ଯାତ୍ରା ପେଣ୍ଡାଲ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍ । ଯାତ୍ରା ଡ୍ୟାନ୍ସରଙ୍କ ଉପରେ ବାଜିବ ଛାଟ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗ ଉପରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶଗଡ ପରି ଓଡ଼ିଶାରେ ବି ହୋଇପାରେ କାର୍ଯ୍ୟନୁଷ୍ଠାନ । ଆଇନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଜନମତ ମଧ୍ୟ ସ୍ପଷ୍ଟ ଅଛି, ଅଶ୍ଳୀଳ ନୃତ୍ୟ ନ ହେଉ। ଏନେଇ ଆୟୋଜକ ଏବଂ ଯାତ୍ରା ପାର୍ଟି ମାଲିକଙ୍କୁ ମଧ୍ୟ ଅବଗତ କରାଯାଇଛି। […]
କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ ‘୧୦-ମିନିଟ ଡେଲିଭରି’ ଦାବିକୁ ସମ୍ପୂର୍ଣ୍ଣ ଭାବରେ ହଟାଇ ଦେଇଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ ଉନ୍ନତ କାର୍ଯ୍ୟ ପରିସ୍ଥିତିକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।ସୂତ୍ର ଅନୁସାରେ, ବ୍ଲିଙ୍କଇଟ୍ ପରେ ଅନ୍ୟ କ୍ଵିକ୍ ଇ-କମର୍ସ କମ୍ପାନୀ ମଧ୍ୟ ସମାନ ଘୋଷଣା କରିବେ ବୋଲି ଆଶା କରାଯାଉଛି । କେନ୍ଦ୍ର ଶ୍ରମ ମନ୍ତ୍ରୀଙ୍କୁ […]
ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି।। ସ୍ୱାସ୍ଥ୍ୟ, ପିଇବା ପାଣି, କ୍ୱାଲିଟି ମନିଟର, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯିବ । ଭିଡ ପରିଚାଳନା, ଟ୍ରାଫିକ ସମସ୍ୟା ନେଇ ମଧ୍ୟ ଆଲୋଚନା କରାଯିବ ବୋଲି ବୈଠକ ପରେ କହିଛନ୍ତି ମୁଖ୍ୟ ଶାସନ ସଚିବ ।ବିଗତ ଦିନରେ ହୋଇଥିବା ତ୍ରୁଟିକୁ ଚିହ୍ନଟ ସହ କେମିତି […]
ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ ।୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ ।ସୂଚନାଯୋଗ୍ୟ ଯେ, ଅକ୍ଟୋବର ୬ ତାରିଖରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିଥିବା ବେଳେ ୫ ଜଣଙ୍କ […]
ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀଙ୍କ ସଙ୍କେତ । ମନ୍ତ୍ରୀ କହିଛନ୍ତି ଯେ ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ । ମ୍ୟୁଜ୍ୟିମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ । ଲୋକସେବା ଭବନ ଓ ବିଧାନସଭା ମଝିରେ ନିର୍ମାଣ ହେବ ନୂଆ ବିଧାନସଭା ।ଭଙ୍ଗାଯିବ ବର୍ତ୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ । ମନ୍ତ୍ରୀ କହିଛନ୍ତି […]
ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଛି । ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି । ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। SIR ପାଇଁ ଓଡ଼ିଶା ପ୍ରସ୍ତୁତ । ଓଡିଶାରେ SIR ଲାଗୁ ପାଇଁ ପ୍ରସ୍ତୁତି ୫ମାସ ଧରି ଚାଲିଛି । ସବୁ ବୁଥରେ ବୁଥ ଲେବୁଲ ଅଧିକାରୀ ନିଯୁକ୍ତ କରାଯାଇଛି । ୨୦୦୨ ମସିହାରେ […]
ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ଅର୍ଥ ପ୍ରଦାନ କରାଯିବ। ଟାଇମ ପିରିୟଡ ଭିତରେ ଖାତା ଦେଖା ହୋଇପାରିବ, ବିଭାଗ ଯୋଜନା କରୁଛି, ପ୍ରସ୍ତାବ ଯାଇଛି । ଆପ୍ରୁଭାଲ ମିଳିଲେ କାର୍ଯ୍ୟକାରୀ ହେବ। ଗତଥର ବି ସିଏଚ୍ଏସ୍ସିରେ AI କ୍ୟାମେରା ଲାଗିଥିଲା। କୌଣସି ପ୍ରଶ୍ନ […]
ଛତିଶଗଡ଼ ଉରମାଳରେ ଓଡ଼ିଶାର ବନଦୁର୍ଗା ଗଣନାଟ୍ୟକୁ ଗତ ୪ରୁ ୧୦ ତାରିଖ ଯାଏଁ ଯାତ୍ରା ପରିବେଷଣ ପାଇଁ ଅନୁମତି ମିଳିଥିଲା। ୯ ତାରିଖ ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ ଗରିଆବନ୍ଦ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୧୦ ତାରିଖରେ ଯାତ୍ରାକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନ ଏହି ଘଟଣା ଛତିଶଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ […]
ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ପାଇଁ ନିୟମରେ କିଛି ପରିବର୍ତ୍ତନ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍ ଏବଂ ସ୍ୱୟଂଚାଳିତ ଜମା-କମ-ଉଠାଣ ମେସିନ୍ ସହିତ ଜଡିତ ଚାର୍ଜକୁ ସଂଶୋଧନ କରିଛି ।ଏହି ପରିବର୍ତ୍ତନ ଅନ୍ୟ ବ୍ୟାଙ୍କର ଏଟିଏମରେ କରାଯାଉଥିବା କାରବାର ପାଇଁ ପ୍ରଯୁଜ୍ୟ ହେବ । ଏହି ପରିବର୍ତ୍ତନ ଇଣ୍ଟରଚେଞ୍ଜ ଫି ବୃଦ୍ଧି ଯୋଗୁଁ କରାଯାଇଛି ।ଏହି ପରିବର୍ତ୍ତନ ସର୍ବାଧିକ ଏସବିଆଇ ଏଟିଏମ୍ ନଥିବା ଲୋକଙ୍କ ପାଇଁ ନିର୍ଦ୍ଧାରିତ ସୀମା ଅତିକ୍ରମ କରୁଥିବା ସଞ୍ଚୟ ଏବଂ […]
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ […]
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ ।ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଏହାସହ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ପହିଲି ଭୋଗର ଅନ୍ତିମ ଦିବସ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳ ମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରଙ୍କୁ ଲାଗି କରାଯବ । ସେହିପରି ବଡ଼ସିଂହାର ବେଶରେ ସୋଲ, ଜରି , କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷଳ,କୁଣ୍ଡଳ ଇତ୍ୟାଦି ଜଗନ୍ନାଥ […]
ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ ବୋଲି ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ ୨୧ ବର୍ଷୀୟା ଯୁବତୀଙ୍କ ସ୍ବାଧୀନ ଭାବରେ ବଞ୍ଚିବାର ଅଧିକାରକୁ ସମର୍ଥନ କରି ଏହି ରାୟ ଆସିଛି। ୬ ଅଗଷ୍ଟ, ୨୦୨୫ରେ ଝିଅ ନିଖୋଜ ଥିବା ଅଭିଯୋଗ ନେଇ ବାପାଙ୍କ […]
