୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ |ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁରର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ।୨୦ ତାରିଖ (ଶୁକ୍ରବାର) ଠାରୁ ବର୍ଷା […]

ଚାରି ଜଣ ଦୁର୍ବୃତ୍ତ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲାରେ ବୁଧବାର ରାତିରେ ଏକ ଏଭଳି ଘଟଣା ରାଜ୍ୟରେ ଘଟିଛି।ବାରିପଦା ସହରର ରାଜବାସା ଅଞ୍ଚଳରେ ଚାରି ଜଣ ଦୁର୍ବୃତ୍ତ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସ୍ୱାମୀ ଏ ସମ୍ପର୍କରେ ବାରିପଦା ସଦର ଥାନାରେ ଏକ ମାମଲା ଦାଏର କରିଛନ୍ତି।ଏତଲା ଆଧାରରେ ବାରିପଦା ସଦର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁଯାୟୀ, ରାତିରେ ଦୁର୍ବୃତ୍ତମାନେ ମହିଳାଙ୍କୁ ତାଙ୍କ ଘରୁ ଅପହରଣ କରି ନିକଟସ୍ଥ ଏକ ଘରକୁ ‌ଜୋର ଜବରଦସ୍ତ […]

ଇଣ୍ଡିଗୋ ବିମାନରେ ମାଡ଼ ହେଲା ପକ୍ଷୀ । ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ୧୮୦ ଯାତ୍ରୀଙ୍କ ଜୀବନ

ପକ୍ଷୀ ମାଡ଼ର ଶିକାର ହେଲା ଇଣ୍ଡିଗୋ ବିମାନ, ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ୧୮୦ ଯାତ୍ରୀଙ୍କ ଜୀବନ । ବୁଧବାର ଅପରାହ୍ନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କୋଲକାତା ଯାଉଥିବା ଇଣ୍ଡିଗୋ ବିମାନରେ ପକ୍ଷୀ ମାଡ଼ ହୋଇଥିଲା ।ସୂଚନା ଅନୁଯାୟୀ, ବୁଧବାର ଅପରାହ୍ଣ ୪ଟା ୨୦ରେ ଇଣ୍ଡିଗୋ ବିମାନ ୬ଇ-୬୭୧୭ ବିମାନ ରନ୍‌ୱେରେ ଉଡ଼ାଣ ଆରମ୍ଭ କରୁକରୁ ଏକ ବଡ଼ ପକ୍ଷୀ ବିମାନର ସାମନା ଭାଗରେ ମାଡ଼ ହୋଇଥିଲା। ଏପରିକି ବିମାନର ସମ୍ମୁଖ କାଚରେ […]

୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ ।

ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଚନ୍ଦନପୁର ଥାନା ଏଏସଆଇ ପ୍ରଭାତ କୁମାର ପ୍ରଧାନ। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ଭାଇଙ୍କୁ ସାହାଯ୍ୟ କରିବା ପାଇଁ ଏଏସଆଇ ପ୍ରଧାନ ୧୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏହି ମାମଲାରେ ସେ ନିଜେ ତଦନ୍ତକାରୀ ଅଧିକାରୀ ଥିଲେ।ଧରାପଡିବା ପରେ ପ୍ରଭାତଙ୍କ ଦୁଇଟି ସ୍ଥାନରେ ରେଡ୍‌ କରିଛି ଭିଜିଲାନ୍ସ । ଅଭିଯୋଗକାରୀ ଏ […]

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍ ।

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍ । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗ ଚଢାଉ କରିଛି । ସମ୍ବଲପୁର, ଝାରସୁଗୁଡ଼ା, ଭୁବନେଶ୍ବରରେ IT ରେଡ୍ । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଚଢାଉରେ ସାମିଲ ।ତେବେ ଆୟକର ଠକେଇ ନେଇ ଅଭିଯୋଗ ହେବା ପରେ ୨୦ରୁ ଅଧିକ ସ୍ଥାନରେ ଇଡି ଏହି ରେଡ ଚଳାଇଛି। ବିଭିନ୍ନ ସ୍ଥାନରେ ଇଡିର ୨୦ଟି ଟିମକୁ ଏହି ରେଡରେ ସାମିଲ କରାଯାଇଛି।ଭୋର ୫ ଟାରୁ ଚଢାଉ କରୁଛି ଆୟକର […]

ମୁଖ୍ୟମନ୍ତ୍ରୀଙ୍କ AI ଭିଡିଓ କରି ବନ୍ଧା ହେଲେ ଯୁବକ

ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ AI ଭିଡିଓ ପୋଷ୍ଟ କରି ବନ୍ଧା ହେଲେ ରାୟଗଡ଼ାର ଯୁବକ କିଶୋର କୌଶଲ୍ୟ। କିଶୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା କ୍ରାଇମବ୍ରାଞ୍ଚ ସାଇବର ସେଲ୍ । ଅଭିଯୁକ୍ତ କିଶୋର କୌଶଲ୍ୟାଙ୍କୁ ଭାରତୀୟ ନ୍ୟାୟ ସଂହିତା (BNS)ର ସଂଖ୍ୟା ୭୮, ୭୯, ୨୯୪, ୨୯୬, ୩୩୬(୨), ୩୩୬(୪), ୩୪୦(୨) ଓ ୩୫୬(୨) ଧାରା, ଆଇଟି ଆକ୍ଟ ୨୦୦୦ର ସଂଖ୍ୟା ୬୬-C, ୬୭ ଓ ୬୭-A ଧାରା, ଏବଂ ୧୯୮୬ର ଅଶ୍ଳୀଳ ମହିଳା ପ୍ରତିନିଧିତ୍ୱ (ନିଷେଧ) […]

ସମଲେଇ ଦର୍ଶନ ପାଇଁ ଅନଲାଇନ ବୁକିଂ

ସମ୍ବଲପୁରରେ ମାଆ ସମଲେଇଙ୍କ ମନ୍ଦିର ପକ୍ଷରୁ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ଆପ୍ । ଏଚଡିଏଫସି ବ୍ୟାଙ୍କ ସହାୟତାରେ ଏହି ଆପ୍ ତିଆରି ଚାଲିଛି । ଦୂର ଦୂରାନ୍ତରୁ ଆସୁଥିବା ଭକ୍ତ ଆପରେ ପୂର୍ବରୁ ଧାଡ଼ି ଦର୍ଶନ, ଭୋଗ ଓ ଯାତ୍ରୀ ନିବାସ ପାଇଁ ବୁକିଂ କରି ପାରିବେ । କ୍ୟୁଆର ମାଧ୍ୟମରେ ମନ୍ଦିରକୁ ଭକ୍ତ ଅର୍ଥଦାନ କରିବା ମଧ୍ୟ ସହଜ ହେବ । ଏଥିପାଇଁ ମଧ୍ୟ ଏଚଡିଏଫସି ବ୍ୟାଙ୍କ ସହ କଥାବାର୍ତ୍ତା ସରିଛି । ଆପ୍ […]

କଟକ ସହରରେ ବେଆଇନ ଭାବରେ ପାନୀୟ ଜଳ ବିକ୍ରି କରୁଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଉପରେ ରେଡ

ଟ୍ବିନ ସିଟିରେ ହଇଜା ଚିନ୍ତା । ଦିନକୁ ଦିନ ହଇଜା ଓ ଜଣ୍ଡିସ ବ୍ୟାପିବାରେ ଲାଗିଥିବାବେଳେ ସଜାଗ ହୋଇ ଉଠିଛି ସ୍ବାସ୍ଥ୍ୟ ବିଭାଗ । ଆଜି ବିଭାଗ ପକ୍ଷରୁ କଟକ ମହାନଗର ନିଗମ ସହାୟତାରେ ବାଦାମବାଡି ଶଙ୍କରପୁର ଅଂଚଳର ଦାସ ସାହି ଓ ଉପର ସାହିର ଦୁଇ କମ୍ପାନୀ ଉପରେ ଚଢାଉ କରାଯାଇଛି । ଚଢାଉ ବେଳେ ଅପରିଷ୍କାର ପରିବେଶ ଓ ପାଣିର ମାନ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ବିଭାଗୀୟ ଅଧିକାରୀ ।ଚଢାଉ ପରେ ପାଣି କମ୍ପାନୀଗୁଡ଼ିକ […]

ଅସହାୟ ଅବସ୍ଥାରେ ନାବାଳିକା ଉଦ୍ଧାର

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନିର୍ଦ୍ଦେଶରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ନୟାଗଡ଼ ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ପାର୍ଶ୍ଵରୁ ଅସହାୟ ଅବସ୍ଥାରେ ନୂଆଗାଁ ବ୍ଲକର ୧୭ବର୍ଷର ନାବାଳିକାଙ୍କୁ ଉଦ୍ଧାର କରି ଘଡୁଆଳରେ ଅବସ୍ଥିତ ‘ତପସ୍ୟା’ ଶିଶୁଗୃହରେ ଥଇଥାନ କରିଛନ୍ତି। ପ୍ରକାଶ ଥାଉ କି କୈାଣସି ସୂତ୍ରରୁ ସଚିବ, ମଚ୍ଛଖଣ୍ଡ  ଅସହାୟ ଅବସ୍ଥାରେ ଗୋଟିଏ ୧୭ ବର୍ଷର ଝିଅ ବାପାଙ୍କର ନିର୍ଯ୍ୟାତନା  ସହି ନପାରି ଘର ଛାଡ଼ି ଇତସ୍ତତଃ ଭାବରେ ମେଡିକାଲ […]

ଓଡିଶା ଭିଜନ ୨୦୩୬ ଏବଂ ୨୦୪୭ ଉପରେ ଦିନିକିଆ କର୍ମଶାଳା

ରାୟଗଡ଼ :- ତା. ୧୮/୦୬- ବିକାଶ ମେଳା ୨୦୨୫ ପାଳନ ଅବସରରେ ଆଜି ଜିଲ୍ଲାସ୍ଥରୀୟ ଏକ ଦିବାସୀୟ ପରାମର୍ଶ କର୍ମଶାଳା ସ୍ତାନିୟ ବିଜୁ ପଟ୍ଟନାୟକ ପ୍ରତୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭlବରେ କୋରାପୁଟ ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ ଯୋଗଦାନ କରି ଉଦଘାଟନ କରିବା ସହିତ ନିଜର ବକ୍ତବ୍ୟରେ ରାୟଗଡ଼ ଜିଲ୍ଲା ବିକାଶ ହେଲେ ଓଡ଼ିଶାର ବିକାଶ ହେବ ଏବଂ ଓଡ଼ିଶାର […]

ଆସନ୍ତା ୨୦ ତାରିଖରେ ଟ୍ବିନ୍‌ସିଟିରେ ସବୁ ସ୍କୁଲ ଛୁଟି

ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୨୦ ତାରିଖରେ ଟ୍ବିନ୍‌ସିଟିରେ ସ୍କୁଲ ଘୋଷଣା କରାଯାଇଛି । ଭୁବନେଶ୍ବର, କଟକ ମହାନଗରରେ ସମସ୍ତ ସ୍କୁଲ ଛୁଟି ରହିବ ।ସମସ୍ତ ସରକାରୀ , ବେସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ବନ୍ଦ ରହିବ । ବିପୁଳ ଜନସମାଗମ ହେବା ଆଶଙ୍କା ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱର , କଟକ ମହାନଗର ନିଗମ ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଉପୁଜିପାରେ […]

ଯାତ୍ରା ସ୍ୱର୍ଣ୍ଣ ମନ୍ଦିର ଛାଡ଼ିଲେ ରାଣୀ ପଣ୍ଡା। ଗଢିଲେ ନୂଆ ଯାତ୍ରା ପାର୍ଟି ।

ଯାତ୍ରା ସ୍ୱର୍ଣ୍ଣ ମନ୍ଦିର ଛାଡ଼ିଲେ ରାଣୀ ପଣ୍ଡା। ଗଢିଲେ ନୂଆ ଯାତ୍ରା ପାର୍ଟି । କିଛି ଦିନ ତଳେ ଯାତ୍ରା ସ୍ୱର୍ଣ୍ଣ ମନ୍ଦିର ଦାୟିତ୍ଵ ନେଇଥିଲେ । ମାସେ ନପୁରୁଣୁ ଆଭ୍ୟନ୍ତରୀଣ ବିବାଦ ପାଇଁ ଛାଡ଼ିଥିବା ସାମ୍ବାଦିକ ସମିଳନୀରେ କହିଛନ୍ତି ରାଣୀ। ଓଡ଼ିଆ ଅଭିନେତ୍ରୀ ରାଣୀ ପଣ୍ଡା କହିଛନ୍ତି, ‘ଓଡ଼ିଶାବାସୀଙ୍କ ଆଗରେ ମୁଁ କହୁଛି, ଯାତ୍ରା ମାଲିକ ପିଣ୍ଟୁ ବାବୁଙ୍କୁ ବି କହୁଛି। ମୁଁ ଯାତ୍ରା ସ୍ୱର୍ଣ୍ଣ ମନ୍ଦିରରୁ ବିଦାୟ ନେଉଛି। ଏ ଅନୁଷ୍ଠାନକୁ ମୁଁ ଆଗକୁ […]