ଆଜିର ରାଶିଫଳ(୨୮ ଜାନୁଆରୀ, ୨୦୨୫)

ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ […]

ପ୍ରଫେସର (ଡାକ୍ତର) ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

Lବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା ପରିପ୍ରେକ୍ଷୀରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ସୋମବାର ଦିନ ସମ୍ବର୍ଦ୍ଧିତ କରିଛନ୍ତି । ଏମ୍‌ସ ନୁଆଦିଲ୍ଲୀର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇବା ସହ ଭୁବନେଶ୍ୱର ଏମ୍ସର ପ୍ରଥମ ନିର୍ଦ୍ଦେଶକ ରହିଥିବା ପ୍ରଫେସର ମହାପାତ୍ର ସୋଆର କୁଳପତି […]

ଆସନ୍ତାକାଲିଠୁ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫

ଆସନ୍ତାକାଲିଠୁ ଭୁବନେଶ୍ବରରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ । ଜନତା ମଇଦାନରେ ୨ ଦିନିଆ କନକ୍ଲେଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୋଲିସ । ବିମାନବନ୍ଦର ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ବ୍ଲୁ ବୁକ ଅନୁସାରେ ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଭୁବନେଶ୍ୱରରେ ସିକ୍ୟୁରିଟି ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ […]

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ସମ୍ପ୍ରସାରିତ ଗୃହ ଓ ନବ ନିର୍ମିତ କୋଲନାରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠା ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ଦ୍ୱାରା ଉଦଘାଟିତ

ରାୟଗଡ଼:-୨୭/୦୧/ 2025 -ସାଧାରଣ ତନ୍ତ୍ର ଦିବସରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ ଓ ଚିକିତ୍ସିତ ରୋଗୀ ଙ୍କୁ ଫଳ ବଣ୍ଟନ କରିବା ସହିତ ସେମାନଙ୍କ ଚିକିତ୍ସା ବାବଦ ରେ ପଚାରି ବୁଝିଥିଲେ | ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନୂତନ ଭାବେ ନିର୍ମିତ ସମ୍ପ୍ରସାରିତ ଗୃହ ଉଦଘାଟନ […]

ଅନ୍ତେବାସୀଙ୍କୁ ନିର୍ଯାତନା ଅଭିଯୋଗ । ନିମ୍ନ ମାନର ଖାଦ୍ୟ ସହ ଦିଆଯାଉଛି ମାଡ଼ ।

ମାନସିକ ଅନଗ୍ରସର ଦିବ୍ୟାଙ୍ଗ ଥଇଥାନ କେନ୍ଦ୍ରରେ ନିର୍ଯାତନା । ସମ୍ବଲପୁର ଧନୁପାଲି ଥାନା ପୁଟିବନ୍ଧ ସ୍ଥିତ ସମର୍ଥ କେନ୍ଦ୍ରରେ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ଅନ୍ତେବାସୀଙ୍କୁ ନିମ୍ନ ମାନର ଖାଦ୍ୟ ସହ ଦିଆଯାଉଛି ଅକଥନୀୟ ନିର୍ଯାତନା । କଥା କଥାରେ ମାଡ଼ ଓ ଗାଳି କରୁଛନ୍ତି କେନ୍ଦ୍ର ପରିଚାଳକା । ବଞ୍ଚାଓ ବଞ୍ଚାଓ ବୋଲି ରଡି ଛାଡୁଛନ୍ତି ଅନ୍ତେବାସୀ l ଏହି ସବୁ ଦୃଶ୍ୟ ମୋବାଇଲ ଓ ସିସିଟିଭିରେ କଏଦ ହୋଇଛି ।ତେବେ ଏହି ଘଟଣା […]

ICC ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର 2024ରେ ସମ୍ମାନିତ ହେଲେ ସ୍ମୃତି ମନ୍ଦାନା

ଭାରତୀୟ ଦଳର ତାରକା ବୋଲର ଜସପ୍ରୀତ ବୁମ୍‌ରା ୨୦୨୪ର ଶ୍ରେଷ୍ଠ ଟେଷ୍ଟ କ୍ରିକେଟର ଆଖ୍ୟା ଅର୍ଜନ କରିଛନ୍ତି। ବୁମ୍‌ରାଙ୍କ ବ୍ୟତୀତ ଇଂଲଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଜୋ ରୁଟ୍, ଇଂଲଣ୍ଡର ଯୁବ ବ୍ୟାଟ୍ସମ୍ୟାନ୍ ହ୍ୟାରି ବ୍ରୁକ୍ ଏବଂ ଶ୍ରୀଲଙ୍କାର କାମିନ୍ଦୁ ମେଣ୍ଡିସ୍ ଏହି ପୁରସ୍କାର ଦୌଡ଼ରେ ଥିଲେ, କିନ୍ତୁ ବୁମ୍‌ରା ସମସ୍ତଙ୍କୁ ପଛରେ ପକାଇ ପୁରସ୍କାର ହାତେଇଛନ୍ତି। ସେହିଭଳି ଆଇସିସି ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର ୨୦୨୪ ପାଇଁ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଦାନାଙ୍କୁ ବିଜୟୀ […]

୪ଦିନରେ ସରିବ ରାସନ କାର୍ଡର e-KYC ଯାଞ୍ଚ । ଶୀଘ୍ର e-KYC କରେଇ ନିଅନ୍ତୁ

୪ଦିନରେ ସରିବ ରାସନ କାର୍ଡର e-KYC ଯାଞ୍ଚ । ସମୟ ଭିତରେ ଅପଡେଟ୍‌ କରିପାରିନଥିବା ହିତାଧିକାରୀଙ୍କ ପାଇଁ କୋହଳ ହୋଇପାରେ ବ୍ୟବସ୍ଥା । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବର୍ତ୍ତମାନ ସୁଦ୍ଧା ୮୮ ପ୍ରତିଶତ ଲୋକ ଇ-କେୱାଇସି (e-KYC) କରିସାରିଛନ୍ତି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ଜଣ ହିତାଧିକାରୀ ଇ-କେୱାଇସି କରିନାହାଁନ୍ତି।ମୋଟ୍‌ ୩କୋଟି ୩୫ ଲକ୍ଷ ୫୭୦ରୁ ୨କୋଟି ୯୫ ଲକ୍ଷ ୮୯ ହଜାର ୯୧୨ ଜଣ ହିତାଧିକାରୀ […]

ବଦଳିଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ନୂଆ ଦାୟିତ୍ୱ

ମଧୁ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।ସେହିପରି ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି।ପୂର୍ବତନ ଡିଜିପି […]

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ ।ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ମନୋଜ ଆହୁଜା । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ […]

ସରକାରଙ୍କ ଅବହେଳା ପାଇଁ ଆଜି ଆମେ ବିପଦରେ

ଗତକାଲି ମୋର ଭୁବନେଶ୍ବର ଘରେ ଚୋରି ହୋଇଛି । ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ । ବରଂ ସମସ୍ତ ଭୁବନେଶ୍ବର ବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ । ସୋସିଆଲ ମିଡିଆ ଫେସବୁକରେ ପୋଷ୍ଟ ସେୟାର କରି ଏମିତି ଚିନ୍ତା ପ୍ରକଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ସେ ଲେଖିଛନ୍ତି ଯେ ସରକାରଙ୍କ ଅବହେଳା କାରଣରୁ ଆଜି ଆମ ଘର, ଆମ ସାହି ଓ ଆମ ସଂପଦ ବିପଦରେ। […]

ଯୁବକଙ୍କୁ ସାପ ଦେଖାଇ ଭୟଭୀତ କରୁଥିଲେ ଅପହର୍ତ୍ତା

ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଯୁବକଙ୍କ ମଧ୍ୟରେ ଜଣେ ନୂଆ ଦିଲ୍ଲୀର ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀ ହୋଇଥିବା ବେଳେ ଅନ୍ୟ ୩ ଜଣ କଟକ ଅଞ୍ଚଳର ଏଜେଣ୍ଟ ବୋଲି ସୂଚନା ମିଳିଛି। କୋଟିଏ ଟଙ୍କା ନଦେଲେ ସମସ୍ତଙ୍କୁ ବନ୍ଧକଙ୍କୁ ନାଗ ସାପ ଚୋଟରେ ଜୀବନ ନେଇଯିବେ ବୋଲି ଧମକ ଚମକ ଦେଉଥିଲେ । ଗୋଳନ୍ଥରା ଥାନା […]

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତିନୋଟି ଛୁଆଙ୍କୁ ଜନ୍ମ ଦେଇ ଜୀବନ ହାରିଲା ସିଂହୀ ରେୱା । ଡିସେମ୍ବର ୨୦୨୦ରେ ଇନ୍ଦୋରର କମଳା ନେହେରୁ ପ୍ରାଣୀ ସଂଗ୍ରାହଳୟରୁ ନନ୍ଦନକାନନ ଅଣାଯାଇଥିଲା । ଚଳିତ ମାସ ଜାନୁଆରୀ ୨୫ରେ ୩ଟି ଛୁଆ ଜନ୍ମ ଦେଇଥିଲା ।ସେ ରହୁଥିବା ଫିଡିଂ ଚାମ୍ବରରେ ସକାଳ ୯ଟା ୩୩ରେ ପ୍ରଥମ ଛୁଆ ଜନ୍ମ କରିଥିଲା। କିନ୍ତୁ, […]