ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଇନସ୍ପାୟାର ମହାବିଦ୍ୟାଳୟ, ନୟାଗଡ଼ ଠାରେ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ, ନୟାଗଡ଼ଙ୍କ ତରଫରୁ ନାଗରିକମାନଙ୍କ ପାଇଁ ସମ୍ବିଧାନରେ ଥିବା କର୍ତ୍ତବ୍ୟ ଓ ଅଧିକାର ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ସଚିବ ଅଞ୍ଜଳି ମଛଖଣ୍ଡ ମୁଖ୍ୟଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ ଇନସ୍ପାୟାର ମହାବିଦ୍ୟାଳୟରଶତାଧିକ ଛାତ୍ରଛାତ୍ରୀମାନଙ୍କୁ […]
ରାଜଧାନୀ ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’କୁ ଗୁରୁବାର ଏକ ନୂଆ ଅତିଥି ଆସିଛି। ପ୍ରଥମ ଥର ସିମ୍ପାଞ୍ଜି ‘ଦୁର୍ଗା’ ମା’ ହୋଇଥିବା ଜଣାପଡିଛି । ଫଳରେ ସିମ୍ପାଞ୍ଜି ସଂଖ୍ୟା ୮କୁ ବୃଦ୍ଧି ପାଇଛି ।ବୁଧବାରବିଳମ୍ୱିତ ରାତିରେ ଦୁର୍ଗା ଶାବକ ଜନ୍ମ ଦେଇଥିବା ସୂଚନା ଦେଇଛନ୍ତି ନନ୍ଦନକାନନ ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ । ଦୁର୍ଗା ଓ ତାର ସନ୍ତାନକୁ ଏବେ ସ୍ବତନ୍ତ୍ର ଖୁଆଡ଼ରେ ରଖାଯାଇଛି। ମା-ଶିଶୁଙ୍କ […]
ମଧ୍ୟାହ୍ନ ଭୋଜନରେ ଅନିୟମିତତାକୁ ସହି ପାରିଲେନି ଛାତ୍ରୀ । ପ୍ରତିଦିନ ଖାଦ୍ୟରେ ବାହାରୁଥିଲା ପୋକ । ବାରମ୍ବାର ଅଭିଯୋଗ କରିବା ପରେ କେହି ଶୁଣିଲେନି । ଶେଷରେ ବାଧ୍ୟ ହୋଇ ଥାନାକୁ ବାହାରିଥିଲେ ୩୦ରୁ ୪୦ ଛାତ୍ରୀ ।ମା ପେଣ୍ଡରାଣୀ ଉଚ୍ଚ ବିଦ୍ୟାଳୟ, ବୁର୍ଜାରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଉକ୍ତ ଗ୍ରାମର କସ୍ତୁରବା ବାଳିକା ହଷ୍ଟେଲରେ ରହୁଥିଲେ । ଦୀର୍ଘ ୮ ମାସ ହେଲା ଏହି ହଷ୍ଟେଲରେ ପରସା ଯାଉଥିବା ଖାଦ୍ୟ ଏତେ ନିମ୍ନମାନର ଯେ ଭାତ […]
ବୁଧବାର ପ୍ରୟାଗରାଜରେ ଦଳାଚକଟା ଘଟି ୩୦ ଜଣ ଲୋକେ ମୃତ୍ୟୁ ବରଣ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଫେବୃଆରୀ ୪, ୨୦୨୫ ପର୍ଯ୍ୟନ୍ତ ଏହି ସେବା ବାତିଲ ରହିବ। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ। OSRTC ବାତିଲ ବିଷୟରେ ଯାତ୍ରୀମାନଙ୍କୁ ସୂଚନା ଦେଇ ଏକ ସାର୍ବଜନୀନ ନୋଟିସ୍ ଜାରି କରିଛି ଏବଂ ଏହାର ସରକାରୀ ସୋସିଆଲ […]
ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି ଦେଖାଯାଏ ତେବେ ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ। ତେବେ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୁଲିସ ପକ୍ଷରୁ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପ୍ରଚାର […]
ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର e-KYCକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି e-KYC ଅପ୍ଡେଟ୍ ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା ଏବେ ଫେବୃଆରୀ ୧୫କୁ ବୃଦ୍ଧି କରାଯାଇଛି। କିଛି ଲୋକେ ଇ-କେୱାଇସି କରି ନଥିବାରୁ ତାରିଖ ବୃଦ୍ଧି ପାଇଁ ଦାବି କରିଥିଲେ।ଏହାକୁ ବିଚାର କରି ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ଯୋଗ୍ୟତା ନଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀ ତାଗିଦ କରିଥିଲେ। ଯଦି ଏହିମାନେ କାର୍ଡ […]
ଭାଲୁ ପଞ୍ଝାରୁ ବାପାଙ୍କ ଜୀବନ ବଞ୍ଚାଇଲା ୧୦ ବର୍ଷର ପୁଅ । ଏମିତି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି-ଛତିଶଗଡ ସୀମାନ୍ତ ଦନ୍ତେୱାଡ଼ା ଜିଲ୍ଲାରେ । ପୁଅର ସାହସକୁ ଦେଖି ସ୍ଥାନୀୟ ଅଞ୍ଚଳର ଲୋକେ ପ୍ରଶଂସା ନ କରି ରହିପାରି ନାହାଁନ୍ତି । ତେବେ ଆହତ ହୋଇ ଉଭୟ ବାପା-ପୁଅ ଏବେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଦନ୍ତେୱାଡା ଜିଲ୍ଲାର ନକ୍ସଲ ଅଧ୍ୟୁଷିତ ଆବୁଝମାଡର ହାନ୍ଦାୱାଡା ଜଙ୍ଗଲକୁ ବାଞ୍ଜାରାମ ନେତାମ ଏବଂ ତାଙ୍କର ୫ମ ଶ୍ରେଣୀରେ […]
ଛତିଶଗଡ଼ରେ ମାଓ ନିପାତ ଅଭିଯାନକୁ ଆହୁରି କରାଯାଇଛି ଜୋର୍ଦାର୍। ସୁରକ୍ଷାବାହିନୀର ଗୁଳିରେ ଗତ ଦୁଇ ସପ୍ତାହ ମଧ୍ୟରେ ବରିଷ୍ଠ ନେତାଙ୍କ ସମେତ ୫୦ରୁ ଅଧିକ ମାଓବାଦୀ ନିହତ ହୋଇ ସାରିଛନ୍ତି।ଫଳରେ ଲାଲ୍ବାହିନୀ ଶିବିର ଛିନ୍ଛତ୍ର ହୋଇଯାଇଛି। ଏବେ ପୁଣି ଥରେ ସଂଗଠନକୁ ବଳ ଦେବାକୁ ଉଦ୍ୟମ ଆରମ୍ଭ କରୁଥିବା ବେଳେ ସେମାନେ ସୁରକ୍ଷିତ କରିଡର୍ ବୌଦ୍ଧ-କନ୍ଧମାଳ ସୀମାନ୍ତ ଘଞ୍ଚ ଜଙ୍ଗଲରେ ଠୁଳ ହେବା ସହ ଓଡ଼ିଶାମୁହାଁ ହୋଇଛନ୍ତି। ଅନ୍ୟପଟେ ପୋଲିସ ଏନକାଉଣ୍ଟରରେ ଦୁଇ ହାର୍ଡ କୋର ମାଓବାଦୀ […]
‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ସରକାର ମାର୍ଗଦର୍ଶିତା ଜାରି କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିବାଗ ପକ୍ଷରୁ ଜାରି ହେଲା ମାର୍ଗଦର୍ଶିକା । ବ୍ଲକସ୍ତରରେ ବାର୍ଷିକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଯୋଜନା କରାଯିବ ।ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଫେବ୍ରୁଆରୀ ୧୫ ତାରିଖ ସୁଦ୍ଧା ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍ରେ […]
ରେଳ ପରିସରରେ ସେଲଫି ନେବା କାରଣରୁ ଅନେକ ସମୟରେ ବହୁ ମୂଲ୍ୟବାନ ଜୀବନ ଅକାଳରେ ଚାଲି ଯାଉଛି । ଏଠାରେ ଅନେକ ବିପଦପୂର୍ଣ୍ଣ ସେଲଫି ନେଇ ସୋସିଆଲ ମିଡିଆରେ ପୋଷ୍ଟ କରିବା ଏକ ମଜାଦାର କାର୍ଯ୍ୟକଳାପ ପରି ମନେହୁଏ, କିନ୍ତୁ ଏହା ଏକ ଘାତକ ବିପଦ । ତେବେ ରେଳଧାରଣା ନିକଟରେ ସେଲଫି ଉଠାଇଲେ ଯିବାକୁ ପଡ଼ିବ ଜେଲ। ଏନେଇ କଠୋର ହୋଇଛି ପୂର୍ବତଟ ରେଳବାଇ। ରେଳ ଟ୍ରାକ ନିକଟରେ ରିଲସ ଏବଂ ସେଲଫି ପାଇଁ ଅନେକ […]
ଭିଜିଲାନ୍ସ ଜାଲରେ ITDA ଅଧିକାରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ପ୍ରକଳ୍ପ ଅଧିକାରୀ ବିଶ୍ୱଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । । ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼। ସେହିପରି ଭୁବନେଶ୍ୱର, ବାଲେଶ୍ଵର, ଯାଜପୁର ଓ ସୁନ୍ଦରଗଡ଼ରେ ଚଢ଼ାଉ କରୁଛି ଭିଜିଲାନ୍ସ । ରେଡରେ ଜଣେ ଅତିରିକ୍ତ […]
ବହୁ ଅଯୋଗ୍ୟ ରାସନ୍କାର୍ଡ ହାତେଇଥିବା, ଜାଲ୍ ରାସନ୍କାର୍ଡ ହିତାଧିକାରୀ ଓ ମୃତକଙ୍କ ନାଁରେ ଏବେବି ରାସନ୍ ଉଠାଯାଉଥିବା ସନ୍ଦେହରେ ନୂଆ ସରକାର ଗତବର୍ଷ ଅଗଷ୍ଟ ୨୨ ତାରିଖ ଠାରୁ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସରକାର ପୂର୍ବରୁ ସୂଚନା ଦେଇଛନ୍ତି ଇ-କେୱାଇସି ପ୍ରକ୍ରିୟା ସରିବା ପରେ ନୂଆ ରାସନ୍କାର୍ଡ ବାଣ୍ଟିବେ। ଅଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେ ଏବଂ ଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ସ୍ପଷ୍ଟ ହୋଇଯିବ। ମନ୍ତ୍ରୀ ଶ୍ରୀ ପାତ୍ରଙ୍କ ସୂଚନା ଅନୁସାରେ ରାଜ୍ୟରେ ଏପର୍ଯ୍ୟନ୍ତ ୪୧ […]
