ବିଦ୍ୟୁତ୍‌ ଟାୱାରରେ ଚଢ଼ିଗଲେ ଯୁବକ ଆଉ ଶୋଇ ପଡିଲେ

କେନ୍ଦୁଝର ସଦର ବ୍ଲକ ଅଧୀନ ପର୍ଜନପୁର ପଞ୍ଚାୟତ କଲଣ୍ଡା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକ ଜଣକ ଏକ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ଟାୱାରରେ ଚଢିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗତକାଲି କଲଣ୍ଡା ଖେଳ ପଡିଆରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚାଲିଥିବା ବେଳେ ସ୍ଥାନୀୟ ଅମୃତପଡା ଗାଁର ନେତ୍ର ମୁଣ୍ଡା ସେଠାକୁ ଆସିଥିଲେ। ଏହି ସମୟରେ ସେ ଟାୱାର ଉପରକୁ ଚଢି ଉପରେ ଶୋଇ ପଡିଥିଲେ । ଲୋକେ ବୁଝା […]

ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। କେଉଁଠି କୁଆପଥର ତ ଆଉ କେ‌ଉଁଠି ବର୍ଷା ପବନ ହୋଇଛି। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ହେଲା ତୁହାକୁ ତୁହା ବର୍ଷା ହେବାରୁ ବ୍ୟାପକ ଫସଲ ନଷ୍ଟ ସହ କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ ରହିଛି। ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି। ପ୍ରଭାବରେ […]

ହଜିଯିବ କି ମିଶନ ଶକ୍ତି ନାଁ?

ସ୍ବୟଂ-ସହାୟିକା ଗୋଷ୍ଠୀଙ୍କୁ ନେଇ ସୁଭଦ୍ରା ଶକ୍ତି ମେଳା ହେବ। ଏସଏଚଜିର ମହିଳା ଯୋଗ ଦେବେ। ହେଲେ, ଏହି ମେଳାରେ ମିଶନ ଶକ୍ତି ନାଁ ବ୍ୟବହାର ହେବ ନାହିଁ। ଏନେଇ ଉପମୁଖ୍ୟମନ୍ତ୍ରୀ ଦେଇଥିବା ନୂଆ ଦ୍ବନ୍ଦ୍ବ ସୃଷ୍ଟି କରିଛି। ଚର୍ଚ୍ଚା ହେଉଛି, ଆଗକୁ ହୁଏତ ବନ୍ଦ ହୋଇଯିବ ମିଶନ ଶକ୍ତି, ଆଉ ନୂଆ ନାଁରେ ଆସିବ। ଅନ୍ୟପଟେ ମହିଳାଙ୍କୁ ସଶକ୍ତ ବନାଇବାକୁ ଆଉ ଏକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି […]

ପରକୀୟା ପ୍ରୀତିରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ହତ୍ୟା! ଶିକ୍ଷକ ଗିରଫ

ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରୁ ଗତକାଲି ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତୀ ଦେହୁରୀଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ। ପରକୀୟା ପ୍ରୀତିରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରାଯାଇଥିବା ନିଜେ ଅଭିଯୁକ୍ତ ଶିକ୍ଷକ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି। ଏହି ଘଟଣାରେ ସୋମନାଥକୁ ଗିରଫ କରିବା ସହ ଘଟଣାସ୍ଥଳକୁ ଆଣି ପୁଲିସ କ୍ରାଇମ ସିନ ରିକ୍ରିଏସନ କରିଛି।କାମାକ୍ଷାନଗର ଏସ୍‌ଡିପିଓ ଜ୍ଞାନରଞ୍ଜନ ମିଶ୍ର କହିଛନ୍ତି, ଗତକାଲି ଆମେ ପାରିପାର୍ଶ୍ୱିକ ସ୍ଥିତିକୁ ସମୀକ୍ଷା କରିବା ପରେ ହତ୍ୟା ମାମଲା […]

ଫେବୃଆରୀ ୨୪ରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିସାନ ଟଙ୍କା

ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିସାନ) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫେବୃଆରୀ ୨୪ରେ ଏହି କିସ୍ତି ପ୍ରଦାନ କରାଯିବ ବୋଲି ଶୁକ୍ରବାର ଏହି ସୂଚନା ଦେଇଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ।ଏହା ଅଧୀନରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ପଠାଯିବ, ଯାହା ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ-କିଷାନ ଯୋଜନା ଅଧୀନରେ, ପ୍ରତ୍ୟେକ ହିତାଧିକାରୀ ଚାଷୀଙ୍କୁ […]

ଯୁବକ ନେଉଥିଲେ ବାର୍ଦ୍ଧକ୍ୟ ଭତ୍ତା,ଟଙ୍କା ଫେରାଇବାକୁ ନୋଟିସ୍

ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲା । ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।୧୦ ହଜାର ୫୦୦ ଟଙ୍କା ଲେଖାଏଁ ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଭତ୍ତା ଟଙ୍କା ନ ଫେରାଇଲେ ତାଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ହେବ ବୋଲି ବିଡିଓ ଚେତାବନୀ ଦେଇଛନ୍ତି । ଉପ ଜିଲାପାଳଙ୍କ ଦସ୍ତଖତ ଟାମ୍ପରିଂ କରି ଭତ୍ତା ହାତେଇଥିଲେ। ଭେଣ୍ଡିଆ ଯୁବକ ଓ […]

ମାର୍ଚ୍ଚ ୩୧ ଯାଏଁ ଚାଲିବ ଆବାସ ପଞ୍ଜିକରଣ

ଆବାସ ଯୋଜନାରେ ପଞ୍ଜିକରଣକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଦେଲେ ବଡ ସୂଚନା । ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଆବାସ ଯୋଜନାରେ ପଞ୍ଜିକରଣ ଚାଲିବ ।ପ୍ରଧାନମନ୍ତ୍ରୀ ଆବାସ ଘର ପାଇଁ ଆବେଦନ କଲେଣି ସାଢେ ୧୨ ଲକ୍ଷ ଲୋକେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହେବା ଆରମ୍ଭ ହୋଇଥିବା ପଞ୍ଜୀକରଣ ସଂଖ୍ୟା ୧୨ଲକ୍ଷ୍ୟ ୫୦ହଜାର ପହଞ୍ଚିଲାଣି । ସବୁ ଲୋକଙ୍କ ପକ୍କା ଘର ସ୍ୱପ୍ନ ପୂରଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ […]

ଓଡିଶାରେ ମାଣ୍ଡିଆରୁ ତିଆରି ହେବ ମଦ

ଓଡ଼ିଶାରୁ ବିଦେଶକୁ ବଢ଼ିବ ମଦର ରପ୍ତାନୀ। ଓଡିଶାରେ ତିଆରି ହେବ ଅଧିକ ପରିମାଣରେ ମଦ। ଯାହା ଉପରେ କମ୍ପାନୀକୁ ସବସିଡି ଦେବେ ରାଜ୍ୟ ସରକାର। 2025-26 ଅବକାରୀ ପଲିସିକୁ ନେଇ ଅବକାରୀମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତା ରେ ବସିଥିବା ବୈଠକରେ ଏଭଳି କିଛି ଯୋଜନା ପ୍ରସ୍ତୁତ କରାଯାଇଛି । ଖୁବ ଶୀଘ୍ର ଏ ନେଇ ରାଜ୍ୟ ଶିଳ୍ପ ବିଭାଗ ସହ ହେବ ଆଲୋଚନା । ମାଣ୍ଡିଆ, ଯଅ, ବାଜ୍ରା ଭଳି ଖାଦ୍ୟ ଶସ୍ୟରୁ ମଦ ତିଆରି କରିବାକୁ […]

ବଡ଼ ଏନ୍‌କ୍ଲୋଜରକୁ ସ୍ଥାନାନ୍ତର ହେବ ବାଘୁଣି ଜିନତ୍ ।

ବଡ଼ ଏନ୍‌କ୍ଲୋଜରକୁ ସ୍ଥାନାନ୍ତର ହେବ ବାଘୁଣି ଜିନତ୍ । ଜିନତ୍ ଏବେ ଶିମିଳିପାଳରେ ୧ ହେକ୍ଟରର ସଫ୍ଟ ଏନକ୍ଲୋଜରରେ ଅଛି । ସ୍ଥାନାନ୍ତର ପାଇଁ ୮-୯ ହେକ୍ଟରର ବଡ଼ ଏନକ୍ଲୋଜର ତିଆରି କରାଯାଇଛି । ଜିନତ୍କୁ ଏବେ ବଡ଼ ଏନ୍‌କ୍ଲୋଜରରେ ଛଡାଯିବ । ସେଠାରେ ଜିନତର ବ୍ୟବହାରରେ ପରିବର୍ତ୍ତନ ଆସିଲେ ତାକୁ ଜଙ୍ଗଲକୁ ଛଡ଼ାଯିବ । ସେଥିପାଇଁ ଜିନତ୍ ଗତିବିଧିକୁ ବନ ବିଭାଗ ମନିଟର୍ କରୁଥିବା ନେଇ ସୂଚନା ଦେଇଛନ୍ତି ପିସିସିଏଫ୍ ।

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ

କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି ଅଧ୍ୟକ୍ଷଙ୍କୁ ଲିିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଲୁସି ଦାସ ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗ […]

ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।

ଚାଲିଛି ବିଧାନସଭା। ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ବିଜେଡ଼ିର କିଛି ବିଧାୟକ ମାହାଙ୍ଗା ଯାଇଥିଲେ । କାରଣ ସରକାର ବଜେଟ ଖର୍ଚ୍ଚ କରିବାରେ ଅସମର୍ଥ । ହିମାଳୟ ଭଳି ବଜେଟ ରଖୁଛନ୍ତି, କିନ୍ତୁ ଖର୍ଚ୍ଚ କରି ପାରୁନାହାନ୍ତି । ମାହାଙ୍ଗାରେ ସମସ୍ତ ପଞ୍ଚାୟତ ପ୍ରତିନିଧି ମାନେ ଧାରଣାରେ ବସିଥିଲେ । ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ପଞ୍ଚାୟତର ଜନପ୍ରତିନିଧିଙ୍କୁ ମାଡ଼ ମରାଗଲା। DSP ବି ମାଡ଼ ଖାାଇଲେ। ତାଙ୍କ ମୁଣ୍ଡ ଓ […]

ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।

ଚାଲିଛି ବିଧାନସଭା। ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ବିଜେଡ଼ିର କିଛି ବିଧାୟକ ମାହାଙ୍ଗା ଯାଇଥିଲେ । କାରଣ ସରକାର ବଜେଟ ଖର୍ଚ୍ଚ କରିବାରେ ଅସମର୍ଥ । ହିମାଳୟ ଭଳି ବଜେଟ ରଖୁଛନ୍ତି, କିନ୍ତୁ ଖର୍ଚ୍ଚ କରି ପାରୁନାହାନ୍ତି । ମାହାଙ୍ଗାରେ ସମସ୍ତ ପଞ୍ଚାୟତ ପ୍ରତିନିଧି ମାନେ ଧାରଣାରେ ବସିଥିଲେ । ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ପଞ୍ଚାୟତର ଜନପ୍ରତିନିଧିଙ୍କୁ ମାଡ଼ ମରାଗଲା। DSP ବି ମାଡ଼ ଖାାଇଲେ। ତାଙ୍କ ମୁଣ୍ଡ ଓ […]