୨୦୨୪ ଲୋକସଭା ନିର୍ବାଚନ: ପ୍ରଚାରରେ ସର୍ବାଧିକ ଖର୍ଚ୍ଚ କଲା ବିଜେପି

ବିଜେପି ୨୦୨୪ ଲୋକସଭା ନିର୍ବାଚନ ଜିତିବା ପାଇଁ ପାଖାପାଖି ୧୪୯୪ କୋଟି ଟଙ୍କା ଖର୍ଚ୍ଚ କରିଛି। ଯାହା ମୋଟ ନିର୍ବାଚନ ଖର୍ଚ୍ଚର ୪୪.୫୬% ବୋଲି କୁହାଯାଇଛି। ନିର୍ବାଚନ ସଂସ୍କାର ପାଇଁ କାର୍ଯ୍ୟ କରୁଥିବା ‘ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍’ (ଏଡିଆର) ଶୁକ୍ରବାର ଏହି ସୂଚନା ଦେଇଛି। ବିଜେପି ପଛକୁ ୬୨୦ କୋଟି ଟଙ୍କା ବ୍ୟୟ ସହ କଂଗ୍ରେସ ଦ୍ୱିତୀୟ ସ୍ଥାନରେ ରହିଛି। କଂଗ୍ରେସ ମୋଟ ନିର୍ବାଚନ ଖର୍ଚ୍ଚର ୧୮.୫% ବ୍ୟୟ କରିଛି। ଏଡିଆର ରିପୋର୍ଟ ଅନୁଯାୟୀ, ୩୨ଟି […]

ଗୋପାଳପୁରରେ ପୁଣି ଲଜ୍ଜା, ଅନ୍ଧାର ଦେଖି ମହିଳାଙ୍କୁ ପଛପଟୁ ମାଡିବସିଲେ ଅଜଣା ଯୁବକ

ଗୋପାଳପୁରରେ ପୁଣି ଲଜ୍ଜା। ରାସ୍ତାରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ। ଗୋପାଳପୁର-ଦିଗିପୁର ରାସ୍ତାରେ ଅସଦାଚରଣ ଅଭିଯୋଗ। ଗୋପାଳପୁର ଥାନାରେ ଅଭିଯୋଗ କଲେ ମହିଳା।ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ଦିଗିପୁର ରାସ୍ତାରେ ଗୁରୁବାର ସନ୍ଧ୍ୟା ସମୟରେ ଜଣେ ବିବାହିତା ମହିଳାଙ୍କୁ ଅସଦାଚରଣ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଗୁରୁବାର ସନ୍ଧ୍ୟାରେ ଦିଗିପୁର ଗ୍ରାମର ଜଣେ ବିବାହିତ ମହିଳା ଗୋପାଳପୁର ଠାରୁ ନିଜ ଗ୍ରାମକୁ ସାଇକେଲରେ ଯାଉଥିବା ବେଳେ ଏକ ଘରୋଇ ସ୍କୁଲ […]

ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍।

ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦାମ୍‌ । ଲିଟର ପିଛା ୨ ଟଙ୍କା ମହଙ୍ଗା ହେଲା ଓମ୍‌ଫେଡ୍‌ କ୍ଷୀରର ଦାମ୍‌ । ଓମ୍‌ଫେଡ୍‌ର ପ୍ରିମିୟମ କ୍ଷୀର ଦର ଅଧ ଲିଟର ଦାମ୍‌ ୨୬ଟଙ୍କାରୁ ବଢି ୨୭ ଟଙ୍କା ହୋଇଛି । ବାକି ଓମ୍‌ଫେଡ୍‌ ଗୋଲ୍ଟ ମିଲ୍କ ଲିଟର୍‌ ପିଛା ୫୨ ଥିଲା । ଏବେ ଏହା ବଢି ୫୬ ଟଙ୍କା ହୋଇଛି । ଏନେଇ ଓମଫେଡ୍ ପକ୍ଷରୁ ଦିଆଗଲା ସୂଚନା।ପୂର୍ବରୁ ଜୁନ ୧ ତାରିଖରେ କ୍ଷୀରର ରେଟ୍ […]

ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଲକ୍ଷ ଲକ୍ଷ ଲୋକ କଲେ ଯୋଗ।

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି। ପ୍ରାୟ ପାଞ୍ଚ ଲକ୍ଷ ଲୋକ ବନ୍ଦର ସହରର ଆରକେ ବିଚ୍ – ଗୋଟିଏ ସ୍ଥାନରେ ମୋଦିଙ୍କ ସହ ଯୋଗ ଆସନ କରିଛନ୍ତି। ଏଥିପାଇଁ ବେଳାଭୂମିରୁ ଭୀମଲି ପର୍ଯ୍ୟନ୍ତ ବିସ୍ତାରିତ 26 କିଲୋମିଟର ରାସ୍ତା ବ୍ୟାରିକେଡ୍, ଲାଇଟ୍ ଏବଂ ବିଶାଳ ସ୍କ୍ରିନ୍ ସହିତ ସଜ୍ଜିତ ହୋଇଛି। ଯାହା ପୂର୍ବର ଯେକୌଣସି ସାମୁହିକ ଯୋଗ […]

ନୟାଗଡ଼ରେ ଲଜ୍ୟା ! ଗାଁ ଦାଣ୍ଡରେ ଆଶାକର୍ମୀଙ୍କୁ ଉଲଗ୍ନ କରି ଗାଲିଗୁଲଜ ସହ ଆକ୍ରମଣ ଅଭିଯୋଗ

ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଆଶାକର୍ମୀଙ୍କୁ ଅସଦାଚରଣ ଅଭିଯୋଗ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି ।ଗାଁରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଆଶାକର୍ମୀ ଜଣକ ଔଷଧ ଦେବାକୁ ଯାଇଥିବାବେଳେ କିଛି ଅସାମାଜିକ ବ୍ୟକ୍ତି ଗାଁ ଦାଣ୍ଡରେ ତାଙ୍କୁ ପ୍ରଥମେ ଅସଦାଚରଣ କରିଥିଲେ । ପରେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିଥିଲେ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ […]

ଖୁବଶୀଘ୍ର ବିଦ୍ୟାଳୟ କାର୍ଯ୍ୟକ୍ରମରେ ସାମିଲ କରାଯିବ ଯୋଗ

ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଫିଟ୍ ରହିବାର ମନ୍ତ୍ର ବାଣ୍ଟିବା ସହ କହିଛନ୍ତି, “ଯୁବକମାନେ ହେଉଛନ୍ତି ପରିବର୍ତ୍ତନର ଆଲୋକ ବର୍ତ୍ତିକା। ପିଲାଠାରୁ ବୟସ୍କ ସଭିଏଁ ଯୋଗ କରିବା ଦରକାର। ଯୋଗ ଏକାଗ୍ରତା ଓ ସ୍ଥିରତା ଆଣିବା ସହ ମଣିଷକୁ ଚାପମୁକ୍ତ ରଖେ।” ତେବେ […]

ଆଜି ବିଶ୍ୱ ଯୋଗ ଦିବସ ।

ଆଜି ବିଶ୍ୱ ଯୋଗ ଦିବସ । ସାରା ବିଶ୍ୱ ପାଳୁଛି ୧୧ ତମ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶାଖାପାଟଣାରେ ଯୋଗ ଦିବସ ପାଳନ କରିଛନ୍ତି । ଏହାସହିତ ବିଶ୍ୱର କୋଣ ଅନୁକୋଣରେ ସାମୂହିକ ଭାବେ ଯୋଗ ଦିବସ ପାଳିତ ହୋଇଛି । ଚଳିତ ବର୍ଷର ଥିମ୍‌ ରହିଛି -ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ ।ଯୋଗ କରିବା ଦ୍ୱାରା ମଣିଷ ରୋଗମୁକ୍ତ ହୋଇଥାଏ। ଯୋଗକୁ ଜୀବନଶୈଳୀ ଭାବେ ଗ୍ରହଣ […]

ପିଏମ୍-ପୋଷଣ ଯୋଜନାରେ ସଂଶୋଧିତ ଓ ବର୍ଦ୍ଧିତ ମୂଲ୍ୟ

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଚାଲିଥିବା ପିଏମ୍-ପୋଷଣ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ଅଧୀନରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବୃଦ୍ଧି କରାଯାଇଛି।ବର୍ତମାନ ଭାରତ ସରକାରଙ୍କ ଦ୍ବାରା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ଯଥାକ୍ରମେ ୬ ଟଙ୍କା ୭୮ପଇସା ଓ ୧୦ ଟଙ୍କା ୧୭ ପଇସା ୦୧.୦୫.୨୦୨୫ ଠାରୁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବାବଦକୁ ପ୍ରଦାନ […]

ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା

ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ସୁନ୍ଦରଗଡ଼ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, […]

ଏକ ମଞ୍ଚରେ ଉପରେ କାନ୍ଦି ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୭ ବର୍ଷ ବୟସରେ ପାଦ ଦେଇଛନ୍ତି । ତେବେ ଜନ୍ମଦିନରେ ଦ୍ରୌପଦୀ ମୁର୍ମୁ ଡେରାଡୁନର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦି ଏମ୍ପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଭିଜୁଆଲିଟିଜର ଅଡିଟୋରିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ଦୃଷ୍ଟିବାଧିତ ଛାତ୍ରମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ଅଭିନେତା ଆମିର ଖାନଙ୍କ ଚଳଚ୍ଚିତ୍ର ‘ତାରେ ଜମିନ୍ ପର’ର ଏକ ଗୀତ ଗାଇଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭାବପ୍ରବଣ ହେବାର ଦେଖି, […]

ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଭେଟି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଛି ବିଭିନ୍ନ ଯୋଜନା ଓ ପ୍ରକଳ୍ପ । ଶ୍ରୀ ମୋଦୀ ଭିଜନ ଡକୁମେଣ୍ଟ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ଉନ୍ମୋଚନ କରିଛନ୍ତି। ବିକଶିତ ଭାରତ ଲକ୍ଷ୍ୟ ପୂରଣ ସହ ବିକଶିତ ଓଡିଶା ଗଠନର ଉଦ୍ଦେଶ୍ୟ […]

ମହାଆଡମ୍ବରରେ ପାଳନ ହେଲା ପ୍ରେସ ୟୁନିୟନର ୯ମ ବାର୍ଷିକ ଉତ୍ସବ। ରାଜିବଙ୍କ ପିତା ମାତାଙ୍କୁ ଦିଆଯିବ ମାସିକିଆ ଭତ୍ତା-ଶିବାଜୀ

ରାୟଗଡ (ନିପ୍ର) ୨୦/୦୬ – ପ୍ରେସ ୟୁନିୟନ ରାୟଗଡ ର ନବମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଭାବେ କାଦମ୍ବିନୀ ସାହିତ୍ୟ ପତ୍ରିକାର ସଂପାଦିକା ଇତିରାଣୀ ସାମନ୍ତ, ବକ୍ତାଭାବେ କୋରାପୁଟ ସେଂଟ୍ରାଲ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗର ପ୍ରାଧ୍ୟାପକ ନିଖିଲ କୁମାର ଗୌଡ ଏବଂ ସମ୍ମାନୀତ ଅତିଥି ଭାବେ ଅଖିଳ ଭାରତୀୟ ସଂସ୍ଥା ସମିତିର ସଭାପତି ଦାଣ୍ଡି ସ୍ୱାମୀ […]