ଆପଣ ଯେଉଁ ଗାଡି ଚଲାଉଛନ୍ତି ଆଉ ଯଦି ସେହି ଗାଡିର ବୀମା ନାହିଁ ତେବେ ହୋଇଯାଆନ୍ତୁ ସାବଧାନ । ଏଣିକି ଗାଡିର ବୀମା ନଥିଲେ ଧରିବ ଟୋଲ୍ ଗେଟ୍। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ । ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ […]
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହେବ। ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାୟୀ ଶନିବାର ଦିନ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ହାଇସ୍କୁଲ୍ ପଡ଼ିଆରେ ଆସନ୍ତା ୨ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା।ଯାହାକି ମହୋତ୍ସବ ମହୋତ୍ସବ ପଡିଆ ସୁନ୍ଦର ଭାବରେ ସଜେଇ ହେବାରେ ଲାଗିଛି। ଚତୁପାର୍ଶ୍ଵ ଷ୍ଟଲ୍ ସଜ୍ଜିକରଣ ସହ କଷ୍ଟି ଡାକୁଆ ସାଂସ୍କୃତିକ ମଞ୍ଚ ସୁନ୍ଦର ଭାବେ ସଜ୍ଜିକରଣ ହେବାରେ ଲାଗିଛି। କିପରି ସଫଳତାର ସହ ଆୟୋଜନ କରାଯିବ ସେଥିପାଇଁ ମହୋତ୍ସବ କମିଟି ର ସଭାପତି […]
ଫେବୃଆରୀ ୯ରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ। ସକାଳେ ମୁଖ୍ୟମନ୍ତ୍ରୀ ନିଜେ ବାରବାଟୀ ଷ୍ଟାଡିୟମ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ ଖେଳିଥିଲେ।ସମୀକ୍ଷା ଏବଂ ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ବିବୃତିରଖି କହିଥିଲେ ଯେ ବାରବାଟୀ ଷ୍ଟାଡିୟମରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବା ଆମ ପାଇଁ ସୌଭାଗ୍ୟର ବିଷୟ । ଓ.ସି.ଏର ସମସ୍ତ କର୍ମକର୍ତ୍ତା ଏବଂ ଟିମ୍, ଜିଲ୍ଲା ପ୍ରଶାସନ, ରାଜ୍ୟ ପ୍ରଶାସନ ବିଶେଷ କରି କ୍ରୀଡା […]
କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା ସାଂସଦ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୀବ୍ର ନିନ୍ଦା କରିଛନ୍ତି। ଏହା ସେମାନଙ୍କର ସମ୍ଭ୍ରାନ୍ତବାଦୀ ଅଚାରଣର ପ୍ରତିଫଳନ ବୋଲି ଶ୍ରୀ ମାଝୀ କହିଛନ୍ତି। ଏଭଳି ଆଚରଣ କରିବା ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ। ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। କଂଗ୍ରେସ ଏଥି ପାଇଁ କ୍ଷମା ପ୍ରାର୍ଥନା କରିବା ଦରକାର। ଅନ୍ୟପକ୍ଷେ […]
ସରକାରୀ ଚାକିରିଆଙ୍କୁ ଏବେ ରାସନ୍କାର୍ଡ ଭୟ। ପ୍ରତିମାସ ୫ କିଲୋ ଲେଖାଏଁ ମାଗଣାରେ ନେଉଥିବା ଚାଉଳ ଆଉ ନେଇ ପାରିବେ ନାହିଁ। ଧରାପଡ଼ିଗଲେ ଅସୁବିଧାରେ ପଡ଼ିଯିବାର ଭୟ ରହୁଛି। ସେଥି ପାଇଁ ମାତ୍ର ତିନିଦିନରେ ୨୦ ହଜାର ସରକାରୀ ଚାକିରିଆ ରାସନ୍କାର୍ଡ ଫେରାଇସାରିଛନ୍ତି। NFS ନିୟମ ଅନୁସାରେ ଗ୍ରାମୀଣ ଅଞ୍ଚଳରେ ଯାହାର ୧୦ ହଜାର ରୋଜଗାର ଥିବ ସେମାନେ ଫେରାଇବେ ନାହିଁ ରାସନ କାର୍ଡ । ଯାହାର ୧୫ ହଜାର ଉପରେ ରୋଜଗାର ଥିବ ସେମାନେ ଫେରାଇବେ […]
ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀରେ ଭିଡ଼ କମାଇବାକୁ ୭ହଜାର କୋଟିର ଯୋଜନା ପ୍ରସ୍ତୁତ କରାଯାଇଛି। ପ୍ରସ୍ତୁତ ହୋଇଥିବା ଯୋଜନା ଅନୁଯାୟୀ ଜୟଦେବ ବିହାର-ନନ୍ଦନକାନନ ଯାଏଁ ଏଲିଭେଟେଡ କରିଡର ହେବ। ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତିକରଣ କରାଯିବ। କଳ୍ପନା, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଓଭର ବ୍ରିଜ ନିର୍ମାଣ ହେବ। କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି। ସେହିପରି […]
lରାୟଗଡ:-ତା. ୩୧/୦୧- ରlୟଗଡ଼ ଜିଲ୍ଲା ଜାତୀୟ ସଡ଼କ ସୁରକ୍ଷା ମାସର ଉଦଜାପନୀ ସମାରୋହ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିଅମ ଠାରେ ଆନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ନିଜର ବକ୍ତବ୍ୟରେ କହିଲେ ଯେ ପୃଥିବୀରେ ଯେତେ ଦୁର୍ଘଟଣା ଘଟୁଛି ସେଥିରୁ ଭାରତରେ ସର୍ବାଧିକ l ସେଥି ପାଇଁ ସମସ୍ତଙ୍କର ସଚେତନତା ନିହାତି ଆବଶ୍ୟକ l ଦୁର୍ଘଟଣା କେବଳ ସହରରେ ହୁଏ ନହିଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ଯକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ବାବଧନାରେ ଜିଲା କୋର୍ଟ ପରିସରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ କାର୍ଯ୍ୟକ୍ଷେତ୍ରରେମହିଳାଙ୍କୁ ଯୌନ ନିର୍ଯାତନା ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଅତିରିକ୍ତ ଦୌରାଜଜ ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ କହିଲେ ଯେ କାର୍ଯ୍ୟକ୍ଷେତ୍ରରେ ମହିଳା ଯୌନ ନିର୍ଯାତନା ଆଇନ୍ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ସାଂସ୍କୃତିକ ପ୍ରଶିକ୍ଷଣ ଓ ସାଧନ କେନ୍ଦ୍ର ବା ସିସିଆରଟି ପକ୍ଷରୁ ଆୟୋଜିତ ଏହି ୧୦ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତର ୮ଟି ରାଜ୍ୟରୁ ୪୩ ଜଣ ଶିକ୍ଷକ ଯୋଗଦାନ କରିଥିଲେ। ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମରେ ସନ୍ନିବେଶିତ ହସ୍ତକଳା […]
ହାତରେ ଗୋଟିଏ ହାତରେ ସାଲାଇନ୍ ଲାଗିଛି । ଆର ହାତରେ ରୋଗୀଙ୍କ ପାଇଁ ଔଷଧ ଲେଖା ଚାଲିଛି। ଏହାକୁ ହିଁ ତ କୁହାଯାଏ, ମାନବ ସେବା । ଗଜପତି ଜିଲ୍ଲା ରାମଗିରି ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଘଟଣା। ଏହି ସ୍ୱାସ୍ଥ୍ୟକେନ୍ଦ୍ରରେ ରହିଛନ୍ତି ଏକମାତ୍ର ଡାକ୍ତର ବ୍ରଜରାଜ କର। ହେଲେ ଏବେ ସେ ନିଜେ ଅସୁସ୍ଥ ଅଛନ୍ତି।ଇନଫେକସନ୍ ଯୋଗୁଁ ଇଂଜେକସନ୍ ଓ ସାଲାଇନ୍ ଚାଲିଛି । ଫାର୍ମାଶିଷ୍ଟ ତାଙ୍କୁ ସାଲାଇନ୍ ଲଗାଉଛନ୍ତି । ସେ କିନ୍ତୁ ବିଶ୍ରାମ ନେବା […]
ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା ହାତକୁ ନିଆଯାଇଛି।ଏହି ପରିପ୍ରେକ୍ଷୀରେ ସଂସ୍ଥା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ପ୍ରସ୍ତାବ ଗୃହୀତ ହୋଇଛି ବୋଲି ବୁଧବାର ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରାଯାଇଛି। ଏଥିପାଇଁ ୧୦୦୦ କୋଟି ଟଙ୍କା ନିବେଶ ହେବ। ଉଭୟ […]
