ବାହାଘର ଭୋଜି ଖାଇ ୩ଶହରୁ ଅଧିକ ଲୋକ ଅସୁସ୍ଥ । ଗାଁରେ ପହଂଚିଛି ମେଡିକାଲ ଟିମ୍ । ଅସୁସ୍ଥ ଲୋକଙ୍କ ଚିକିତ୍ସା ଜାରି ରହିଛି । ସୂଚନା ଅନୁସାରେ ବୈଦେଶ୍ୱର ପାଟଣା ସାହିରେ ରବିବାର ରାତିରେ ପଦ୍ମ ଚରଣ ସାହୁ ନାମକ ବ୍ୟକ୍ତିଙ୍କ ଝିଅ ବାହାଘରରେ ପ୍ରାୟ ଚାରି ଶହରୁ ଊର୍ଦ୍ଧ୍ବ ଲୋକ ଭୋଜି ଖାଇ ଥିଲେ । ମାତ୍ର ସୋମବାର ସକାଳୁ ଝାଡା ବାନ୍ତିରେ ଅନେକ ଆକ୍ରାନ୍ତ ହୋଇ ନିକଟସ୍ଥ ବୈଦେଶ୍ଵର୍ ଡାକ୍ତରଖାନାରେ ଚିକିତ୍ସା ପାଇଁ […]
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ ।ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ […]
ପାରାଦୀପ-କୁଜଙ୍ଗ ଥାନା ଅନ୍ତର୍ଗତ ଫାର୍ମ ହାଉସ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ମଦ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଏଥିରେ ଚାପି ହୋଇଯାଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି । ବିଳମ୍ବିତ ରାତିରେ ଏପରି ଘଟଣା ଘଟିଛି । ଘଟଣା ସ୍ଥଳରୁ ହାଇୱା ଗାଡି ଫେରାର ହୋଇଯାଇଛି । କୁଜଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ପୋଲିସ କେନାଲ ମଧ୍ୟରୁ ଗାଡ଼ିକୁ ଉଠାଇ ଘଟଣାର ତଦନ୍ତ ଆରମ୍ଭ […]
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। । ମାର୍ଚ୍ଚ ୨୭ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ଦିନରେ ବିଜ୍ଞାନ ବିଭାଗ (ଷ୍ଟ୍ରିମ୍)ର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ । ପରୀକ୍ଷା ଦେବେ ୧ଲକ୍ଷ ୧୪ ହଜାର ୯୮୦ ପରୀକ୍ଷା । ସକାଳ ୯ଟା ୩୦ରେ ଅବଜର୍ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ […]
ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ପାଠପଢା ଓ ପରୀକ୍ଷା ଆଦିକୁ ସକାଳୁଆ କରିବାକୁ କୁହାଯାଇଛି । ଗ୍ରୀଷ୍ମପ୍ରବାହରୁ ବର୍ତ୍ତିବା ପାଇଁ ଅପରାହ୍ଣରେ ଆଉଟଡୋର ଆକ୍ଟିଭିଟିକୁ ବାରଣ କରାଯାଇଛି । ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଇବା ପାଇଁ ସହ ଓଆରଏସ ମହଜୁଦ ରଖାଯିବ । ଶିକ୍ଷାନୁଷ୍ଠାନ ପରିସରରେ ଥିବା ଟ୍ୟୁବୱେଲ ଓ ପାଣିପମ୍ପକୁ […]
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। । ମାର୍ଚ୍ଚ ୨୭ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ଦିନରେ ବିଜ୍ଞାନ ବିଭାଗ (ଷ୍ଟ୍ରିମ୍)ର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ । ପରୀକ୍ଷା ଦେବେ ୧ଲକ୍ଷ ୧୪ ହଜାର ୯୮୦ ପରୀକ୍ଷା । ସକାଳ ୯ଟା ୩୦ରେ ଅବଜର୍ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ […]
ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି । ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି । ଜଳ ଜୀବନ ମିସନକୁ ୨୦୨୮ ଯାଏଁ ବୃଦ୍ଧି : ଜଳ ଜୀବନ ମିସନକୁ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି । ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ପଦକ୍ଷେପ ନେଇଛନ୍ତି ସରକାର । ୨୦୨୬ ସୁଦ୍ଧା ରାଜ୍ୟର […]
ବଢିଲା ବିଧାୟକଙ୍କ ଏମଏଏଲଏ ପାଣ୍ଠି । ଏହାକୁ ୩ କୋଟିରୁ ୫ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥିପାଇଁ ୭୩୫ କୋଟି ବ୍ୟୟ ବରାଦ ହୋଇଛି । ନିର୍ବାଚନ ମଣ୍ଡଳୀ ଅନୁଯାୟୀ ଅତିରିକ୍ତ ୧୪୨ କୋଟିର ଅନୁଦାନ । ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତିଚଳିତ ବର୍ଷ ବଜେଟରେ […]
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାକୁ ନେଇ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର’ ମାଗଣା ବିଜୁଳି ଯୋଜନାକୁ ସମ୍ପୂର୍ଣ ରୂପେ କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତିବଦ୍ଧ। ଏହି ଯୋଜନାକୁ ହିତାଧିକାରୀ ମାନଙ୍କ ମଧ୍ୟରେ ଅଧିକ ଗ୍ରହଣୀୟ ଓ ବିସ୍ତାର କରିବା ପାଇଁ ସେମାନଙ୍କୁ ୩ କିଲୋୱାଟ କ୍ଷମତା ପର୍ଯ୍ୟନ୍ତ […]
ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ମାଳତୀ ଦେବୀ ପାକ ବିଦ୍ୟାଳୟ ପରିଧାନ ଯୋଜନା କରାଯିବ । ଅଙ୍ଗନୱାଡି ପିଲାଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ । ବାଲ୍ୟ ବିବାହ ବନ୍ଦ ପାଇଁ ଆଦ୍ୱିକା ନାମରେ ନୂଆ ଯୋଜନା ରହିଛି । ଆମ କୁନିପିଲା ନାଁରେ ଯୋଜନା ରହିବ । ନବମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ସାଇକେଲ । ପୁଣି କହିଛନ୍ତି ଯେ ଓଡିଶା ୨୦୩୬ର ଯୋଜନା ପ୍ରସ୍ତୁତ […]
ଆଜି ରାଜ୍ୟ ବଜେଟ ଅଧିବେଶନ ରେ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଆଳୁ ପାଇଁ ଆମେ କାହା ଉପରେ ନିର୍ଭର କରିବାକୁ ଚାହୁଁନାହୁଁ । ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଆଳୁ ବିହନ ଯୋଗାଇ ଦିଆଯାଉଛି । ଆମ ସରକାର ଯୁଗାନ୍ତକାରୀ ଶୀତଳଭଣ୍ଡାର ଯୋଜନା ଆଣିଛନ୍ତି । ରାଜ୍ୟର ସମସ୍ତ ସବଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବ । ଏହା […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ବଜେଟ୍ ୨୦୨୫-୨୬ ଉପସ୍ଥାପନ କରିଛନ୍ତି। ସରକାରକୁ ଆସିବା ପରେ ମୋହନ ସରକାରଙ୍କ ଏହା ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍ ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ […]
