ଲଜ୍‌କୁ ଡାକି ଯୁବତୀକୁ ଛୁରି ଭୁଶି ହତ୍ୟା କଲା ପୁରୁଷ ବନ୍ଧୁ।

ଯୁବତୀକୁ ଛୁରି ଭୁଶି ହତ୍ୟା କଲା ପୁରୁଷ ବନ୍ଧୁ। ଘଟଣା ଘଟିଛି ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ ନିକଟରେ। ଏଠାରେ ଏକ ଗେଷ୍ଟ ହାଉସରେ ଯୁବତୀଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରେମିକାକୁ ହତ୍ୟା କରିବା ପରେ ନିଜ ହାତରେ ଲାଗିଥିବା ଆଘାତକୁ ନେଇ ସ୍ଥାନୀୟ ଚିକିତ୍ସାଳୟରେ ଅଭିଯୁକ୍ତ ଜଣଙ୍କ ନିଜର ଚିକିତ୍ସା କରାଇବା ଏବଂ ପରବର୍ତ୍ତୀ ସମୟରେ ନିଜେ ଯାଇ ଥାନାରେ ଆତ୍ମସମର୍ପଣ କରିଛି । ବୈଦ୍ୟନାଥପୁର ଥାନା ଅନ୍ତର୍ଗତ […]

କାଦୁଅ ରାସ୍ତାରେ ଅଟକିଲା ଆମ୍ବୁଲାନ୍ସ,୩ କିମି କାନ୍ଧରେ ବୋହିଲେ କଫିନ

ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ବ୍ଲକ୍‌ ସଦର ମହକୁମା ଠାରୁ ମାତ୍ର ୫ କିମି ଦୂର ସାନବଡ଼ଗାଁ ଗ୍ରାମର ୨ ନଂ ୱାର୍ଡରେ। ଗତ ଦୁଇଦିନ ହେବ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି।ଲଗାଣ ବର୍ଷା ଯୋଗୁ ସାନବଡ଼ଗାଁ ଗ୍ରାମକୁ ଆମ୍ବୁଲାନ୍ସ ଆସି ନପାରିବାରୁ ଶେଷରେ ଲୋ‌କେ ନିଜ କାନ୍ଧରେ କଫିନ୍‌ ବୋହିବା ଭଳି ଏକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।ମଙ୍ଗଳବାର ସାନବଡ଼ଗାଁ ଗ୍ରାମର ଜଣେ ବ୍ୟକ୍ତିଙ୍କର ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିଲା। ଏକ […]

ଏକୁଟିଆ ପାଇ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ 

ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି।ଖବର ଅନୁଯାୟୀ, ସାମିଆ ପଞ୍ଚାୟତର ଜଣେ ଆଦିବାସୀ ମହିଳା ଛେରି ଚରାଇବାକୁ ଯାଇଥିଲେ । ଏହି ସମୟରେ ସ୍ଥାନୀୟ ଅଞ୍ଚଳର ଦୁଇ ଜଣ ଦୁର୍ବୃତ୍ତ ମହିଳାଙ୍କୁ ଏକୁଟିଆ ପାଇଁ ଜଣଙ୍କ ପରେ ଜଣେ ଦୁଷ୍କର୍ମ କରିଥିଲେ । ପରେ କୌଶଳକ୍ରମେ ମହିଳା ଜଣଙ୍କ ଘଟଣାସ୍ଥଳରୁ ଖସିଯାଇ ଥାନାରେ ଅଭିଯୋଗ […]

ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ।

ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆହୁରି ବର୍ଷିବ । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେବେ ଆଜି ପାଇଁ ୩ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।ଏଥିସହ ସମୁଦ୍ର ଅଶାନ୍ତ ଥିବାରୁ […]

ଆଜିଠାରୁ ବାହୁଡ଼ା ପ୍ରସ୍ତୁତି ଆରମ୍ଭ ହେବ।

ଆଜିଠୁ ବାହୁଡ଼ା ପ୍ରସ୍ତୁତି । ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କର ଲୀଳା ଖେଳା । ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ, ଅର୍ଥାତ୍‌ ଯାତ୍ରାର ଷଷ୍ଠ ଦିନରେ (ଆଜି) ରଥର ଦକ୍ଷିଣ ମୋଡ଼ ଅନୁଷ୍ଠିତ ହେବ।ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ, ପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଆସି ନାକଚଣା ଦ୍ୱାର ସମ୍ମୁଖରେ ପହଞ୍ଚିବ । ଆସନ୍ତା ଶନିବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଣୁ ଦକ୍ଷିଣ ମୋଡ଼ରେ […]

ବାଲାରସେନ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଦଶପଲ୍ଲା,(ଓଡ଼ିଶା ଦର୍ପଣ): ଦଶପଲ୍ଲା ବ୍ଳକ ଘୋଳାହାଣ୍ଡି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ବାଲାରସେନ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରିଣୀ ଗୀତାଞ୍ଜଳି ସାହୁ, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, କନକ ନ୍ୟୁଜର ଜିଲ୍ଲା ପ୍ରତିନିଧି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ରଥ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ ସାହୁ, […]

ରଥଯାତ୍ରା ସମୟରେ ୨୩ ଚିହ୍ନଟ, ୧୫ ୱେବସାଇଟ୍ ବ୍ଲକ୍ କରିଛି କ୍ରାଇମବ୍ରାଞ୍ଚ ।

ଓଡିଶାର କ୍ରାଇମ୍ ବ୍ରାଞ୍ଚ ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍ ୨୩ ନକଲି ହୋଟେଲ ୱେବସାଇଟ୍ ଚିହ୍ନଟ କରିବା ସହ ସେଗୁଡ଼ିକୁ ବ୍ଲକ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି।ସେଥିମଧ୍ୟରୁ ୧୫ ଟି ୱେବସାଇଟ୍ କୁ ପୂର୍ବରୁ ବ୍ଲକ କରାଯାଇଥିବା ବେଳେ ଅନ୍ୟ ୱେବସାଇଟ୍ ଗୁଡିକୁ ବନ୍ଦ କରାଯିବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମହାପ୍ରଭୁଙ୍କ ପୁରୀ ରଥଯାତ୍ରା ସମୟରେ ସାଇବର […]

ବିଶ୍ୱ ପୋଲିସ ଓ ଅଗ୍ନିଶମ କ୍ରୀଡ଼ା ପ୍ରତିଯୋଗିତାରେ ବିଜୟୀ ହେଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଓ ସୁସ୍ମିତାଙ୍କ ବିଜୟ ଓଡ଼ିଶା ପୋଲିସର କ୍ରୀଡା ଉତ୍କର୍ଷତା, ଦୃଢ଼ତା ଏବଂ ଶୃଙ୍ଖଳାର ପ୍ରମାଣ। ଉଭୟଙ୍କ ପଦକ ବିଜୟ ଓଡିଶା ପୋଲିସ ବାହିନୀକୁ ଗୌରବାନ୍ୱିତ କରିବା ସହ କର୍ତ୍ତବ୍ୟ ଏବଂ କ୍ରୀଡ଼ା ଉଭୟରେ ଉତ୍କର୍ଷତା ହାସଲ କରିବାକୁ ଅନ୍ୟ କ୍ରୀଡ଼ାବିତ […]

ରେଲୱେର ସୁପର ଆପ୍ ଲଞ୍ଚ୍, ଯାତ୍ରୀମାନେ ସଂରକ୍ଷଣ ଟିକଟ, ଜେନେରାଲ୍ ଟିକଟ, ପ୍ଲାଟଫର୍ମ ଟିକଟ କରିପାରିବେ

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସେଣ୍ଟର ଫର୍ ରେଲୱେ ଇନ୍‌ଫରମେସନ୍‌ ସିଷ୍ଟମର ୪୦ତମ ପ୍ରତିଷ୍ଠା ଦିବସ ସମାରୋହରେ ‘RailOne’ ଆପ୍ ଲଞ୍ଚ କରିଛନ୍ତି । ଏହି ଆପ୍ ପ୍ଲେଷ୍ଟୋର ଏବଂ iOS ଆପ୍ ଷ୍ଟୋର ଉଭୟରେ ଉପଲବ୍ଧ ହେବ । RailOne ଆପ୍ ଦ୍ୱାରା ଯାତ୍ରୀମାନଙ୍କର ସମସ୍ତ ଜରୁରୀ ସେବା ପୂରଣ ହେବା ସହ ଅସୁବିଧାର ମଧ୍ୟ ସମାଧାନ ହୋଇପାରିବ । ଏହି ଆପ୍‌ର ଏକ ସ୍ଵତନ୍ତ୍ର ସୁବିଧା ହେଉଛି ସିଙ୍ଗଲ୍ ସାଇନ୍-ଅନ୍। ଏଥିପାଇଁ ୟୁଜରଙ୍କୁ ଅଧିକ ପାସ୍‌ୱାର୍ଡ […]

ରଥଯାତ୍ରାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। 

ପୁରୀରେ ପ୍ରଶାସନିକ ସ୍ତରରେ ଅଦଳବଦଳ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମୀକ୍ଷା। ପୁରୀରେ ପହଞ୍ଚି ରଥଯାତ୍ରାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଗଠନମୂଳକ ନିଷ୍ପତ୍ତି ଉପରେ ଜୋର ଦେଇଥିବା ଜଣାପଡ଼ିଛି ।ଫୋକସରେ ରହିଛି ଶୃଙ୍ଖଳିତ ବାହୁଡ଼ା, ସୁନାବେଶ ଓ ନୀଳାଦ୍ରିବିଜେ ନୀତିକାନ୍ତି ସଂପାଦନା । ସେହିପରି ଭିଡ଼ ନିୟନ୍ତ୍ରଣ, ପୋଲିସ ଓ ମେଡିକାଲ ଟିମ ମୁତୟନ ଉପରେ କଠୋର ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଆଗକୁ କୌଣସି ପ୍ରକାର ତ୍ରୁଟି ଘଟିଲେ ଏହା […]

ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବର୍ଷିଲା ବିଜେଡି

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ଦୃଢ ନିନ୍ଦା କରିଛି ବିଜୁ ଜନତା ଦଳ। ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ କରି ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି।ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛି ବିଜେଡି। ମାମଲାରେ ଆହୁରି ଅନେକ ଦୋଷୀ ଅଛନ୍ତି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଯିଏ ମୁଖ୍ୟ ଷଡ଼ଯନ୍ତ୍ରକାରୀ ନିଜେ ସ୍ୱୀକାର କରିଛନ୍ତି ଯେ ଦୁର୍ବୃତ୍ତମାନେ ତାଙ୍କ ଲୋକ। ଏଥିଲାଗି ପୋଲିସ ତାଙ୍କୁ ତୁରନ୍ତ ଗିରଫ କରୁ। […]

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଓଏଏସ୍ ସଂଘର ପ୍ରତିବାଦ ଜାରି

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାର ଅଫିସର ମାନେ ଛୁଟିରେ ଗଲେ । ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ ।ପୁରୀରେ ଓଏଏସ ସଂଘର ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। […]