ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଥାନା ସମରଝୋଳ ଗ୍ରାମର ବିଦେଶରେ କାର୍ଯ୍ୟରତ ପି.ଭେଙ୍କଟ ରମଣ ନାମକ ଯୁବକଙ୍କୁ ଆତଙ୍କବାଦୀ ସଂଗଠନ ଅପହରଣ ଘଟଣା। ଅପହରଣ ହୋଇଥିବା ଯୁବଙ୍କୁ ଶୀଘ୍ର ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ ବିଭାଗୀୟ କେନ୍ଦ୍ର ମନ୍ତ୍ରୀଙ୍କୁ ଟୁଇଟ ଯୋଗେ ଅନୁରୋଧ କରିଲେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଲେଖିଛନ୍ତି, ଭେଙ୍କଟରମଣ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟ ବ୍ଲକର ସମରାଝୋଲ ଗ୍ରାମର। ତାଙ୍କୁ ମାଲିରେ […]
ଓଡ଼ିଶା ସରକାର ତିନୋଟି ଘରୋଇ ବ୍ୟାଙ୍କ—ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଆକ୍ସିସ ବ୍ୟାଙ୍କଙ୍କୁ ରାଜ୍ୟ ସରକାରୀ ସଂସ୍ଥା ଓ ବିଭାଗମାନଙ୍କର ବ୍ୟବସାୟ ଏବଂ ଜମା ରାଶି ପରିଚାଳନା ପାଇଁ ପ୍ୟାନେଲଭୁକ୍ତ ବ୍ୟାଙ୍କ ତାଲିକାରୁ ବାଦ ଦେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛନ୍ତି। ଏ ସମ୍ପର୍କରେ ଅର୍ଥ ବିଭାଗ ଆଜି ଏକ ବିଜ୍ଞପ୍ତି ଜାରି କରିଛି।୩ ବ୍ୟାଙ୍କ କର୍ତ୍ତୃପକ୍ଷ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ HDFC, ICICI, ଆକ୍ସିସ ବ୍ୟାଙ୍କ ଉପରେ ଲାଗିଥିବା କଟକଣାକୁ ରାଜ୍ୟ ସରକାର […]
ରାୟଗଡ ଜିଲ୍ଲାର ପ୍ରେସ୍ ୟୁନିଅନ ତରଫରୁ ସ୍ବର୍ଗତଃ ସାମ୍ବାଦିକ ରାଜୀବ ଲୋଚନ ପଣ୍ଡାଙ୍କ ପିତାମାତାଙ୍କୁ ମାସିକ ଭତ୍ତା ଦେଇ ସମଗ୍ର ଭାରତର ସାମ୍ବାଦିକ ଜଗତରେ ପ୍ରେସ୍ ୟୁନିଅନ ରାୟଗଡ ଉଦାହରଣ ସୃଷ୍ଟି କରିଛି . ଯେଉଁଠି କୌଣସି ସାମ୍ବାଦିକ ସଂଘ କିମ୍ବା ସରକାର ମଧ୍ୟ ତାହା ଉପରେ ତର୍ଜମା କରିନି ସେଠି ପ୍ରେସ୍ ୟୁନିଅନ କାର୍ଯ୍ୟକାରୀ କରିଥିବା ଦେଖିବାକୁ ମିଳିଛି .ଗତ ମଇ ମାସ ପାଞ୍ଚ ତାରିଖରେ ୟୁନିଅନ ର ସଭ୍ୟ ରାଜୀବଙ୍କ ମୁର୍ତ୍ୟୁ ହୋଇଥିଲା . […]
ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସୂଚନା ଅନୁଯାୟୀ ପୂର୍ବ ସୋମବାର ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଘଟଣା ନେଇ ମୂଖ୍ୟମନ୍ତ୍ରୀ ଏହି ଅଭିଯୋଗ ଶୁଣାଣୀକୁ ବନ୍ଦ କରାଇଥିଲେ।
ବ୍ୟାଙ୍କ ଖାତାଧାରୀଙ୍କ ପାଇଁ ବଡ ଖବର । ଯଦି ଏହି ବ୍ୟାଙ୍କରେ ଆକାଉଣ୍ଟ ଅଛି ତେବେ ଏହି ଖବରକୁ ନିହାତି ଜରୁରୀ ଅଟେ।ଇଣ୍ଡିଆନ୍ ବ୍ୟାଙ୍କ ନିକଟରେ ଘୋଷଣା କରିଛି ଯେ ୭ ଜୁଇାଇ, ୨୦୨୫ ଠାରୁ ତାର ସମସ୍ତ ଆକାଉଣ୍ଟରୁ ମିନିମମ୍ ବାଲାନ୍ସର ସର୍ତ୍ତକୁ ପୁରାପୁରୀ ଭାବେ ହଟାଇଦେବ । ଏପରି କରିବାର ମୂଳ ଉଦ୍ଦେଶ ହେଉଛି ଗ୍ରାହକଙ୍କ ଆର୍ଥିକ ବୋଝକୁ କମ୍ କରିବା ଏବଂ ବାକିଙ୍ଗ ସେବାକୁ ସମସ୍ତଙ୍କ ପାଇଁ ସୁଲଭ କରିବା । ଦିତୀୟରେ […]
ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି। ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି। ତେବେ ଖାଦ୍ୟ ନିରାପତ୍ତା ଟିମ୍ଗୁଡ଼ିକ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ ନିରାପତ୍ତା ଟିମ୍ ମାନେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛନ୍ତି । ୧୫ଟି ପାଣି ବୋତଲ ତିଆରି ପ୍ଲାଣ୍ଟ, ୨୦୨ ହୋଟେଲ, […]
ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା । ଉଛୁଳି […]
ଇଣ୍ଡୋନେସିଆ ସମେତ ଅନେକ ଦେଶରେ ଜ୍ୱାଳାମୁଖୀ ଫାଟିବାର ଖବର ଶୁଣିଥିବେ। କ’ଣ ଆପଣ ଜାଣଛନ୍ତି କି ଭାରତରେ ମଧ୍ୟ ଏକ ଜ୍ୱାଳାମୁଖୀ ଅଛି, ଯାହା ସକ୍ରିୟ ଅଛି ଓ ଏହାର ଫାଟିବା ବିଷୟରେ ସତର୍କୀକରଣ ଜାରି କରାଯାଇଛି। ଭାରତରେ ଏକ ଜ୍ୱାଳାମୁଖୀ ରହିଛି ଏବଂ ଏହା କୌଣସି ସମୟରେ ଫାଟିପାରେ । ଏହି ଜ୍ୱାଳାମୁଖୀ ଆଣ୍ଡାମାନ ସାଗରର ବ୍ୟାରେନ୍ ଦ୍ୱୀପ ଭିତରେ ରହିଛି । ଯାହା ପୋର୍ଟ ବ୍ଲେୟାରରୁ ୧୩୮କିଲୋମିଟର ଦୂରରେ ଅବସ୍ଥିତ । ଯଦି ଏହି […]
ବିଜେଡିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇ ଅଡୁଆରେ ବିଜେପି ବିଧାୟକ ସନ୍ତୋଷ ଖଟୁଆ । ଏନେଇ ଲେଖାଶ୍ରୀଙ୍କ ଅଭିଯୋଗ ପରେ ସନ୍ତୋଷ ଖଟୁଆଙ୍କ ନାମରେ ମାମଲା ରୁଜୁ କରିଛି ଭୁବନେଶ୍ୱର ମହିଳା ଥାନା । U/S-୭୫(୧): ଯୌନ ନିର୍ଯାତନା, ୭୦ ଅଶାଳୀନ ମନ୍ତବ୍ୟ ରଖିବା, ୨୯୬: ସର୍ବସାଧାରଣରେ ଗାଳି ଗୁଲଜ କରିବା, ୩୫୬: ମାନହାନୀ କରିବା ଭଳି ଦଫା ଲାଗିଛି । ତେବେ ମୋ ବାବଦରେ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ […]
ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗାଁରେ ଥିବା ଷଷ୍ଠ ଶତାବ୍ଦୀର ସ୍ୱପ୍ନେଶ୍ୱର ମହାଦେବ ମନ୍ଦିରକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛି ।ସୂଚନା ଯୋଗ୍ୟକି ଶୈଳୋଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ ଶତାବ୍ଦୀ ସମୟରେ ବର୍ତ୍ତମାନର ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଏହି ସ୍ଵପ୍ନେଶ୍ଵର ମହାଦେବ ପ୍ରତିଷ୍ଠା ହୋଇଥିଲା I ପୁରାତନ କୀର୍ତ୍ତିରାଜିରେ ଭରପୁର ତଥା ଐତିହ୍ୟ ସମ୍ପର୍ଣ୍ଣ ଏହି ମନ୍ଦିରର ସୁରକ୍ଷା […]
ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ନବୀନ । ସୂଚନା ଦେଲେ ନବୀନଙ୍କ ରାଜନୈତିକ ସଚିବ । ମୁମ୍ବାଇ କୋକିଳାବେନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସର୍ଭିକାଲ ଆର୍ଥାଇଟିସର ହୋଇଛି ଅସ୍ତ୍ରୋପଚାର ।ତେବେ ଡିସଚାର୍ଜ ହେବା ପରେ ସେ ସିଧା ସଳଖ ଦିଲ୍ଲୀ ଯିବେ । ଦିଲ୍ଲୀ ବାସ ଭବନରେ କିଛି ଦିନ ଆରାମ କରିବେ । ସୂଚନାମୁତାବକ ସାଢେ ଚାରିକୋଟି ଓଡ଼ିଆଙ୍କ ହୃଦସ୍ପନ୍ଦନ ନବୀନ ପଟ୍ଟନାୟକ । ଦୈବୀ ଦୁର୍ବିପାକ ହେଉ ଅବା ଯେକୌଣସି ସମସ୍ୟା । […]
ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଳକ ଶରଣ ଶ୍ରୀକ୍ଷେତ୍ରରୁ ପୁରୀ ଶ୍ରୀକ୍ଷେତ୍ର ଧାମର ରଥାରୂଢ ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ନିକଟକୁ ଯାଉଛି ତୁଳସୀ ମାଳ, ପଦ୍ମମାଳ ଓ ଗେଣ୍ଡୁମାଳ ।ପବିତ୍ର ବାହୁଡା ଦଶମୀ ଉପଲକ୍ଷେ ୩୫୧ ଫୁଟର ତୁଳସୀ ମାଳ, ୨୫୧ ଫୁଟର ପଦ୍ମମାଳ ଓ ଗେଣ୍ଡୁମାଳ ଇତ୍ୟାଦି ପ୍ରସ୍ତୁତ କରାଯାଇଛି । ଏହି ତୁଳସୀ ମାଳ ଓ ପଦ୍ମଫୁଲ ହାର ଶ୍ରୀକ୍ଷେତ୍ରରେ କାଳିଆ ସାଆନ୍ତଙ୍କ […]
