୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଅନୁଭୂତ ହେବ । ଜଗତସିଂହପୁରଳ କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ରହିଛି ।ଅନ୍ୟପକ୍ଷେ ରାଜ୍ୟରେ ବୁଧବାର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଥିବାବେଳେ ଗୁରୁବାର ଏଥିରେ […]
ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନରେ ପରିବର୍ତ୍ତନ ହୋଇଛି । ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନରେ ପରିବର୍ତ୍ତନ କରାଯାଇଛି । ପୂର୍ବରୁ ପର୍ଯ୍ୟଟକମାନେ ନନ୍ଦନକାନନ ମୁଖ୍ୟ ଫାଟକ ଦେଇ ସମ୍ମୁଖରେ ଥିବା ଟିକେଟ କାଉଣ୍ଟରରେ ଟିକେଟ କରି ପ୍ରବେଶ କରୁଥିଲେ। ବର୍ତ୍ତମାନ ଏହି ମାର୍ଗ ପରିବର୍ତ୍ତନ ହୋଇଛି। ପୂର୍ବରୁ ଗୋଟିଏ ମାର୍ଗରେ ଆସି ଜୀବଜନ୍ତୁଙ୍କୁ ସଠିକ୍ ଭାବେ ଦେଖି ସେହି ମାର୍ଗରେ ଫେରୁଥିଲେ। ଏଥିରେ ବ୍ୟାଟେରୀ ଚାଳିତ ଗାଡ଼ି, ସଫାରୀ […]
ବିଧାନସଭା ବଜେଟ୍ ଅଧିବେଶନ । ପ୍ରଥମ ଦିନରେ ଗୃହ ଅଚଳ । ପ୍ରଥମେ ଦିନ ୧୨ ଯାଏଁ ମୁଲତବୀ ହୋଇଥିଲା ଗୃହ। ମୁଲତବୀ ପରେ ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ହେଲେ ବିରୋଧୀଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ ଲାଗି ବିଧାନସଭାକୁ ୪ଟା ମୁଲତବୀ ରଖିଛନ୍ତି ବାଚସ୍ପତି । ତେବେ ଏହାରି ମଧ୍ୟରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନ ଥିଲା ଯେ ରାଜ୍ୟରେ ଭିକାରୀଙ୍କ ସଂଖ୍ୟା କେତେ ଅଛି | ଏହାର ଉତ୍ତର ରଖିଛନ୍ତି […]
ଅନଲାଇନରେ ଲାପଟପ କିଣିବା ପଡିଲା ମହଙ୍ଗା । ଲାପଟପ ବଦଳରେ ଆସିଲା ମାର୍ବଲ ପଥର । ଠକାମିର ଶିକାର ହୋଇଛନ୍ତି ସମ୍ବଲପୁର ଟାଉନ ଥାନା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ଏକ କ୍ଲିନିକ ମାଲିକ । ୬୧ ହଜାର ଟଙ୍କା ଅଗ୍ରୀମ ଦେଇ ଲାପଟପ ମଗାଇଥିଲେ। ଗତ ୪ ତାରିଖରେ ଟଙ୍କା ଦେଇଥିଲେ। ଗତକାଲି ପହଞ୍ଚିଥିଲା ପାର୍ସଲ । ପାର୍ସଲ ଖୋଲିଲା ବେଳକୁ ତା ଭିତରୁ ମାର୍ବଲ ପଥର ବାହାରିଥିଲା ।ସେ ତୁରନ୍ତ ଅନଲାଇନ ଟ୍ରେଡିଙ୍ଗ […]
ସ୍ପାଇଡ଼ର ସତ୍ତିର କୁକୁରଙ୍କୁ ନେଇ ଚର୍ଚ୍ଚା । ଯହାର ଫଟୋ ଏବେ ଭାଇରାଲ ହେଉଛି । ଦୁଇ ଦୁଇଟି ପତ୍ନୀ ଓ ଗାର୍ଲଫ୍ରେଣ୍ଡ ପରେ, କୁକୁରଙ୍କ ପଛରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିଲା ସତ୍ତି ଓ କୁକୁରଙ୍କ ଖେଳିବା ପାଇଁ ପାଇଁ ଲକ୍ଷେ ଟଙ୍କିଆ “ବଲ” କିଣିଥିଲା ସ୍ପାଇଡର ଓ ପ୍ରତି ମାସରେ କୁକୁରଙ୍କ ପାଇଁ ସ୍ପା’, ବାଥରେ ଖର୍ଚ୍ଚ କରୁଥିଲା ଲକ୍ଷ ଲକ୍ଷ ଟଙ୍କା । । ସେ ଗତ ବର୍ଷ ତ୍ରିଭେନ୍ଦ୍ରମ୍ ଜେଲରୁ […]
କୋଇଲା ବୋଝେଇ ଟ୍ରେନରୁ ପାଲ ଚୋରୀ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ । କଟକ ଆଠଗଡ଼ ଗୁରୁଡ଼ିଝାଟିଆ ରେଳ ଷ୍ଟେସନ୍ ପାର୍କିଂରେ ଘଟିଛି ଘଟଣା ଏପରି ଘଟଣା । ମୃତ ଯୁବକ ହେଲେ ଛଅ ଗାଁର ଜିତେନ୍ଦ୍ର ବେହେରା ।ଯୁବକ ଜଣକ ବିଦ୍ୟୁତ ତାର ସଂସ୍ପର୍ଷରେ କିପରି ଆସିଲେ ତାହା ଜଣାପଡ଼ି ନାହିଁ ।ପାର୍କିଂରେ ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ନିଆଁ ଲାଗି ଜଳିଯାଇଥିବା ଜଣାପଡ଼ିଛି ।ଏ ସମ୍ପର୍କରେ ସୂଚନା ପାଇ ରେଳବାଇ […]
ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ।ସୂଚନାଯୋଗ୍ୟ, ୧୩ ଫେବୃୟାରୀ ଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି […]
ନୂଆଗାଁ:( ପୁଷ୍ପଲତା ପ୍ରଧାନ):ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ଗ୍ରାମ ପଞ୍ଚାୟତ ରେ ଥିବା ସାନଜିରି ଓ ତୁକୁଡ଼ା ଆଦିବାସୀ ଗ୍ରାମକୁ ଯାଇ ଲୋକମାନଙ୍କ ବିଭିନ୍ନ ସମସ୍ୟା ପଚାରି ବୁଝିଛନ୍ତି ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ। ତତ୍ ସହିତ ଭତ୍ତା,ସୁଭଦ୍ରା ଟଙ୍କା ଠିକ୍ ଭାବେ ମିଳୁଛି କି ନାହିଁ ଲୋକମାନଙ୍କୁ ପଚାରି ବୁଝିଥିଲେ ।ରାସ୍ତା ସମସ୍ୟା ସହ ପାନୀୟ ଜଳ ସମସ୍ୟା ଥିବା ନେଇ ଲୋକମାନେ ଜିଲାପାଳଙ୍କୁ ଜଣାଇଥିଲେ।ଏହି ସମସ୍ୟା ର ସମାଧାନ ତୁରନ୍ତ କରିବାକୁ ବିଡ଼ିଓ […]
ଇସ୍ପାତନଗରୀ ରାଉକେଲାରେ ଘଟିଛି ଏକ ଅଭାବନୀୟ ଘଟଣା । ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳରୁ ଆସିଛି ଏଭଳି ଦୁଖଦ ଘଟଣା । ପ୍ରେମିକା ଘରେ ଏପରି କିଛି ନିଷ୍ପତ୍ତି ନେଇଯାଇଥିଲେ ପ୍ରେମିକ ଜଣକ । ଶେଷରେ ଜୀବନ ମରଣ ସହ ସଂଗ୍ରାମ କରି କରି ମୃତ୍ୟୁବରଣ କରିଛି ପ୍ରେମିକ ।ରାଉରକେଲା ବନ୍ଧମୁଣ୍ଡା ସାରଦାପଲ୍ଲୀ ଅଞ୍ଚଳର ୨୪ ବର୍ଷୀୟ ଯୁବକ ରାମ ଦାସ ବେଶ୍ରା । ସେ ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ କିନ୍ତୁ ସେହି ପ୍ରେମ ପାଇଁ […]
ଗାଁ ଦାଣ୍ଡରେ ବିଷାକ୍ତ ସାପ ସହ ଖେଳ । ତମ୍ପ ସାପକୁ ବେକରେ ଗୁଡାଇ ଉତ୍ପାତ କରୁଛି ମଦ୍ୟପ ଯୁବକ । ସାପକୁ ବେକରେ ପକେଇ ଘୁରେଇ ଘୁରେଇ ବୁଲୁଛି ଗାଁ ଦାଣ୍ଡରେ । ଆଉ ସାପଟି ହାତକୁ କାମୁଡି ଧରିଛି । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଡ୍ରଗ୍ସ ଖାଇବା ଯୋଗୁ ତାଙ୍କ ଶରୀରରେ ସାପ ବିଷ କାମ କରୁ ନି। ଏହି ଯୁବକ ୨୪ ଘଣ୍ଟା ନିଶାରେ ରୁହେ। ନିଶା ଖାଇ ଗାଁ ଗହଳି […]
ମହାକୁମ୍ଭମେଳା ପାଇଁ ଅଯୋଧ୍ୟାକୁ ପୁଣି ଗଡ଼ିଲା OSRTC ବସ୍। ଫେବ୍ରୁଆରୀ ୫ରୁ ବସ୍ ସେବା ଆରମ୍ଭ ହୋଇଥିବା ଓଏସ୍ଆର୍ଟିସି ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଥିଲା। ପ୍ରୟାଗରାଜ ସଙ୍ଗମ ସ୍ଥଳ ନିକଟରେ ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିଲେ । ସେଥି ପାଇଁ ମହାକୁମ୍ଭକୁ ଓଡ଼ିଶାରୁ ଓଏସଆରଟିସିର ସ୍ୱତନ୍ତ୍ର ବସ୍ ସେବା […]
ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରିଛନ୍ତି ନବୀନ।ଆଉ ଏହାରି ଭିତରେ ସାମ୍ନାକୁ ଆସିଛି ଖୋଦ୍ ସନାତନ ମହାକୁଡଙ୍କ ପ୍ରତିକ୍ରିୟା । ସନାତନ କହିଛନ୍ତି, ନବୀନ ଆମ ଦଳର ମୁଖିଆ, ତେଣୁ ସେ ପଚାରିପାରିବେ । କାଲି ବିଧାୟକ ଦଳ ବୈଠକକୁ କାହିଁକି ଯାଇନଥିଲି ବୋଲି […]
