ପରୀକ୍ଷା ପରିଚାଳନା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା ଦ୍ୱାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସରକାରଙ୍କ ପକ୍ଷରୁ ଓପିଏସସି, ଓଏସଏସସି, ଓଏସଏସଏସସି ବୋର୍ଡକୁ ଚିଠି ଲେଖାଯାଇଛି । ଯେଉଁ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବେ ସେମାନଙ୍କୁ ପରୀକ୍ଷା ଫି ଫେରାଇ ଦିଆଯିବ । ଏହା ଦ୍ବାରା ଉପକୃତ ହେବେ ଲକ୍ଷଲକ୍ଷ ଛାତ୍ରଛାତ୍ରୀ । ସବୁଠାରୁ ବଡ଼ କଥା […]
ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ l ଦୁଇ ଦଳିତଙ୍କୁ ଗାଁ ଦାଣ୍ଡରେ ଅକଥନୀୟ ଅତ୍ୟାଚାର ଦେଲେ ଲୋକେ । ଅଧା ଲଣ୍ଡା କରିବା ସହ ଗାଁ ଦାଣ୍ଡରେ ଆଣ୍ଠେଇ ଆଣ୍ଠେଇ ଚଲେଇବା ସହ ନର୍ଦ୍ଦମାର ମଇଳା ପାଣି ପିଆଇଲେ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଖାରିଗୁମ୍ମା ଗ୍ରାମରେ । ଦଣ୍ଡ ପାଇଥିବା ଦୁଇ ବ୍ୟକ୍ତି ହେଲେ ସିଙ୍ଗିପୁର ଗ୍ରାମର ବୁଲୁ ନାୟକ ଏବଂ ବାବୁଲା ନାୟକ […]
ମୁମ୍ବାଇରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର । କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସର ସଫଳ ଅସ୍ତ୍ରୋପଚାର ହୋଇଛି । ବର୍ତ୍ତମାନ ନବୀନ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ଏହି ସୂଚନା ଦେଇଛନ୍ତି ଡାକ୍ତର ରମାକାନ୍ତ ପଣ୍ଡା ।ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ ରଖାଯାଇଛି।ସମସ୍ତଙ୍କ ସହିତ କଥା ହେଉଛନ୍ତି । ତାଙ୍କୁ ଆଗାମୀ ୫ ରୁ ୬ ଦିନ ମଧ୍ୟରେ ଡିସଚାର୍ଜ କରାଯିବ । ଏହା ପରେ ନବୀନ […]
ଅନୁଗୁଳ ସହରରେ ଚର୍ଚ୍ଚା |ପ୍ରେମିକ ଜଣକ ଧୋକା ଖାଇ ଥାନାର ହେଲେ ଦ୍ବାରସ୍ଥ । ପ୍ରେମିକର କହିବା କଥା ତାଙ୍କର ଦୀର୍ଘ ଆଠ ବର୍ଷର ପ୍ରେମ । ପ୍ରେମିକାକୁ ପାଇବା ପାଇଁ ଧର୍ମ ବଦଳାଇଲେ । ଖ୍ରୀଷ୍ଟିଆନ୍ ଧର୍ମ ପରିତ୍ୟାଗ କରି ମୁସଲିମ୍ ଧର୍ମ ଗ୍ରହଣ କଲେ । ଏହାସତ୍ତ୍ବେ ତାଙ୍କୁ ଠକି ଦେଲେ ପ୍ରେମିକାଙ୍କ ଘର ଲୋକେ । ଯୁବତୀଙ୍କ ବିବାହ ଅନ୍ୟ ଜାଗାରେ ଠିକ୍ କରିଛନ୍ତି । ଏଇ ମାସରେ ବାହାଘର ମଧ୍ୟ ହେବ […]
ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ତେବେ କେନ୍ଦୁଝର, ମୟୂରଭଞ୍ଜରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ଝଡ଼ତୋଫାନ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, […]
ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବା ସହ ଖଳି ପ୍ରସାଦ ଲାଗି ମଧ୍ୟ ହେବ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ । ଆଜି ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ […]
ମେଷ ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]
ନୟାଗଡ଼, (ଓଡିଶା ଦର୍ପଣ): କମ୍ରେଡ ବିଶ୍ଵନାଥ ମହାପାତ୍ରଙ୍କ ନୂତନ ଉପନ୍ୟାସ ‘ସେଇ ଝିଅ ଶିବାନୀ’ ଦଶପଲ୍ଲା ତୈଳିକ ବୈଶ୍ୟ ସମାଜ ସଭାକକ୍ଷରେ ଜିଲ୍ଲାର ଶତାଧିକ ସ୍ୱନାମଧନ୍ୟ କବି, ଲେଖକ ଓ ବୁଦ୍ଧିଜୀବୀଙ୍କ ଗହଣରେ ଲୋକାର୍ପଣ କରିଛନ୍ତି ସୁସାହିତ୍ୟିକ ତଥା ବିଧାୟକ ଡ. ଅରୁଣ କୁମାର ସାହୁ। ନିୟମିତ ଭାବେ ଔପନ୍ୟାସିକ ବିଶ୍ଵନାଥ ମହାପାତ୍ର ସମାଜର ଅବିକଳ ଚିତ୍ରକୁ ଉପନ୍ୟାସର ରଙ୍ଗ ତୂଳୀରେ ନିଚ୍ଛକ ଓ ନିର୍ଭୀକ ଭାବରେ ଅଙ୍କନ କରି ପ୍ରତି ବର୍ଷ ପାଠକମାନଙ୍କ ନିକଟରେ ଉପସ୍ଥାପିତ […]
ରାୟଗଡ଼ା, ୨୨/୬/୨୦୨୫; ରାୟଗଡ଼ା ଜିଲ୍ଲା ଟିକିରୀ ଅଧୀନ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରୀଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ତରଫରୁ ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ଉତ୍ସାହର ସହ ପାଳିତ ହୋଇଛି । କମ୍ପାନୀ ଉଭୟ ନୂଆପଡ଼ା ଓ ଓଷାପଡ଼ା ସ୍ଥିତ ଟାଉଁନସିପ୍ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯୋଗ ପ୍ରଶିକ୍ଷକ ଅନିକେତ ଯୋଷୀ ଏବଂ ଅନିଶା ଉଭୟ ଉପସ୍ଥିତ ରହି ଯୋଗାସନ ପ୍ରାଣାୟାମ ଇତ୍ୟାଦି ଆସନ […]
ରାୟଗଡ଼:–ରାୟଗଡ ବିଧାୟକ କାଡ୍ରାକା ଆପାଲାସ୍ଵାମୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ ରେ ନିଜର ବର୍ଷକର ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ। ସେ କହିଥିଲେ ବିଶ୍ୱାସର ଗୋଟିଏ ବର୍ଷ ଆପଣ ମାନେ କରିଥିବା ବିଶ୍ୱାସର ବର୍ଷ । ଆଶା ଓ ଭରଷାର ଗୋଟିଏ ବର୍ଷ । ଭଲ ପାଇବାର ଗୋଟିଏ ବର୍ଷ ବିତିଛି । ଆଦିବାସୀ କନ୍ଧ ସମ୍ପ୍ରଦାୟରେ ମୋର ଜନ୍ମ । ଏହି ମାଟି ସ୍ୱାଭିମାନର ମାଟି । କିନ୍ତୁ ଡାକ୍ତର ପିଣ୍ଢା ଏବଂ ଶ୍ମସାନ ଘାଟରେ […]
ଭୁବନେଶ୍ୱର, (ଓଡିଶା ଦର୍ପଣ): ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ ଭାବେ ପରିଚିତ “ଓଡ଼ିଶା ପତ୍ରକାର ସଂଘ’ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ୨୦୨୫-୨୮ ବର୍ଷ ପାଇଁ ନୂତନ କର୍ମକର୍ତା ଚୟନ ଅନୁଷ୍ଠିତ ହୋଇଯାଇଛି । ରବିବାର ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ସଭାପତି, ସମ୍ପାଦକ ଓ କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ଥିଲେ । ପ୍ରଥମେ ସଂଗଠନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହାପରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ବିଶେଷକରି […]
ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପୌରହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଅଦ୍ୟ ତା-୨୧.୦୬.୨୦୨୫ ରିଖ ଶନିବାର ଦିନ ସକାଳ ଘ.୭.୩୦ମି ରେ ସ୍ଥାନୀୟ ରାୟଗଡା ସିଭିଲ କୋଟ୍ […]
