ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ମାମଲା,ହତ୍ୟା ପରେ ଫିଙ୍ଗିଦେଲା ପ୍ରେମିକ

ଭୁବନେଶ୍ୱରରୁ ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ଘଟଣା । ୧୨ ଦିନ ପରେ ମିଳିଲା ନିଖୋଜ ଟ୍ରାଫିକ କନେଷ୍ଟବଲଙ୍କ ମୃତଦେହ । କେନ୍ଦୁଝର ଜିଲ୍ଲା ଘଟଗାଁ ଜଙ୍ଗଲରେ ମୃତଦେହ ପଡିଥିବା ସୂଚନା ମିଳିଛି।ଗତ ୬ ତାରିଖରୁ ନିଖୋଜ ଥିଲେ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ । କନଷ୍ଟେବଳ ନିଖୋଜ ପରଠୁ ସଂଦେହ ଘେରରେ ଥିଲା ପୁରୁଷ ବନ୍ଧୁ । ପୋଲିସ ସେବା ଭବନରେ ଆକାଉଣ୍ଟ ଡିପାର୍ଟମେଣ୍ଟରରେ କାର୍ଯ୍ୟ କରେ ଦୀପକ । ପୂର୍ବରୁ ନିଖୋଜ ନେଇ ପୋଷ୍ଟର […]

ମସ୍ତିଷ୍କ ଖିଆ ପୋକଙ୍କୁ ସାବଧାନ !୧୮ ମଲେଣି

କେରଳର ଅନେକ ଲୋକ ଏକ ଜୀବନ୍ତ ସୁକ୍ଷ୍ମଜୀବାଣୁ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଜୀବାଣୁର ନାମ ନେଗ୍ଲେରିଆ ଫାଉଲେରି, ଯାହାକୁ ସାଧାରଣ ଭାଷାରେ ‘ମସ୍ତିଷ୍କ ଖାଉଥିବା ଆମିବା’ କୁହାଯାଏ। ଚଳିତ ବର୍ଷ ଏପର୍ଯ୍ୟନ୍ତ କେରଳରେ ଅମିବିକ୍ ମେନିଙ୍ଗୋ ଏନ୍‌ସେଫାଲାଇଟିସ୍‌ର ୬୭ଟି ମାମଲା ସାମ୍ନାକୁ ଆସିଛି । ଯେଉଁଥିରୁ ୧୮ ଜଣଙ୍କର ମୃତ୍ୟୁ ହୋଇସାରିଛି। ବର୍ଦ୍ଧିତ ତାପମାତ୍ରା ଯୋଗୁଁ ଏହି ଆମିବିକ୍ ମେନିଞ୍ଜାଇଟିସ୍‌ର ମାମଲା ବୃଦ୍ଧି ପାଉଛି। ନେଗ୍ଲେରିଆ ଫାଉଲେରି ଆମିବା ଦ୍ୱାରା ହେଉଥିବା ଏହି […]

ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲାଗିବ ଆଣ୍ଟି ଡ୍ରୋନ

ଓଡିଶା ପୋଲିସ ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲଗାଇବାକୁ ଯାଉଛି ଆଣ୍ଟି ଡ୍ରୋନ ପ୍ରଣାଳୀ(Anti Drone System) । ଆଣ୍ଟି ଡ୍ରୋନ ପ୍ରଣାଳୀ କିଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନୋ ଫ୍ଲାଇଂ ଜୋନ କରାଯାଇ କିପରି ଏହା କାର୍ଯ୍ୟକ୍ଷମ କରାଯିବ ଏଥିପାଇଁ ସରକାର ଚିନ୍ତା କରୁଛନ୍ତି ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି କହିଛନ୍ତି । ଆଣ୍ଟି ଡ୍ରୋନ ପ୍ରଣାଳୀ କାର୍ଯ୍ୟକ୍ଷମ ହେଲେ ଆଉ ଡ୍ରୋନ ଉଡି ପାରିବନାହିଁ । […]

ସେପ୍ଟେମ୍ବର ୧୭ ତାରିଖ ଦିନ ଯାତ୍ରୀ ସେବା ଦିବସ ପାଳନ ହେବ 

ପାର୍ବଣ ଋତୁରେ ଯାତ୍ରୀଙ୍କୁ ସୁଗମ ଯାତ୍ରା ଅନୁଭବ ପ୍ରଦାନ କରିବା ଏବଂ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ପରିଚାଳନା କରିବା ପାଇଁ ରେଳବାଇ ନୂତନ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରଚଳନ କରିବାକୁ ଘୋଷଣା କରିଛି।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ବୁଧବାର ସକାଳୁ ଏଠାରେ ପ୍ରଥମ ବିମାନ ବିମାନବନ୍ଦରରେ ପହଞ୍ଚିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ଯାତ୍ରୀମାନେ ବିମାନବନ୍ଦରରେ ଓହ୍ଲେଇବେ। ଏହା ପରେ ପ୍ରଥମେ ଟୀକା ଲଗାଯିବ। ପରେ ସମ୍ବଲପୁରୀ ନୃତ୍ୟ ସହ […]

ମା ବାଲିହରାଚଣ୍ଡୀ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

ପୁରୀ ଜିଲ୍ଲାର ମା ବାଲିହରାଚଣ୍ଡୀ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ । ତେବେ ସେ ଏକ୍ସରେ ଟୁଇଟ କରି କହିଛନ୍ତି ଏହି କଥା ଜାଣି ମୁଁ ଗଭୀର ଭାବରେ ମର୍ମାହତ ଏବଂ ବ୍ୟଥିତ । ସାରା ଓଡିଶାରେ ମହିଳାମାନଙ୍କ ବିରୁଦ୍ଧରେ ହିଂସାର ଏପରି ଭୟଙ୍କର ଉଦାହରଣ ଦେଖିବା ହୃଦୟ ବିଦାରକ। ବିଜେପି ନେତାମାନେ ଚିନ୍ତାର ନାଟକୀୟ ପ୍ରଦର୍ଶନ କରୁଥିବା ବେଳେ, ଶିକାରୀମାନେ ସ୍ପଷ୍ଟ ଦିବାଲୋକରେ ଦଣ୍ଡମୁକ୍ତ ହୋଇ […]

ଶସ୍ତା ହେଲା ‘ମଦର ଡାଏରି’ କ୍ଷୀର ଓ ଆଇସକ୍ରିମ

ଜିଏସଟି ୨.୦ ସଂସ୍କାର ପରେ ମଦର ଡେରୀ ତା’ର ଦୁଗ୍ଧ ଓ ଖାଦ୍ୟ ଉତ୍ପାଦର ମୂଲ୍ୟ ହ୍ରାସ କରିଛି। ଏହି ନୂଆ ମୂଲ୍ୟ ୨୨ ସେପ୍ଟେମ୍ବରରୁ ଲାଗୁ ହେବ। ସରକାରଙ୍କ ଜିଏସଟି ହ୍ରାସ ଓ ଅତ୍ୟାବଶ୍ୟକ ଜିନିଷ ଉପରୁ ଟିକସ ଉଠାଇବା ନିଷ୍ପତ୍ତି ପରେ ମଦର ଡେରୀର ସମସ୍ତ ଉତ୍ପାଦ ଏବେ ଶୂନ୍ୟ କିମ୍ବା ୫% ଟିକସ ବର୍ଗରେ ଅଛି। ତେବେ କମ୍ପାନି ଏହାର ପ୍ୟାକେଜ୍ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ପର୍ଯ୍ୟନ୍ତ ହ୍ରାସ […]

ନୂଆପଡାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ହେବ

ଆସନ୍ତା ଅକ୍ଟୋବର ୯ ତାରିଖରେ ପ୍ରକାଶ ପାଇବା ନୂଆପଡ଼ା ଉପ ନିର୍ବାଚନର ଚୂଡାନ୍ତ ଭୋଟର ତାଲିକା । ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ୍ ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ପୁନଃବ୍ୟବସ୍ଥାପନ ପରେ ମୋଟ୍ ମତଦାନ କେନ୍ଦ୍ର ୩୫୮, ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ଟି ବୁଥ୍ ହେବ ।ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, ନୂଆପଡ଼ା ବିଧାନସଭା କ୍ଷେତ୍ରରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ସେପ୍ଟୋମ୍ବର ୧୫କୁ ଯୋଗ୍ୟତା […]

ବିଶ୍ଵକର୍ମା ପୂଜା ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି

ଆସନ୍ତାକାଲି ବିଶ୍ୱକର୍ମା ପୂଜା । ଏଥିପାଇଁ ସବୁଠି ଚାଲିଛି ଜୋରଦାର ପ୍ରସ୍ତୁତି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ଭଗବାନ ବିଶ୍ୱକର୍ମାଙ୍କୁ ଶିଳ୍ପକାରମାନଙ୍କ ଦେବତା କୁହାଯାଇଥାଏ । ପ୍ରତ୍ୟେକ ବର୍ଷ ଏହି ଜୟନ୍ତି କନ୍ୟା ସଂକ୍ରାନ୍ତି ଦିନ ପାଳନ କରାଯାଇଥାଏ । ଏହି ଦିନ ହିନ୍ଦୁ ଧର୍ମର ଲୋକମାନେ ନିଜର କାଯ୍ୟର୍ସ୍ଥଳରେ ବିଶ୍ୱକର୍ମାଙ୍କ ମୂର୍ତ୍ତି ବିଶେଷ ପୂଜା-ଅର୍ଚ୍ଚନା କରିଥାନ୍ତି । ବିଶେଷ କରି ଏହି ପୂଜା କରିବା ଦ୍ୱାରା ବ୍ୟବସାୟ କ୍ଷେତ୍ରରେ […]

ବଢୁଛି ସୁନା ଏବଂ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୨,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୨,୬୦୦ ଟଙ୍କାକୁ ପହଞ୍ଚିଛି ।ଗୋଟିଏ ପଟେ ସୁନାର ମୂଲ୍ୟ ହ୍ରାସ ପାଇଥିବା ବେଳେ, ରୂପା ନିରନ୍ତର ମହଙ୍ଗା ହେଉଛି। ୧୨ […]

ଆପୋଲୋ ଟାୟାର୍ସ ହେଲା ଟିମ୍ ଇଣ୍ଡିଆର ଜର୍ସି ସ୍ପନସର୍

ଡ୍ରିମ୍ ୧୧ ପରେ ଆପୋଲୋ ଟାୟାର୍ସ ହେଲା ଟିମ୍ ଇଣ୍ଡିଆର ଜର୍ସି ସ୍ପନସର୍ । ଏଣିକି ଟିମ୍ ଇଣ୍ଡିଆର ଜର୍ସିରେ ଆପୋଲୋ ଟାୟାର୍ସ ଲେଖାଥିବା ଦେଖିବାକୁ ମିଳିବ । ତେବେ ଡ୍ରିମ୍ ୧୧ ପରେ ଭାରତୀୟ କ୍ରିକେଟ୍ ଦଳର ଜର୍ସି ସ୍ପନସର କିଏ ହେବ ସେ ନେଇ ସସପେନ୍ସ ଲାଗି ରହିଥିଲା । ଆଉ ଶେଷରେ ଆପୋଲୋ ଟାୟାର୍ସ ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍ ଦଳର ନୂତନ ଜର୍ସି ସ୍ପନସର ହୋଇଛି । ପ୍ରତ୍ୟେକ ମ୍ୟାଚ୍ […]

୯୧୩ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ

ରାଜ୍ୟରେ ମୋଟ୍‌ ୯୧୩ଟି ନବନିର୍ମିତ ଅଙ୍ଗନବାଡି କେନ୍ଦ୍ରର ଉଦ୍‌ଘାଟନ କରାଯାଇଛି । ନୂତନ ଅଙ୍ଗନବାଡିର ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ଟି, ବାଲେଶ୍ୱରର ୭୭ଟି, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, […]

ଓଡିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

ଓଡିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । ଏନେଇ ଆଜି ତାଙ୍କୁ କଟକ ସିଡିଏ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ତାଙ୍କୁ କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ ସଂକ୍ରମଣ ଯୋଗୁଁ ଦେହ ଅଧିକ ଖରାପ ହେବା ପରେ ତାଙ୍କୁ ଗତକାଲି ଡାକ୍ତଖାନାରେ ଭର୍ତ୍ତି କରାଯାଇଛି । ବୁଦ୍ଧାଦିତ୍ୟଙ୍କର ବିଭିନ୍ନ ପ୍ରକାର ପରୀକ୍ଷା କରାଯାଉଥିବା ଜଣାପଡ଼ିଛି ।ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି।