି ସ୍ବତନ୍ତ୍ର ସେନା ଦଳ କାର୍ଯ୍ୟ କରୁଛି। ସେନା ଦଳ ତତ୍ତ୍ବାବଧାନରେ ଓଡ଼ିଶା ପୁଲିସ ବାଂଲାଦେଶୀଙ୍କୁ ଉଠାଇ ନେଉଛି। ସେମାନଙ୍କର ସମସ୍ତ ପ୍ରମାଣପତ୍ର ଯାଞ୍ଚ କରାଯିବା ପରେ ସ୍ବଦେଶ ଫେରାଇବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ। ଯେଉଁମାନଙ୍କର ପ୍ରମାଣପତ୍ର ଥିବ ସେମାନଙ୍କୁ ଛାଡ଼ିଦିଆଯିବ ବୋଲି ସୂଚନା ରହିଛି। କମିସନରେଟ ପୁଲିସ ରାଜଧାନୀରୁ ପ୍ରାୟ ୪୦ ବାଂଲାଦେଶୀଙ୍କୁ ଧରି ସେନା ଦଳକୁ ହସ୍ତାନ୍ତର […]
ଗୁଜରାଟର ଭଦୋଦରା ଜିଲ୍ଲାରେ ମହିସାଗର ନଦୀ ଉପରେ ଥିବା ଗମ୍ଭୀରା ପୋଲ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ବୁଧବାର ରାତିରେ ଆଉ ଦୁଇଟି ମୃତଦେହ ଉଦ୍ଧାର ହୋଇଛି । ଏହି ଦୁର୍ଘଟଣାରେ ଦୁଇଟି ଟ୍ରକ, ଦୁଇଟି ପିକଅପ ଭ୍ୟାନ ଓ ଏକ ଅଟୋରିକ୍ସା ନଦୀକୁ ଖସି ପଡ଼ିଥିଲା । ଏନଡିଆରଏଫ୍ ଓ ଏସଡିଆରଏଫ୍ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପରିବାର ପାଇଁ ୨ […]
କନ୍ଧମାଳ(ଓଡିଶା ଦର୍ପଣ )କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ରେ ଏକ ଅଭାବନୀୟ ଘଟଣାରେ ଚୋର କିମ୍ବା ଅପହରଣକାରୀ ସନ୍ଦେହରେ ଅଞ୍ଚଳବାସୀ ପୋଲିସକୁ ନିର୍ଧୁମ ମାଡ଼ ମାରିଛନ୍ତି। ଅଭିଯୁକ୍ତକୁ ଧରିବାକୁ ବାଲିଗୁଡ଼ା ଥାନା ଅଞ୍ଚଳକୁ ଆସିଥିଲେ ସାଧା ପୋଷାକଧାରୀ ପୋଲିସ୍। ତେବେ ସାଧା ପୋଷାକଧାରୀ ପୋଲିସକୁ ଦେଖି ଅପହରଣକାରୀ ବୋଲି ପାଟି କରିଥିଲା ଅଭିଯୁକ୍ତ । ଏହି ଖବର ପ୍ରସାରିତ ହୋଇଯିବା ପରେ ପୋଲିସକୁ ଲୋକେ ଅପହରଣକାରୀ ବୋଲି ସନ୍ଦେହ କରିଥିଲେ। ପରେ ନିର୍ଧୁମ ମାଡ଼ ମାରିଥିଲେ। […]
ଆସନ୍ତା ୨୦ ତାରିଖରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ରରେ ଲାଗିବ ୱାଟର ମାର୍କ ଓ କ୍ୟୁ ଆର କୋର୍ଡ । ପ୍ରଥମ ଥର ପାଇଁ ଓଟିଇଟି ପ୍ରଶ୍ନପତ୍ରରେ ଲାଗୁଛି ୱାଟର ମାର୍କ ଓ କ୍ୟୁ ଆର କୋର୍ଡ । ୧୨ ତାରିଖରେ ପରୀକ୍ଷାର୍ଥୀମାନଙ୍କୁ ଆଡ଼ମିଟ କାର୍ଡ ଯୋଗାଇ ଦିଆଯିବ । ବୋର୍ଡର ୱେବସାଇଟ www.bseodisha.ac.in ରୁ ପରୀକ୍ଷାର୍ଥୀ ଆଡ଼ମିଟ କାର୍ଡ ଡାଉନଲୋଡ଼ କରି ପାରିବେ ।ଆସନ୍ତା ୨୦ ରେ ହେଉଥିବା ଓଟିଇଟି ପରୀକ୍ଷା ରାଜ୍ୟର ୭୫ […]
ନୟାଗଡ (ଓଡିଶା ଦର୍ପଣ )ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଡରାଇଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗ ଅଞ୍ଚଳରେ ବର୍ତ୍ତମାନ ଦେଖାଦେଇଛି କୁକୁଡ଼ା ମଡ଼କ । ଏନେଇ ଚାଷୀ ଚିନ୍ତାରେ ପଡିଥିବା ବେଳେ ଛାନିଆଁ ହୋଇପଡିଛନ୍ତି ସ୍ଥାନୀୟ ବାସିନ୍ଦା। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ କହିବା ଅନୁସାରେ ଡେଲାଙ୍ଗ ଅଞ୍ଚଳରେ ପ୍ରାୟ ୩ ହଜାର କୁକୁଡ଼ା ମରିଛନ୍ତି । ଭେଟେରିନାରୀ ବିଭାଗ ନମୁନା ସଂଗ୍ରହ କରିଛି । ଜନସ୍ୱାସ୍ଥ୍ୟ ଟିମ ଡେଲାଙ୍ଗରେ ବୁଲୁଛନ୍ତି । ଯେଉଁ […]
ନୟାଗଡ (ଓଡିଶା ଦର୍ପଣ )ଆଜି ଭୁବନେଶ୍ବରରେ କଂଗ୍ରେସର ସମାବେଶକୁ ଆସୁଥିବା ଗାଡ଼ିକୁ ଅଟକାଇବ ନାହିଁ ଡ୍ରାଇଭର ମହାସଂଘ । ଏନେଇ ସ୍ପଷ୍ଟ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ଡ୍ରାଇଭର ଏକତା ମହାମଞ୍ଚରେ ଥିବା ସମସ୍ତ ଡ୍ରାଇଭରମାନଙ୍କୁ ଏନେଇ ସେ ଅନୁରୋଧ କରିଛନ୍ତି । ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି । କିନ୍ତୁ କଂଗ୍ରେସର ସମାବେଶକୁ କଂଗ୍ରେସ କର୍ମୀ ଆସୁଥିବାରୁ ଗାଡିକୁ ନଅଟକାଇବାକୁ ଅନୁରୋଧ କରିଥିଲେ ପିସିସି ସଭାପତି । କଂଗ୍ରେସର […]
