ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ମାହାଙ୍ଗାର ସ୍ୱାଧୀନ ବିଧାୟକ ସାରଦା ପ୍ରଧାନ । ଓଡିଶା ପ୍ରଶାସନିକ ସେବାରେ ତାଲିମ ନେଉଥିବା ୨୭ବର୍ଷୀୟ ସିପ୍ରା ପ୍ରିୟଦର୍ଶିନୀ ବଳଙ୍କୁ ପ୍ରେମ ବିବାହ କରିବାକୁ ଯାଉଛନ୍ତି ମାହାଙ୍ଗା ବିଧାୟକ ସାରଦା । ସିପ୍ରା କଟକ ଜଗତପୁରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସିପ୍ରା ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ବ୍ଳକରେ ସାମାଜିକ ସମ୍ପ୍ରସାରଣ ଅଧୁକାରୀ ଭାବେ କାର୍ଯ୍ୟ କରୁଥିଲେ । ବିବାହ ଉତ୍ସବ ରାଜସ୍ଥାନର ଜୟପୁର ଠାରେ […]
କେନ୍ଦୁଝର ଜିଲ୍ଲା ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ନୟାଗଡ଼ ଠାରେ ଜବତ ହୋଇ ଗଚ୍ଛିତ ରହିଥିବା ଲୁହାପଥର କୁ ଚୋରା ଚାଲାଣ କରୁଥିବା ବେଳେ ବାମେବାରୀ ପୋଲିସ ୫ଜଣ ଙ୍କୁ ଗିରଫ କରିଛି ।ଗିରଫ ଅଭିଯୁକ୍ତ ମାନେ ହେଲେ ରାଉରକେଲା ଅଞ୍ଚଳ ର ରୋହନ ଗୌଡ ,ଝାଡଖଣ୍ଡ ଜାମସେଦପୁର ର ରବୀନ୍ଦ୍ର ସିଂ ଭାଟି,ଦୀପକ ସିଂ,କେନ୍ଦୁଝର ର ସୁରେନ୍ଦ୍ର ସିଂ ,ଚମ୍ପୁଆ ର ଗୋବିନ୍ଦ ମହାନ୍ତ,।ସେହିପରି ଲୁହାପଥର ବୋଝେଇ ହୋଇଥିବା ଦୁଇ ଗୋଟି ଟ୍ରେଲର ଟ୍ରକ୍ ନଂ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପାଟଚଣ୍ଡୀ ପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବରିଷ୍ଠ ଶିକ୍ଷକ ତଥା କବି ଅଶୋକ କୁମାର ମଲ୍ଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସ୍ତମ୍ଭକାର ତଥା ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର […]
ହୋଲି ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ […]
ସୁରେଶ ପନ୍ତ ନୂଆ ପିସିସିଏଫ ନିଯୁକ୍ତ ହୋଇଛନ୍ତି। ୧୯୯୦ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି ସୁରେଶ ପନ୍ତ । ଓଡ଼ିଶା ସରକାରଙ୍କ ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛନ୍ତି ।ବର୍ତ୍ତମାନ ସୁରେଶ ପନ୍ତ ଓଡ଼ିଶା ବନ ଉନ୍ନୟନ ନିଗମ (OFDC) ଲିମିଟେଡର ପରିଚାଳନା ନିର୍ଦ୍ଦେଶକ (MD) ଭାବରେ କାର୍ଯ୍ୟ କରୁଛନ୍ତି । ଏହି ପଦବୀ ସେ ସେପ୍ଟେମ୍ବର 2021 ଠାରୁ ଗ୍ରହଣ କରିଆସୁଛନ୍ତି ।
ଦୀର୍ଘ ପ୍ରୀତକ୍ଷାର ଅନ୍ତ। ଆରମ୍ଭ ହେଲା ମୁମ୍ବାଇ-ଝାରସୁଗୁଡ଼ା ବିମାନ ସେବା । ଆଜି ମୁମ୍ବାଇ ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟା ୫୫ରେ ବିମାନ ଉଡ଼ାଣ ଭରି ଝାରସୁଗୁଡ଼ାରେ ଅପରାହ୍ନ ଗୋଟାଏରେ ପହଞ୍ଚିଛି । ପରେ ଏହି ବିମାନ ଝାରସୁଗୁଡ଼ାରୁ ଦିନ ୨ଟାରେ ପ୍ରତ୍ୟାବର୍ତ୍ତନ କରି ଅପରାହ୍ନ ୪ଟା ୧୫ରେ ମୁମ୍ବାଇରେ ପହଞ୍ଚିବ । ଇଣ୍ଡିଗୋର ଏୟାର ବସ୍-୩୨୦ ବିମାନ ଏହି ରୁଟରେ ଚଳାଚଳ କରିବ। ବିମାନସେବାକୁ ନେଇ ସମର ସିଡ୍ୟୁଲ୍ ପ୍ରକାଶ ପାଇ ନ ଥିବା ବେଳେ ଆଗକୁ […]
ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ପ୍ରାୟ ସମସ୍ତଙ୍କ ପ୍ରିୟ ଖାଦ୍ୟ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ଦହିବରା ନାଁ ଶୁଣିଲେ ଯେମିତି ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି ଆସିଯାଇଥାଏ। ସକାଳ ହେଉ କି ସନ୍ଧ୍ୟା ସବୁ ସମୟରେ ଲୋକେ ଦହିବରା ଖାଇବା ପାଇଁ ପସନ୍ଦ କରିଥାନ୍ତି। ତେବେ ବିଶ୍ବର ସବୁଠାରୁ ବଡ଼ ଦହିବରା କରାଯାଇଛି । ୪୦ ଲିଟର […]
କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ଏସ୍ସି/ଏସ୍ଟି ବିଭାଗ ଅଧୀନରେ ଚାଲିଥିବା ଜଗନ୍ନାଥପୁର ହାଇସ୍କୁଲର ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି।ଡାକ୍ତରଖାନାରେ ପରୀକ୍ଷା ପରେ ସାମ୍ନାକୁ ଆସିଲା ସତ୍ୟ । ଛାତ୍ରୀଙ୍କ ସମ୍ପର୍କୀୟ ଶାରୀରିକ ସମ୍ପର୍କ ରଖିଥିବଆ ଅଭିଯୋଗ ହୋଇଥିଲା । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଥାନାରେ ଏତଲା ଦିଆ ଯାଇଥିଲା । ସୂଚନାମୁତାବକ ବିଦ୍ୟାଳୟକୁ ଗ୍ରସ୍ତ ବେଳେ ଜଣେ ଏଏନଏମ ସନ୍ଦେହ କରି ତିନି ଜଣଙ୍କୁ RBSK କମିଟିକୁ […]
ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ନାୟିକାଣଡିହି ଥାନା ରାମଚନ୍ଦ୍ରପୁର ଗାଁରେ ଅଘଟଣ । ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼ । ଯେଉଁଥିରେ ଯୁବକ ଜଣଙ୍କ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ସୂଚନା ଅନୁସାରେ ଜଗବନ୍ଧୁ ଜଣେ ଟେଣ୍ଟ ବ୍ୟବସାୟୀ । ଗାଁରେ ଅଷ୍ଟମ ପ୍ରହାରୀ ପ୍ରସାଦ ଖାଇ ଘରେ ଶୋଇ ଥିଲେ। ଏହି ସମୟରେ ଦୁର୍ବୃତ୍ତ ତାଙ୍କ ମୁହଁରେ ଏସିଡ ମାଡ କରିଛି […]
ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ ।ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍ ଜାରି ହୋଇଛି। ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି। ଫାଇନାଲ ଚାର୍ଜସିଟ୍ ଦାଖଲ କରିନି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼।ମାମଲାକୁ ସିବିଆଇ ତଦନ୍ତ କରୁ ବୋଲି ବୟାନବାଜି […]
ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ସମ୍ଭାବ୍ୟ ପାଣିପାଗକୁ ନେଇ ଆଇଏମ୍ଡି ପୂର୍ବାନୁମାନ ଜାରି କରିଛି । ଏହି ଆକଳନ ଅନୁସାରେ ଦେଶର ଅଧିକାଂଶ ସ୍ଥାନରେ ମାର୍ଚ୍ଚ ମାସ ଓ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । ଗ୍ରୀଷ୍ମ ଲହରୀ ଦିନ ସଂଖ୍ୟା […]
ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ୪ ଲକ୍ଷ ମୃତ ହିତାଧିକାରୀଙ୍କ ତାଲିକାରୁ କାଟି ଦିଆଯାଇଛି । କେତେକ […]
