ରାୟଗଡ ଜିଲା ୨୮/୦୨ – ୨୦୨୫-୨୬ ଆର୍ଥିକ ବର୍ଷର ଉଭୟ କେନ୍ଦ୍ର ଓ ରାଜ୍ୟ ବଜେଟ୍ ସଂପର୍କିତ ଏକ ବୁଦ୍ଧିଜୀବି ସମ୍ମିଳନୀ ରାୟଗଡା ବିଜେପି ତରଫରୁ ସ୍ଥାନୀୟ ବିଜୁ ପଟନାୟକ ଅଡୋଟରିୟମ ଠାରେ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ସମ୍ମିଳନୀରେ ଅତିଥି ଭାବେ ମାନ୍ୟବର ଖଣି,ଇସ୍ପାତ ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା ଯୋଗ ଦେଇଥିବା ବେଳେ ପ୍ରବକ୍ତା ଭାବେ ରାଜ୍ୟ ମିଡିଆ ସଂଯୋଜକ ତେଜେଶ୍ୱର ପରିଡା ଯୋଗ ଦେଇଥିଲେ । ସ୍ୱାଗତ ଭାଷଣ […]
ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଲେ କୁନ୍ଦୁଲି ଲ୍ୟାମ୍ପସ ମ୍ୟାନେଜର ସତ୍ୟରଞ୍ଜନ ଚାଲାଣ । ଶୁକ୍ରବାର କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଚାଲାଣ ମାଣ୍ଡିଆ କିଣିବାକୁ ବସ୍ତା ପିଛା ୪୫ ଟଙ୍କା ନେବାକୁ କହିଥିଲେ। ଏହିପରି ଭାବେ ୧୧୭ ବସ୍ତା ପାଇଁ ୩ ହଜାର ଟଙ୍କା ଲାଞ୍ଚ […]
ବଲାଙ୍ଗୀର ଅବକାରୀ ଟିମ୍କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ।ଗିରଫ ତିନି ଜଣ ଅଭିଯକ୍ତ ମାନେ ହେଲେ ଉତ୍ତରପ୍ରଦେଶ ଜୋନପୁର ଜିଲ୍ଲାର ଚନ୍ଦ୍ରକେଶ ଯାଦବ, ମୂଲଚାନ୍ଦ ଯାଦବ ଓ ସକିଲ ଅହମ୍ମଦ । ବଲାଙ୍ଗୀର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ମୁଥାଗାଡ଼ିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୋଜାଲିନ ପଟ୍ଟନାୟକଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ମୁଥାଗାଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ […]
ଆରପାରିରେ ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତି । ଶୋକସନ୍ତପ୍ତ ପରିବାର, ପ୍ରଶଂସକ ଉତ୍ତମଙ୍କୁ ଶେଷ ବିଦାୟ ଦେଇଛନ୍ତି । ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇ ଥିଲା । ଉତ୍ତମଙ୍କୁ ମୁଖାଗ୍ନୀ ଦେଇଛନ୍ତି ପୁଅ ବାବୁସାନ୍ । ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି ଲାଗିଛି। ଅଫେରା ରାଇଜରେ ଉତ୍ତମ ମହାନ୍ତିଙ୍କୁ ଝୁରୁଛନ୍ତି ପରିବାର ଏବଂ ପ୍ରଶଂସକ । ମାତ୍ର ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର […]
ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍ଘାଟିତ ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଉଦ୍ଘାଟନ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି। ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଚାଲିବ।ତେବେ ଏହି ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୨ ବର୍ଷ ଭିତରେ ପୂରଣ ହେବ ସମସ୍ତ ଡାକ୍ତର ଓ ପାରା ମେଡିକାଲ ପଦବୀ […]
ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ ଦେଉଚନ୍ତି, ପ୍ରିୟଜନ ଏବଂ ପରିବାରବର୍ଗ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ତାଙ୍କ ଶେଷ ଦର୍ଶନ କରିବା ସହ ଅମରଆତ୍ମାର ସଦଗତି ପାଇଁ କାମନା କରିଛନ୍ତି । ଏଥିସହିତ ଏଭଳି ଦୁଃଖଦ […]
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ବ୍ରହ୍ମପୁରରେ ଦିଆଯିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା । ରାଜ୍ୟର ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏକାଥରକେ କୋଟିଏ ମହିଳାଙ୍କୁ ଟଙ୍କା ଦିଆଯିବ । ବ୍ରହ୍ମପୁରରୁ କୋଟିଏ ହିତାଧିକାରୀଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।
ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଣରେ ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ସରିଛି ଗଣ ଅଣ୍ଡାଦାନ । ଏହି ସମୟ ମଧ୍ୟରେ ୬ ଲକ୍ଷ ୯୮ ହଜାର ୭୧୮ କଇଁଛ ଗଣ ଅଣ୍ଡାଦାନରେ ସାମିଲ ହୋଇଥିଲେ । ଫେବୃଆରୀ ୧୬ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ୮ ଦିନ ଧରି କଇଁଛଙ୍କ ଗଣ ଅଣ୍ଡାଦାନ ହୋଇଥିଲା । ସାରା ବିଶ୍ୱରେ ଏବେ ଚର୍ଚ୍ଚାକୁ ଆସିଛି ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ମୁହାଣ । ଚଳିତବର୍ଷ ବିରଳ ପ୍ରଜାତିର ଅଲିଭ […]
ସତ୍ୟନଗରରେ ହେବ ଶେଷକୃତ୍ୟ । ଶୁକ୍ରବାର ଦିନ ୧୧.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ ଉତ୍ତମଙ୍କ ପାର୍ଥିବ ଶରୀର । ଏହାପରେ ଭୁବନେଶ୍ବର ସ୍ଥିତ ବାସଭବନକୁ ଆସିବ ମରଶରୀର । ସେଠାରେ ଶେଷ ଦର୍ଶନ ପାଇଁ ସେଠାରେ ୩ରୁ ୪ ଘଣ୍ଟା ରହିବ ମରଶରୀର । ସତ୍ୟନଗର ଶ୍ମଶାନରେ ହେବ ଉତ୍ତମଙ୍କ ଶେଷକୃତ୍ୟ । ତେବେ ସ୍ୱାମୀଙ୍କୁ ହରାଇ ମେଦାନ୍ତ ହସ୍ପିଟାଲରୁ ଫେରିଛନ୍ତି ଅପରାଜିତା । ବିମାନବନ୍ଦରରୁ ସିଧା ଜଗନ୍ନାଥ ବିହାର ସ୍ଥିତ ବାସଭବନକୁ ଯାଇଛନ୍ତି ଅପରାଜିତା । […]
ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି […]
ଆରପାରିରେ ଉତ୍ତମ ମହାନ୍ତି । ଦୀର୍ଘ ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିବାରୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଜାରିଥିବା ବେଳେ ତାଙ୍କର ପରଲୋକ ଘଟିଛି । ଏହି ଖବର ଶୁଣିବା ପରେ ଓଲିଉଡଠୁ ଆରମ୍ଭ କରି ପୂରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।ସୂଚନା ଅନୁସାରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ ହୋଇ କିଛି ଦିନ ହେବ ରାଜଧାନୀର ଏକ […]
