ଝାରସୁଗୁଡ଼ାରେ ୪୪୪ରୁ ଅଧିକ ବାଂଲାଦେଶୀ ଓ ରୋହିଙ୍ଗ୍ୟା ଚିହ୍ନଟ

ଝାରସୁଗୁଡା ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରୁ ଅବୈଧ ଭାବେ ରହୁଥିବା ୪୪୪ ଜଣରୁ ଅଧିକ ବାଙ୍ଗାଲାଦେଶୀ ମାନଙ୍କୁ ଚିହ୍ନଟ କରାଯାଇଛି। ଝାରସୁଗୁଡ଼ା ପୋଲିସ ସବ ଡିଭିଜନ ଅଂଚଳରର ୧୮୩ ଏବଂ ବ୍ରଜରାଜନଗର ସବ ଡିଭିଜନ ଅଂଚଳରୁ ୨୬୧ ଜଣଙ୍କୁ ଅଟକ ରଖାଯାଇଛି। ଏକ ଟାସ୍କଫୋର୍ସ ଗଠନ କରାଯାଇ ଏହି ସନ୍ଦିଗ୍ଧ ମାନଙ୍କୁ ଠାବ କରାଯାଇଛି। ସମସ୍ତଙ୍କୁ ସୋମବାର ରାତିରୁ ଚିହ୍ନଟ ହୋଇଥିବା ଏହି ପ୍ରବାସୀମାନଙ୍କୁ ଯାଞ୍ଚ ପାଇଁ ହୋଲ୍ଡିଂ ସେଣ୍ଟରକୁ ସ୍ଥାନାନ୍ତର କରାଯାଇଛି। ହୋଲ୍ଡିଂ ସେଣ୍ଟରକୁ ସ୍ଥାନାନ୍ତରିତ […]

ରଥଯାତ୍ରା ଦଳାଚକଟା ଘଟଣା, ଜୁଲାଇ ୧୦ରେ ଭିଡିଓ ତଥ୍ୟ ଦାଖଲ କରିବେ ଆଗ୍ରହୀ ବ୍ୟକ୍ତି

ଚଳିତ ରଥଯାତ୍ରା ସମୟରେ ହୋଇଥିବା ଦଳାଚକଟା ଘଟଣାର ଉନ୍ନୟନ ଆୟୁକ୍ତଙ୍କୁ ସରକାର ଦେଇଛନ୍ତି ତଦନ୍ତ ଦାୟିତ୍ଵ। ଦଳାଚକଟା ଘଟଣାର ଭିଡିଓ ଦେବାକୁ ଲୋକଙ୍କୁ ଅପିଲ୍ କରିଛନ୍ତି ସରକାର। ତେଣୁ ଚଳିତ ମାସ ୧୦ ତାରିଖ ଅପରାହ୍ଣ ୩ଟା ପର ଠାରୁ ଆଗ୍ରହୀ ବ୍ୟକ୍ତି ଘଟଣା ସମ୍ପର୍କରେ ଆୟୁକ୍ତଙ୍କୁ ପୁରୀ ସ୍ବତନ୍ତ୍ର ସର୍କିଟ ହାଉସ ଠାରେ ସାକ୍ଷାତ କରି ପାରିବେ। ଏ ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କୌଣସି ବ୍ୟକ୍ତି କିମ୍ବା ସଂସ୍ଥା ଘଟଣାକୁ ନେଇ […]

ଦିଗପହଣ୍ଡିରେ ଡାଇରିଆ ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର |

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ଦେଖାଦେଇଥିବା ଡାଇରିଆ ରୋଗକୁ ସପୂର୍ଣ୍ଣ ନିୟନ୍ତ୍ରଣାଧୀନ କରାଯାଇଛି। ଚଳିତ ମାସ ୬ରେ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଥିବା ଏହି ରୋଗ ସ୍ଥିତିରେ ସୁଧାର ଆସିଛି ବୋଲିକହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର | ସେ କହିଛନ୍ତି ଯେ ୬ ତାରିଖ ଠାରୁ ଆଜି ଅପରାହ୍ନ ସୁଦ୍ଧା ଉସ୍ତପଲ୍ଲୀ ଗ୍ରାମରେ ସମୁଦାୟ ୧୧ ଜଣ ବ୍ୟକ୍ତି ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ଆଜି ସେହି ଗ୍ରାମରୁ କୌଣସି ନୂଆ […]

 ଆର ଥରକ ସୁନାବେଶ ବେଳକୁ ନୂଆ ସୁନା ଅଳଙ୍କାର ପିନ୍ଧିବେ ୩ ଠାକୁର ।

ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କିନ୍ତୁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ।ଖାଲି ସେତିକି ନୁହେଁ, ଶ୍ରୀଜିଉଙ୍କର କିଛି ଅଳଙ୍କାର ପତଳା ହୋଇଗଲାଣି ବା ସରି ସରି ଆସିଲାଣି । ଏମିତିକି କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତମାନେ […]

ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ଦେହାନ୍ତ

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତା ଦୌଲାଲ ବୈଷ୍ଣବ ମଙ୍ଗଳବାର ସକାଳେ ଏମ୍ସ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଡାକ୍ତରଖାନା ପକ୍ଷରୁ କୁହାଯାଇଛି ଯେ, ‘‘କେନ୍ଦ୍ର ରେଳମନ୍ତ୍ରୀଙ୍କ ପିତା ଦାଉଲାଲ ବୈଷ୍ଣବଙ୍କର ଜୁଲାଇ ୮ ତାରିଖ ପୂର୍ବାହ୍ନ ୧୧:୫୨ରେ ପରଲୋକ ଘଟିଛି। ସେ ଗତ […]

ଛାତ ଉପରେ ଉଦ୍ୟାନ ଓ ସହରାଞ୍ଚଳ ଉଦ୍ୟାନକୃଷି ରଥର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।

ରାଜଧାନୀକୁ ସୁନ୍ଦର ଓ ସବୁଜ ବନାନୀ କରିବାକୁ ଏକ ନିଆରା ପ୍ରୟାସ କରାଯାଇଛି। ସହରାଞ୍ଚଳରେ ବୁଲିବ ସଚେତନତା ରଥ । ଯାହାର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । କୃଷି ଭବନରେ ଏହି ସଚେତନତା ରଥକୁ ପତାକା ଦେଖାଇ ରଥକୁ ଶୁଭାରମ୍ଭ କରିଛନ୍ତି । ଏହି ସଚେତନତା ରଥର ଉଦ୍ଦେଶ୍ୟ ହେଉଛି ସ୍ଥାୟୀ ସହରାଞ୍ଚଳ ଜୀବନଯାପନ ଏବଂ ଖାଦ୍ୟ ସୁରକ୍ଷା ସହିତ ସମନ୍ୱୟ ରଖି ଘର ଛାତ ଉପରେ ଉଦ୍ୟାନ ଏବଂ ସହରାଞ୍ଚଳ ଉଦ୍ୟାନର […]

କଇଁଛ ଦେହରେ ଜଗନ୍ନାଥଙ୍କ ଚିତ୍ର ଆଙ୍କିଥିବାରୁ ୨ ଜଣ ଯୁବକ ଗିରଫ

କଇଁଛ ଦେହରେ ଜଗନ୍ନାଥଙ୍କ ଚିତ୍ର ଆଙ୍କିଥିବାରୁ ୨ ଜଣ ଯୁବକ ଗିରଫ ହୋଇଛନ୍ତି । ବିଜେପୁର ଅଞ୍ଚଳରୁ ୨ ଯୁବକଙ୍କୁ ଗିରଫ ପରେ କୋର୍ଟଚାଲାଣ କଲା ବନ ବିଭାଗ । ବନ୍ୟାପ୍ରାଣୀ ଆଇନ ଆଧାରରେ ଗିରଫ କରି କୋର୍ଟ ଚାଲାଣ କଲା । ବରଗଡ଼ ଜିଲ୍ଲାର ଜଣେ ୟୁଟ୍ୟୁବର ବାହୁଡ଼ା ଦିନ କଇଁଛ ପିଠିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କିଥିଲେ। କଇଁଛ ପିଠିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ରିଲ୍ସ କରିଥିଲେ। ରିଲ୍ସ ଭାଇରଲ୍ ହେବା ପରେ କାର୍ଯ୍ୟାନୁଷ୍ଠାନ ଦାବି […]

ଡଗରା ସମୁଦ୍ର ବେଳାଭୂମିରେ ବଙ୍ଗୀୟ ଦମ୍ପତିଙ୍କୁ ଅସଦାଚରଣ ଓ ମାଡ଼ ଅଭିଯୋଗ

ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଡଗରା ବେଳାଭୂମିରେ ପର୍ଯ୍ୟଟକଙ୍କୁ ଅସଦାଚରଣ ଅଭିଯୋଗ । ଗତ ରବିବାର ପଶ୍ଚିମବଙ୍ଗରୁ ଡଗରା ବେଳାଭୂମିକୁ ବୁଲିବାକୁ ଆସିଥିବା ଦୁଇ ଜଣ ଯୁବକ ଯୁବତୀଙ୍କୁ ସ୍ଥାନୀୟ ଅଞ୍ଚଳର କିଛି ଅସାମାଜିକ ଯୁବକ ଆକ୍ରମଣ କରିବା ସହିତ ଯୁବତୀଙ୍କୁ ଅସାଦାଚରଣ କରିଥିଲେ । ଏଥିରେ ବଙ୍ଗୀୟ ପର୍ଯ୍ୟଟକ ପ୍ରତିବାଦ କରିବାରୁ ସେମାନଙ୍କୁ ମାଡ଼ ମାରିବା ସହିତ ମହିଳାମାନଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି । ସ୍ଥାନୀୟ କିଛି ପର୍ଯ୍ୟଟକ ଏଥିରେ ହସ୍ତକ୍ଷେପ […]

ରଥଯାତ୍ରାରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟଣା: ୨୫ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ପାଇଁ ହେବ ଯୋଜନା

ପୁରୀ ପାଇଁ ସରକାର ବଡ଼ ଯୋଜନା କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ମେଗା ପ୍ଲାନ୍ କରାଯାଉଛି। ଏକା ସାଙ୍ଗରେ ୨୫ ଲକ୍ଷ ଶ୍ରଦ୍ଧାଳୁ ପୁରୀ ଆସି କେମିତି ଶୃଙ୍ଖଳିତ ଦର୍ଶନ କରି ଫେରିବେ ସେ ନେଇ ଯୋଜନା କରାଯାଉଛି।ଆସନ୍ତା ବର୍ଷ କିଭଳି ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଦର୍ଶନ କରିପାରିବେ, ଏଭଳି କି ୨୫ ଲକ୍ଷ ଶ୍ରଦ୍ଧାଳୁ ଆସିଲେ ବି ଯେଭଳି ଶୃଙ୍ଖଳିତ ଦର୍ଶନ ହୋଇପାରିବ ସେନେଇ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏ […]

ଆସନ୍ତା ମାସରେ ହେବ ରତ୍ନ ଭଣ୍ଡାରର ଗଣତିମଣତି କାର୍ଯ୍ୟ

ସରିଲା ରତ୍ନଭଣ୍ଡାର ମରାମତି । ଖୁବଶୀଘ୍ର ହେବ ଗଣତି ମଣତି । ଅଗଷ୍ଟ ମାସରେ ଗଣତି ମଣତି ହେବା ସମ୍ଭାବନା ରହିଛି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି। ସଂରକ୍ଷଣ କାର୍ଯ୍ୟ ଦ୍ୱାରା ରତ୍ନ ଭଣ୍ଡାର ଆଗାମୀ ୧୦୦ବର୍ଷ ପାଇଁ ସୁରକ୍ଷିତ ରହିବ ବୋଲି ସୁନିଶ୍ଚିତ କରାଯିବ। ଗଣତିମଣତି ସମ୍ବନ୍ଧୀୟ କାର୍ଯ୍ୟ ଅଗଷ୍ଟରେ ଆରମ୍ଭ ହେବାର ସମ୍ଭାବନା ଅଛି। ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।ସେ […]

ଏହିସବୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା

ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।ଆଜି ନୂଆପଡା, ବରଗଡ଼ […]

ଗର୍ଭବତୀ ମହିଳାଙ୍କୁ ଭାରରେ ବୋହିଲେ ୧୦ କିମି

ମାଲକାନଗିରି ଜିଲାର ଏକ ଦୁର୍ଗମ ଅଞ୍ଚଳରେ ଗ୍ରାମାଞ୍ଚଳର ଦୁର୍ବଳ ଭିତ୍ତିଭୂମିର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।ଗାଁ ରାସ୍ତାର ଅବସ୍ଥା ଶୋଚନୀୟ ଯୋଗୁଁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଅଧା ବାଟରେ ଅଟକି ରହିବା ପରେ ଗର୍ଭବତୀଙ୍କୁ ଭାରରେ ବୋହିଛନ୍ତି ଗ୍ରାମବାସୀ। ୧୦ କିମି ବୋହି ଆଣିବା ପରେ ଆମ୍ବୁଲାନ୍ସ ଯୋଗେ ଖଇରପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।ଘଟଣାଟି ରବିବାର ଅପରାହ୍ନରେ ଖାଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡ଼ା ପଞ୍ଚାୟତର ବୋନ୍ଦାଘାଟି ଅଞ୍ଚଳରେ ଘଟିଛି। ଭୋଜଗୁଡ଼ା ଗାଁର ବାସିନ୍ଦା ସୁନାଇ […]